ପାରିବାରିକ କଳହର କରୁଣ ପରିଣତି, ବୃଦ୍ଧଙ୍କୁ ହତ୍ୟା
ଅତାବିରା,୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲାରେ ଦିନକୁ ଦିନ ହତ୍ୟାକାଣ୍ଡ ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି । ଶୁକ୍ରବାର ସକାଳୁ ସକାଳୁ ଅତାବିରା ଥାନା ଅନ୍ତର୍ଗତ ଟୋପ ଅଞ୍ଚଳରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି । ଟୋପ-ହିର୍ଲିପାଲି ଗ୍ରାମ୍ୟ…
କେନ୍ଦୁଝରରେ ଯୁଦ୍ଧର ପ୍ରଭାବ: ଗ୍ୟାସ୍ ପାଇଁ ରାସ୍ତାରୋକୋ କଲେ ଲୋକେ
କେନ୍ଦୁଝର,୧୩।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଗ୍ୟାସ୍ର ଅଭାବକୁ ନେଇ ଶୁକ୍ରବାର କେନ୍ଦୁଝର ସହର ଧାଙ୍ଗଡ ପଡ଼ାରେ ଲୋକେ ରାସ୍ତାରୋକୋ କରିଛନ୍ତି। ବୁକିଙ୍ଗ୍ କରି ଦୀର୍ଘ ଦିନ ଧରି ଗ୍ୟାସ ମିଳୁ ନ ଥିବା ଏବଂ ହୋମ ଡେଲିଭରି…
ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପୋଲିସ ଏଏସ୍ଆଇ, ଜଣେ ବ୍ୟବସାୟୀଙ୍କଠୁ…
ସୁନ୍ଦରଗଡ/ବଡଗାଁ,୧୩।୩(ଜୟ ନାରାୟଣ ମେଣ୍ଡୁଳି, ଅଶୋକ ଷଡ଼ଙ୍ଗୀ): ଲାଞ୍ଚ ନେଇ ଧରାପଡିଲେ ପୋଲିସ ଏଏସ୍ଆଇ। ମଦ ଦୋକାନ ଚଳାଇବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୨୫ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ସୁନ୍ଦରଗଡ ଜିଲା ବଡ଼ଗାଁ ପୋଲିସ ଷ୍ଟେଶନର…
ବିନା କାରଣରେ ସମ୍ପୂର୍ଣ୍ଣ ବ୍ୟବସାୟିକ ଆକାଉଣ୍ଟ ସିଜ୍ କରିପାରିବନି ପୋଲିସ: ହାଇକୋର୍ଟ
କଟକ, ୧୩।୩: ସକ୍ରିୟ ବ୍ୟବସାୟ ଅନୁଷ୍ଠାନର ସମ୍ପୁର୍ଣ୍ଣ ପାଣ୍ଠିକୁ ସିଜ୍ କରିପାରିବନି ପୋଲିସ୍। ଏକ ମାମଲାର ଶୁଣାଣି କରିବା ମସୟରେ ଏଭଳି ଗୁରୁତ୍ବପୁର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ। ଅପରାଧିକ ତଦନ୍ତ ସମୟରେ ପୋଲିସ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ କରିପାରିବ, କିନ୍ତୁ ବିନା…
ବନ୍ଧୁକ ମୁନରେ ମରଣାନ୍ତକ ଆକ୍ରମଣ କରି ଲୁଟ୍, ଫ୍ରିଜଠୁ ନେଇ ସୁନାଗହଣା…..
ରାୟଗଡ଼ା,୧୩।୩(ଆଶିଷ ରଞ୍ଜନ ପଣ୍ଡା): ବନ୍ଧୁକ ଦେଖାଇ ମାଡ ମାରିବା ସହ ସୁନା ଅଳଙ୍କାର ଓ ଆସବାବପତ୍ର ଲୁଟିନେଲେ ଲୁଟେରା । ଏମିତି ଘଟଣା ଘଟିଛି ରାୟଗଡା ସହରର ଫାୟାର୍ ଷ୍ଟେସନ୍ ନିକଟରେ ଘଟିଛି । ଦୁର୍ବୃତ୍ତଙ୍କ ମାଡରେ ଆହତ ହୋଇଥିବା ବ୍ୟକ୍ତି ରାୟଗଡା…
ବିଜେଡି ବିଧାୟକଙ୍କୁ ନବୀନଙ୍କ ତାଗିଦ୍: ଦେଲେ କଡ଼ା ନିର୍ଦ୍ଦେଶ, ସନ୍ଧ୍ୟା ୫ଟା୩୦ରୁ ୭ଟା୩୦ ପର୍ଯ୍ୟନ୍ତ…
ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ ଚର୍ଚ୍ଚା ଚଳାଇଛନ୍ତି। ଏହାରି ଭିତରେ ସବୁ ଦଳକୁ ବର୍ତ୍ତମାନ କ୍ରସ ଭୋଟିଂ ଭୟ ଘାରିଛି। ତେଣୁ ରାଜ୍ୟର…
ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ
ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ ବାଲିପଶି ଛକ ନିକଟ ଜାତୀୟରାଜପଥ ୧୪୯ରେ ଭାରସାମ୍ୟ ହରାଇ ଏକ ପିଚୁ ବୋଝେଇ…
କଂଗ୍ରେସର ୮ ଗଲେ, ୬ ରହିଲେ
ଭୁବନେଶ୍ୱର, ୧୩।୩ (ସୁନିତ୍ ମିଶ୍ର): ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ ଚର୍ଚ୍ଚା ଚଳାଇଛନ୍ତି। ଏହାରି ଭିତରେ ସବୁ ଦଳକୁ ବର୍ତ୍ତମାନ କ୍ରସ୍ ଭୋଟିଂ ଭୟ…
ବେଧଡକ୍ ଚାଲିଛି ନିଶା କାରବାର: ପୋଲିସ-ଅବକାରୀ ଚୁପ୍, ଅଣ୍ଟା ଭିଡ଼ିଲେ ମହିଳା
ଅତାବିରା,୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ବେଧଡକ୍ ଚାଲିଛି ନିଶା କାରବାର । ସବୁ ଜାଣି ଅଜଣା ଭଳି ଚୁପ୍ ମାରି ବସିଛନ୍ତି ପୋଲିସ ଓ ଅବକାରୀ ବିଭାଗ । ଅନ୍ୟପକ୍ଷରେ ଗାଁରେ ନିଶା…
ସାବଧାନ! ରାଜଧାନୀରେ ଏହି ସବୁ ସ୍ଥାନରେ ଲାଗିଲା ବୋଲାର୍ଡସ, ନିୟମ ଉଲ୍ଲଂଘନ କଲେ କଟିବ ଚାଲାଣ
ଭୁବନେଶ୍ୱର,୧୩।୩(ତ୍ରିନାଥ ମହାନ୍ତି): ପୂର୍ବରୁ ଅମାନିଆମାନେ ବିଭିନ୍ନ ଛକରେ ରାସ୍ତାର ବାମ ପାର୍ଶ୍ୱରେ ଗାଡ଼ି ରଖୁଥିଲେ। ଫଳରେ ଆମ୍ବୁଲାନ୍ସ ଏବଂ ଅନ୍ୟ ଜରୁରିକାଳୀନ ସେବା ଯୋଗାଉଥିବା ଗାଡ଼ି ସହଜରେ ଯାଇପାରୁ ନ ଥିଲା। କିନ୍ତୁ ଏଥର ପୋଲିସ ଆକ୍ସନ ମୋଡକୁ ଆସିଛି। ରାସ୍ତାର…
ଏପ୍ରିଲ ୨ରେ ପ୍ରବେଶ ଉତ୍ସବ-ଖଡ଼ିଛୁଆଁ, ୧୭ରୁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର ବାଣ୍ଟିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୩।୩(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ବିଦ୍ୟାଳୟଗୁଡ଼ିକରେ ଏପ୍ରିଲ ୨ରେ ଶିଶୁବାଟିକା ପିଲାଙ୍କ ପାଇଁ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆ କାର୍ଯ୍ୟକ୍ରମ କରାଯିବ। ଏହି କାର୍ଯ୍ୟକ୍ରମରେ ଶିଶୁଙ୍କ ସହ ଅଭିଭାବକ, ନିର୍ବାଚିତ ପ୍ରତିନିଧି, ଅଧିକାରୀ ଏବଂ ସାମାଜିକ ସଙ୍ଗଠନ…
ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନ ବେଶି ଦାୟୀ: ନରସିଂହ
ବଲାଙ୍ଗୀର,୧୩ା୩(ବୀରେନ୍ଦ୍ର କୁମାର ଝାଙ୍କର): ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଏବର ସରକାର ଅପେକ୍ଷା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଶୀ ଦାୟୀ ବୋଲି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ବୁଧବାର କହିଛନ୍ତି। ଏକ ଖବରଦାତା ସମ୍ମିଳନୀରେ…
Archives


