ଅଧା ବାଟରେ ରୋଗୀଙ୍କୁ ଛାଡ଼ି ଚାଲିଗଲା ଆମ୍ବୁଲାନ୍ସ
ଛତ୍ରପୁର/ ଗଞ୍ଜାମ,୨୫ା୧(ଡି.ଏନ.ଏ.)-ଟଙ୍କା ନ ଦେବାରୁ ୧୦୮ ଆମ୍ବୁଲାନ୍ସ ରୋଗୀଙ୍କୁ ଅଧାବାଟରେ ଓହ୍ଲାଇ ଦେଇ ଚାଲିଗଲା। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲାରେ। ଜିଲାପାଳଙ୍କ ନିର୍ଦ୍ଦେଶ ପରେ ସମ୍ପୃକ୍ତ ଆଉଟ୍ସୋର୍ସିଂ ସଂସ୍ଥା କାର୍ଯ୍ୟରେ ଅବହେଳା କରିଥିବା ୧୦୮ ଆମ୍ବୁଲାନ୍ସର ୩ କର୍ମଚାରୀଙ୍କୁ…
ବାଇକ୍ ମୁହଁ।ମୁହିଁ ପରେ ବସ୍ରେ ପିଟିହେଲା, ୨ ମୃତ
ଦିଗପହଣ୍ଡି(ଡି.ଏନ.ଏ.)/ପାଟପୁର,୨୫ା୧- ଦିଗପହଣ୍ଡି-ରାୟଗଡ଼ା ୩୨୬ ନଂ. ରାଜ୍ୟ ରାଜପଥର କଂସାମାରି-ଧର୍ମପୁର ମଧ୍ୟବର୍ତ୍ତୀ ଶ୍ମଶାନ ସମ୍ମୁଖ ମୁଖ୍ୟ ରାସ୍ତାରେ ଶୁକ୍ରବାର ସକାଳ ପ୍ରାୟ ସାଢେ ୮ଟାରେ ଏକ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହଁାମୁହିଁ ଧକ୍କା ହେବାପରେ ଆରୋହୀମାନେ ସେହି ରାସ୍ତାଦେଇ ଆସୁଥିବା ଏକ…
ପେଟ୍ରୋଲ ଢାଳି ଯୁବକଙ୍କୁ ଜାଳିଦେବାକୁ ଉଦ୍ୟମ
ଭଞ୍ଜନଗର,୨୫।୧(ଡି.ଏନ୍.ଏ.) ଗଞ୍ଜାମ ଜିଲା ବେଲଗୁଣ୍ଠା ଫାଣ୍ଡି ଧୁମୁଛାଇ ଛକରେ ଶୁକ୍ରବାର ଅପରାହ୍ନ ପ୍ରାୟ ୨ଟାରେ ଜଣେ ଯୁବକଙ୍କୁ ୨ଜଣ ପେଟ୍ରୋଲ ପକାଇ ନିଅଁା ଲଗାଇ ଦେଇଥିଲେ। ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି। ସେହେଲେ ଧୁମୁଛାଇର ସନ୍ତୋଷ ନାୟକ (୩୨)।…
ଡିଗ୍ରୀ କଲେଜ ଗଭର୍ଣ୍ଣିଂ ବଡି ଭାଙ୍ଗିଲା
ଭୁବନେଶ୍ୱର,୨୪।୧(ବ୍ୟୁରୋ): ଭାଙ୍ଗିଲା ଡ୍ରିଗ୍ରୀ କଲେଜ ଗଭର୍ଣ୍ଣିଂ ବଡି। ସମସ୍ତ ବେସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜର ଗଭର୍ଣ୍ଣିଂ ବଡି ଭାଙ୍ଗିବା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ଦ୍ଦେଶନାମାକୁ ତତ୍କାଳ ଲାଗୁ କରିବା ନେଇ ଏଥିରେ ଉଲ୍ଲେଖ ରହିଛି।…
ବନ୍ଧୁକ ମୁନରେ ଲୁଟିନେଲେ ୨୩ ଲକ୍ଷ
ଖୋର୍ଦ୍ଧା ଅଫିସ,୨୪।୧: ଖୋର୍ଦ୍ଧା ଆଦର୍ଶ ଥାନା ସତ୍ୟସାଇ ମନ୍ଦିର ରାସ୍ତାରେ ଶୁକ୍ରବାର ଲୁଟ ହୋଇଛି। ୨୩ ଲକ୍ଷ ଏଲ୍ଆଇସି ବୀମା ଟଙ୍କା ବ୍ୟାଙ୍କରେ ଜମା କରିବା ଲାଗି ଜଣେ କର୍ମଚାରୀ ଯାଉଥିବା ବେଳେ ତାଙ୍କଠାରୁ ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଛନ୍ତି। ଏ…
ନନ୍ଦନକାନନକୁ ଆସିବ ଧଳା ଗଣ୍ଡା, ଆଫ୍ରିକୀୟ ସିଂହ
ଭୁବନେଶ୍ୱର, ୨୪।୧(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିବେ ନୂଆ ଅତିଥି। ସିଙ୍ଗାପୁରରୁ ଧଳା ଗଣ୍ଡା ନନ୍ଦନକାନନ ଆସିବ। ସେହିଭଳି ଶ୍ରୀଲଙ୍କାରୁ ଆଫ୍ରିକୀୟ ସିଂହ ଓ ଅନ୍ୟ ଜନ୍ତୁ ଆଣିବାକୁ ଯୋଜନା କରାଯାଇଛି। ଏଥିସହ ରୋପଓ୍ବେ ପଏଣ୍ଟକୁ ଯିବା ପାଇଁ ଟୟ ଟ୍ରେନ୍…
ଏପ୍ରିଲ ୧ରୁ ଘଣ୍ଟାଏରେ ମିଳିବ ଜମିବାଡ଼ି କାଗଜପତ୍ର
ଭୁବନେଶ୍ୱର, ୨୪।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୋଟିଏ ପରେ ଗୋଟିଏ ବିଭାଗ ମୋ ସରକାର ଅଧୀନକୁ ଆସୁଛି। ଏହି କ୍ରମରେ ଫେବୃୟାରୀ ୧୦ରେ ରାଜସ୍ବ ବିଭାଗ ମୋ ସରକାର ଅଧୀନକୁ ଆସିବ। ଏହା ପୂର୍ବରୁ ଯେଉଁ ତହସିଲଦାରଙ୍କ କାମ ବାକି ଅଛି, ସେମାନଙ୍କ…
ସୂର୍ଯ୍ୟମନ୍ଦିର ବୁଲି ଦେଖିଲେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ: କହିଲେ ‘ଆଇକନିକ୍ ସିଟି ତାଲିକାରେ ସାମିଲ ହେବ ପୁରୀ-କୋଣାର୍କ’
କୋଣାର୍କ,୨୪।୧(ଡି.ଏନ୍.ଏ.): କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ଶୁକ୍ରବାର କୋଣାର୍କ ମନ୍ଦିର ପରିଦର୍ଶନ କରିଛନ୍ତି। ଭୁବନେଶ୍ୱରରୁ ସିଧା କୋଣାର୍କ ଯାଇ ମନ୍ତ୍ରୀ ସୂର୍ଯ୍ୟମନ୍ଦିର ଦର୍ଶନ କରିଛନ୍ତି। କୋଣାର୍କରେ ଚାଲିଥିବା ଇକୋ ରିଟ୍ରିଟ୍ ବୈଠକରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ…
ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ପରଲୋକ
ଧାମନଗର,୨୪।୧(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାହାରବିଲ ଗ୍ରାମର ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କର ୭୮ ବର୍ଷ ବୟସରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଜଗନ୍ନାଥ ଧାମନଗର ନିର୍ବାଚନ ମଣ୍ଡଳୀରୁ ୩…
ଓମ୍ଫେଡ୍ ଗୋଖାଦ୍ୟ ଦୁର୍ନୀତି: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ ଅଫିସ,୨୪।୧: ଓମ୍ଫେଡ୍ ଗୋଖାଦ୍ୟ ଦୁର୍ନୀତିର ସିବିଆଇ ତଦନ୍ତ କରାଯିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୋଗକାରୀଙ୍କ ଅର୍ଜିକୁ ଏତଲା ଭାବେ ଗ୍ରହଣ କରି ତଦନ୍ତ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶଯେ, ଓମ୍ଫେଡ୍ କଟକ ଜିଲା ଦୁଗ୍ଧ ସଂଘରେ ୧୩…
କଲେଜ ପରିଚାଳନା କମିଟିରୁ ରାଜନେତା ବାଦ୍ ପଡ଼ିବା ପ୍ରସଙ୍ଗ: ସୁଶାନ୍ତ କହିଲେ ‘ବିଧାୟକଙ୍କୁ ସଦସ୍ୟ ଭାବେ ରଖାଯାଉ’
ଭୁବନେଶ୍ୱର,୨୪।୧(ବ୍ୟୁରୋ): କଲେଜ ପରିଚାଳନା କମିଟିରୁ ରାଜନେତାଙ୍କୁ ବାଦ ଦିଆଯିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଥିଲେ। ଶୁକ୍ରବାର ତାଙ୍କ ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ ସୁଶାନ୍ତ ସିଂହ। ସେ କହିଛନ୍ତି, ବିଧାୟକମାନେ କମିଟିରେ ରହିବା କଥା। ଯେହେତୁ ବିଧାୟକ…
ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ଗୋଳନ୍ଥରାରୁ ଉଦ୍ଧାର: ମହିଳାଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରୁ ଶିଶୁପୁତ୍ର ଅପହରଣ ମାମଲାରେ ଖାରବେଳନଗର ଥାନା ପୋଲିସ ଗଞ୍ଜାମ ଜିଲା ଗୋଳନ୍ଥରା ଅଞ୍ଚଳର ମହିଳାଙ୍କୁ ଗିରଫ କରିଛି। ସେ ହେଲେ ଗୋଳନ୍ତରା ଥାନା ଅନ୍ତର୍ଗତ ଦୁମୁଦୁମି ଗ୍ରାମ ଛକ ନିକଟରେ ଏକ କ୍ଲିନିକ୍ରେ କାମ କରୁଥିବା…
Archives


