ଜବାବ ରଖିଲା ଭାଜପା: ‘ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି’
ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ ଘଟଣାର ଉପଯୁକ୍ତ ତଦନ୍ତ କରାଯାଇ ଦୋଷୀଙ୍କୁ ଦଣ୍ଡ ଦିଆଯାଉ। ଏଭଳି ଘଟଣାରେ ଭାଜପା ଭଳି ବିଜେଡି ରାଜନୀତିକରଣରେ ବିଶ୍ୱାସ କରେ ନାହିଁ ବୋଲି ଶନିବାର ବିଜେଡି ମୁଖପାତ୍ର…
ଭାଜପା ଭଳି ବିଜେଡି ରାଜନୀତିକରଣ କରିବାରେ ବିଶ୍ୱାସ କରେ ନାହିଁ: ସସ୍ମିତ
ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣା ଦୁର୍ଭାଗ୍ୟଜନକ। ଏହାକୁ ଏଡ଼ାଯାଇ ପାରିଥାନ୍ତା। ଅଘଟଣ ଯୋଗୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ମୃତକଙ୍କ ପରିବାରକୁ ସମବେଦନା ଜଣାଉଛୁ। ତାଙ୍କୁ କ୍ଷତିପୂରଣ ଦିଆଯାଉ। ଆହତ ବ୍ୟକ୍ତିଙ୍କୁ…
ବିମାନବନ୍ଦର ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣାର ସିବିଆଇ ତଦନ୍ତ କରାଯାଉ: କଂଗ୍ରେସ
ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି କରିଛି କଂଗ୍ରେସ। ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ ଘଟଣାରେ ପ୍ରତିକ୍ରିୟା ରଖି କହିଛନ୍ତି, ଏହା ବଡ଼ ଧରଣର ଅଘଟଣ। ଦିନ ହୋଇଥିଲେ ବହୁତ ଜୀବନ ଯାଇଥାନ୍ତା।…
ବିମାନବନ୍ଦରରେ ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣା: ଠିକାଦାର ଅଟକ, କାଗଜପତ୍ର ଯାଞ୍ଚ କରୁଛି କମିଶନରେଟ ପୋଲିସ
ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାରେ ଶନିବାର ଠିକାଦାରୀ ସଂସ୍ଥା ମୁଖ୍ୟ ଦିଲୀପ ଖଟୋଇଙ୍କୁ ଅଟକ ରଖାଯାଇଛି। ଡିସିପିଙ୍କ ନେତୃତ୍ୱରେ କମିଶନରେଟ ପୋଲିସ ଦିଲୀପଙ୍କୁ ପଚରାଉଚରା କରୁଛି। ଏଥିସହ ସଂସ୍ଥାର କାଗଜପତ୍ର ଯାଞ୍ଚ କରାଯାଉଥିବା ସୂଚନା ମିଳିଛି।…
ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ
ପୁରୀ ଅଫିସ,୨୫।୧: ପୁରୀରେ ରଥଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଆରମ୍ଭ ହୋଇଛି। ଶନିବାର ପ୍ରଥମ ପର୍ଯ୍ୟାୟ ରଥକାଠ ନୟାଗଡ଼ ବନଖଣ୍ଡରୁ ଆସି ପୁରୀରେ ପହଞ୍ଚିଛି। ଦୁଇଟି ଟ୍ରକ୍ରେ ସମୁଦାୟ ୫୩ ଖଣ୍ଡ କାଠ ଆସିଥିବା ଜଣାପଡ଼ିଛି। ଏଥିରେ ୨୦ ଫୁଟିଆ ଅସନ…
ଅଞ୍ଜଳି, ଇବ୍ରାହିମ୍ଙ୍କୁ ରିମାଣ୍ଡରେ ନେବାକୁ ଏସ୍ଟିଏଫ୍ର ଆବେଦନ: ରାଜଧାନୀରେ ବହୁ ବାଂଲାଦେଶୀ ଦେହଜୀବୀ
ଭୁବନେଶ୍ୱର,୨୫ା୧(ବ୍ୟୁରୋ) ଗିରଫ ହୋଇ ଝାରପଡ଼ା ଜେଲ୍ରେ ଥିବା ରାଜଧାନୀ ସେକ୍ସ ରାକେଟ୍ କିଙ୍ଗ୍ପିନ୍ ଅଞ୍ଜଳି ଦିଦି ଓ ସେକ୍ ଇବ୍ରାହିମ୍ଙ୍କ ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି। ସେମାନେ ବାଂଲାଦେଶରୁ ଭୁବନେଶ୍ୱରକୁ ଏକାଧିକ ଯୁବତୀଙ୍କୁ ଆଣି ଦେହ ବ୍ୟବସାୟ କାୟାବିସ୍ତାର…
ସ୍ତ୍ରୀଙ୍କୁ ପିଟି ହତ୍ୟା କଲେ ସ୍ବାମୀ
ଟାଙ୍ଗୀ(ଖୋର୍ଦ୍ଧା),୨୫ା୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ସୋରଣର ମାନସିଂହପୁର ଗ୍ରାମ ଗୋପବନ୍ଧୁ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାଗ୍ରସ୍ତ ସ୍ବାମୀ ପିଟି ପିଟି ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ଏ ନେଇ ମୃତା ମହିଳାଙ୍କ ବାପଘର…
ଦୁର୍ଘଟଣା: ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ
ଯୋଡ଼ା,୨୫ା୧(ଡି.ଏନ୍.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କରଣସାହିଠାରେ ଗୁରୁବାର ରାତିରେ ଏକ ବୋଲେରୋ ଦୁର୍ଘଟଣାରେ ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ପୌରପାଳିକାର…
ଘସିପୁରା ଥାନା ମହିଳା ଏସ୍ଆଇଙ୍କୁ ଆକ୍ରମଣ
ଆନନ୍ଦପୁର,୨୫।୧(ଡି.ଏନ.ଏ): କେନ୍ଦୁଝର ଜିଲା ଘସିପୁରା ଥାନାର ଜଣେ ମହିଳା ଏସ୍ଆଇଙ୍କୁ ପଦନପୁର ଗ୍ରାମରେ ଆକ୍ରମଣ ହୋଇଛି। ଗୁରୁବାର ସନ୍ଧ୍ୟାରେ ପଦନପୁର ଗ୍ରାମକୁ ଏକ ପାରିବାରିକ ବିବାଦ ମାମଲାର ଅନୁସନ୍ଧାନ ପାଇଁ ଯାଇଥିବା ବେଳେ ତାଙ୍କ ଉପରେ ଏଭଳି ଆକ୍ରମଣ ହୋଇଥିଲା। ସୂଚନା…
ହନୁମତିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ: ତଳମୁଣ୍ଡକୁ ପାଣି ଆସୁନି, ଚାଷୀ ହନ୍ତସନ୍ତ
ତେଲକୋଇ, ୨୫ା୧(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ହନୁମତିଆ କ୍ଷୁଦ୍ର ଜଳ ସେଚନ (ଡିମିରିଆ)ପ୍ରକଳ୍ପରୁ ତଳ ମୁଣ୍ଡକୁ ଜଳ ଯୋଗାଣ ହୋଇପାରୁନାହିଁ । ଏଥିଯୋଗୁ ସୂର୍ଯ୍ୟମୁଖି, ଆକୁଳ ମକା, ଶୋରିସ ଓ ଚିନାବାଦାମ ଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହା…
ଶିକ୍ଷକ ଅଭାବ ସାଙ୍ଗକୁ ଭିତ୍ତିଭୂମି ଅସଜଡ଼ା
ଭଣ୍ଡାରିପୋଖରୀ,୨୫।୧(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମାଳଦା ପଞ୍ଚାୟତର ମାଳଦା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ। ୨ ଶିକ୍ଷକରେ ଦୁଇଟି ଶ୍ରେଣୀ ଚାଲିଛି। ଆବଶ୍ୟକ ସଂଖ୍ୟକ ଶିକ୍ଷକ ନ ଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ସମସ୍ୟା ସୃଷ୍ଟି ହେଉଛି। ଏଭଳି ସ୍ଥିତିରେ ଚଳିତବର୍ଷ…
କାର୍ଯ୍ୟ ବନ୍ଦ ଡକରା ଦେଲା ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ସଂଘ
ବାରିପଦା ଅଫିସ,୨୫ା୧- ବାରିପଦା ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ମିଳିତ ଭାବେ ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସମ୍ମାନଜନକ ଦରମା ବୃଦ୍ଧି, ୫ ଦିବସ ବ୍ୟାଙ୍କ ସେବା ଏବଂ ଅନ୍ୟାନ୍ୟ ଦାବି ଏଥିରେ…
Archives


