ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ମାମଲା:ଦୋଷୀଙ୍କୁ ଫାଶୀଦଣ୍ଡ
ଜଗତ୍ସିଂହପୁର ଅଫିସ, ୧୧-୯:ଜଗତ୍ସିଂହପୁର ଜିଲା ଏରସମା ଥାନା ଅଞ୍ଚଳର ଜଣେ ନାବାଳିକା(୯)ଙ୍କୁ ୨୦୧୮ ମାର୍ଚ୍ଚ ୨୦ରେ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଜଗତ୍ସିଂହପୁର ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର...
ମରଣଯନ୍ତା ପାଲଟିଛି ସର୍ଭିସ ରୋଡ
ଆନନ୍ଦପୁର,୧୧। ୯(ସ୍ବ.ପ୍ର.)- ଆନନ୍ଦପୁର ଦେଇ ଯାଇଥିବା ୨୦ ନଂ ଜାତୀୟ ରାଜପଥର ସର୍ଭିସ୍ ରୋଡ ମାସ ମାସ ଧରି ମରଣଯନ୍ତା ପାଲଟିଛି। ବିଶେଷକରି ବହୁ ଗୁରୁତ୍ୱପୂର୍ଣ୍ଣ ଶାଳପଡା ବାଇପାସ୍ର ସର୍ଭିସ୍ ରୋଡର ଅବସ୍ଥା ଶୋଚନୀୟ ରହିଛି। ଯାତାୟାତ କ୍ଷେତ୍ରରେ ଏହି...
ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଜମୁଛି ପାଣି
କେନ୍ଦୁଝର, ୧୧ା୯(ସ୍ବ.ପ୍ର.)-ଐତିହ୍ୟ ସମ୍ପନ୍ନ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ଜଳ ନିଷ୍କାସନ ହୋଇ ନ ପାରି ଅନେକ ସ୍ଥାନରେ ପାଣି ଜମୁଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି ା ଫଳରେ ବିଶେଷ କରି ଚାଲି...
ଛୁଟିଦିନରେ ଖୋଲିବ ଆର୍ଟିଓ
ଭୁବନେଶ୍ୱର,୧୧-୯(ବ୍ୟୁରୋ):ଗତ ୧ ତାରିଖରୁ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଲୋକମାନେ ସେମାନଙ୍କ ଗାଡ଼ି ସମ୍ବନ୍ଧିତ କାଗଜପତ୍ର ଦେଖାଇ ନ ପାରିବା ଯୋଗୁ ୧୦ ଗୁଣା ଜରିମାନା ଆଦାୟ କରାଗଲା। ଏନେଇ ବିଭିନ୍ନ ପ୍ରକାର ପ୍ରତିବାଦ ଓ...
ସରକାରୀ ନିର୍ଦ୍ଦେଶକୁ ବେଖାାତିର: ସ୍କୁଲ ବ୍ୟାଗ୍ର ଓଜନ କମିଲାନି
ବଡବିଲ, ୧୧।୯(ସ୍ବ.ପ୍ର.)-ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବ୍ୟାଗର ଓଜନ କମାଇବାକୁ ଦିଆଯାଇଥିବା ନିର୍ଦ୍ଦେଶନାମା ପାଳନ ହେଉ ନ ଥିବା ଅଭିଯୋଗ ହୋଇଛି। ଖାସକରି କେନ୍ଦୁଝର ଜିଲା ଯୋଡା-ବଡବିଲ ଅଞ୍ଚଳରେ ଥିବା ଘରୋଇ ସ୍କୁଲ ଗୁଡିକ...
ଗ୍ରାମୀଣ ହସ୍ତକଳାର ପୁନରୁଦ୍ଧାର ସମ୍ଭବ
ବନ୍ତ,୧୧।୯(ଡି.ଏନ୍.ଏ.)-ଗ୍ରାମୀଣ ତଥା ପାରମ୍ପରିକ ହସ୍ତକଳାର ପୁନରୁଦ୍ଧାର ଲାଗି ପ୍ରୟାସ ଚଳାଇ କଳା ଶିକ୍ଷକ ପଦ୍ମନାଭ ସେଠୀ ଚର୍ଚ୍ଚାକୁ ଆସିଛନ୍ତି । ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ବିଟିପୁର ଅଞ୍ଚଳରେ ତାଙ୍କ ଘର। ପୁରୁଷଣ୍ଢ ନୋଡାଲ ଉପ୍ରା ବିଦ୍ୟାଳୟରେ ଗତ...
ଶିକ୍ଷକ ବଦଳିକୁ ନେଇ ଉତ୍ତେଜନା: ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ
ଖୁଣ୍ଟା,୧୧ା୯(ଡି.ଏନ୍.ଏ.)- ଖୁଣ୍ଟା ବ୍ଲକ ଅଧୀନ ସୋନପୋଖରୀ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବଦଳିକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିଲେ। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ସେମାନେ ଏକ...
ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ବେଖାତିର: ବାଇକ୍ ଚାଳକଙ୍କୁ ଜରିମାନା ୧୮,୫୦୦ ଟଙ୍କା
ବେତନଟୀ,୧୧ା୯(ଡି.ଏନ୍.ଏ.)- ନୂଆ ମୋଟରଯାନ ଆଇନ ଅନୁଯାୟୀ ଜରିମାନା ଆଦାୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ପାଇଁ କୋହଳ କରିଛନ୍ତି। ମାତ୍ର ଏହି ଘୋଷଣାର ଦିନକ ପରେ ଜଣେ ବାଇକ ଚାଳକଙ୍କ ଉପରେ ୧୮ହଜାର ୫ଶହ ଟଙ୍କାର ଜରିମାନା ଧାର୍ଯ୍ୟ...
ପଲ୍ୟୁସନ ଟେଷ୍ଟିଂ ଗାଡ଼ିିକୁ ହଟାଇଲେ ଲୋକେ
ବାରିପଦା ଅଫିସ,୧୧ା୯- ନୂତନ ମୋଟରଯାନ ଆଇନରେ ପରିବର୍ତ୍ତନ ହେବା ପରେ ଜରିମାନା ଭୟରେ ଗାଡ଼ି ଚାଳକଙ୍କ ମଧ୍ୟରେ କୋକୁଆ ଭୟ ଖେଳିଯାଇଛି। ରାଜ୍ୟ ସରକାର ଲୋକଙ୍କ ଦାବିକୁ ଗୁରୁତ୍ୱ ଦେଇ ଜରିମାନା ଆଦାୟକୁ ୩ ମାସ ପାଇଁ କୋହଳ କରିଛନ୍ତିି।...
ଥମୁନି ହାତୀ ଉପଦ୍ରବ
ଔପଦା, ୧୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତ ଗଡ଼ସାହି ଓ ଭରଡ଼ାବାଟି ଗ୍ରାମରେ ହାତୀ ଉପଦ୍ରବ ଥମିବାର ନଁା ଧରୁନି। ଫଳରେ ଚାଷୀମାନେ ଅସନ୍ତୁଷ୍ଟ ହୋଇ ଚାଷ ଛାଡିଦେବେ ବୋଲି ଚେତାବନୀ ଦେଇଛନ୍ତି। କୁଲଡ଼ିହା ହାତୀ ଅଭୟାରଣ୍ୟ ସଂଲଗ୍ନ...
ଗଭୀର ନଳକୂଅ ଖନନ ଟଙ୍କା ମିଳିଲାନି: ବିଷପାନ କରିଥିବା ଚାଷୀଙ୍କୁ ନେଇ ୪ ଘଣ୍ଟା ଗଣଧାରଣା
କେସିଙ୍ଗା,୧୦।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମପଞ୍ଚାୟତ ବାହାଦୂରପଦର ଗ୍ରାମର ଡମ୍ବରୁଧର ପୋଢ଼ (୪୦) ଜଳନିଧି ଯୋଜନାରେ ଗଭୀର ନଳକୂଅ ଖନନ କରିଥିଲେ। ୪ ବର୍ଷ ହେଲା ଏ ବାବଦ ଟଙ୍କା ନ ମିଳିବାରୁ ସେ ଗତ...
ଓଏଏସ୍ସ୍ତରରେ ଅଦଳବଦଳ,ପକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)ସ୍ତରରେ ମଙ୍ଗଳବାର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅଧିକାରୀମାନେ ହେଲେ ଇନ୍ଦ୍ରମଣୀ ତ୍ରିପାଠୀ, ବିଶ୍ୱନାଥ ସାହୁ, ତୁଷାରକାନ୍ତ ମହାନ୍ତି, ପ୍ରଦୀପ କୁମାର ଗରଡ଼ିଆ,...
Archives


