ରାଜ୍ୟ

ଜେଲରୁ ମୁକୁଳିଲେ ଆଇଏଏସ୍‌ ଅଫିସର ବିଜୟ କେତନ

ଭୁବନେଶ୍ୱର,୫-୨(ବ୍ୟୁରୋ):ଲକ୍ଷେ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ଦେଇଥିଲେ। ନିମ୍ନ ଅଦାଲତଙ୍କ ସର୍ତ୍ତ ନିର୍ଦ୍ଧାରଣ ପରେ ମଙ୍ଗଳବାର ସନ୍ଧ୍ୟା ୬ଟାରେ ବିଜୟ ଝାରପଡା ଜେଲରୁ ମୁକୁଳିଛନ୍ତି।…

ଟଙ୍କିକିଆ କଏନ୍‌ରେ ମିନିଏଚର ପେଣ୍ଟିଂ

ଭୁବନେଶ୍ୱର,୫-୨(ବ୍ୟୁରୋ):ଭୁବନେଶ୍ୱରର ଗାୟତ୍ରୀ ମାଭୁରୁ ଟଙ୍କିକିଆ କଏନ୍‌ରେ ମିନିଏଚର ପେଣ୍ଟିଂ କରି ଓ୍ବାର୍ଲଡ ରେକର୍ଡସ ଇଣ୍ଡିଆ (ଡବ୍ଲ୍ୟୁଆର୍‌ଆଇ)ରେ ସ୍ଥାନ ପାଇଛନ୍ତି। କଏନ୍‌ରେ ଏକାଧିକ ନିଆରା ତଥା ଭିନ୍ନ କ୍ଷୁଦ୍ର ଚିତ୍ରକଳାମାନ କରି ସେ ଏହି ରେକର୍ଡ ହାସଲ କରିଛନ୍ତି। ବଜାରକୁ ନୂଆ ଆସିଥିବା…

ଖଣି ହାତେଇବାକୁ ଭରପୂର ଉଦ୍ୟମ

ଯୋଡ଼ା,୫-୨(ଡି.ଏନ୍‌.ଏ.):ଆସନ୍ତା ମାର୍ଚ୍ଚ ୩୧ରେ ଲିଜ୍‌ ଅବଧି ଶେଷ ହେବାକୁ ଥିବା ୧୯ ଖଣିର ନିଲାମ ପ୍ରକ୍ରିୟା ଏବେ ଚାଲିଛି। ଏହା ଆସନ୍ତା ୧୮ତାରିଖରେ ଶେଷ ହେବ। ତେବେ ନିଲାମ ହାତେଇବାକୁ ଏବେ ଖଣି ବ୍ୟବସାୟୀଙ୍କ ମଧ୍ୟରେ ଏକ ପ୍ରକାର ପ୍ରତିଯୋଗିତା ଦେଖିବାକୁ…

ଏପ୍ରିଲରେ ପୁରୀ ଐତିହ୍ୟ କରିଡରର ଚୂଡ଼ାନ୍ତ ନକ୍ସା

ଭୁବନେଶ୍ୱର,୫-୨(ବ୍ୟୁରୋ):ପୁରୀ ସହରରେ ହେବାକୁ ଥିବା ନୂତନ ଐତିହ୍ୟ କରିଡର ନକ୍ସାରେ ଶ୍ରୀଜଗନ୍ନାଥ ସଂସ୍କୃତି, ପ୍ରଥା, ପରମ୍ପରା, ରୀତିନୀତିରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ। ଆସନ୍ତା ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହ ସୁଦ୍ଧା ଐତିହ୍ୟ…

୧୫ ଦିନ ବଢ଼ିଲା ସର୍ବକ୍ଷମା ଅବଧି

ଭୁବନେଶ୍ୱର,୫-୨(ବ୍ୟୁରୋ):ସହରାଞ୍ଚଳରେ ପ୍ଲାନ ବାହାରେ କୋଠାବାଡି ନିର୍ମାଣ କରିଥିବା କିମ୍ବା ଅନୁମୋଦନ ନ ନେଇ ଘର ତିଆରି କରିଥିବା ମାଲିକମାନେ ଆଶ୍ୱସ୍ତ ହୋଇଛନ୍ତି। ରାଜ୍ୟ ସରକାର ମଙ୍ଗଳବାର ସର୍ବକ୍ଷମା ଯୋଜନା(ଆମନେଷ୍ଟି ସ୍କିମ)ର ଅବଧିକୁ ଆଉ ୧୫ ଦିନ ବୃଦ୍ଧି କରିଛନ୍ତି। ଅର୍ଥାତ୍‌ ଘରମାଲିକମାନେ…

ଜେଲରୁ ମୁକୁଳିଲେ ଆଇଏଏସ୍‌ ଅଫିସର ବିଜୟ କେତନ,ସହଯୋଗୀ ସନ୍ତୋଷଙ୍କୁ ବି ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ଦେଇଥିଲେ। ନିମ୍ନ ଅଦାଲତଙ୍କ ସର୍ତ୍ତ ନିର୍ଦ୍ଧାରଣ ପରେ ମଙ୍ଗଳବାର ସନ୍ଧ୍ୟା ୬ଟାରେ ବିଜୟ ଝାରପଡା ଜେଲରୁ…

ପୁଣି ସଭାପତି ହଟାଇବାକୁ କଂଗ୍ରେସ ନେତାଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୪।୨(ବ୍ୟୁରୋ): କିଛିଦିନର ବିରତି ପରେ ପୁଣି କଂଗ୍ରେସର ପୁରୁଣା ରୋଗ ଦେଖିବା ପାଇଁ ମିଳିଛି। ଦଳର କେତେଜଣ ବରିଷ୍ଠ ନେତା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଗାଦିରୁ ହଟାଇବା ପାଇଁ ଦାବି କରିବାକୁ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ମଙ୍ଗଳବାର…

ବାତିଲ ହେଲା ଗସ୍ତ, ୧୨ରେ ଓଡ଼ିଶା ଆସିବେନି ଶାହା

ଭୁବନେଶ୍ୱର,୪।୨(ବ୍ୟୁରୋ):  ଆସନ୍ତା ୧୨ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିବାବେଳେ ଏହା ବାତିଲ ହୋଇଯାଇଛି। କେଉଁ କାରଣରୁ ଶାହାଙ୍କ ଗସ୍ତକୁ ବାତିଲ କରାଗଲା ସେନେଇ ମଧ୍ୟ କୌଣସି ନିର୍ଦ୍ଦିଷ୍ଟ ସୂଚନା ନାହିଁ। ତେବେ ତାଙ୍କର ଭବିଷ୍ୟତ ଗସ୍ତ…

୧୦ ଦିନ ହେଲା ଧାନ ଜଗିଛନ୍ତି କର୍ଲାମୁଣ୍ଡା ଚାଷୀ

କର୍ଲାମୁଣ୍ଡା,୪।୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ସମବାୟ ସମିତି ଜରିଆରେ ଖୋଲିଥିବା ମଣ୍ଡିରେ ଚାଷୀମାନେ ଧାନବସ୍ତା ରଖିବାର ୧୦ ଦିନ ବିତିଛି। ହେଲେ ଧାନ ଉଠାଇବା ଲାଗି ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା ଗ୍ରହଣ କରାଯାଉନାହିଁ। ଫଳରେ ଚାଷୀମାନେ…

କରୋନାକୁ ନେଇ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତା: ଆଡଭାଇଜରି ଜାରି କଲା ଗଣଶିକ୍ଷା ବିଭାଗ

ଭୁବନେଶ୍ୱର,୪।୨(ବ୍ୟୁରୋ): ପ୍ରାଣଘାତକ କରୋନା ଭୂତାଣୁକୁ ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡଭାଇଜରି ଜାରି କରାଯାଇଛି। ଆଗକୁ ପରୀକ୍ଷା ସମୟ ଥିବାରୁ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟକୁ ନଜର ରଖାଯିବ। କୌଣସି ଛାତ୍ରୀଛାତ୍ର ଥଣ୍ଡା…

ନେଗେଟିଭ୍‌ ଆସିଲା ଫୁଲବାଣୀ ଛାତ୍ରଙ୍କ ରକ୍ତ ନମୂନା

କଟକ ଅଫିସ, ୪।୨: ଚାଇନାର ସିଚୁଆନସ୍ଥିତ ସାଉଥ୍‌ ଓ୍ବେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍‌ବିବିଏସ୍‌ ପଢ଼ୁଥିବା ଫୁଲବାଣୀର ଜଣେ ଛାତ୍ର କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଥିଲା। ହେଲେ ମଙ୍ଗଳବାର ତାଙ୍କ ରକ୍ତ ନମୂନା ରିପୋର୍ଟ ନେଗେଟିଭ୍‌ ଆସିଛି। ଫଳରେ ସେ…

ସିଲ୍‌ ହେଲା ଓୟୁଏଟି କୁକୁଡା ଫାର୍ମ

ଭୁବନେଶ୍ୱର,୪।୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁକୁଡ଼ା ଫାର୍ମ ମଙ୍ଗଳବାର ସିଲ୍‌ କରାଯାଇଛି। ବାର୍ଡ ଫ୍ଲୁ ଯୋଗୁ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ୩ ମାସ ପାଇଁ ଏହାକୁ ସିଲ୍‌ କରାଯାଇଛି। ପ୍ରତି ୧୫ଦିନ ଅନ୍ତରରେ ଫାର୍ମକୁ ବିଶୋଧନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri