ଫୁଲୁଛି ନଦୀଜଳ
ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟର ପ୍ରମୁଖ ନଦୀରେ ବନ୍ୟାଜଳ ଫୁଲିବାରେ ଲାଗିଛି । କେତେକ ନଦୀରେ ବନ୍ୟାଜଳ ବିପଦସଙ୍କେତ ନିକଟରେ ପ୍ରବାହିତ ହେଉଥିବା ବେଳେ ଆଉ କେତେକ ସ୍ଥାନରେ ବନ୍ୟାପାଣି ବଢ଼ି ଚାଲିଛି। ଦିନେ ଦୁଇଦିନରେ ବର୍ଷା ପରିମାଣ ବୃଦ୍ଧି ହେଲେ...
ଶ୍ରୀମନ୍ଦିରରେ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ: କଡ଼ ଲେଉଟାଇଲେ ଶୟନ ଠାକୁର
ପୁରୀ ଅଫିସ, ୧୦।୯: ଶ୍ରୀମନ୍ଦିରରେ ସୋମବାର ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହୋଇଛି। କଡ଼ ଲେଉଟାଇଛନ୍ତି ଶୟନ ଠାକୁର। ମଙ୍ଗଳବାର ମହାପ୍ରଭୁଙ୍କ ବାମନ ବେଶ ଏବଂ ଶ୍ରୀନଅରରେ ସୁନିଅଁା ନୀତି ଅନୁଷ୍ଠିତ ହେବ। ସୋମବାର ସନ୍ଧ୍ୟା ଆଳତି ବଢିବା...
ଭାରତ-ୟୁଏଇ ମିଶି ଅନେକ ମାଇଲଖୁଣ୍ଟ ପୂରଣ କରିଛନ୍ତି: ଧର୍ମେନ୍ଦ୍ର
ଭୁବନେଶ୍ୱର, ୧୦।୯ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇ ରାଷ୍ଟ୍ରପତି ଏଚ୍ଇ ଶିଖ୍ ଖଲିଫା ବିନ୍ ଜାୟଦ୍ ଅଲ୍ ନାହ୍ୟାନଙ୍କ ନେତୃତ୍ୱରେ ତୈଳ ଓ ଗ୍ୟାସ୍ କ୍ଷେତ୍ରରେ ଭାରତ ଏବଂ ୟୁଏଇ ମିଶି ଅନେକ ଐତିହାସିକ ମାଇଲଖୁଣ୍ଟକୁ ପୂରଣ...
ମଠ ମାନଚିତ୍ରରୁ ହଜିଗଲା ବଡ଼ ଆଖଡ଼ା
ପୁରୀ ଅଫିସ,୧୦।୯: ଶ୍ରୀକ୍ଷେତ୍ରର ମଠ ମାନଚିତ୍ରରୁ ହଜିଗଲା ବଡ଼ ଆଖଡା ମଠ। ଶ୍ରୀମନ୍ଦିରର ସୁରକ୍ଷା ଓ ପୁରୀର ବିକାଶ ପାଇଁ ଚାଲିଥିବା ଉଚ୍ଛେଦ ଅଭିଯାନରେ ଲଙ୍ଗୁଳି ଓ ଏମାର ମଠ ପରେ ଧରାଶାୟୀ ହୋଇଛି ବଡ଼ ଆଖଡା ମଠ। ଠାକୁରଙ୍କ...
ନୂଆ ମୋଟରଯାନ ଆଇନ ଲାଗୁ ପ୍ରସଙ୍ଗ: ୩ମାସ କୋହଳ ହେଲା ନିୟମ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ଗତ ୧ତାରିଖରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି ପାଳନ କରାଯିବାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ତେବେ ଏହି ଅସନ୍ତୋଷକୁ ପ୍ରସମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ମୋଟର ଯାନ...
ବଦଳି ପରେ ତଦନ୍ତ ଚେପା
ଭୁବନେଶ୍ୱର,୧୦।୯: ଥାନାକୁ ଯାଉଥିବା ଅଭିଯୋଗକୁ କେଉଁ ଅଫିସର ବୁଝିବେ ତାହା ସ୍ଥିର କରିଥାନ୍ତି ଆଇଆଇସି। ଏପରିକି ଚୋରି ଓ ଦୁର୍ଘଟଣା ଭଳି ଛୋଟଛୋଟ ମାମଲା ଏଏସ୍ଆଇଙ୍କୁ ଦିଆଯାଉଥିବା ବେଳେ ବଳାତ୍କାର ଓ ଅନ୍ୟ ମାମଲାଗୁଡିକର ତଦନ୍ତ ଭାର ଏସ୍ଆଇ ନେଇଥାନ୍ତି।...
ରୋଡିଂଶପ୍ର ପ୍ରସ୍ତୁତି ଆରମ୍ଭ:ଆକର୍ଷଣ ସାଜିବ ଘାସ ତୋରଣ
ବଅଁରପାଳ, ୧୦।୯ (ଡି.ଏନ୍.ଏ) ଅନୁଗୋଳ ଜିଲା ନାଲ୍କୋ ନଗରରେ ପ୍ରସିଦ୍ଧ ବିଶ୍ୱକର୍ମା ପୂଜାରେ ଚଳିତ ବର୍ଷ ୨୩ଟି ମଣ୍ଡପରେ ବିରାଜମାନ ହେବେ ଦେବଶିଳ୍ପୀ। ପୂଜାକୁ ଆଡ଼ମ୍ବର ସହକାରେ ପାଳନ କରିବା ପାଇଁ ଏବେଠାରୁ ନାଲକୋବାସୀ ବେଶ୍ ତତ୍ପର ହୋଇପଡ଼ିଛନ୍ତି। ବିଭିନ୍ନ...
ଶୋଭାଯାତ୍ରାରେ ଗଲେ ଗଜାନନ:ଡିଜେ ସାଉଣ୍ଡରେ ଦୁଲୁକିଲା ପରଜଙ୍ଗ
ପରଜଙ୍ଗ,୧୦।୯(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗରେ ସୋମବାର ଗଜାନନଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୯ଟି ମେଢ଼ ମିଳିତ ଭସାଣିରେ ସାମିଲ ହୋଇଥିଲେ। ରେଡ ନାଇଟ୍ କ୍ଲବ, ଜୟ ବଜରଙ୍ଗବାଲି ପୂଜା କମିଟି, ୟୁନାଇଟେଡ କ୍ଲବ, କିଙ୍ଗଷ୍ଟାର ପୂଜା...
ବାଗଡିଆ ଫାଣ୍ଡି ସମ୍ମୁଖରେ ଜମୁଛି ପାଣି
ଛେଣ୍ଡିପଦା,୧୦ା୯(ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ପୁରୁଣା ହାଟପଦା ତଥା ବାଗଡିଆ ଫାଣ୍ଡି ସମ୍ମୁଖ ରାସ୍ତା ପାର୍ଶ୍ୱରେ ସାମାନ୍ୟ ବର୍ଷା ହେଲେ ବର୍ଷା ପାଣି ଜମି ରହୁଛି। ଫଳରେ ଜନ ସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...
ବାଗଡିଆ-ବୁଢାଢିପ ରାସ୍ତା ମରଣଯନ୍ତା
ଛେଣ୍ଡିପଦା,୧୦।୯ (ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ବାଗଡିଆ ଜଗନ୍ନାଥ ମନ୍ଦିରଠାରୁ ବୁଢାଢିପ ଗ୍ରାମକୁ ଯାଇଥିବା ମୁଖ୍ୟରାସ୍ତା ମରଣଯନ୍ତା ପାଲଟିଛି। ଲଗାଣ ବର୍ଷା ଯୋଗୁ ରାସ୍ତାରେ ଗାତ ସୃଷ୍ଟି ହୋଇ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଉକ୍ତ ରାସ୍ତା ଦେଇ ଗ୍ରାମର...
ବଧୂହତ୍ୟା ଅଭିଯୋଗ:ସ୍ବାମୀଙ୍କ ସହ ଶ୍ୱଶୁର ଅଟକ
ଅନୁଗୋଳ ଅଫିସ, ୧୦।୯ ଅନୁଗୋଳ ଜିଲା ନାଲ୍କୋ ଥାନା ବଳରାମପ୍ରସାଦରେ ବଧୂହତ୍ୟା ଅଭିଯୋଗ ହୋଇଛି। ସୌମ୍ୟାଶ୍ୱେତା ବାରିକ(୨୩)ଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ବାନାମ୍ବର ବାରିକ ସୋମବାର ଅଭିଯୋଗ କରିବା ପରେ ନାଲ୍କୋ ପୋଲିସ ନଂ. ୧୩୨/୧୯ରେ ମାମଲା ରୁଜୁ...
ପ୍ରଜାମଣ୍ଡଳ ଭବନ ପରିସର ପାଣି ଘେରରେ:ଟେଣ୍ଡରଧାରୀ-ପୌର କର୍ତ୍ତୃପକ୍ଷ ଦୋଷ ଠେଲାଠେଲି
ତାଳଚେର,୧୦ା୯(ନି.ପ୍ର.) ତାଳଚେରର ଗଣପର୍ବ ଗଣେଶ ପୂଜାରେ ଏଥର ବର୍ଷା ବାଧକ ସାଜିଛି। ଦୈନିକ ବର୍ଷା ଯୋଗୁ ସହରରେ ପାଣି, କାଦୁଅ ଭରି ରହିଛି। ତେବେ ସବୁଠାରୁ ଚିନ୍ତାର ବିଷୟ ହୋଇଛି ପ୍ରଜାମଣ୍ଡଳ ଭବନ ପରିସର। ବିଭିନ୍ନ ଦୋଳି, ଖେଳ ସାମଗ୍ରୀ,...
Archives


