ରାଜ୍ୟ

ନୂଆଖାଇ ପରଦିନକୁ ସରକାରୀ ଛୁଟି ଘୋଷଣା କରାଯାଉ

ସମ୍ବଲପୁର,୨୧ା୮(ଶୁଭାଶିଷ ପାଢୀ): ଆସନ୍ତା ସେପ୍ଟେମ୍ବର ୨୦ରେ ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଖାଇ ପାଳନ ହେବ। ଏହି ଅବସରରେ ସରକାରୀ ଭାବେ ନୂଆଖାଇ ଗୋଟିଏ ଦିନ ଛୁଟି ଘୋଷଣା କରାଯାଇଛି। ଏହାକୁ ବୃଦ୍ଧି କରି ଦୁଇଦିନ ଛୁଟି ଘୋଷଣା କରାଯାଉ...

ରାଜ୍ୟରେ ଫସଲ ବୀମା ପଞ୍ଜୀକରଣ ୨୩.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର,୨୧ା୮(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫ୍‌ବିଓ୍ବାଇ) ଅନ୍ତର୍ଗତ ପଞ୍ଜୀକରଣ ପୂର୍ବ ବର୍ଷଗୁଡ଼ିକରେ ପ୍ରାୟ ୧୦/୧୧ ଲକ୍ଷ ଟଙ୍କା ହେଉଥିବା ବେଳେ ଚଳିତବର୍ଷ ଖରିଫରେ ଏହା ୨୩.୫୦ ଲକ୍ଷ ଟଙ୍କାକୁ ଟପି ଯାଇଛି। ୨୦୧୬ ଖରିଫଠାରୁ ରାଜ୍ୟରେ ପିଏମ୍‌ଏଫ୍‌ବିଓ୍ବାଇ...

ସଶସ୍ତ୍ର ଡକାୟତି: ୨୫ ଭରି ସୁନା ଅଳଙ୍କାର ଲୁଟ୍‌

ଭବାନୀପାଟଣା/କୋକସରା,୨୨।୮(ଉତ୍ତମ କୁମାର ଦାଶ/ ଦୁଷ୍ମନ୍ତ ପଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଓଲମା ଗାଁରେ ସଶସ୍ତ୍ର ଡକାୟତି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ଧନଞ୍ଜୟ ସାହୁଙ୍କ ଘରେ ଏକ ଡକାୟତି ଦଳ ପଶି ୨୫ ଭରି ସୁନା ଅଳଙ୍କାର...

ନୂଆ ରୂପରେ ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର,୨୧।୮(ଅଭିଜିତ ଦାସ):ନୂଆ ରୂପରେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍‌। ଏଥିରେ ରଙ୍ଗ ସହ ୨୫ ପ୍ରକାର ପରିବର୍ତ୍ତନ କରାଯାଇ ଶନିବାର ଟ୍ରାଏଲ ଟ୍ରାକ୍‌ରେ ପରୀକ୍ଷଣ କରାଯାଇଛି। ଚେନ୍ନାଇସ୍ଥିତ ଇଣ୍ଟିଗ୍ରାଲ କୋଚ୍‌ ଫ୍ୟାକ୍ଟ୍ରି(ଆଇସିଏଫ୍‌)ରୁ ଏକ ନାରଙ୍ଗୀ ଓ ଧଳା ରଙ୍ଗର ବନ୍ଦେ...

ତାଗିଦ୍‌ ପରେ ବି ଶୁଣୁ ନାହାନ୍ତି କବାଡ଼ିଆ

ଭୁବନେଶ୍ୱର, ୨୧।୯ (ବନ୍ଦନା ସେଠୀ):କବାଡ଼ିଆଙ୍କ କବ୍‌ଜାରେ ଭୁବନେଶ୍ୱର ମହାନଗର ନିଗମର ଅଧିକାଂଶ ଅଞ୍ଚଳ। ଦିନକୁ ଦିନ ସେମାନଙ୍କ ପ୍ରାର୍ଦୁଭାବ ବଢି ଚାଲିଥିବାବେଳେ ବିଏମ୍‌ସିର ତାଗିଦକୁ ମଧ୍ୟ ଖାତିର କରୁନାହାନ୍ତି। ଜୁଲାଇ ୧୨ରେ ୟୁନିଟ-୩ ଅଞ୍ଚଳରେ ଥିବା କବାଡିଆମାନଙ୍କ ସହିତ ବିଏମ୍‌ସି...

ଠିକ୍‌ ଭାବେ ଆବର୍ଜନା ପରିଚାଳନା କରିପାରୁନି ବିଏମ୍‌ସି

ଭୁବନେଶ୍ୱର, ୨୧।୯ (ବନ୍ଦନା ସେଠୀ):ସହରକୁ ସ୍ବଚ୍ଛ ଓ ସୁନ୍ଦର କିରବା ପାଇଁ ପାଇଁ ବିଏମ୍‌ସି ବିଭିନ୍ନ ଯୋଜନା ହାତକୁ ନେଉଥିବାବେଳେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛି। ଘନ ଘନ ବୈଠକ, କ୍ଷେତ୍ର ପରିଦର୍ଶନରେ ବ୍ୟସ୍ତ ରହୁଛନ୍ତି ଅଧିକାରୀ। ଟୁଇଟ୍‌...

ଆଜିଠୁ ୟୁଜି, ପିଜି ପ୍ରଥମବର୍ଷ ପାଠପଢ଼ା

ଭୁବନେଶ୍ୱର, ୨୧ା୮(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ସ୍ନାତକ(ୟୁଜି) ଓ ସ୍ନାତକୋତ୍ତର(ପିଜି) ପ୍ରଥମ ବର୍ଷ ପାଠପଢ଼ା ସୋମବାରଠାରୁ ଆରମ୍ଭ ହେବ। ଏପଟେ ଉଭୟ ପାଠ୍ୟକ୍ରମରେ ଏବେ ବି ନାମଲେଖା ଜାରି ରହିଛି। ତୃତୀୟ ରାଉଣ୍ଡ ନାମଲେଖା ପରେ ବି ରାଜ୍ୟରେ ଲକ୍ଷେରୁ...

କମିଲା ବର୍ଷା, ବଢ଼ିବ ତାତି

ଭୁବନେଶ୍ୱର,୨୧ା୮(ଅନୁରାଧା ମହାରଣା):ରାଜ୍ୟର ବହୁ ଜିଲାରେ ନିଅଣ୍ଟିଆ ବର୍ଷା ଲାଗିରହିଛି। ଚଳିତ ବର୍ଷ ମୌସୁମୀ ଋତୁରେ ଜୁନ୍‌ ୧ରୁ ଅଗଷ୍ଟ ୨୦ ମଧ୍ୟରେ ୭୩୭.୩ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ସ୍ବାଭାବିକ ବର୍ଷା ୮୦୧.୫ ମିମିଠାରୁ ୮.୧୩ ପ୍ରତିଶତ କମ୍‌...

ରୋବୋସ୍ମାର୍ଟ କମ୍ପାନୀର ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର,୨୧ା୮(ସୂର୍ଯ୍ୟକାନ୍ତ ବେହେରା):ସାଢ଼େ ୯ ଲକ୍ଷରୁ ଅଧିକ ଟଙ୍କା ଠକିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ରୋବୋସ୍ମାର୍ଟ ଲ୍ୟାବ ପ୍ରା.ଲି.ର ମାଲିକ ତଥା ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେ ହେଲେ ରାଜସ୍ଥାନର ଜଗଦୀଶ ପାରିକା। ଏନେଇ ପୋଲିସ ଏକ ମାମଲା (ନଂ...

ଅନ୍ଧବିଶ୍ୱାସରୁ ଯାଉଛି ଜୀବନ

ଭୁବନେଶ୍ୱର,୨୧ା୮(ସତ୍ୟଜିତ୍‌ ରାଉତ):ପ୍ରାଚୀନ ଯୁଗରେ ଗୁଣିଗାରେଡ଼ି, ଯାଦୁବିଦ୍ୟା, ତନ୍ତ୍ରସାଧନ, ଝଡ଼ାଫୁଙ୍କା ଆଦି ଅନ୍ଧବିଶ୍ୱାସ ଉପରେ ଲୋକମାନେ ଅଧିକ ବିଶ୍ୱାସ କରୁଥିଲେ। ଏବେ ବିଜ୍ଞାନର ଅଗ୍ରଗତି ପରେ ମଧ୍ୟ କେତେ ଲୋକଙ୍କ ମନରୁ ଏହି ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଫଳରେ ଏହାକୁ ନେଇ...

ଗିରଫ ହେଲେ ୪ ନକଲି ପରୀକ୍ଷାର୍ଥୀ

ରାଉରକେଲା,୨୦।୮(ସଙ୍ଗୀତା ଜେନା): ରାଉରକେଲାସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଏନ୍‌ଆଇଟି)ରେ ଟିଚିଂ ଓ ନନ୍‌ ଟିଚିଂ ଷ୍ଟାଫ ନିଯୁକ୍ତି ପରୀକ୍ଷା ଚାଲିଥିବା ବେଳେ ୪ଜଣ ନକଲି ପରୀକ୍ଷାର୍ଥୀ ଧରାପଡିଛନ୍ତି। ଅନ୍ୟମାନଙ୍କ ପାଇଁ ପରୀକ୍ଷା ଦେଉଥିବା ବେଳେ ପୋଲିସ ସେମାନଙ୍କୁ ଗିରଫ କରିଛି।...

ଘୋଡାହାଡ଼ ନଦୀରେ କୁମ୍ଭୀର ଥିବାନେଇ ଭିଡିଓ ଭାଇରାଲ୍‌

ହିଞ୍ଜିଳିକାଟୁ,୨୦।୮(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ନିକଟ ଘୋଡାହାଡ ନଦୀରେ କୁମ୍ଭୀର ଥିବା ନେଇ ସୋସିଆଲ ମିଡ଼ିଆରେ ଏକ ଭିଡିଓ ଭାଇରାଲ ହୋଇଛି। ଏହାକୁ ନେଇ ଅଞ୍ଚଳରେ ବିଭିନ୍ନ ପ୍ରତିକ୍ରିୟା ସୃଷ୍ଟି ହୋଇଛି। ଏହା ହିଞ୍ଜିଳିକାଟୁ ନିକଟ ଘୋଡାହାଡ ନଦୀର ଭିଡିଓ ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri