ରାଜ୍ୟ

ଫଳ ଭେଣ୍ଡିଂ ଜୋନ୍‌ରେ ଅଗ୍ନିକାଣ୍ଡ: ଜଳିଗଲା ୧୭ ଦୋକାନ

ଭୁବନେଶ୍ବର,୨୪ା୧(ବ୍ୟୁରୋ):କଳ୍ପନା ଛକ ନିକଟ ମା’ ତାରିଣୀ ଭେଣ୍ଡିଂ ଜୋନରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟଛି। ଏଥିରେ ୧୭ରୁ ଊର୍ଦ୍ଧ୍ୱ ଫଳ ଦୋକାନ ପୋଡି ପାଉଁଶ ହୋଇଯାଇଛି। ଦୋକାନରେ ଥିବା ଫଳ ଓ ଅନ୍ୟ ସାମଗ୍ରୀ ଜଳି ଯାଇଛି। ସୂଚନାନୁଯାୟୀ,…

ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ଜେଲ୍‌ରୁ ବାହାରିଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ,୨୪ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇ ଜେଲରୁ ମୁକୁଳିଛନ୍ତି। ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ହାଇକୋର୍ଟ ସର୍ତ୍ତମୂଳକ ଭାବେ ମାତ୍ର ୪…

ବନ୍ଧାପଡ଼ିଛି ଶୈଶବ

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ଶିଶୁକନ୍ୟା ତଥା ଝିଅମାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏକାଧିକ ଯୋଜନା କରୁଛନ୍ତି। କେନ୍ଦ୍ର ସରକାରଙ୍କ ‘ବେଟି ବଚାଓ ବେଟି ପଢ଼ାଓ’ ଅଭିଯାନରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ‘ବିଜୁ କନ୍ୟାରତ୍ନ ଯୋଜନା’…

‘ଆଞ୍ଚଳିକତାବାଦ ରାଜନୀତିରେ ବିଶ୍ୱାସ ନାହିଁ’

୨୦୧୯ ସାଧାରଣ ନିର୍ବାଚନ ପରେ ଭାଜପାରେ ଆରମ୍ଭ ହୋଇଥିବା ସାଙ୍ଗଠନିକ ନିର୍ବାଚନୀ ପ୍ରକ୍ରିୟା ନିକଟରେ ଶେଷ ହୋଇଛି। କେନ୍ଦ୍ରରେ ଜଗତ୍‌ ପ୍ରକାଶ ନଡ୍ଡା ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷଭାବେ ଦାୟିତ୍ୱ ପାଇଛନ୍ତି। ଏପରିକି ଓଡିଶାରେ ସମୀର ମହାନ୍ତି ନୂଆ ସଭାପତି ହୋଇଛନ୍ତି। ୨୦୦୪ରୁ…

୮ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ରାଜଧାନୀରେ ପୁଣି ଲଜ୍ଜା। ଖଣ୍ଡଗିରି ଥାନା ଆଇଗଣିଆ ଅଞ୍ଚଳରେ ଥିବା ଏକ ବସ୍ତିରେ ଜଣେ ୮ବର୍ଷର ଶିଶୁ କନ୍ୟାଙ୍କୁ ଗଣବଳାକତ୍ାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତା ଶିଶୁ କନ୍ୟାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବାପରେ ପୋଲିସ ଏକ ବଳାକତ୍ାର ମାମଲା…

କଲେଜ ପରିଚାଳନା କମିଟିରୁ ବାଦ୍‌ପଡ଼ିବେ ରାଜନେତା

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ଏବେ କଲେଜ ପରିଚାଳନା ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବାକୁ ଉଚ୍ଚଶିକ୍ଷା ବିଭାଗ ଉଦ୍ୟମ ଆରମ୍ଭ କରିଛି। କଲେଜ ପରିଚାଳନା କମିଟିରେ ସ୍ଥାନୀୟ ବିଧାୟକ କିମ୍ବା ରାଜନେତାମାନେ ସ୍ଥାନ ପାଇବେ ନାହିଁ। ଗୁରୁବାର ଓଡ଼ିଶା ଅଭିଭାବକ ମହାସଂଘର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଉଚ୍ଚଶିକ୍ଷା…

‘ଜାତୀୟସ୍ତରୀୟ ପାଇଁ ଶ୍ରେଷ୍ଠ ପ୍ରଦର୍ଶନ କର’

ଅନୁଗୋଳ ଅଫିସ୍‌, ୨୪ା୧ ଅନୁଗୋଳ ଫରେଷ୍ଟ ରେଞ୍ଜର କଲେଜରେ ରାଜ୍ୟସ୍ତରୀୟ ବନ ବିଭାଗ ସ୍ପୋଟର୍‌ସ ମିଟ୍‌ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ରାଜ୍ୟର ୮ଟି ସର୍କଲର ବନ ବିଭାଗ ଖେଳାଳିମାନେ ଅଂଶଗ୍ରହଣ କରିଛନ୍ତି। ଦୁଇଟି ସ୍ଥାନରେ ଅନୁଷ୍ଠିତ ହେଉଥିବା ଏହି କ୍ରୀଡ଼ାରେ…

ମାର୍ଚ୍ଚରୁ ପିଏମ୍‌ଜିଏସ୍‌ଓ୍ବାଇ-୩

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ରାଜ୍ୟ ସରକାର ସମସ୍ତ ସ୍କୁଲ ଓ ଗ୍ରାମାଞ୍ଚଳରେ ଥିବା ହସ୍ପିଟାଲଗୁଡିକୁ ରାସ୍ତା ସଂଯୋଗ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ରାସ୍ତାଗୁଡିକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ଓ୍ବାଇ)-୩ରେ ଅନ୍ତର୍ଭୁକ୍ତ କରାଯିବ। ମିଳିଥିବା ସୂଚନା ଅନୁଯାୟୀ ପିଏମ୍‌ଜିଏସ୍‌ଓ୍ବାଇ-୩ ଚଳିତବର୍ଷ ମାର୍ଚ୍ଚ ମାସରୁ…

ଚିକିତ୍ସା ସେବା ଅନୁଧ୍ୟାନ କଲେ ଜିଲାପାଳ

ଅନୁଗୋଳ ଅଫିସ୍‌, ୨୪ା୧ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ଗୁରୁବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନରେ ଯାଇ ଚିକିତ୍ସା ସେବା ଅନୁଧ୍ୟାନ କରିଛନ୍ତି। ମେଡିକାଲରେ ରୋଗୀଙ୍କୁ କିପରି ସେବା ପ୍ରଦାନ କରାଯାଉଛି ସେ ସମ୍ପର୍କରେ ରୋଗୀଙ୍କ ଠାରୁ ପଚାରି ବୁଝିଛନ୍ତି।…

ତାଳଚେର ପୁସ୍ତକ ମେଳା ଉଦ୍‌ଘାଟିତ

ତାଳଚେର,୨୪ା୧(ନି.ପ୍ର.) ପୁସ୍ତକ ବନ୍ଧୁ ଭାବେ କାର୍ଯ୍ୟ କରେ। ତାହାର ବିକଳ୍ପ ନାହିଁ। ପୁସ୍ତକ ଜ୍ଞାନ ବିକାଶ ଓ ରୋଜଗାରର ମାଧ୍ୟମ ହେବା ଆବଶ୍ୟକ ବୋଲି ହାଟତୋଟା ପ୍ରଜାମଣ୍ଡଳ ଭବନ ପରିସରରେ ୧୭ତମ ତାଳଚେର ପୁସ୍ତକ ମେଳାର ଉଦ୍‌ଘାଟନ ଅବସରରେ ଅତିଥିମାନେ ମତବ୍ୟକ୍ତ…

ଲିନ୍ସଲରୀ ପ୍ରୋଜେକ୍ଟ କାର୍ଯ୍ୟ ତଦାରଖ

ବଅଁରପାଳ,୨୪ା୧(ଡି.ଏନ.ଏ.) ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋର ନୂତନ ଅଧ୍ୟକ୍ଷ ଶ୍ରୀଧର ପାତ୍ର ଦୁଇ ଦିନିଆ ଅନୁଗୋଳ ଗସ୍ତରେ ଆସି ଗୁରୁବାର ନାଲ୍‌କୋ ସ୍ମେଲଟର ଓ ପାୱାର ପ୍ଲାଣ୍ଟର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ ସିଏମ୍‌ଡି ନାଲ୍‌କୋରେ କାର୍ଯ୍ୟରତ ସମସ୍ତ…

୧୨୩ କୋଟି ଟଙ୍କା ଜିଏସ୍‌ଟି ଠକେଇ

କଟକ ଅଫିସ, ୨୪ା୧:ସାମଗ୍ରୀ କିଛି କିଣାବିକା ନ ହୋଇ କାଗଜରେ ୧୧୮୦ କୋଟି ଟଙ୍କାର କାରବାର ଦର୍ଶାଯାଇଛି। ଜାଲ୍‌ କାଗଜପତ୍ର ମାଧ୍ୟମରେ କୋଟି କୋଟି ଟଙ୍କାର ବ୍ୟବସାୟ ଦେଖାଇ ୧୨୩ କୋଟି ଟଙ୍କାର ଜିଏସ୍‌ଟି ଠକେଇ କରିଛନ୍ତି ବ୍ୟବସାୟୀ। ଏହି ଅସାଧୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri