ପାଣି ପାଇଁ ରାସ୍ତାରୋକୋ
ଢେଙ୍କାନାଳ ଅଫିସ, ୪ା୨ ରାସ୍ତା ମରାମତି ଏବଂ ପାନୀୟ ଜଳଯୋଗାଣ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଢେଙ୍କାନାଳ ପୌରାଞ୍ଚଳର ୯ନଂ. ୱାର୍ଡ କଣ୍ଟାନାଳୀ ବାଉତିଖୋଲ ଅଞ୍ଚଳବାସୀ। ପ୍ରତିବାଦ ସ୍ବରୂପ ସେମାନେ ଏକାଠି ହୋଇ ସୋମବାର ପୂର୍ବାହ୍ନ ୮ଟାରୁ ୩ଘଣ୍ଟା ଧରି ଫଟାବନ୍ଧଠାରେ ଢେଙ୍କାନାଳ-ଭାପୁର…
ଭିନ୍ନ ଭଙ୍ଗୀ: ଚର୍ଚ୍ଚାରେ ମାଧବ
ବଅଁରପାଳ, ୪।୨ (ଡି.ଏନ.ଏ.) ୫୫ ନମ୍ବର ଜାତୀୟ ରାଜପଥର ବଅଁରପାଳ ବସ୍ଷ୍ଟାଣ୍ଡ ପରି ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଟ୍ରାଫିକ ନିୟନ୍ତ୍ରଣ କରୁଥିବା ହୋମଗାର୍ଡ ମାଧବ ଗୋଚ୍ଛାୟତ ଏବେ ଚର୍ଚ୍ଚାରେ। ଟ୍ରାଫିକ ନିୟନ୍ତ୍ରଣରେ ଭିନ୍ନ ଅଙ୍ଗଭଙ୍ଗୀ ତାଙ୍କୁ ଅନ୍ୟ ହୋମଗାର୍ଡମାନଙ୍କଠାରୁ ସ୍ବତନ୍ତ୍ର କରିଦେଇଛି।…
ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର
ପରଜଙ୍ଗ, ୪।୨(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗସ୍ଥିତ ଇନ୍ଦିରା ଗାନ୍ଧୀ ବୈଷୟିକ ଶିକ୍ଷାନୁଷ୍ଠାନ (ଆଇଜିଆଇଟି)ର ଅଗ୍ନିଭବନ ଛାତ୍ର ନିବାସରୁ ସୋମବାର ଡିପ୍ଲୋମା ୩ୟ ବର୍ଷ ଛାତ୍ର ପଙ୍କଜ ନାୟକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ଛାତ୍ରଙ୍କ ବାପା…
ତାମଡା ପକ୍ଷରୁ ଜିଲାପାଳଙ୍କୁ ଦିଆଗଲା ରିପୋର୍ଟ
ଅନୁଗୋଳ ସହର, ୪।୨ ଅନୁଗୋଳ ସହର ହୁଲୁରିସିଂହାଠାରେ ନିର୍ମାଣ ହେଉଥିବା ଏକ ଆପାର୍ଟମେଣ୍ଟକୁ ନେଇ ଅଭିଯୋଗ ଆସିବା ପରେ ତାଳଚେର-ଅନୁଗୋଳ-ମେରାମଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ (ତାମଡା)ଙ୍କ ପକ୍ଷରୁ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି। ଗତ ଜାନୁୟାରୀ ୧୪ରେ ଉକ୍ତ ଅଭିଯୋଗର ତଦନ୍ତ କରି…
ନିଷ୍ଟ କଲେଜରେ ଛାତ୍ର ଅଶାନ୍ତି : ଧାରଣାରେ ବସିଲେ କର୍ମଚାରୀ
ଗୋପାଳପୁର,୪ା୨-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପାଲୁର ହିଲ୍୍ସ୍ଥିତ ନିଷ୍ଟ କଲେଜରେ ଛାତ୍ର ଅଶାନ୍ତି ଲାଗି ରହିଛି। ଏଥିପାଇଁ ପ୍ରଶାସନିକ ବିବାଦକୁ ଦାୟୀ କରାଯାଇଥିବା ଅଭିଯୋଗ ହୋଇଛି। ଗତ ତିନିଦିନ ହେଲା ଛାତ୍ରୀଛାତ୍ର ଓ କର୍ମଚାରୀଙ୍କ ମଧ୍ୟରେ ଅଶାନ୍ତି ଦେଖାଦେଇଛି। କଲେଜ ରେଜିଷ୍ଟ୍ରାରଙ୍କୁ…
୫୯ ବସ୍ତା ଗଞ୍ଜେଇ ବୋଝେଇ ଗାଡ଼ି ଜବତ : ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତଦନ୍ତ, ମାଷ୍ଟର ମାଇଣ୍ଡ ଫେରାର
ଦିଗପହଣ୍ଡି,୪ା୨(ଡି.ଏନ୍.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଏକ ଗଞ୍ଜେଇ ବୋଝେଇ ଗାଡ଼ି ଜବତ କରବା ସହ ଜଣକୁ ଗିରଫ କରିଛି। ଗଜପତି ଜିଲାର ବିଭିନ୍ନ ଅଞ୍ଚଳରୁ ବ୍ରହ୍ମପୁର ଦେଇ ଗଞ୍ଜେଇ ଚାଲାଣ କରାଯାଉଥିବା ଗୋଇନ୍ଦା ସୂଚନାକୁ ଭିତ୍ତିକରି ଦିଗପହଣ୍ଡି ଆଇଆଇସି ବସନ୍ତ…
ଜନ ଆନ୍ଦୋଳନ ସଫଳ: କାର୍ଯ୍ୟକ୍ଷମ ହେଲା ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା
ବରଗଡ଼ ଅଫିସ,୩।୨: ବରଗଡ଼ ସହରବାସୀଙ୍କ ଜନ ଆନ୍ଦୋଳନ ସଫଳ ହୋଇଛି। ସହରବାସୀଙ୍କ ଆନ୍ଦୋଳନ ପରେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୪ଟାରୁ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା କାର୍ଯ୍ୟକ୍ଷମ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଭୂତି ଭୂଷଣ ମେହେରଙ୍କ ସମେତ…
ଆଇଏଏସ୍ ବିଜୟ କେତନଙ୍କୁ ଜାମିନ
ଭୁବନେଶ୍ୱର,୩।୨(ବ୍ୟୁରୋ): ଆଇଏଏସ୍ ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ମଞ୍ଜୁର କରିଛନ୍ତି। ନିମ୍ନ ଅଦାଲତ ଜାମିନର ସର୍ତ୍ତ ସ୍ଥିର କରିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ଡିସେମ୍ବର ୩୦ରେ ୧ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଟିମ୍…
ଅଦିନିଆ ରଥଯାତ୍ରାକୁ ନେଇ ଥାନାରେ ଏତଲା
ପୁରୀ ଅଫିସ,୩।୨: ବମ୍ବେରେ ଇସ୍କନ ପକ୍ଷରୁ ଅନୁଷ୍ଠିତ ଅଦିନିଆ ରଥଯାତ୍ରାକୁ ନେଇ ପ୍ରତିବାଦ ତେଜିବାରେ ଲାଗିଛି। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ। ବାରମ୍ବାର ଇସ୍କନ ଏଭଳି ଆଚରଣ ଦେଖାଇ ବିଧି ପରମ୍ପରାକୁ ବେଖାତିର କରୁଥିବାରୁ ଶ୍ରୀମନ୍ଦିର…
ଷ୍ଟେଶନ ରୋଡ୍ରୁ ୪ ଲକ୍ଷ ଟଙ୍କାର ମଦ ଜବତ: ଖସିଗଲେ ମା’ ପୁଅ
କଟକ ରୋଡ,୩।୨: ରାଜଧାନୀରେ ଚୋରା ବ୍ୟବସାୟ ବେଧଡକ ଚାଲିଛି। ବିଭିନ୍ନ ଜାଗାରେ ବ୍ରାଉନସୁଗାର, ଗଞ୍ଜେଇ ସାଙ୍ଗକୁ ବିଦେଶୀ ଓ ଦେଶୀ ମଦ କାୟା ମେଲାଇଛି। ଦୀର୍ଘଦିନ ଧରି ଲକ୍ଷ୍ମୀସାଗର ଥାନା ଅଧୀନ ୬ନଂ ପ୍ଲାଟଫର୍ମ ଷ୍ଟୋନ ରୋଡରେ ଲକ୍ଷ୍ମୀସାଗର ଏବଂ କମିଶନରେଟ…
କଲ୍ୟାଣମଣ୍ଡପ ସିଲ୍ ଅଭିଯାନ ଆରମ୍ଭ
ଭୁବନେଶ୍ବର,୩।୨(ବ୍ୟୁରୋ): ବିନା ବିଲ୍ଡିଂ ପ୍ଲାନ ଅନୁମୋଦନରେ କୋଠା ନିର୍ମାଣ, ବିନା ଟ୍ରେଡ ଲାଇସେନ୍ସରେ ବ୍ୟବସାୟ କରୁଥିବା, ହୋଲ ଡିଂ ଟିକସ ଫାଙ୍କୁଥିବା, ପାର୍କିଂ ସୁବିଧା ନ ଥିବା କଲ୍ୟାଣମଣ୍ଡପକୁ ବିଏମସି କାରଣ ଦର୍ଶାଅ ନୋଟିସ କରିଥିଲା। ଜାନୁୟାରୀ ୩୧ ଏହାର ସମୟସୀମା…
ଆକର୍ଷିତ କରୁଛି ଆଦିବାସୀ ମେଳା
ଭୁବନେଶ୍ୱର,୩ା୨(ବ୍ୟୁରୋ): ଆଦିବାସୀ ମେଳାକୁ ଛୁଟିଛି ଲୋକଙ୍କ ସୁଅ। ସାତ ଦିନରେ ୭ଲକ୍ଷରୁ ଅଧିକ ଦର୍ଶକ ମେଳା ବୁଲିବାକୁ ଆସିଥିବାବେଳେ କାରବାର ମଧ୍ୟ ସାଢ଼େ ତିନିକୋଟି ଟଙ୍କାକୁ ଟପିଗଲାଣି। ମେଳାର ୭ମ ସନ୍ଧ୍ୟାରେ ରେକର୍ଡ ସଂଖ୍ୟକ ଦେଢ଼ ଲକ୍ଷ ଲୋକ ଆସିଥିବାବେଳେ ଆଗାମୀ…
Archives


