ରାଜ୍ୟ

ଡିଜିପିଙ୍କ ନିର୍ଦ୍ଦେଶକୁ ମାନୁନାହାନ୍ତି ପୋଲିସବାବୁ : ଅନ୍ୟର ଜାଗାରେ ଚଳାଇଛନ୍ତି ଘର ନିର୍ମାଣ

ଭୁବନେଶ୍ୱର,୪।୨(ବ୍ୟୁରୋ): ଅନ୍ୟକୁ ନ୍ୟାୟ ଦେବା ପାଇଁ ପୋଲିସ ପୋଷାକ ପିନ୍ଧିଥିବା ଜଣେ ଅଧିକାରୀ ନିଜେ ଅନ୍ୟାୟର ରାସ୍ତା ଧରିଛନ୍ତି। ବାଲିଅନ୍ତା ଥାନା ପାହାଳ ଫାଣ୍ଡି ଅନ୍ତର୍ଗତ ନଖରା ଗ୍ରାମରେ ଅନ୍ୟର ୨୦୦ ବର୍ଗଫୁଟ ଜମି ଜବରଦସ୍ତ ଦଖଲ କରି ଘର ନିର୍ମାଣ…

ସର୍ବକ୍ଷମା ଅବଧି ବୃଦ୍ଧି ଦାବି

ଭୁବନେଶ୍ୱର,୪।୨(ବ୍ୟୁରୋ): ଯେଉଁମାନେ ସହରାଞ୍ଚଳରେ କୋଠାବାଡ଼ି ନିର୍ମାଣ ପାଇଁ ପ୍ଲାନ୍‌ ନେଇ ମଞ୍ଜୁରୀଠାରୁ ଅଧିକ ନିର୍ମାଣ କରିଛନ୍ତି କିମ୍ବା ନ ନେଇ ଘର ତିଆରି କରିଛନ୍ତି, ସେମାନେ ଜରିମାନା ଦେଇ ବେଆଇନ ନିର୍ମାଣକୁ ଆଇନସିଦ୍ଧ କରିପାରିବେ। ଏଥିପାଇଁ ୨୦୧୮ ଜୁନ୍‌ରୁ ରାଜ୍ୟ ସରକାର…

ଜାତୀୟସ୍ତରରେ ପ୍ରଦର୍ଶିତ ହେବ ଓଡ଼ିଶା ଆଦିବାସୀଙ୍କ ବୀରତ୍ୱ

ଭୁବନେଶ୍ୱର,୪।୨(ବ୍ୟୁରୋ): ଦେଶର ସ୍ବାଧୀନତା ସଂଗ୍ରାମ ପାଇଁ ଲଢ଼େଇ କରି ନିଜ ସାହସିକତାର ପରିଚୟ ଦେଇଥିବା ଓଡ଼ିଆ ଆଦିବାସୀଙ୍କ ବୀରତ୍ୱ ସମ୍ପର୍କରେ ଜାତୀୟସ୍ତରରେ ପ୍ରଦର୍ଶିତ କରାଯିବ। ଗୁଜରାଟର ନର୍ମଦା ଜିଲାସ୍ଥିତ ଗରୁଡ଼େଶ୍ୱର ଗାଁରେ ସ୍ଥାପନ ହେବାକୁ ଥିବା ଜାତୀୟ ଆଦିବାସୀ ସ୍ବାଧୀନତା ସଂଗ୍ରାମୀ…

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୪।୨(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସରକାରଙ୍କ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ ଜଳ ସମ୍ପଦ ବିଭାଗର ଅତିରିକ୍ତ ସଚିବ ଅଭୟ କୁମାର ନାୟକଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ କମିଶନର ଭାବେ ଦାୟିତ୍ୱ…

ଗତବର୍ଷ ଅପେକ୍ଷା ବଢ଼ିଛି ଧାନ ସଂଗ୍ରହ: ଧାର୍ଯ୍ୟ ଲକ୍ଷ୍ୟର ୭୯% ଧାନ ସଂଗ୍ରହ ସରିଛି

ଭୁବନେଶ୍ୱର,୪।୨(ବ୍ୟୁରୋ): ସାରା ରାଜ୍ୟରେ ଚଳିତ ଖରିଫ୍‌ ଧାନ ସଂଗ୍ରହ କାର୍ଯ୍ୟ ପୂର୍ଣ୍ଣମାତ୍ରାରେ ଚାଲିଛି। ଫେବୃୟାରୀ ୩ ତାରିଖ ସୁଦ୍ଧା ରାଜ୍ୟ ସରକାରଙ୍କ ଦ୍ବାରା ୩୯ ଲକ୍ଷ ୫୦ ହଜାର ୭୮୫ କୁଇଣ୍ଟାଲ୍‌ ଧାନ ସଂଗ୍ରହ କରାଯାଇଛି। ଯାହା ଧାର୍ଯ୍ୟ ଲକ୍ଷ୍ୟର ୭୯ପ୍ରତିଶତରୁ…

ଇସ୍କନ ବିରୋଧରେ ପଦକ୍ଷେପ ନିଆଯିବ: ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର (ବ୍ୟୁରୋ)/ପୁରୀ ଅଫିସ, ୪।୨: ମୁମ୍ବାଇରେ ଅନୁଷ୍ଠିତ ଅଦିନିଆ ରଥଯାତ୍ରାକୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଶେଷକରି ମହାପ୍ରଭୁଙ୍କ ଲୀଳାସ୍ଥଳ ଶ୍ରୀକ୍ଷେତ୍ରରେ ଏହାର ଘୋର ବିରୋଧ କରାଯାଇଛି। ବାରମ୍ବାର ଇସ୍କନ ଏଭଳି ଆଚରଣ ଦେଖାଇ ବିଧି ପରମ୍ପରାକୁ ବେଖାତିର…

ଏମ୍‌ପି ଜୁଏଲ ଓରାମଙ୍କ ଝିଅ ବାହାଘରରେ ଯୋଗଦେଲେ ଦୁଇ ରାଜ୍ୟପାଳ

ଲହୁଣୀପଡ଼ା,୪।୨(ଡି.ଏନ.ଏ.): ସୁନ୍ଦରଗଡ଼ ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଜ୍ୟେଷ୍ଠା କନ୍ୟା ଇନ୍ଦୁମତୀଙ୍କ ସହ ବନ୍ଧମୁଣ୍ଡା ନିବାସୀ ସନ୍ତୋଷ ବାରୁୱାଙ୍କ ସୋମବାର ପାରମ୍ପାରିକ ରୀତିନୀତିରେ ବିବାହ ସମ୍ପନ୍ନ ହୋଇଯାଇଛି। ଏନେଇ ଜୁଏଲଙ୍କ ପୈତୃକ ଗ୍ରାମ କେନ୍ଦୁଡିହି ଚଳଚଞ୍ଚଳ ହୋଇଉଠିଥିଲା। ଏହି…

ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କରିବାକୁ ମନ୍ତ୍ରୀଙ୍କୁ ପ୍ରସ୍ତାବ

ଭୁବନେଶ୍ୱର,୪।୨(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ଲୋକ ସେବା ଭବନଠାରେ ଓଡ଼ିଶା ପୌର କର୍ମଚାରୀ ମହାସଂଘର ଅସ୍ଥାୟୀ କର୍ମଚାରୀମାନଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଉପସ୍ଥିତ ଥିବା ଅସ୍ଥାୟୀ ପୌର…

ଜର୍ଜିଆରେ ଚମକିଲେ ଓଡ଼ିଆ କୁନିଝିଅ

ପୁରୀ ଅଫିସ, ୪ା୨: ପୁଣି ଜଣେ ଓଡ଼ିଆ ଅନ୍ତର୍ଜତୀୟସ୍ତରରେ ସଫଳତା ସାଉଣ୍ଟିଛନ୍ତି। ଜର୍ଜିଆରେ ଅନୁଷ୍ଠିତ ୱାଲର୍‌ଡ ରାଇଜିଂ ଷ୍ଟାର-୨୦୨୦ରେ ୧୨ଟି ଦେଶର ପ୍ରତିଯୋଗୀଙ୍କୁ ପଛରେ ପକାଇ ବେଷ୍ଟ ନ୍ୟାଶନାଲ କଷ୍ଟ୍ୟୁମ ଏବଂ ଟପ୍‌ ମଡେଲର ମୁକୁଟ ପିନ୍ଧିଛନ୍ତି ପୁରୀର ୫ବର୍ଷୀୟା ଝିଅ…

୭ଦିନ ଧରି ପାଳନ ହେବ ବିଜୁ ଜୟନ୍ତୀ

ଭୁବନେଶ୍ୱର,୪ା୨(ବ୍ୟୁରୋ): ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ଚଳିତ ବର୍ଷ ବିଜେଡି ସପ୍ତହବ୍ୟାପୀ ପାଳନ କରିବ ବୋଲି ନିଷ୍ପତ୍ତି ନେଇଛି। ଆସନ୍ତା ମାର୍ଚ୍ଚ ୫ ତାରିଖରେ ବିଜୁବାବୁଙ୍କ ଜୟନ୍ତୀ ଉତ୍ସବ କାର୍ଯ୍ୟକ୍ରମ ତାଙ୍କ ଜନ୍ମସ୍ଥାନ କଟକରୁ ଆରମ୍ଭ କରାଯିବ। ଚଳିତ ବର୍ଷ ବିଜେଡି…

ହାରିଯାଇଛି କ୍ୟାନ୍‌ସର

ଭୁବନେଶ୍ୱର, ୪ା୨(ବ୍ୟୁରୋ): କ୍ୟାନ୍‌ସର ନାଁ ଶୁଣିଲେ ଲୋକେ ଡରିଯାଆନ୍ତି। ଜୀବନ ସରିଗଲା, ମୃତ୍ୟୁ ସୁନିଶ୍ଚିତ ବୋଲି ଭାବନ୍ତି। କ୍ୟାନ୍‌ସର ଆକ୍ରାନ୍ତଙ୍କୁ ଛୁଇଁବାକୁ ବି ଭୟ କରନ୍ତି। ମା’, ବାପା ଓ ପରିବାର ଲୋକେ ପୂରା ଭାଙ୍ଗିପଡ଼ନ୍ତି। କିନ୍ତୁ କ୍ୟାନ୍‌ସର ସହ ଲଢ଼ି…

କୁଳପତିଙ୍କ ବ୍ୟଙ୍ଗ ଫଟୋ, ଭିଡିଓ ଭାଇରାଲ

କଟକ ଅଫିସ,୪ା୨: ସୋସିଆଲ ମିଡିଆ ଟିକ୍‌ଟକ୍‌ ଓ ଫେସ୍‌ବୁକ୍‌ରେ ଭାଇରାଲ ହୋଇଛି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଇଶାନ କୁମାର ପାତ୍ରଙ୍କ ବ୍ୟଙ୍ଗ ଫଟୋ ଓ ଭିଡିଓ। ବିଶ୍ୱବିଦ୍ୟାଳୟର କେତେଜଣ ଛାତ୍ର ଓ ପୂର୍ବତନ ଛାତ୍ର ଏଭଳି କାର୍ଯ୍ୟ କରିଥିବା ଜଣାପଡିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri