ରାଜ୍ୟ

ରାଜଭବନରେ ଓଡ଼ିଆ ଖାଦ୍ୟ ଖାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ସନ୍ଧ୍ୟା ୫ଟାରେ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯାଇଛନ୍ତି। ରାଷ୍ଟ୍ରପତିଙ୍କୁ ବିଦାୟ ଦେବା ପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ…

ପୁରୁଣା ବନ୍ଧୁଙ୍କୁ ଭେଟିଲେ ରାଷ୍ଟ୍ରପତି

ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ପ୍ଲାଟିନମ୍‌ ଜୁବିଲିର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ଶେଷ ହେବା ପରେ ରାଷ୍ଟ୍ରପତି ତାଙ୍କର ପୁରୁଣା ବନ୍ଧୁ ତଥା ପୂର୍ବତନ ରାଜ୍ୟ ସଭା…

ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ଅନିୟମିତତାରେ ଚାଲିବା ଘଟଣା: ଜିଲାପାଳଙ୍କ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଦେବଗଡ଼, ୯।୧୨(ଡି.ଏନ୍‌.ଏ.) -ସରକାର ଯେଉଁ ଲକ୍ଷ୍ୟ ଉଦ୍ଦେଶ୍ୟ ନେଇ ସମଗ୍ର ଶିକ୍ଷା ଅଭିଯାନ ଆରମ୍ଭ କରିଛନ୍ତି, ତାହା ବର୍ତ୍ତମାନ ବାଟବଣା ସଦୃଶ ହୋଇଛି। ଦେବଗଡ ଜିଲାରେ ଅନିୟମିତତାରେ ଚାଲିଥିବା ସର୍ବଶିକ୍ଷା ଅଭିଯାନରୁ ଏହା ପ୍ରମାଣିତ ହୋଇଛି। ଜିଲାର ପୁରୁଣାଗଡସ୍ଥିତ ସମଗ୍ର ଶିକ୍ଷା…

ଆକର୍ଷଣ ସାଜିଛି ଏସ୍‌ଏଚ୍‌ଜି ମହିଳାଙ୍କ ପସରା

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପ୍ରଥମ ଥର ପାଇଁ ଆୟୋଜିତ ମିଶନ ଶକ୍ତି ମେଳାରେ ସମଗ୍ର ରାଜ୍ୟରୁ ଆସିଥିବା ସ୍ବଂୟ ସହାୟକ ଗୋଷ୍ଠୀର ମହିଳାମାନଙ୍କ ଦ୍ୱାରା ଉତ୍ପାଦିତ ସାମଗ୍ରୀ ଆକର୍ଷଣ ସାଜିଛି। ଢେଙ୍କାନାଳ ଡୋକ୍ରା କାରୁକାର୍ଯ୍ୟରୁ ଆରମ୍ଭକରି କନ୍ଧମାଳ ହଳଦୀ, ରାୟଗଡ଼ା ଜନଜାତିଙ୍କ…

ସରିଲା ଡଗ୍‌ ଶୋ’:‘ଜାମ୍ପି’କୁ ବେଷ୍ଟ ଇନ୍‌ ଶୋ’ ପୁରସ୍କାର

ଭୁବନେଶ୍ୱର, ୯ା୧୨(ବ୍ୟୁରୋ): କୁକୁର ହୋଇ ମଧ୍ୟ ମାଲିକ ପ୍ରତି ଥିବା ବିଶ୍ୱସନୀୟତା ପ୍ରତିପାଦିତ କରୁଥିଲେ। ମାଲିକଙ୍କ ଆଜ୍ଞାଧୀନ ହୋଇ ବିଚାରକଙ୍କ ସବୁ କଥାକୁ ମାନୁଥିଲେ ସେମାନେ। ଏଭଳି ଦେଖିବାକୁ ମିଳିଥିଲା ଡଗ୍‌ ଶୋ’ରେ। ରବିବାର ଶେଷ ହୋଇଯାଇଛି ଡଗ୍‌ ଶୋ’। ଓଡ଼ିଶା…

ଦାଦାବଟି ଆଦାୟ ଅଭିଯୋଗ: ଯୁବ କଂଗ୍ରେସ ନେତା ଗିରଫ

କଟକ ଅଫିସ, ୯ା୧୨: ଖ୍ରୀଷ୍ଟ ମହାବିଦ୍ୟାଳୟ ଓ ବକ୍ସିବଜାର ଅଞ୍ଚଳରେ ଆତଙ୍କରାଜ ଚଳାଇବା ଏବଂ ଦାଦାବଟି ଆଦାୟ କରିବା ଅଭିଯୋଗରେ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ଯୁବ କଂଗ୍ରେସ ନେତା ସେକ୍‌ ଗୁଲଜାର(୩୪)ଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ଏହାସହ ତାଙ୍କ…

ସାଧୁ ବେଶରେ ଚୋରି କରି ୨ ଗିରଫ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ଚୋରି ପାଇଁ ସାଧୁବେଶ ଭଳି ଅଭିନବ ଉପାୟ ଆପଣେଇବା ଶେଷରେ ମହଙ୍ଗା ପଡ଼ିଛି। ମିଠା କହି ଲୋକଙ୍କ ମନରେ ବିଶ୍ୱାସ ଜନ୍ମାଇ ଘରେ କଳାକନା ବୁଲାଉଥିବା ୨ ଅଭିଯୁକ୍ତଙ୍କୁ ରବିବାର ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ…

କ୍ୟାମ୍ପସ୍‌ ହାଲଚାଲ୍‌: ପରୀକ୍ଷାଠୁ ପିକ୍‌ନିକ୍‌ ଯାଏ ଚାଲିଛି ଚର୍ଚ୍ଚା

କଟକ ଅଫିସ,୯ା୧୨- ସୋସିଆଲ ମିଡ଼ିଆ ସହ ଅଧିକ ମାତ୍ରାରେ ଜଡ଼ିତ ଯୁବପିଢ଼ି। ଏହି ଜରିଆରେ ଯୁବପିଢିଙ୍କ ପାଖରେ ଦେଶବିଦେଶର ଖବର ସବୁବେଳେ ମହଜୁଦ। ଘଟଣା ହେଉ କି ଦୁର୍ଘଟଣା, ଦେଶର ରାଜନୀତି ହେଉ କି ଅର୍ଥନୀତି। ସବୁ ପ୍ରସଙ୍ଗରେ ଯୁବପିଢି ଅଳ୍ପବହୁତେ…

ନୋଟ୍‌ ବଦଳ ପାଇଁ କମିଶନ ୨ଲକ୍ଷ ଠକେଇ: ୪ ଗିରଫ

କଟକ ଅଫିସ,୯ା୧୨: ପୁରୀସ୍ଥିତ ଏକ ମଠର କର୍ମଚାରୀ ପରିଚୟ ଦେଇ ନୋଟ୍‌ ଏକ୍ସଚେଞ୍ଜ କରିବା ପାଇଁ କମିଶନ ଦେବାକୁ କହି ୨ଲକ୍ଷ ଟଙ୍କା ଠକି ନେବା ଅଭିଯୋଗରେ ୪ ଆନ୍ତଃଜିଲା ଠକଙ୍କୁ ଚାଉଳିଆଗଞ୍ଜ ପୋଲିସ ଗିରଫ କରି ରବିବାର କୋର୍ଟଚାଲାଣ କରିଛି।…

ପୁରୀ ନାବାଳିକା ବଳାତ୍କାର ମାମଲା: ରାୟଗଡ଼ାରୁ ଚତୁର୍ଥ ଅଭିଯୁକ୍ତ ବୁଲୁ ଗିରଫ

ପୁରୀ ଅଫିସ,୮।୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ଚତୁର୍ଥ ଅଭିଯୁକ୍ତଙ୍କୁ ରାୟଗଡ଼ା ଓ ପୁରୀ ପୋଲିସ ମିଳିତ ଉଦ୍ୟମରେ ଗିରଫ କରାଯାଇଛି। ରାୟଗଡ଼ା ସହରର ଚେକାଗୁଡ଼ାର ନାଗାବଳୀ ନଦୀ ପାଖରୁ ପୋଲିସ ଅଭିଯୁକ୍ତ ବୁଲୁ ବାରିକଙ୍କୁ କରିଛି। ତେବେ…

କେନ୍ଦ୍ରୀୟ ବିଦ୍ୟାଳୟ ଛାତରୁ ଛାତ୍ରୀ ଡେଇଁ ପଡ଼ିବା ଘଟଣା: ବଦଳିଲେ ଖେଳ ଶିକ୍ଷୟିତ୍ରୀ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ବଦଳିଲେ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଖେଳ ଶିକ୍ଷୟିତ୍ରୀ। ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଏବଂ ଅଭିଭାବକଙ୍କ ଧାରଣା ପରେ ଶିକ୍ଷୟିତ୍ରୀ ସୂର୍ଯ୍ୟମଣୀ ପଟ୍ଟନାୟକଙ୍କୁ ବଦଳି କରାଯାଇଛି। ଏନେଇ ଭୁବନେଶ୍ୱର ରିଜିଅନ୍‌ ଡେପୁଟି କମିଶନର ଚିଠି କରିଛନ୍ତି। ଶିକ୍ଷୟିତ୍ରୀ ସୂର୍ଯ୍ୟମଣୀଙ୍କ ନିର୍ଯାତନାରେ ଅତିଷ୍ଟ ହୋଇ…

ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛି ଓଡ଼ିଶା, ଭୂଖଣ୍ଡରେ ଛିଡ଼ା ହୋଇ ନିଜକୁ ଭାଗ୍ୟବାନ ମନେ କରୁଛି: ରାଷ୍ଟ୍ରପତି

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ବାଣୀବିହାରର ପ୍ଲାଟିନମ୍‌ ଜୁବିଲିିର ଉଦ୍‌ଯାପନୀ ଉତ୍ସବରେ ଯୋଗଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ଅବସରରେ ବକ୍ତବ୍ୟ ରଖି ରାଷ୍ଟ୍ରପତି କହିଛନ୍ତି, ଓଡ଼ିଶା ସାରା ଜଗତକୁ ଶାନ୍ତିର ବାର୍ତ୍ତା ଦେଇଛି। ଏହି ଭୂଖଣ୍ଡରେ ଛିଡ଼ା ହୋଇ ମୁଁ ନିଜକୁ ଭାଗ୍ୟବାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri