ବିଶ୍ବ ନାରିକେଳ ଦିବସ ପାଳିତ: ଫନୀ କ୍ଷତିଗ୍ରସ୍ତ ନଡ଼ିଆଚାଷୀଙ୍କୁ କେନ୍ଦ୍ର ଦେବ ସହାୟତା
ଭୁବନେଶ୍ୱର, ୩।୯(ବ୍ୟୁରୋ): ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ନଡ଼ିଆ ଚାଷୀଙ୍କୁ କେନ୍ଦ୍ର ସରକାର ସହାୟତା ପ୍ରଦାନ କରିବେ। ଏଥିପାଇଁ ବିସ୍ତୃତ ରିପୋର୍ଟ ପ୍ରଦାନ ଲାଗି ରାଜ୍ୟ ସରକାରଙ୍କୁ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି।...
ଆରମ୍ଭ ହେଲା ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ:୫୦ ଲକ୍ଷ ନୂଆ ସଭ୍ୟ ସାମିଲ କରିବାକୁ ଲକ୍ଷ୍ୟ
ଭୁବନେଶ୍ୱର,୩।୯(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦଳର ସଭ୍ୟ ସଂଗ୍ରହ ଅଭିଯାନର ଶୁଭାରମ୍ଭ କରିଛନ୍ତି। ୧ କୋଟି ସଭ୍ୟ ସଂଗ୍ରହ ଲକ୍ଷ୍ୟ ନେଇ ଆରମ୍ଭ କରାଯାଇଥିବା ଏହି ଅଭିଯାନରେ ଦଳ ସଭାପତି ନବୀନ ପଟ୍ଟନାୟକ ପ୍ରଥମ...
ପିଏମ୍ କିଷାନ ଯୋଜନା ଲାଗି ତାଲିକା ଦେଲେ ଟଙ୍କା ମିଳିବ: ତୋମାର
ଭୁବନେଶ୍ୱର,୨ା୯(ବ୍ୟୁରୋ): ପିଏମ୍ କିଷାନ ଯୋଜନାକୁ ନେଇ ପୁଣିଥରେ ରାଜ୍ୟ ଓ କେନ୍ଦ୍ର ମୁହାଁମୁହିଁ ହୋଇଛନ୍ତି। ଦିନିକିଆ ରାଜ୍ୟ ଗସ୍ତରେ ଆସି ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ପିଏମ୍ କିଷାନ ଯୋଜନା ପାଇଁ ରାଜ୍ୟ...
ଖାରବେଳ ଭବନରେ ଖୋଲିବ ଏଜି ଅଫିସ
ଭୁବନେଶ୍ୱର,୩।୯(ବ୍ୟୁରୋ): ନିକଟରେ ଉଦ୍ଘାଟନ ହୋଇଥିବା ଖାରବେଳ ଭବନରେ ରାଜ୍ୟ ସରକାର ଆଡଭୋକେଟ ଜେନେରାଲ(ଏଜି)ଙ୍କ ଅଫିସ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ହାଇକୋର୍ଟ ଠାରୁ ଆରମ୍ଭ କରି ସୁପ୍ରିମକୋର୍ଟରେ ଥିବା ମାମଲାଗୁଡିକର ପରିଚାଳନା ପାଇଁ ଉତ୍ତମ ସମନ୍ବୟ ରକ୍ଷା କରାଯାଇ ପାରିବ...
ଗରିବଙ୍କ ରାଶନ ଖାଉଥିଲେ ଅଯୋଗ୍ୟ ହିତାଧିକାରୀ: ଧରାପକାଇଲା ଆଧାର
ଭୁବନେଶ୍ୱର,୩।୯(ବ୍ୟୁରୋ): ସରକାରଙ୍କ ଆଖିରେ ଆଙ୍ଗୁଠି ଗେଞ୍ଜି ଅଯୋଗ୍ୟ ହିତାଧିକାରୀ ଗତ ୪ବର୍ଷ ହେବ ଗରିବଙ୍କ ପାଇଁ ଆସିଥିବା ହଜାର ହଜାର କୁଇଣ୍ଟାଲ ଚାଉଳ, ଗହମ ଲୁଟି ନେଉଥିଲେ। ଗାଡ଼ି ଘୋଡ଼ା, କୋଠାଘର, ଏକର ଏକର ସମ୍ପତ୍ତି, ସରକାରୀ ଚାକିରି ଥିବା...
ଅର୍ଦ୍ଧଗଣେଶ୍ୱର ମୂର୍ତ୍ତି ଆକର୍ଷଣ
ବନ୍ତ, ୩।୯ (ସ୍ବ.ପ୍ର./ଡି.ଏନ.ଏ.)- ବନ୍ତ ବ୍ଲକର ବିଭିନ୍ନ ସ୍ଥାନରେ ଗଣେଶ ପୂଜା ଅନୁଷ୍ଠିତ ହୋଇଛି। ଆଗରପଡ଼ା ଅଞ୍ଚଳର ସମସ୍ତ ଶିକ୍ଷାନୁଷ୍ଠାନ ଓ ଯୁବକ ସଂଘରେ ପୂଜାର୍ଚ୍ଚନା କରାଯାଇଥିଲା। ସକାଳେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର ନୂତନ ବସ୍ତ୍ର ପରିଧାନ କରି ହାତରେ...
୪୫୦ ବର୍ଷର ନିଆରା ପରମ୍ପରା: ବୁଢ଼ା ଗଣେଶଙ୍କୁ ୧୫୧ ଥାଳି ଭୋଗ ସମର୍ପଣ
ଆରଡ଼ି, ୩।୯ (ଡି.ଏନ.ଏ.)- ଗଣେଶ ଚତୁର୍ଥୀରେ ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ମନ୍ଦିର ବେଢ଼ାର ଦକ୍ଷିଣପାର୍ଶ୍ୱରେ ଥିବା ଶ୍ରୀ ବୁଢ଼ା ଗଣେଶଙ୍କୁ ସ୍ବତନ୍ତ୍ର ପୂଜା କରାଯାଇଛି। ଏଠାରେ ନିଆରା ପରମ୍ପରା ଅନୁଯାୟୀ ପ୍ରଭୁଙ୍କୁ ୧୫୧ ଥାଳି ଭୋଗ ସମର୍ପଣ କରାଯାଇଛି।...
ଭଙ୍ଗା ମନ୍ଦିରରେ ୭୦ ମାଣ ଜମିର ମାଲିକ
ବାରିପଦା ଅଫିସ/କପ୍ତିପଦା,୩ା୯(ଡି଼.ଏନ୍.ଏ)- ସମ୍ପତ୍ତି ଅଛି, ମାତ୍ର ଟ୍ରଷ୍ଟ ବୋର୍ଡ ପାଇଁ କ୍ଷମତା ଲଢେଇ ଓ ପରିଚାଳନାଗତ ତ୍ରୁଟିକୁ ନେଇ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ କୁଳିଅଳମ ଗ୍ରାମରେ ଥିବା ଗୋପୀନାଥ ଜୀଉ ମନ୍ଦିର ଅବହେଳିତ ହୋଇ ପଡିଛି। ଏହି...
ଓଭରବ୍ରିଜ୍ ସୁରକ୍ଷା ଚିନ୍ତା: ଅଣ୍ଟା ଭିଡ଼ିଲା ସିଭିଲ ସୋସାଇଟି
ବାଲେଶ୍ୱର ଅଫିସ,୩।୯ – ବାଲେଶ୍ୱର ଫକୀରମୋହନ ଗୋଲେଇଠାରୁ ସହଦେବଖୁଣ୍ଟା ବସ୍ଷ୍ଟାଣ୍ଡ ପର୍ଯ୍ୟନ୍ତ ଗତ ୧୯୮୪ରେ ଲୋକାର୍ପିତ ଓଡ଼ିଶାର ପ୍ରଥମ ଓଭରବ୍ରିଜ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହାର ସୁରକ୍ଷା ଓ ମରାମତି ଲାଗି କୌଣସି ଠୋସ ପଦକ୍ଷେପ ନିଆଯାଉ ନ ଥିବାରୁ...
ସାଡ଼ିଙ୍ଗିଆ, ପାଙ୍ଗା ପଞ୍ଚାୟତରେ ମାଓବାଦୀ ପୋଷ୍ଟର
ଫିରିଙ୍ଗିଆ, ୩ା୯- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ଓ ପାଙ୍ଗା ପଞ୍ଚାୟତର ବିଭିନ୍ନ ସ୍ଥାନରେ ମାଓବାଦୀମାନେ ପୋଷ୍ଟର ଲଗାଇଛନ୍ତି। କେକେବିଏନ ଡିଭିଜନର କାନ୍ଥ ପତ୍ରିକା (ୱାଲ ମାଗାଜିନ) ବିପ୍ଲବୀ ଡେଙ୍ଗୁରା ନାମରେ ରବିବାର ରାତିରେ ଏସବୁ ପୋଷ୍ଟର ଲଗାଯାଇଛି...
ବିରୋଧୀ ଦଳ ନେତାଙ୍କୁ ଉପେକ୍ଷା କରୁଛି ବିଏମ୍ସି
ବ୍ରହ୍ମପୁର ଅଫିସ,୩ା୯-ବ୍ରହ୍ମପୁର ମହାନଗର ନିଗମ ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ରାଜନୀତି କରାଯାଇଛି। ନିଗମ କାର୍ଯ୍ୟାଳୟ ଏବଂ ଟାଉନ ହଲରେ ଆୟୋଜିତ ସମାରୋହରେ କେବଳ ଶାସକ ବିଜେଡି ନେତାଙ୍କୁ ଡ଼କାଯାଇ ବିରୋଧୀ ଦଳକୁ ଉପେକ୍ଷା କରାଯାଇଛି। ସୋମବାର ଜିଲା କଂଗ୍ରେସ...
ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ, ଆନ୍ଦୋଳନ ଡାକରା
ବ୍ରହ୍ମପୁର ଅଫିସ୍,୩ା୯-ଫୋରମ୍ ଫର୍ ଗଞ୍ଜାମର ଏକ ସାଧାରଣ ବୈଠକ ଆର୍ଯ୍ୟଭଟ୍ଟ ଫାଉଣ୍ଡେଶନ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଗଠନ ସଂଯୋଜକ ସୁଧୀର କୁମାର ରାଉତ ଏଥିରେ ଅଧ୍ୟକ୍ଷତା କରିଥିଲେ । ବୈଠକରେ ଜିଲାର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବିଶେଷକରି...
Archives


