ରାଜ୍ୟ

ଓଡ଼ିଶାକୁ ଏକ ଲକ୍ଷ ଟଙ୍କା ଜରିମାନା

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଗ୍ରାମ୍ୟ ନ୍ୟାୟାଳୟ ପ୍ରତିଷ୍ଠାରେ ବିଳମ୍ବ ନେଇ ଓଡ଼ିଶାକୁ ଜରିମାନା କରାଯାଇଛି। ବୁଧବାର ସୁପ୍ରିମକୋର୍ଟ ଓଡ଼ିଶା ସହ ୮ଟି ରାଜ୍ୟକୁ ଏକ ଲକ୍ଷ ଟଙ୍କା ଲେଖାଏ ଜରିମାନା କରିଥିବା ସୂଚନା ମିଳିଛି। ପ୍ରକାଶ ଯେ, କୋର୍ଟ ଗ୍ରାମ୍ୟ ନ୍ୟାୟାଳୟ ପ୍ରତିଷ୍ଠା ନେଇ…

ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଲାଗି ଚଳଚଞ୍ଚଳ ଆନନ୍ଦପୁର

ଆନନ୍ଦପୁର,୨୯।୧(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ ଲାଗି କେନ୍ଦୁଝର ଜିଲା ଆନନ୍ଦପୁର ସହର ବେଶ ତତ୍ପର ହୋଇଉଠିଛି। ଚଳିତ ମାସ ୩୧ ତାରିଖରେ ଆନନ୍ଦପୁରର ସର୍ବପୁରାତନ ଶିକ୍ଷାନୁଷ୍ଠାନ ବଳଭଦ୍ର ନାରାୟଣ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍‌…

କୁମାରଖୁଣ୍ଟିକୁ ଆସିଲା ନରହନ୍ତା ଦନ୍ତା

ବାରଙ୍ଗ,୨୯ା୧(ଡି.ଏନ୍‌.ଏ.): ଯାଜପୁରରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ ଚନ୍ଦକା-ଡମପଡ଼ା ଅଭୟାରଣ୍ୟର କୁମାରଖୁଣ୍ଟିକୁ ଅଣାଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ହାତୀକୁ ଗୋଡ଼ିବାଲି ଦେଇ କୁମାରଖୁଣ୍ଟିକୁ ଅଣାଯାଇଥିଲା। ତେବେ ଚନ୍ଦକାରେ ପୂର୍ବରୁ ଅନ୍ୟ ଏକ ନରହନ୍ତା ଦନ୍ତା ଶଙ୍କର ରହିଛି। ସେଠାରେ ଚନ୍ଦକା…

ଏସ୍‌ସିବି ପୁନର୍ବିନ୍ୟାସ ଲାଗି ଉଚ୍ଛେଦ କାର୍ଯ୍ୟ ଆରମ୍ଭ

କଟକ ଅଫିସ,୨୯।୧: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ର ନବକଳେବର ହେବ। ଏହାକୁ ଅନ୍ତର୍ଜାତୀୟସ୍ତରର ମେଡିକାଲ କରିବା ପାଇଁ ସରକାର ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିଲାଗି ଆବଶ୍ୟକ ପଡ଼ୁଥିବା ଜମି ଲାଗି ବୁଧବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ…

ଦଶମ ଶ୍ରେଣୀରେ ପଢ଼ାଯିବ ସଡ଼କ ସୁରକ୍ଷା ପାଠ୍ୟକ୍ରମ, ଆଗାମୀ ଶିକ୍ଷାବର୍ଷରୁ ହେବ ସାମିଲ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଏଣିକି ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଛାତ୍ରୀଛାତ୍ରମାନେ ସଡ଼କ ସୁରକ୍ଷା ସମ୍ପର୍କିତ ବିଷୟ ପଢ଼ିବେ। ଆଗାମୀ ଶିକ୍ଷାବର୍ଷରୁ ୧୦ମ ପାଠ୍ୟକ୍ରମରେ ଏହା ରଖାଯିବ। ତେବେ ବିଷୟବସ୍ତୁ କିପରିି ହେବ, ସେ ନେଇ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବ ବୋଲି ବୁଧବାର ପରିବହନ…

ଗଞ୍ଜାମ ଜିଲାପରିଷଦ ବୈଠକ: କାଳିଆ ଟଙ୍କା ମିଳୁ ନ ଥିବାରୁ ବିଧାୟକମାନଙ୍କ ଉଦ୍‌ବେଗ

ଛତ୍ରପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପରିଷଦ ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପରିଷଦ ଅଧ୍ୟକ୍ଷା ସୋନମ ପଳେଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଓଡ଼ିଶାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଜଙ୍ଗଲ, ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ…

ତପ୍ତପାଣି ଘାଟିରେ ବସ ଦୁର୍ଘଟଣାଗ୍ରସ୍ତ: ମୃତକଙ୍କ ମଧ୍ୟରେ ରାୟଗଡ଼ାର ୩

ରାୟଗଡ଼ା ଅଫିସ,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବୁଧବାର ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୭ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରୁ ୩ ଜଣ ରାୟଗଡ଼ା ଜିଲାର ହୋଇଥିବା ବେଳେ ଜଣେ…

ବିଶୋଇରେ ଭାରତବନ୍ଦ ବେଳେ ବହୁଜନ କ୍ରାନ୍ତି ମୋର୍ଚ୍ଚା କର୍ମୀ ଗିରଫ

ବିଶୋଇ,୨୯।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଅନ୍ତର୍ଗତ ବିଶୋଇ ବ୍ଲକରେ  ବୁଧବାର ସକାଳ ୬ଟାରୁ ବ୍ଲକସ୍ତରୀୟ ବହୁଜନ କ୍ରାନ୍ତି ମୋର୍ଚ୍ଚାର ବହୁସଂଖ୍ୟକ କର୍ମୀ ୪୯ ନଂ. ଜାତୀୟ ରାଜପଥ ବ୍ଲକ ଛକଠାରେ ଅବରୋଧ କରିଥିଲେ। ଏ ନେଇ ଶତାଧିକ ଟ୍ରକ୍‌, ଯାତ୍ରୀବାହୀ ବସ୍‌ ଚଳାଚଳ…

ତପ୍ତପାଣି ଘାଟିରେ ବସ୍‌ ଦୁର୍ଘଟଣାଗ୍ରସ୍ତ: ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ୨ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବୁଧବାର ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ଅନୁକମ୍ପା…

ଦୁର୍ଘଟଣାଗ୍ରସ୍ତ ଆହତ ବସ୍‌ଯାତ୍ରୀଙ୍କୁ ହସ୍ପିଟାଲରେ ଭେଟିଲେ ଜିଲାପାଳ

ଦିଗପହଣ୍ଡି,(ଡିଏନ୍‌ଏ)/ପାଟପୁର,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ମାରୁତି ଶ୍ରୀ ସାଇ ନାମକ ଯାତ୍ରୀବାହୀ ବସ୍‌ (ଓଆର୍‌ ୦୫- ଏ ବି ୩୫୩୦) ଓଲଟି ପଡିବାରୁ ଘଟଣାସ୍ଥଳରେ ୬ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାୟଗଡ଼ା ଜେ.କେ.ପୁରର ବିଦ୍ୟୁତ୍‌ ନାୟକ( ୪୦),…

ବସ୍‌ ଦୁର୍ଘଟଣା: ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଲା

ଦିଗପହଣ୍ଡି/ପାଟପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ପ୍ରବଳ କୁହୁଡ଼ି ଯୋଗୁ ମାରୁତି ଶ୍ରୀ ସାଇ ନାମକ ଏକ ଯାତ୍ରୀବାହୀ ବସ୍‌ ନଂ. ଓ ଆର୍‌ ୦୫-ଏ ବି ୩୫୩୦ ବୁଧବାର ଭୋର୍‌ ସମୟରେ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା…

ମହିଳା ଆଇନଜୀବୀ ଦୀପାଳି ଆତ୍ମହତ୍ୟା ମାମଲା: ଖୋର୍ଦ୍ଧା ଜିଲା ଦୌରାଜଜ୍‌ କୋର୍ଟରେ ପୁରୁଷ ବନ୍ଧୁଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର,୨୯ା୧(ବ୍ୟୁରୋ):ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶନୀ ଜେନା ଆତ୍ମହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଇଥିବା ପୁରୁଷ ବନ୍ଧୁ ବିକ୍ରମ ମିଶ୍ର ମଙ୍ଗଳବାର ଖୋର୍ଦ୍ଧା ଦୌରାଜଜ୍‌ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ୪ ମାସ ଧରି ଫେରାର ରହିଥିବା ବିକ୍ରମ ନିକଟରେ ହାଇକୋର୍ଟରେ ଆତ୍ମସମର୍ପଣ କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri