ରାଜ୍ୟ

ରୋଡିଂଶପ୍‌ର ପ୍ରସ୍ତୁତି ଆରମ୍ଭ:ଆକର୍ଷଣ ସାଜିବ ଘାସ ତୋରଣ

ବଅଁରପାଳ, ୧୦।୯ (ଡି.ଏନ୍‌.ଏ) ଅନୁଗୋଳ ଜିଲା ନାଲ୍‌କୋ ନଗରରେ ପ୍ରସିଦ୍ଧ ବିଶ୍ୱକର୍ମା ପୂଜାରେ ଚଳିତ ବର୍ଷ ୨୩ଟି ମଣ୍ଡପରେ ବିରାଜମାନ ହେବେ ଦେବଶିଳ୍ପୀ। ପୂଜାକୁ ଆଡ଼ମ୍ବର ସହକାରେ ପାଳନ କରିବା ପାଇଁ ଏବେଠାରୁ ନାଲକୋବାସୀ ବେଶ୍‌ ତତ୍ପର ହୋଇପଡ଼ିଛନ୍ତି। ବିଭିନ୍ନ...

ଶୋଭାଯାତ୍ରାରେ ଗଲେ ଗଜାନନ:ଡିଜେ ସାଉଣ୍ଡରେ ଦୁଲୁକିଲା ପରଜଙ୍ଗ

ପରଜଙ୍ଗ,୧୦।୯(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗରେ ସୋମବାର ଗଜାନନଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୯ଟି ମେଢ଼ ମିଳିତ ଭସାଣିରେ ସାମିଲ ହୋଇଥିଲେ। ରେଡ ନାଇଟ୍‌ କ୍ଲବ, ଜୟ ବଜରଙ୍ଗବାଲି ପୂଜା କମିଟି, ୟୁନାଇଟେଡ କ୍ଲବ, କିଙ୍ଗଷ୍ଟାର ପୂଜା...

ବାଗଡିଆ ଫାଣ୍ଡି ସମ୍ମୁଖରେ ଜମୁଛି ପାଣି

ଛେଣ୍ଡିପଦା,୧୦ା୯(ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ପୁରୁଣା ହାଟପଦା ତଥା ବାଗଡିଆ ଫାଣ୍ଡି ସମ୍ମୁଖ ରାସ୍ତା ପାର୍ଶ୍ୱରେ ସାମାନ୍ୟ ବର୍ଷା ହେଲେ ବର୍ଷା ପାଣି ଜମି ରହୁଛି। ଫଳରେ ଜନ ସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

ବାଗଡିଆ-ବୁଢାଢିପ ରାସ୍ତା ମରଣଯନ୍ତା

ଛେଣ୍ଡିପଦା,୧୦।୯ (ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ବାଗଡିଆ ଜଗନ୍ନାଥ ମନ୍ଦିରଠାରୁ ବୁଢାଢିପ ଗ୍ରାମକୁ ଯାଇଥିବା ମୁଖ୍ୟରାସ୍ତା ମରଣଯନ୍ତା ପାଲଟିଛି। ଲଗାଣ ବର୍ଷା ଯୋଗୁ ରାସ୍ତାରେ ଗାତ ସୃଷ୍ଟି ହୋଇ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଉକ୍ତ ରାସ୍ତା ଦେଇ ଗ୍ରାମର...

ବଧୂହତ୍ୟା ଅଭିଯୋଗ:ସ୍ବାମୀଙ୍କ ସହ ଶ୍ୱଶୁର ଅଟକ

ଅନୁଗୋଳ ଅଫିସ, ୧୦।୯ ଅନୁଗୋଳ ଜିଲା ନାଲ୍‌କୋ ଥାନା ବଳରାମପ୍ରସାଦରେ ବଧୂହତ୍ୟା ଅଭିଯୋଗ ହୋଇଛି। ସୌମ୍ୟାଶ୍ୱେତା ବାରିକ(୨୩)ଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ବାନାମ୍ବର ବାରିକ ସୋମବାର ଅଭିଯୋଗ କରିବା ପରେ ନାଲ୍‌କୋ ପୋଲିସ ନଂ. ୧୩୨/୧୯ରେ ମାମଲା ରୁଜୁ...

ପ୍ରଜାମଣ୍ଡଳ ଭବନ ପରିସର ପାଣି ଘେରରେ:ଟେଣ୍ଡରଧାରୀ-ପୌର କର୍ତ୍ତୃପକ୍ଷ ଦୋଷ ଠେଲାଠେଲି

ତାଳଚେର,୧୦ା୯(ନି.ପ୍ର.) ତାଳଚେରର ଗଣପର୍ବ ଗଣେଶ ପୂଜାରେ ଏଥର ବର୍ଷା ବାଧକ ସାଜିଛି। ଦୈନିକ ବର୍ଷା ଯୋଗୁ ସହରରେ ପାଣି, କାଦୁଅ ଭରି ରହିଛି। ତେବେ ସବୁଠାରୁ ଚିନ୍ତାର ବିଷୟ ହୋଇଛି ପ୍ରଜାମଣ୍ଡଳ ଭବନ ପରିସର। ବିଭିନ୍ନ ଦୋଳି, ଖେଳ ସାମଗ୍ରୀ,...

ଅନ୍ଧାରରେ ଅଧା ସହର

ଅନୁଗୋଳ ଅଫିସ,୧୦।୯ ଚୁକ୍ତି ନବୀକରଣ ହୋଇ ନ ଥିବାରୁ ପୌରପାଳିକାରେ କାର୍ଯ୍ୟ କରୁଥିବା ୨୨ ଠିକା କର୍ମଚାରୀ ଗତ ୧ ତାରିଖଠାରୁ ଆଉ ଅଫିସ ଆସୁନାହାନ୍ତି। ଫଳରେ ପୌରସଂସ୍ଥାରେ କର୍ମଚାରୀ ଅଭାବ ଦେଖାଦେଇଛି। ଏହାର ସିଧାସଳଖ ପ୍ରଭାବ ପୌରପାଳିକାର ବିଭିନ୍ନ...

ଅଧିକାରୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବୈଠକ:ରାସ୍ତା ମରାମତି ପରେ ଉଚ୍ଛେଦ ହେଉ

ବଇଣ୍ଡା,୧୦।୯(ଡି.ଏନ.ଏ.)କିଶୋରନଗର ବ୍ଲକ ଜାମ୍ବୁନାଳୀଠାରୁ ବାମୁର ପର୍ଯ୍ୟନ୍ତ ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ୧୧, ୧୨, ୧୩ ତାରିଖରେ ଉଚ୍ଛେଦ ପ୍ରକ୍ରିୟା କରାଯିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ଏ ନେଇ ସୋମବାର ନୁନୁକାପଶି ପଞ୍ଚାୟତ ସଭାଗୃହରେ...

ଅନ୍‌ଲାଇନ ବ୍ୟବସ୍ଥା ଦେଉଛି ଦୁଃଖ

ଝୁମ୍ପୁରା, ୧୦।୯(ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକର ଦୁର୍ଗମ ବଣପାହାଡ଼ ଘେରା ଇଲାକାରେ ଆଜି ବି ଟେଲି ଯୋଗାଯୋଗ ସୁବିଧା ଅପହଞ୍ଚ ହୋଇ ରହିଛି। ଦୁର୍ଗମ ଇଲାକାରେ ମୋବାଲ ଟାଓ୍ବାର ନ ଥିବାରୁ ନେଟ୍‌ଓ୍ବର୍କ ଆସୁ ନାହିଁ ା ଲୋକେ ମୋବାଇଲ...

ସତ ହେଲା ପିଲାଦିନର ସ୍ବପ୍ନ

ଆରଡ଼ି, ୧୦।୯ (ଡି.ଏନ.ଏ.) – ବାହାରକୁ ଯାଇ କାମ କରିବା ଅପେକ୍ଷା ନିଜ ଗଁାରେ ଆତ୍ମନିର୍ଭରଶୀଳ ହୋଇ ରହିବାକୁ ପିଲାଦିନେ ସ୍ବପ୍ନ ଦେଖିଥିଲେ ବିଜୟ ଦାଶ। ଯୁକ୍ତ ୩ ପାସ୍‌ କରି ଚାକିରି ପଛରେ ନ ଧାଇଁ ମୂର୍ତ୍ତି ଗଢ଼ିବା...

ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ସମାଧି ପୀଠରେ ଜେସିବି ମେଶିନ: ମଧୁବନରେ ଖୋଳାଖୋଳି ନେଇ ଉତ୍ତେଜନା

ବାରିପଦା ଅଫିସ,୯ା୯- ବାରିପଦା ସହର ପାର୍ଶ୍ୱ ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀକୂଳରେ ରହିଛି ମଧୁବନ। ସେଠାରେ ନବ ଉତ୍କଳର ନିର୍ମାତା ମୟୂରଭଞ୍ଜ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ସମାଧି ପୀଠ ଅବସ୍ଥିତ। ସୋମବାର ସକାଳେ ମଧୁବନସ୍ଥିତ ମହାରାଜାଙ୍କ ସମାଧି ସ୍ଥଳରେ...

‘ଗଛ ମୋ ଜୀବନ, ସ୍ବପ୍ନ, ସାହାରା’

ସିମୁଳିଆ, (ସନ୍ତୋଷ କୁମାର ନାୟକ)- ପରିବେଶର ସୁରକ୍ଷା ବିନା ଜୀବଜଗତ ତିଷ୍ଠିବା ସମ୍ଭବ ନୁହେଁ। ଗଛ ଲଗାଇ ପରିବେଶକୁ ସୁରକ୍ଷା ଦେବା ବାର୍ତ୍ତା ପ୍ରଚାର ଲାଗି ୫୯ବର୍ଷୀୟ ଗୋଲକବିହାରୀ ରାଉତ ଏବେ ଗାଁକୁ ଗାଁ ଘୂରି ବୁଲୁଛନ୍ତି । କାନ୍ଧରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri