ରାଜ୍ୟ

ଆଦିବାସୀ ନାବାଳିକାଙ୍କୁ ବଳାତ୍କାର

ଭଦ୍ରକ ଅଫିସ,୧୩।୧୨: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଛି। ନାବାଳିକାଙ୍କୁ ବଳାତ୍କାର ଅବସ୍ଥାରେ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗାଁକୁ କାମ ପାଇଁ…

ମାହାଙ୍ଗା, ସାଲେପୁର ବିଦ୍ୟୁତ୍‌ ସେବା ସମ୍ପର୍କରେ ମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):ମାହାଙ୍ଗା ଏବଂ ସାଲେପୁର ନିର୍ବାଚନମଣ୍ଡଳୀରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ଯୋଗାଣ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ମନ୍ତ୍ରୀ ଜେନାଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ଏହି ବୈଠକରେ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ କହିଛନ୍ତି…

ହରିହର କ୍ୟାନସର ହସ୍ପିଟାଲରେ ଚିତ୍ରଶିଳ୍ପୀ ନାରୁ ମହାରଣା: ରାଜ୍ୟ ସରକାର ଦେଲେ ୫୦ ହଜାର ସହାୟତା

ପୁରୀ ଅଫିସ, ୧୩।୧୨:ଓଡ଼ିଶାର ସୁନାମଧନ୍ୟ ଚିତ୍ରଶିଳ୍ପୀ ନାରାୟଣ ମହାରଣା ଓରଫ ନାରୁ କର୍କଟ ରୋଗରେ ପୀଡ଼ିିତ ହୋଇ କଟକସ୍ଥିତ ହରିହର କ୍ୟାନସର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନାରୁ ଆର୍ଥତ୍କ ଅନାଟନ ମଧ୍ୟରେ ଚିକିତ୍ସାଳୟ ଶଯ୍ୟାରେ ପଡ଼ିି ଛଟପଟ ହେଉଥିବା ନେଇ ଅକ୍ଟୋବର ୨୨ତାରିଖରେ…

ଦକ୍ଷିଣ ଓଡ଼ିଶାରେ ହେବ ହସ୍ତୀ ଅଭୟାରଣ୍ୟ

ଭୁବନେଶ୍ୱର,  ୧୩।୧୨(ବ୍ୟୁରୋ):ରାଜ୍ୟରେ ହାତୀ ଓ ମଣିଷଙ୍କ ମଧ୍ୟରେ ଲଢ଼େଇ ଏବେ ସରକାରଙ୍କ ନିଦ ହଜାଇଛି। ଏଥିରେ କେତେବେଳେ ମଣିଷର ମୃତ୍ୟୁ ହେଉଛି ତ’ ଆଉ କେତେବେଳେ ହାତୀଙ୍କ ପ୍ରାଣ ଯାଉଛି। ତେଣୁ ଏହା ଉପରେ ରୋକ୍‌ ଲଗାଇବାକୁ ଓ ଏହାର ସ୍ଥାୟୀ…

ଡିସେମ୍ବର ୧୫ରୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା:ଗୋଟିଏ ସ୍ଥାନରେ ଦେଶର ଉତ୍କୃଷ୍ଟ ହସ୍ତଶିଳ୍ପ, ହସ୍ତତନ୍ତ

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ) :ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଡିସେମ୍ବର ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା। ରାଜ୍ୟ ତଥା ରାଜ୍ୟ ବାହାରୁ ୩୫୦ରୁ ଊର୍ଦ୍ଧ୍ୱ କାରିଗର…

୨୪% ଭୁବନେଶ୍ୱରବାସୀ ଜୀବନସାଥୀଙ୍କୁ ବିଶ୍ୱାସଘାତକ ଭାବନ୍ତି

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ):ବିବାହିତ ଦମ୍ପତିଙ୍କ ମଧ୍ୟରେ ଅସୁରକ୍ଷିତ ଭାବନା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି ନିଜ ଜୀବନସାଥିଙ୍କ ଉପରେ ଲୋକଙ୍କ ଭରସା କମିଯାଉଥିବା ବେଳେ ନିଜ ସନ୍ଦେହ ଦୂରକରିବା ପାଇଁ ସେମାନେ ଯାଞ୍ଚ ଆବଶ୍ୟକ କରୁଛନ୍ତି। ୪୫% ଭାରତୀୟ ନିଜ ଜୀବନସାଥୀଙ୍କ…

ବଜାରରେ ଡିଜାଇନ୍‌ ପାଇନ ଟ୍ରି

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):ଆରମ୍ଭ ହୋଇଯାଇଛି କ୍ରିସ୍‌ମାସ ପ୍ରସ୍ତୁତି। ବଡ଼ଦିନକୁ ଆଉମାତ୍ର କିଛିଦିନ ବାକି ରହିଥିବାବେଳେ ଚାରିଆଡେ ଉତ୍ସବର ମାହୋଲ ଦେଖିବାକୁ ମିଳିଲାଣି। ସହରର ଛକ, ବଜାରରେ କ୍ରିସ୍‌ମାସ ପାଇଁ ଆକର୍ଷଣୀୟ ସାମଗ୍ରୀକୁ ନେଇ ଖୋଲିଲାଣି ଏକାଧିକ ସିଜିନ ସେଣ୍ଟର। ସେହିପରି ବଡ଼ ବଡ଼…

ପିସିସି ବଦଳାଅ, କଂଗ୍ରେସ ବଞ୍ଚାଅ:କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ଭେଟିବାକୁ ଦିଲ୍ଲୀ ଯାତ୍ରା

କଟକ ଅଫିସ,୧୩ା୧୨:ପିସିସି ବଦଳାଅ, ଓଡ଼ିଶାରେ କଂଗ୍ରେସକୁ ବଞ୍ଚାଅ। ପିସିସି ସଭାପତିଙ୍କୁ ବଦଳାଇବା ଦାବି କଂଗ୍ରେସରେ ଜୋର ଧରିବାରେ ଲାଗଛି। ଏହି ଦାବି ନେଇ ଦଳର କର୍ମକର୍ତ୍ତାମାନେ ଗୁରୁବାର ଦିଲ୍ଲୀ ଯାତ୍ରା କରିଛନ୍ତି। ସେଠାରେ ଆସନ୍ତା ୧୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା…

ଦୃଷ୍ଟି ଆଢୁଆଳରେ ‘ହାଲୁଆ ଜଳ ପ୍ରପାତ’

ରାୟଗଡ଼ା ଅଫିସ , ୧୨ା୧୨-ରାୟଗଡ଼ା ଜିଲାରେ ଅନେକ ପର୍ଯ୍ୟଟନସ୍ଥଳୀ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର। ସେଥିମଧ୍ୟରୁ ଅନେକ ଲୋକଲୋଚନକୁ ଆସିପାରୁନାହିଁ। ପର୍ଯ୍ୟଟନସ୍ଥଳୀର ଉନ୍ନତି ନେଇ ସରକାର ଲକ୍ଷ ଲକ୍ଷ ଟଙ୍କା ବ୍ୟୟ କରୁଛନ୍ତି। ହେଲେ ସେଥିରେ କିଛି ସୁଧାର ଆସୁନାହିଁ। ରାୟଗଡ଼ା ବ୍ଲକ…

ବିକାଶନୁ ବହୁତ୍‌ ଦୂରେ କଛାରପଡ଼ାବାସୀ

କୋକସରା, ୧୩ା୧୨(ଡି.ଏନ୍‌.ଏ.)- ଝାର ଜଂଗଲ, ପାହାଡ଼ ପରବତ୍‌ ଘେରା କଳାହାଣ୍ଡି ଜିଲାରେ ଆଏଜ୍‌ ବି ଅନେକ ଗଁାଗଁଡ଼ାର ଲୋକ୍‌ ସାଧାରନ ମଉଲିକ ସୁବିଧାରୁ ବଁଚିତ୍‌ ହେଇ ରହିଛନ୍‌। ଦେଶ ସୁଆଧୀନ ହେବାର ସାତ୍‌ ଦଶକନୁ ଅଧ୍‌କା ବିତିଯାଇଥିଲେ ବି ଅନେକ ଗଁାବାସୀ…

ପିଇଲା ପାଏନ୍‌ ଲାଗି ଦହଗଁଜ୍‌ ଚନାମୁଣ୍ଡାବାସୀ

ପର୍ଲା, ୧୩।୧୨(ଡି.ଏନ.ଏ.)- ଖାସ୍‌କରି ଖରାଦିନେ ଲୋକ୍‌ ପାଏନ୍‌ ଲାଗି ଗୁଲ୍‌ଗୁଲା ହେବାର ଦେଖ୍‌ବାକେ ମିଲ୍‌ସି। ହେଲେ ଆଏଜ୍‌ ବି ଏନ୍‌ତା କେତେ ଗଁା ଅଛେ ଯେନ୍‌ଠାନେ ଲୋକ୍‌ ବରଷା ୪ ମାସକ ଛାଡ଼ିଦେଲେ ବଛରକୁତା ପିଇଲା ପାଏନ୍‌ ଲାଗି ଦହଗଁଜ୍‌ ହେଉଛନ୍‌।…

ବକେୟା ମହଙ୍ଗା ଭତ୍ତା, ବର୍ଦ୍ଧିତ ଦରମା ପ୍ରସଙ୍ଗ: ମିଳିବା ନେଇ କର୍ମଚାରୀ ଆଶାବାଦୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟ ସରକାରୀ କର୍ମଚାରୀ ବକେୟା ମହଙ୍ଗା ଭତ୍ତା ଏବଂ ବର୍ଦ୍ଧିତ ଦରମା ପାଇବାକୁ ରହିଛି। ବିଶେଷ କରି ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମହଲରେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି। ସପ୍ତମ ବେତନ କମିଶନଙ୍କ ସୁପାରିସ ଆଧାରରେ କର୍ମଚାରୀଙ୍କୁ ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri