ରାଜ୍ୟ

ବଦଳି ନିୟମ କାର୍ଯ୍ୟକାରୀ କରିବାକୁ ଦାବି

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ କର୍ମଚାରୀଙ୍କ କ୍ଷେତ୍ରରେ ବଦଳି ନୀତି ଲାଗୁ ହୋଇଥାଏ। ସର୍ବୋଚ୍ଚ ପ୍ରଶାସନ ଏବଂ ଅନ୍ୟ ପେସାଗତ ବୃତ୍ତିରେ ଏହା ନିୟମିତ ରୂପେ ହୋଇଥାଏ। ହେଲେ ସଚିବାଳୟ କର୍ମଚାରୀଙ୍କ କ୍ଷେତ୍ରରେ ଏହା ଠିକ୍‌ ଭାବେ ନିୟମିତ ଲାଗୁ…

ରସିଦ୍‌ ସ୍କୁଲ, ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ୨୦୦୭ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ରସିଦ୍‌ ଖାନ ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ରସିଦ୍‌ ବର୍ତ୍ତମାନ ବିଜ୍ଞାନ ଏବଂ ବୈଷୟିକ ବିଦ୍ୟା ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ସେହିପରି…

୫୦ ଚେକ୍‌ ଡ୍ୟାମ୍‌ ନିର୍ମାଣ ହେବ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଚାଷଜମିକୁ ପର୍ଯ୍ୟାପ୍ତ ଜଳସେଚନ ପାଇଁ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ୫୦ଟି ଚେକ୍‌ ଡ୍ୟାମ୍‌ ନିର୍ମାଣ କରିବାକୁ ଯୋଜନା କରିଛନ୍ତି। ନିକଟରେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।…

ଅଦିନିଆ ରଥଯାତ୍ରାକୁ ତୀବ୍ର ବିରୋଧ

ପୁରୀ ଅଫିସ,୩୧।୧: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ଗୁରୁବାର ରଥକାଠ ଅନୁକୂଳ ହୋଇଛି। ଠିକ୍‌ ଏହିଦିନ ଇସ୍କନ ପକ୍ଷରୁ ମୁମ୍ବାଇରେ ଅନୁଷ୍ଠିତ ହୋଇଛି ରଥଯାତ୍ରା। ଏହି ଅଦିନିଆ ରଥଯାତ୍ରାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସମସ୍ତେ ଇସ୍କନକୁ…

ଖଣି ଚିନ୍ତା: ନିଲାମ ପୂର୍ବରୁ ଅନୁମତି କାର୍ଯ୍ୟ ସାରିବାକୁ ପରାମର୍ଶ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଖଣି ନିଲାମ ପୂର୍ବରୁ ସମସ୍ତ ପ୍ରକାର ଅନୁମତି(କ୍ଲିୟରାନ୍ସ) ଆଗୁଆ ଶେଷ କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ଖଣି ନିଲାମ ପାଇଁ ହେଉଥିବା ବିଳମ୍ବକୁ ଏଡାଇଦିଆଯିବା ସହ ବଡ ବଡ କମ୍ପାନୀଗୁଡିକୁ ଆକର୍ଷିତ କରାଯାଇପାରିବ। ଏପରି…

ଖୋଲୁନି ମଣ୍ଡି: ଗାଁରେ ଦଲାଲଙ୍କ ରାଜ୍‌

ବିଷମକଟକ, ୩୧।୧(ଡ଼ି.ଏନ.ଏ) – ସରକାର କୃଷକମାନଙ୍କ ଆର୍ଥତ୍କ ଅଭିବୃଦ୍ଧିର ବିକାଶ ଦିଗରେ ଗୁରୁୁତ୍ୱାରୋପ କରି ବିଭିନ୍ନ କିସମର ଚାଷ କରିବା ନିମନ୍ତେ ଚାଷୀକୁ ପ୍ରୋତ୍ସାହନ ଦେଉଛନ୍ତି। ଏଥିସହ ସେମାନଙ୍କ ଉତ୍ପାଦିତ କୃଷି ଜାତ ଦ୍ରବ୍ୟକୁ ବିକ୍ରି କରିବା ନିମନ୍ତେ ବଜାର ସୃଷ୍ଟି…

ଅଧାରେ ଶ୍ରେଣୀଗୃହ, ବାରଣ୍ଡାରେ ପଢୁଛନ୍ତି ପିଲା

ବୋରିଗୁମ୍ମା,୩୧ା୧(ଡି.ଏନ୍‌.ଏ.) – ବୋରିଗୁମ୍ମା ବ୍ଲକର ୩୦ଟି ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ଖୋଲିବା ପାଇଁ ଲକ୍ଷ୍ୟ ରହିଥିଲା। ସେହି ଅନୁସାରେ ନୂଆ ଉଚ୍ଚ ବିଦ୍ୟାଳୟ ନିର୍ମାଣ ନ କରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଉଚ୍ଚ ବିଦ୍ୟାଳୟରେ ରୂପାନ୍ତରିତ କରିବା ଯୋଜନା କରାଗଲା। ଯେଉଁ…

ଅବହେଳିତ କାଣ୍ଡେ ସାହି: ୪୦ରୁ ଊର୍ଦ୍ଧ୍ୱ ପିଲାଙ୍କ ପାଠପଢାରେ ଡୋରି

ତେଲକୋଇ, ୩୧।୧(ଡି.ଏନ.ଏ.)-ତେଲକୋଇ ଆଦିବାସୀ ବହୁଳ ବହୁ ଅଞ୍ଚଳରେ ଯୋଜନା କରାଯାଉଛି। ତେବେ ଛାମୁଣ୍ଡା ପଞ୍ଚାୟତର ସିରିଆବାହାଳ ଗ୍ରାମ ସଂଲଗ୍ନ ୬ନଂ ୱାର୍ଡ କାଣ୍ଡେ ସାହି ଅବହେଳିତ ହୋଇ ରହିଛି। ସିରିଆବାହାଳ ଗ୍ରାମ ଠାରୁ କାଣ୍ଡେ ସାହି ୨କି.ମି. ରାସ୍ତା। ରାସ୍ତା ମଧ୍ୟରେ…

ଏନ୍‌ପିଆର୍‌, ଜାତିଭିତ୍ତିକ ଜନଗଣନା ପ୍ରସଙ୍ଗ ଉଠାଇଲା ବିଜେଡି

ନୂଆଦିଲ୍ଲୀ,୩୧-୧:ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର ସରକାର ଡାକିଥିବା ସର୍ବଦଳୀୟ ବୈଠକରେ ବିଜେଡି ଯୋଗଦେଇ ଜାତିଭିତ୍ତିକ ଜନଗଣନା ପାଇଁ ଦାବି କରିବା ସହ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)ରେ ଥିବା କେତେକ ବ୍ୟବସ୍ଥା ବାଦ୍‌ ଦେବାକୁ ଦାବି କରିଛି। ସଂଦୀୟ ବ୍ୟାପାର ମନ୍ତ୍ରୀ…

୯୩୩ କୋଟି ଟଙ୍କା ଜମା କରି ଖଣି ଚଳାଅ

ଭୁବନେଶ୍ୱର, ୩୧-୧(ବ୍ୟୁରୋ):ବନ୍ଦ ରହିଥିବା ଖଣି କାର୍ଯ୍ୟ ଆରମ୍ଭ କରିବାକୁ ସାରଦା ମାଇନ୍ସ ପ୍ରାଇଭେଟ ଲିମିଟେଡ (ଏସଏମ୍‌ପିଏଲ)କୁ ଗୁରୁବାର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ତେବେ ଆସନ୍ତା ଫେବୃୟାରୀ ୨୯ ସୁଦ୍ଧା ପରିବେଶ କ୍ଷତିପୂରଣ ରାଶି ବାବଦରେ ୯୩୩ କୋଟି ଟଙ୍କା ଓଡ଼ିଶା ସରକାରଙ୍କ…

ଏବର୍ଷ ଲାଗୁ ହେବନାହିଁ +୨ କଟକଣା: ମନ୍ତ୍ରୀ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଏବର୍ଷ ଲାଗୁ ହେବନି +୨ କଟକଣା। ଆସନ୍ତା ବର୍ଷରୁ ଏହା ଲାଗୁ ହେବ ବୋଲି ଗୁରୁବାର ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ କହିଛନ୍ତି। ସେ କହିଛନ୍ତି, ଚଳିତବର୍ଷ +୨ ପାସଫେଲ କଟକଣା ଲାଗୁ ହେବ ନାହିଁ। ପ୍ରଥମ ବର୍ଷରେ ୩୩% ମାର୍କ…

ବିମାନବନ୍ଦର ଛାତ ଭୁଶୁଡ଼ି ମୃତ୍ୟୁ ଘଟଣା: ଅନ୍ତର୍ଯ୍ୟାମୀଙ୍କ ପରିବାରକୁ ମିଳିବ ଭତ୍ତା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ନିର୍ମାଣାଧୀନ ଛାତ ଭୁଶୁଡ଼ି ପ୍ରାଣ ହରାଇଥିବା ଅନ୍ତର୍ଯ୍ୟାମୀଙ୍କ ପରିବାରକୁ ଭତ୍ତା ମିଳିବ। ତାଙ୍କ ପରିବାରକୁ ମାସିକ ଭତ୍ତା ପ୍ରଦାନ ପାଇଁ ପ୍ରଶାସନ ମଞ୍ଜୁରୀ ଦେଇଛି। ମଧୁବାବୁ ପେନସନ ଯୋଜନାରେ ଅନ୍ତର୍ଯ୍ୟାମୀଙ୍କ ପରିବାରର ୩ଜଣଙ୍କୁ ଭତ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri