ରାଜ୍ୟ

ଧଳସାମନ୍ତ ଭ୍ରାତାଙ୍କ ଘରୁ ଜାଲ୍‌ ନୋଟ୍‌ ଜବତ ମାମଲା ତତ୍କାଳୀନ ଏଏସ୍‌ଆଇଙ୍କୁ ଜେରା

କଟକ ଅଫିସ,୫|୯: ଧଳ ସାମନ୍ତ ଭ୍ରାତାଙ୍କ ପୋଖରୀପୁଟ୍‌ସ୍ଥିତ ଆନନ୍ଦବିହାର ବାସଭବନ ଓ ମର୍କତନଗର ଘରୁ ଜବତ ଜାଲ୍‌ ନୋଟ୍‌ ସମ୍ପର୍କିତ ମାମଲାକୁ ନେଇ ବୁଧବାର ଚାଉଳିଆଗଞ୍ଜ ଥାନାର ତତ୍କାଳିନ ଏଏସ୍‌ଆଇ ମନୋରଞ୍ଜନ ମହାପାତ୍ରଙ୍କୁ ଜେରା କରାଯାଇଛି। ୨୦୧୬ ଜାନୁୟାରୀ ୧୮ରେ...

ନୟାପଲ୍ଲୀରେ ଏଥର, ‘ପଦ୍ମାବତୀ ପ୍ୟାଲେସ୍‌

ଭୁବନେଶ୍ୱର,୫|୯(ବ୍ୟୁରୋ) – ଶାରଦୀୟ ଦୁର୍ଗାପୂଜା ପାଇଁ ପ୍ରସ୍ତୁତ ହେଉଛି ରାଜଧାନୀ। ଧୂମ୍‌ଧାମରେ ମା’ଙ୍କୁ ସ୍ବାଗତ କରିବା ପାଇଁ ସମସ୍ତ ପୂଜା ମଣ୍ଡପରେ ଆରମ୍ଭ ହୋଇଯାଇଛି ସଜବାଜ। ଏଥିପାଇଁ ପ୍ରତିଦ୍ବନ୍ଦୀତା ମଧ୍ୟ ଜୋର ଧରିଛି। ମଣ୍ଡପଗୁଡିକରେ ତୋରଣ ଓ ମୂର୍ତ୍ତି ନିର୍ମାଣ...

ଇସ୍‌…କି…ସ୍ମାର୍ଟ ସିଟି

ଭୁବନେଶ୍ୱର, ୫|୯ (ବ୍ୟୁରୋ) – ଶନିବାର ସ୍ବାୟତ୍ତଶାସନ ଦିବସ ପାଳନ କରିଛି ବିଏମ୍‌ସି। ଭୁବନେଶ୍ୱରକୁ ସ୍ବଚ୍ଛ, ସୁନ୍ଦର ଓ ସବୁଜିମାଭରା ସହର କରିବା ଉପରେ ଅଧିକାରୀମାନେ ଗୁରୁତ୍ୱ ଦେଇଛନ୍ତି। ହେଲେ ବାସ୍ତବତା କ’ଣ ସହରର ରାସ୍ତାପାର୍ଶ୍ୱରୁ ବାରିହୋଇପଡୁଛି। କେଉଁଠି ରାସ୍ତା...

୧୪ରୁ ଭାଜପା ପାଳିବ ସେବା ସପ୍ତାହ

ଭୁବନେଶ୍ୱର,୫।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ସପ୍ତାହକୁ ଦେଶବ୍ୟାପୀ ସେବା ସପ୍ତାହ ଭାବେ ପାଳନ କରିବ ଭାଜପା। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ୧୭ ସେପ୍ଟେମ୍ବରରେ ପଡୁଛି। ତେଣୁ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ...

ବିଦ୍ୟୁତ୍‌ ନେଲା ୬ ଜୀବନ

ବିଦ୍ୟୁତ୍‌ ତାରରେ ଛନ୍ଦି ହୋଇ ଦମ୍ପତି ମୃତ ଲୋଇସିଂହା,୫।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ଗ୍ରାମରେ ବୁଧବାର ସକାଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଏକ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରଜନୀ ନାଗ(୩୦) ଓ ତାଙ୍କ...

ନିଯୁକ୍ତି ଦେବାରେ ଓଡ଼ିଶା ବିଫଳ

ଭୁବନେଶ୍ୱର,୫ା୯(ବ୍ୟୁରୋ): ଦେଶର ଆର୍ଥିକ ସ୍ଥିତି ମାନ୍ଦା ଅବସ୍ଥା ଦେଇ ଗତି କରୁଛି। ସାମଗ୍ରିକ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ଗତ ୬ ବର୍ଷର ସବୁଠାରୁ ରେକର୍ଡସ୍ତରକୁ ହ୍ରାସ ପାଇଛି। ଏହାର ପ୍ରଭାବ ଓଡ଼ିଶାରେ ଦେଖାଦେଇଛି। ଆର୍ଥିକ ମାନ୍ଦାବସ୍ଥା ଯୋଗୁ ରାଜ୍ୟର...

ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ପୁରୀ ମହନ୍ତ

ପୁରୀ ଅଫିସ,୪।୯: ଶ୍ରୀକ୍ଷେତ୍ର ପୁରୀରେ ଲାଗି ରହିଥିବା ଉଚ୍ଛେଦ ପ୍ରକ୍ରିୟାକୁ ନେଇ ବୁଧବାର ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଉଦ୍ଦେଶ୍ୟରେ ମହନ୍ତମାନେ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ପୁରୀରେ ଏବେକାର ସ୍ଥିତିକୁ ନେଇ ପ୍ରଧାନ ବିଚାରପତିଙ୍କ ହସ୍ତକ୍ଷେପ ଲୋଡିଛନ୍ତି।...

ଖୋଲିଲା ହୀରାକୁଦ ଡ୍ୟାମ୍‌ର ୨ ଗେଟ୍‌

ଭୁବନେଶ୍ୱର,୪।୯(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍‌ ବୁଧବାର ଖୋଲିଛି । ତେବେ ପୂର୍ବରୁ ସବୁ ଗେଟ୍‌ ବନ୍ଦ ଥିବା ବେଳେ ଏବେ ୨ ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଡ୍ୟାମ୍‌ର ଜଳସ୍ତର...

ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ମହଙ୍ଗା ପଡ଼ିଲା: ନିର୍ଧୂମ ଛେଚି ପୋଲିସର ଜିମା ଦେଲେ ଲୋକେ

ଜଳେଶ୍ୱର,୪।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥ ନିକଟ ଜମାଳପୁର ବାଇପାସ ନିକଟରେ ଜଣେ ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ଦୁର୍ବତ୍ତମାନଙ୍କୁ ମହଙ୍ଗା ପଡ଼ିଛି। ଯୁବ ବ୍ୟବସାୟୀଜଣଙ୍କ ହେଲେ ଅଭିମନ୍ୟୁ ସାହୁ। ତାଙ୍କ ଘର ଉକ୍ତ...

ରାଜ୍ୟ ସରକାରଙ୍କୁ କଟାକ୍ଷ ପ୍ରସଙ୍ଗରେ ଅମରଙ୍କ ଜବାବ: ବିଜୟଙ୍କ କଥା ଅଦାଲତ ଅବମାନନା ଭଳି, ଏହାର କୌଣସି ଆଧାର ନାହିଁ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରୀ ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର କଟାକ୍ଷ କରିଥିଲେ। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏମ୍‌ପି ଅମର ପଟ୍ଟନାୟକ। ସେ କହିଛନ୍ତି, ସୁଚିନ୍ତିତ ଯୋଜନାନୁଯାୟୀ ଶ୍ରୀମନ୍ଦିର...

ଦାୟିତ୍ୱ ନେଲେ ଓଏଚ୍‌ଆରସି ଅଧ୍ୟକ୍ଷ

ଭୁବନେଶ୍ୱର, ୪।୯(ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ର ଅଧ୍ୟକ୍ଷ ଭାବେ ବୁଧବାର ଜଷ୍ଟିସ ବିମଳ ପ୍ରସାଦ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ପ୍ରତିକ୍ରିୟା ରଖି ସେ କହିଛନ୍ତି, ସ୍ବଚ୍ଛତାକୁ ପ୍ରାଧାନ୍ୟ ଦିଆଯିବ। ପଡ଼ି ରହିଥିବା ମାମଲାର ଶୀଘ୍ର ଶୁଣାଣି ଉପରେ...

ଅଟୋ ଚାଳକଙ୍କୁ ୫୨ହଜାର ଜରିମାନା, ୮ ନିୟମ ଭାଙ୍ଗିଥିଲେ

ଭୁବନେଶ୍ୱର, ୪।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜଧାନୀ ଭୁବନେଶ୍ୱରରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଟୋ ଚାଳକଙ୍କ ଉପରେ ଲାଗିଛି ୫୨ହଜାର ଟଙ୍କାର ଜରିମାନା। ଚାଳକଜଣଙ୍କ ହେଲେ ହରିବନ୍ଧୁ କହଁର। ସେ ସ୍ଥାନୀୟ ବଡ଼ଗଡ଼...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri