ରାଜ୍ୟ ସରକାରଙ୍କୁ ବିଜୟଙ୍କ କଟାକ୍ଷ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଏକ ଦିଗହରା ନିଷ୍ପତ୍ତି, ରଣକ୍ଷେତ୍ର ପାଲଟିଲାଣି ଶ୍ରୀକ୍ଷେତ୍ର
ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ କରାଯାଉଥିବା ଉଚ୍ଛେଦକୁ ନେଇ ବିଷଦ୍ଗାର କରିଛନ୍ତି ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର। ବୁଧବାର ଏନେଇ ପ୍ରତିକ୍ରିୟା ଦେଇ ସେ କହିଛନ୍ତି, ରାଜ୍ୟ ସରକାର କିଛି...
ବିଜେଡିର ନୂଆ ମୁଖପାତ୍ର ତାଲିକା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ..
ଭୁବନେଶ୍ୱର, ୪।୯(ବ୍ୟୁରୋ): ବିଜେଡି ପକ୍ଷରୁ ବୁଧବାର ନୂଆ ମୁଖପାତ୍ର ତାଲିକା ପ୍ରକାଶ ପାଇଛି। ଏଥିରେ ମିଡିଆ କୋର୍ଡିନେଟର ଭାବେ ଏମ୍ପି ସସ୍ମିତ ପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିଭଳି ୫ଜଣଙ୍କୁ ଜାତୀୟ ମୁଖପାତ୍ର, ୧୪ଜଣଙ୍କୁ ବିଜେଡି ମୁଖପାତ୍ର ଏବଂ ୧୦ଜଣଙ୍କୁ ପ୍ୟାନେଲିଷ୍ଟ...
ପୁରୀ ସୁରକ୍ଷା ମଞ୍ଚ- ପ୍ରଶାସନ ବୈଠକ ବିଫଳ: ଜିଲାପାଳ କହିଲେ ‘ବ୍ୟବସାୟିକ କୋଠା ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ’
ପୁରୀ ଅଫିସ,୪।୯: ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ନେଇ ସୁରକ୍ଷା ମଞ୍ଚ ଏବଂ ପ୍ରଶାସନ ମଧ୍ୟରେ ହୋଇଥିବା ବୈଠକ ବିଫଳ ହୋଇଛି। ଉଚ୍ଛେଦ ବନ୍ଦ ନେଇ ପ୍ରତିନିଧି ଦଳର ଦାବିକୁ ଜିଲାପାଳ ଅଗ୍ରାହ୍ୟ କରିଛନ୍ତି। ଏନେଇ ପ୍ରତିକ୍ରିୟା ଦେଇ ଜିଲାପାଳ...
ଉଚ୍ଛେଦ ପ୍ରସଙ୍ଗ : ଜିଲାପାଳଙ୍କୁ ସାକ୍ଷାତ କଲେ ୧୫ ଜଣିଆ କମିଟି
ପୁରୀ ଅଫିସ,୪।୯: ଶ୍ରୀମନ୍ଦିର ସୁରକ୍ଷା ପାଇଁ ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ବିରୋଧ କରି ପୁରୀ ସୁରକ୍ଷା ମଞ୍ଚର ୧୫ ଜଣିଆ କମିଟି ବୁଧବାର ପୂର୍ବାହ୍ନରେ ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ...
କୀଟନାଶକ ପିଇ ଚାଷୀ ଆତ୍ମହତ୍ୟା ଅଭିଯୋଗ: ଟଙ୍କା ପୈଠ ନ କରିବାରୁ ମୃତଦେହ ଛାଡ଼ିଲାନି ମେଡିକାଲ
ସମ୍ବଲପୁର,୪।୯(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଖଇରମାଳ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଋଣଭାର, ଫସଲ ନଷ୍ଟ ଯୋଗୁ କୀଟନାଶକ ପିଇ ଜଣେ ଚାଷୀଙ୍କ ବୁଧବାର ମୃତ୍ୟୁ ଘଟିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ...
ପ୍ୟାକେଜ ନାଁରେ ଭୁଅଁା ବୁଲାଉଛନ୍ତି
ପୁରୀ ଅଫିସ,୪ା୯ : ଶ୍ରୀମନ୍ଦିର ମେଘନାଦ ପାଚେରି ୭୫ମିଟର ପରିଧିରେ ଆସୁଥିବା ନିର୍ମାଣାଧୀନ କୋଠା ଭଙ୍ଗାଯିବା ନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ପୁରୀବାସୀଙ୍କୁ ତ୍ୟାଗ ଲାଗି ଆହ୍ବାନ ଦେଇଥିଲେ। ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା...
ପୁରୀକୁ ଆସୁଛନ୍ତି ୨ ହଜାରରୁ ଊର୍ଦ୍ଧ୍ୱ ନାଗା ସାଧୁ
ପୁରୀ ଅଫିସ, ୪ା୯:ମଠ ଉଚ୍ଛେଦକୁ ନେଇ ମଙ୍ଗଳବାର ସାଧୁସନ୍ଥଙ୍କ ପ୍ରତିବାଦ ଯୋଗୁ ପ୍ରଶାସନ ପକ୍ଷରୁ ବଡ ଆଖଡା ମଠ ଉଚ୍ଛେଦକୁ ସ୍ଥଗିତ ରଖିଛି। ତେବେ ସାଧୁ ସନ୍ଥଙ୍କ ପ୍ରତିବାଦରେ ସାମିଲ ହେବା ଲାଗି ଦିନେ ଦୁଇଦିନ ମଧ୍ୟରେ ସାରା ଭାରତବର୍ଷରୁ...
ଅଧିକ ଲକ୍ଷ୍ୟ ହାସଲ ଓ ଶ୍ରମିକ କଲ୍ୟାଣ ପରସ୍ପର ପରିପନ୍ଥୀ ନୁହନ୍ତି: ଧର୍ମେନ୍ଦ୍ର
ଭୁବନେଶ୍ୱର,୪ା୯(ବ୍ୟୁରୋ):ଅଳ୍ପ ଖର୍ଚ୍ଚରେ ଅଧିକ ଲକ୍ଷ୍ୟ ହାସଲ ଓ ଶ୍ରମିକ କଲ୍ୟାଣ ପରସ୍ପର ପରିପନ୍ଥୀ ନୁହନ୍ତି। ଉଭୟଙ୍କୁ ଏକାସଙ୍ଗେ ହାସଲ କରିହେବ ବୋଲି ଇସ୍ପାତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବିଭିନ୍ନ ଟ୍ରେଡ ୟୁନିୟନ ନେତୃମଣ୍ଡଳୀ ସହିତ ଆଲୋଚନା ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...
ଦକ୍ଷତା ବିକାଶ ଚିନ୍ତା ସିଙ୍ଗାପୁରର ସହାୟତା ନେବ ଓଡ଼ିଶା:ଆଇଟିଆଇ ପରେ ସିଙ୍ଗାପୁରରେ ପ୍ରଶିକ୍ଷଣ ନେବେ ପଲିଟେକ୍ନିକ୍ ପ୍ରଶିକ୍ଷକ
ଭୁବନେଶ୍ୱର,୪ା୯(ବ୍ୟୁରୋ):ଦକ୍ଷତା ବିକାଶ କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବେ ଓଡ଼ିଶା ଏବଂ ସିଙ୍ଗାପୁର। ଧନ୍ଦାମୂଳକ ଶିକ୍ଷା ଏବଂ ବୈଷୟିକ ଜ୍ଞାନକୌଶଳ କ୍ଷେତ୍ରରେ ଆଉ ପାଦେ ଆଗେଇବାକୁ ସିଙ୍ଗାପୁର ସରକାରଙ୍କ ସାହାଯ୍ୟ ଲୋଡ଼ିବ ଓଡ଼ିଶା। ରାଜ୍ୟରେ ଥିବା ଆଇଟିଆଇ ଏବଂ ପଲିଟେକ୍ନିକ୍ଗୁଡ଼ିକରେ...
ପୂର୍ବ ଶତ୍ରୁତାରୁ ଦୋକାନୀଙ୍କୁ ହତ୍ୟା: ୩ ଗିରଫ
ଖୁଣ୍ଟୁଣୀ,୪ା୯(ଡି.ଏନ୍.ଏ.):ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଚୌଦ୍ୱାର ଥାନା ଅନ୍ତର୍ଗତ ମାହାଳପଡ଼ା ଗ୍ରାମର ଗୋଲକ ପ୍ରଧାନ(୪୯)ଙ୍କୁ ସଂଘବଦ୍ଧଭାବେ ପିଟିପିଟି ହତ୍ୟା କରାଯାଇଛି। ତାଙ୍କ ସ୍ତ୍ରୀ ସରସ୍ବତୀଙ୍କ ଅଭିଯୋଗକ୍ରମେ ଖୁଣ୍ଟୁଣୀ ପୋଲିସ ଏକ ହତ୍ୟା ମାମଲା (ନଂ.୧୦୧/୧୯)ରୁଜୁ କରି ମଙ୍ଗଳବାର ୩ ଅଭିଯୁକ୍ତଙ୍କୁ ଗିରଫ...
୧୦ଜଣଙ୍କୁ ଦଧୀଚି ପ୍ରତିଭା ସମ୍ମାନ
ଭୁବନେଶ୍ୱର,୪ା୯(ବ୍ୟୁରୋ):ଦଧୀଚି ଏଜୁକେଶନାଲ୍ ଟ୍ରଷ୍ଟ ଆନୁକୂଲ୍ୟରେ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ୨ୟ ଦଧୀଚି ପ୍ରତିଭା ସମ୍ମାନ-୨୦୧୯ ଅନୁଷ୍ଠିତ ହୋଇଯାଇଛି। ହ୍ବାଇଟ୍ କାନ୍ଭାସ୍ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉଦ୍ଘାଟନ...
ଆଉ ୨୦ ଏୟାରପୋର୍ଟରେ ପ୍ଲାଷ୍ଟିକ ଉପରେ ପ୍ରତିବନ୍ଧକ
ଭୁବନେଶ୍ୱର, ୪ା୯(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପରିପ୍ରେକ୍ଷୀରେ କେନ୍ଦ୍ର ସରକାର ଏକକ ବ୍ୟବହୃତ ପ୍ଲାଷ୍ଟିକକୁ ନିଷିଦ୍ଧକୁ ଜୋର ଦେଉଛନ୍ତି। ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ରେଲଓ୍ବେ ଷ୍ଟେଶନ, ଏୟାରପୋର୍ଟ ଆଦି ପ୍ରମୁଖ ସ୍ଥାନରେ ଏହାକୁ ନିଷିଦ୍ଧ କରିବାକୁ କାର୍ଯ୍ୟ ଆରମ୍ଭ...
Archives


