ରାଜ୍ୟ

୪ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩ା୨(ବ୍ୟୁରୋ): କିଛିଦିନ ଧରି ଉଭାନ୍‌ ହୋଇଯାଇଥିବା ଶୀତ ଏବେ ପୁଣି ଫେରିବା ଆରମ୍ଭ କରିଛି। ସନ୍ଧ୍ୟା ହେଲେ ଥଣ୍ଡା ଅନୁଭୂତ ହେଉଥିବାବେଳେ ରାତିରେ ବିଭିନ୍ନ ସ୍ଥାନରେ କୁହୁଡ଼ି ମଧ୍ୟ ଦେଖାଯାଉଛି। ସୋମବାର କଳାହାଣ୍ଡି, କନ୍ଧମାଳ ଓ ଅନୁଗୋଳ ଜିଲାରେ କୁହୁଡ଼ି ଅଧିକ…

ଇସ୍କନ ବିରୋଧରେ ଏତଲା ଦେଲା ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୨ା୨:ଇସ୍କନ ପକ୍ଷରୁ ମୁମ୍ବାଇରେ ଗତ ଗୁରୁବାର ଅଦିନିଆ ରଥଯାତ୍ରା ଆୟୋଜିତ ହୋଇଥିଲା। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଓ ମହାପ୍ରଭୁଙ୍କ ପ୍ରତି ଅପମାନ ବୋଲି ଦର୍ଶାଯାଇ ଏଭଳି ରଥଯାତ୍ରାକୁ ଓଡ଼ିଶାରେ ବିଶେଷକରି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳାସ୍ଥଳ ଶ୍ରୀକ୍ଷେତ୍ରରେ ତୀବ୍ର ବିରୋଧ କରାଯାଇଛି।…

ଓଡ଼ିଶାରେ କରୋନା ସଂକ୍ରମଣ ଭୟ: ୪ ନମୁନା ନେଗେଟିଭ୍‌

ଭୁବନେଶ୍ୱର, ୨ା୨(ବ୍ୟୁରୋ) – ଚାଇନାର ଉହାନ ସହରରୁ ବ୍ୟାପିଥିବା କରୋନାକୁ ନେଇ ଏବେ ବିଶ୍ୱରେ ଭୟ ଓ ଆତଙ୍କ ବଢ଼ିବାରେ ଲାଗିଛି। ଏହି ମାରାତ୍ମକ ଭୂତାଣୁ ଭାରତକୁ ଡେଇଁଥିବାବେଳେ କେରଳରେ ଆଉ ଗୋଟିଏ ନମୁନା ପଜିଟିଭ୍‌ ବାହାରିଛି। ଏହା ଜଣାପଡିବା ପରେ…

ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଦୁର୍ନୀତି ନିରୋଧ ଅଭିଯାନ: ମାସକ ମଧ୍ୟରେ ୧୦ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨।୨(ବ୍ୟୁରୋ)- ଦୁର୍ନୀତି ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଗୋଟିଏ ମାସରେ ୧୦ଜଣଙ୍କୁ ବରଖାସ୍ତ କରାଗଲାଣି। ରାଜ୍ୟରୁ ଦୁର୍ନୀତି ହଟାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ‘ଜିରୋ ଟଲେରାନ୍ସ’ ନୀତିକୁ ବିଭାଗ ପକ୍ଷରୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଇଛି। ନିକଟରେ ବିଭାଗକୁ…

ପୁଣି ଚିଲିକାରେ ବୁଡିଗଲା ଡଙ୍ଗା: ୫ ଗୁରୁତର

ବାଲୁଗାଁ,୨।୨(ଡି.ଏନ.ଏ.): ପୁଣି ଚିଲିକାରେ ଡଙ୍ଗା ବୁଡିଛି। ରବିବାର ୨୫ ଜଣ ଯାତ୍ରୀ କାଳିଜାଇ ଦର୍ଶନ ସାରି ଡଙ୍ଗାରେ ଫେରୁଥିବାବେଳେ ଚିଲିକା ମଝିରେ ଡଙ୍ଗାଟି ବୁଡିଯାଇଥିଲା। ଫଳରେ ସେଥିରେ ଥିବା ଯାତ୍ରୀଙ୍କୁ ଅନ୍ୟ ମତ୍ସ୍ୟଜୀବୀ ଡ଼ଙ୍ଗାରେ ଉଦ୍ଧାର କରିଥିଲେ। ସେମାନଙ୍କ ମଧ୍ୟରୁ ୫…

ସତୀ ଚଉରାରେ ରାଷ୍ଟ୍ରୀୟ ମର୍ଯ୍ୟଦା ସହ ରବି ସିଂଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୨।୨: କଟକର ସତୀ ଚଉରାରେ ବିପ୍ଲବୀ କବି ରବି ସିଂଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସମସ୍ତ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ କରାଯାଇଛି। ପ୍ରକାଶ ଯେ, କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ରବି ସିଂ ଶେଷ…

ଆସନ୍ତା ୧୨ରେ ଓଡ଼ିଶା ଆସିବେ ଶାହ

ଭୁବନେଶ୍ୱର,୨।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ସମୟରେ ସେ ଭୁବନେଶ୍ୱରରେ ପୂର୍ବାଞ୍ଚଳ ଆଇନଶୃଙ୍ଖଳା ଉପରେ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ସେ ଯୋଗଦେବେ ବୋଲି ରବିବାର…

ବରଗଡ଼ରେ ସିଟି ହସ୍ପିଟାଲ ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁରେଶ ପୂଜାରୀ

ବରଗଡ଼ ଅଫିସ,୨।୨: ବରଗଡ଼ ସହରରେ ଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିିଟାଲ ଘୋଷଣା ଦାବି ଜୋର ଧରିଛି। ସହରବାସୀ ଏହି ଦାବିରେ ଆନ୍ଦୋଳନକୁ ଓହ୍ଲାଇ ସାରିଥିବା ବେଳେ ସ୍ଥାନୀୟ ବିଧାୟକ ଦେବେଶ ଆଚାର୍ଯ୍ୟ ମଧ୍ୟ ଲୋକଙ୍କ ଦାବିକୁ ମୁଖ୍ୟମନ୍ତ୍ରୀ…

ସିଟି ହସ୍‌ପିଟାଲ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବରଗଡ଼ ବିଧାୟକ

ବରଗଡ଼ ଅଫିସ, ୨।୨- ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍‌ପିଟାଲ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଚିଠି ଲେଖିଛନ୍ତି। ବରଗଡ଼ ସହରର…

୧୮ ଫୁଟ ଖାଲରେ ଖସିପଡ଼ିଲା ହାତୀ: ୫ ଘଣ୍ଟାର ଅପରେଶନ ପରେ ଉଦ୍ଧାର କଲା ବନବିଭାଗ

ଶେରଗଡ଼/ଦିଗପହଣ୍ଡି,୨।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଳକ ଅଧୀନ ଅଲାରିଗଡ଼ ଗ୍ରାମ ଲଣ୍ଡା ଶିଖ ଜେନାଖୋଲ ପାହାଡ଼ ନିକଟରେ ପ୍ରାୟ ୧୮ ଫୁଟ ଖାଲରେ ଏକ ମାଈହାତୀ ଖସି ପଡ଼ିଥିଲା। ବନକର୍ମଚାରୀ, ଦମକଳବାହିନୀ ଏବଂ ଗ୍ରାମବାସୀଙ୍କ ପ୍ରଚେଷ୍ଟାରେ ଦୀର୍ଘ ୫ ଘଣ୍ଟା ପରେ…

ରବି ସିଂଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଶେଷକୃତ୍ୟ

ଭୁବନେଶ୍ୱର,୨।୨(ବ୍ୟୁରୋ): ବିପ୍ଲବୀ କବି ରବି ସିଂଙ୍କ ପରଲୋକକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପ୍ଲବୀ କବି ରବି ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିଥିବା…

ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ଧୀବରଙ୍କ ଜାଲରେ ପଡ଼ିଲା କୁମ୍ଭୀର

ବାହାନଗା,୨।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ରୂପଖଣ୍ଡ ସମୁଦ୍ର ମଧ୍ୟରେ ରବିବାର ଧୀବରମାନଙ୍କ ଜାଲରେ ଏକ ବଉଳା କୁମ୍ଭୀର ପଡ଼ିଛି। ଭୋର ସମୟରେ ସମୁଦ୍ର ମଧ୍ୟକୁ ମାଛ ମାରିବାକୁ ଯାଇଥିବା ଧୀବରମାନଙ୍କ ଜାଲରେ ପଡ଼ିଥିବା ଉକ୍ତ କୁମ୍ଭୀରକୁ ସକାଳେ କୂଳକୁ ଅଣାଯାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri