ରାଜ୍ୟ

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ ଏହାକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଭଡ଼ାଘରର ରୋଷେଇ ଘର ସ୍ଲାବ ତଳେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି। ମଙ୍ଗଳପୁର ଡ୍ୟାମରୁ ପାଣି ଛଡ଼ାଯିବା ପରେ ହାତୀନଦୀରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର ଗାନ୍ଧୀଛକସ୍ଥିତ ଅସ୍ଥାୟୀ ପୂଜାମଣ୍ଡପରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି ଅବସରରେ ପୂଜା କମିଟିର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି। ଜବତ ଗାଡ଼ିଗୁଡ଼ିକର ଫିଟନେସ୍ ଓ ବୀମା ନଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଡମପଡ଼ା…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଗଞ୍ଜାମ ପୋଲିସ ଜିଲାର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଚିନ୍ମୟ ନାୟକ,…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି।ଗିରଫ ଯୁବକ ଜଣକ ଫୁଲବାଣୀ ଗୋଛାପଡ଼ା ଗ୍ରାମର ଶ୍ୱେତ କହଁର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ମୋଟ ୮୨ଟି…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ ହୋଇ ନ ଥିବାରୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହାର ପ୍ରତିବାଦରେ ସୋମବାର…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ତାଙ୍କର ଦୁଇଟି ବହୁତଳ କୋଠା ସହ ଗୋଟିଏ ଟେଣ୍ଟ ହାଉସ୍‌ ଠାବ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ ଏହି ଘଟଣାରେ ମହିଳାଙ୍କୁ ସାମାନ୍ୟ ଆହାତ ଲାଗିଥିବା ଜଣାପଡ଼ିଛି। ଖବରରୁ ଜଣାଯାଏ ରବିବାର…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ହୋଇଥିବା ଯନ୍ତ୍ରୀ ରାଉତ କହିଛନ୍ତି। ବୈତରଣୀ, ବ୍ରାହ୍ମଣୀ, ସୁବର୍ଣ୍ଣରେଖା, ସାଳନ୍ଦୀ ନଦୀରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ ଉଲବା ଗ୍ରାମର ପଦ୍ମାବତୀ ମେହେର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ସୋମବାର ସମଲେଶ୍ୱରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?