ରାଜ୍ୟ

ଆରମ୍ଭ ହେଲା ପଦୋନ୍ନତି ଅଦାଲତ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ପଦୋନ୍ନତି ପାଇବାକୁ ଆଶା ରଖିଥିବା କର୍ମଚାରୀମାନଙ୍କର ମଙ୍ଗଳବାର ଠାରୁ ପଦୋନ୍ନତି ଅଦାଲତରେ ଶୁଣାଣି ଆରମ୍ଭ ହୋଇଛି। ପୂର୍ବ ଘୋଷଣା ମୁତାବକ ୬ଟି ସ୍ଥାନରେ ଆବେଦନଗୁଡ଼ିକର ଶୁଣାଣି ହୋଇଥିଲା। ପ୍ରଥମ ଦିବସରେ ୪୦୨ ଆବଦେନର ଶୁଣାଣି କରାଯାଇଛି। ଏନେଇ ଆବଶ୍ୟକ ପଦକ୍ଷେପ…

୮ ଓଏଏସ୍‌ ଅଫିସରଙ୍କ ପଦୋନ୍ନତିକୁ ମୋହର

ଭୁବନେଶ୍ୱର, ୨୯।୧ (ବ୍ୟୁରୋ): ଆଇଏଏସ୍‌ ଅଫିସର ପାହ୍ୟାକୁ ପଦୋନ୍ନତି ଦେବାକୁ ରାଜ୍ୟ ସରକାର ୮ ଜଣ ବରିଷ୍ଠ ଓଏଏସ୍‌ ଅଫିସରଙ୍କ ତାଲିକା ପ୍ରସ୍ତୁତ କରିଛନ୍ତି। ସେମାନେ ହେଲେ ମୁରଲୀଧର ବାରିକ, ସୁଶାନ୍ତ କୁମାର ବାରିକ, ଉମାକାନ୍ତ ତ୍ରିପାଠୀ, ବିଷ୍ଣୁ ପ୍ରସାଦ ମିଶ୍ର, ଶୁଭେନ୍ଦୁ…

ନରହନ୍ତା ହାତୀକୁ ନେଇ ହଟହଟା

ଚଣ୍ଡିଖୋଲ/ ଚୌଦ୍ୱାର, ୨୯।୧ (ଡି.ଏନ୍‌.ଏ.) :ଯାଜପୁର ଜିଲାର କୋରେଇ, ସୁକିନ୍ଦା ଓ ଦାନଗଦୀ ଅଞ୍ଚଳରେ ପ୍ରାୟ ୨ସପ୍ତାହ ଧରି ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ହାତୀକୁ ନେଇ ବନ ବିଭାଗର ଚିନ୍ତା ବଢ଼ିବାରେ ଲାଗିଛି। ଉକ୍ତ ହାତୀକୁ ସୋମବାର ସନ୍ଧ୍ୟାରେ ଦାନଗଦୀ ବ୍ଲକ…

ବିକେଏମ୍‌ ପକ୍ଷରୁ ଆଜି ଭାରତ ବନ୍ଦ ଡାକରା

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ସିଏଏ, ଡିଏନ୍‌ଏ ଭିତ୍ତିକ ଏନ୍‌ଆର୍‌ସି, ଇଭିଏମ୍‌ ଓ ଏନ୍‌ଆର୍‌ପିକୁ ବିରୋଧ କରିଛି ବହୁଜନ କ୍ରାନ୍ତି ମୋର୍ଚ୍ଚା (ବିକେଏମ୍‌)। କେନ୍ଦ୍ର ସରକାରଙ୍କ ଏହିସବୁକୁ ହଟାଇବାକୁ ଦାବି କରି ମୋର୍ଚ୍ଚା ପକ୍ଷରୁ ବୁଧବାର ସକାଳ ୬ରୁ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି।…

କାଗଜକଲମରେ ରାସ୍ତା ନିର୍ମାଣ

ଝୁମ୍ପୁରା, ୨୯।୧ (ଡି.ଏନ.ଏ.)- ଝୁମ୍ପୁରା ବ୍ଲକର ଗ୍ରାମାଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମିତ ହେଉଥିବା ରାସ୍ତାକୁ ନେଇ ଅଭିଯୋଗର ଫର୍ଦ୍ଦ ଲମ୍ବି ଚାଲିଛି। ସମୟ ଅବଧି ଭିତରେ ରାସ୍ତା ନିର୍ମାଣ ନ ସରିବା, ନିମ୍ନମାନର କାମ,…

ଖୋଲୁନି ଓ୍ବାଚ୍‌ ଟାଓ୍ବାର, ପର୍ଯ୍ୟଟକ ନିରାଶ

କେନ୍ଦୁଝର, ୨୯ା୧ (ସ୍ବ.ପ୍ର.)-ପାଖାପାଖି ୧କୋଟି ଟଙ୍କାରେ ପାଟଣା ବ୍ଲକ ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକ ଓ୍ବାଚ୍‌ ଟାଓ୍ବାର ନିର୍ମାଣ ହୋଇଛି। ତେବେ ଏହାର ଉଦ୍‌ଘାଟନ ମକରର ଦୁଇଦିନ ପୂର୍ବରୁ କରାଯାଇଥିଲେ ହେଁ ଦୁଇ ତିନିଦିନ ପରେ ଟାଓ୍ବାରରେ ତାଲା ପଡିଲା। ଫଳରେ…

ଜେଲ୍‌ରେ ପୂରାଇଥିବା ଦୁଇ ଝିଅଙ୍କୁ କାଢ଼: ଲେଖାଶ୍ରୀ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାନୁୟାରୀ ୨୬ତାରିଖ ଦିନ ଦୁଇ ଆଦିବାସୀ ଝିଅ ଦମୟନ୍ତୀ ଓ ପାର୍ବତୀଙ୍କୁ ରାଜ୍ୟ ସରକାର ପୋଲିସ ଲଗାଇ ପରେଡ୍‌ ଗ୍ରାଉଣ୍ଡରୁ ଉଠାଇ ନେଇଛନ୍ତି। ସେମାନଙ୍କୁ ଗିରଫ କରିବା ସହିତ ଦୁଇଜଣଙ୍କ ବିରୋଧରେ ୩୦୭ ସମେତ ୯ଟି ଆପରାଧିକ ଦଫା ଲଗାଇବା…

ଓଡ଼ିଶା ପ୍ରଜ୍ଞାପନ ମେଢ଼ ପୁରସ୍କୃତ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮ା୧(ବ୍ୟୁରୋ)- ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଜାତୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଓଡ଼ିଶାକୁ ସଫଳତା ମିଳିଛି। ପରେଡ଼ରେ ସାରା ଦେଶରୁ ସାମିଲ୍‌ ହୋଇଥିବା ୨୨ ପ୍ରଜ୍ଞାପନ ମେଢ଼ ମଧ୍ୟରେ ଓଡ଼ିଶା ଦ୍ୱିତୀୟ ହୋଇଛି। ମଙ୍ଗଳବାର ରାଷ୍ଟ୍ରୀୟ ରଙ୍ଗଶାଳା ଶିବିରରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ…

ପ୍ରଧାନଶିକ୍ଷକଙ୍କ ନିଲମ୍ବନ ପ୍ରତିବାଦରେ ଆନ୍ଦୋଳନ: ରାସ୍ତାରେ ବସିଲେ ଅଭିଭାବକ, ସ୍କୁଲ ହତାରେ ଛାତ୍ରୀଛାତ୍ର

ଜଳେଶ୍ୱର,୨୮।୧(ଡି.ଏନ.ଏ./ସ୍ବ.ପ୍ର.)-ଜଳେଶ୍ୱର ବଡ଼ବଜାରସ୍ଥିତ ଟାଉନ୍‌ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଓ ବଦଳି ଆଦେଶକୁ ବିରୋଧ କରି ମଙ୍ଗଳବାର ଅଭିଭାବକ ଓ ଛାତ୍ରୀଛାତ୍ରମାନେ ଦିନତମାମ ଆନ୍ଦୋଳନ ଓ ଗଣଧାରଣାରେ ବସିଥିଲେ। ସମାଧାନର ସୂତ୍ର ନ ବାହାରିବାରୁ ବୁଧବାର ଆନ୍ଦୋଳନ ଚାଲୁରହିବ ବୋଲି ଆନ୍ଦୋଳନକାରୀମାନେ…

ପରିବହନ ମନ୍ତ୍ରୀଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୮।୧: ହାଇକୋର୍ଟ ମଙ୍ଗଳବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାଗତ ଯୋଗ୍ୟତା ନେଇ ପଦ୍ମନାଭ ତଥ୍ୟ ବଦଳାଉଥିବା ଅଭିଯୋଗର ଶୁଣାଣି କରି ବୀରମହାରାଜପୁର ଥାନା ଆଇଆଇସିଙ୍କୁ ଏହାର ତଦନ୍ତ କରିବା ଲାଗି କୋର୍ଟ ନିର୍ଦ୍ଦେଶ…

ଖୁବ୍‌ଶୀଘ୍ର ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲ୍‌ର ୨ୟ କ୍ୟାମ୍ପସ୍‌: ମନ୍ତ୍ରୀ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଖୁବ୍‌ଶୀଘ୍ର କଟକସ୍ଥ ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲର ୨ୟ କ୍ୟାମ୍ପସ୍‌ ନିର୍ମାଣ କରାଯିବ। ଏନେଇ ମଙ୍ଗଳବାର ଗଭର୍ନିଂ ବଡି ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ହସ୍ପିଟାଲକୁ ୪୨୫ ବେଡ୍‌ ବିଶିଷ୍ଟ କରାଯିବ। ନୂଆ ଆଇସିୟୁ…

ମାର୍କେଟ ବିଲ୍ଡିଂରେ ଆତଙ୍କ ସୃଷ୍ଟି କରିବା ଘଟଣା: ପୁଣି ୩ ଅଭିଯୁକ୍ତଙ୍କ ନାମରେ ଏନ୍‌ଏସ୍‌ଏ ଲଗାଇଲା କମିଶନରେଟ ପୋଲିସ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିଥିବା ଘଟଣାରେ ମଙ୍ଗଳବାର ପୁଣି ୩ ଅଭିଯୁକ୍ତଙ୍କ ନାମରେ କମିଶନରେଟ ପୋଲିସ ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ(ଏନ୍‌ଏସ୍‌ଏ) ଲଗାଇଛି। ଅଭିଯୁକ୍ତ ଗୋପୀନାଥ ନାୟକ, ସ୍ମୃତିସାଗର ମହାପାତ୍ର, ସୁରଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri