ନିରାଡ଼ମ୍ବରରେ ପ୍ରତିଷ୍ଠା ଦିବସ ପାଳିବ ବିଡିଏ: ଉଦ୍ଘାଟନ ପାଇଁ କୌଣସି ପ୍ରକଳ୍ପ ନାହିଁ
ଭୁବନେଶ୍ୱର,୧ା୯(ବ୍ୟୁରୋ):ଲୋକଙ୍କ ଉନ୍ନତ ଜୀବନଶୈଳୀକୁ ଦୃଷ୍ଟିରେ ରଖି ସହରର ବିକାଶ ଓ ସୌନ୍ଦର୍ଯ୍ୟକରଣ କରିବା ସହ ସବୁଜିମାକୁ ବଜାୟ ରଖିବା ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦାୟିତ୍ୱ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ମଧ୍ୟ ବିଗତ ବର୍ଷଗୁଡ଼ିକରେ ଏନେଇ ବହୁ ପ୍ରତିଶ୍ରୁତି ଦେଇଛି। କିନ୍ତୁ...
ବାଲୁଖଣ୍ଡ ଅଭୟାରଣ୍ୟକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ: ନଭେମ୍ବର ସୁଦ୍ଧା ପ୍ରକୃତି ନିବାସକୁ କାର୍ଯ୍ୟକ୍ଷମ କର
ଭୁବନେଶ୍ୱର, ୧ା୯(ବ୍ୟୁରୋ): ବାଲୁଖଣ୍ଡ ଅଭୟାରଣ୍ୟ ମଧ୍ୟରେ ନୂଆନଈଠାରେ ଅବସ୍ଥିତ ପ୍ରକୃତି ନିବାସ ବାତ୍ୟା ‘ଫନୀ’ ରେ କ୍ଷତିଗ୍ରସ୍ତ ହୋଇଥିବାରୁ ତୁରନ୍ତ ଏହାର ମରାମତି, ପୁନରୁଦ୍ଧାର ଓ ନବୀକରଣ କରାଯିବ। ନଭେମ୍ବର ସୁଦ୍ଧା ଏହାର କାର୍ଯ୍ୟ ସାରିବା ସହ ପର୍ଯ୍ୟଟକଙ୍କ ନିମନ୍ତେ...
ରେଳ ଷ୍ଟେଶନରେ ‘ରେଲ ନିର’ ବାଧ୍ୟତାମୂଳକ: ଭୁବନେଶ୍ୱରରେ ହେବ ପ୍ଲାଣ୍ଟ, ୨୦୨୦ ସୁଦ୍ଧା ଖୋଲିବ ଆହୁରି ୬ ପ୍ଲାଣ୍ଟ
ଭୁବନେଶ୍ୱର,୧ା୯(ବ୍ୟୁରୋ): ଭାରତୀୟ ରେଳପଥର ନିଜସ୍ବ ବୋତଲ ପିଇବା ପାଣି ‘ରେଲ ନିର’ ସମସ୍ତ ରେଳ ଷ୍ଟେଶନରେ ବାଧ୍ୟତାମୂଳକ କରାଯାଇଛି। ଟ୍ରେନରେ ଓ ଷ୍ଟେଶନରେ ପିଇବା ପାଣିର ଆବଶ୍ୟକତା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଆହୁରି ଅଧିକ ରେଲ ନିର ପ୍ଲାଣ୍ଟ...
ଟ୍ୟୁଶନ ଯିବାବେଳେ ଛାତ୍ରୀଙ୍କୁ ଅସଦାଚରଣ ମାମଲା: ପୋଲିସକୁ ଡେମୋ ଦେଖାଇଲେ ଅଭିଯୁକ୍ତ; ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି
କଟକରୋଡ,୧ା୯(ଡି.ଏନ୍.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଘଟିଥିବା ଏକ ଅସଦାରଚରଣ ଘଟଣାରେ ପୋଲିସ ଗିରଫ ଅଭିଯୁକ୍ତଙ୍କୁ ଶନିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ କଟକ ଜିଲା ବାଙ୍କୀ ଥାନା ଗୋପାଳପୁର ଅଞ୍ଚଳର ଦୀପକ ସାହୁ। ସେ ଶହୀଦ ନଗର ଥାନା ଅଧୀନ...
ଟ୍ରାଫିକ ଉଲ୍ଲଂଘନକାରୀ ଗାଡ଼ି ଚାଳକ ସାବଧାନ: କେଉଁ ନିୟମ ଉଲ୍ଲଂଘନ କଲେ କେତେ ଜରିମାନା ଜାଣନ୍ତୁ….
ଭୁବନେଶ୍ୱର, ୧ା୯(ବ୍ୟୁରୋ): ଗାଡ଼ି ଚାଳକମାନେ ସାବଧାନ। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ଆଉ ବରଦାସ୍ତ କରାଯିବ ନାହିଁ। ରବିବାରଠାରୁ ସାରା ଦେଶରେ ଲାଗୁ ହେଉଛି ସରକାରଙ୍କ ନୂଆ ମୋଟର ଯାନ ଆଇନ। ଟ୍ରାଫିକ୍ ନିୟମ ଉଲ୍ଲଂଘନ କଲେ ଦେବାକୁ ହେବ...
ବାତ୍ୟା କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ସହାୟତା ପ୍ରଦାନ: ୧୩୬୯ ଜଣଙ୍କୁ ମିଳିଲା, ଆହୁରି ପାଇବେ ୨୦୦୦
ପୁରୀ ଅଫିସ,୧ା୯: ବାତ୍ୟାରେ କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ମିଳିଛି ସହାୟତା। ଶନିବାର ଟାଉନ ହଲ୍ ପରିସରରେ ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ୧୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ୧୩୬୯ ଜଣଙ୍କୁ...
ଏଣିକି ଛୋଟ ଜାଗା ପାଇଁ ବିଲ୍ଡିଂ ପ୍ଲାନ୍: ୪୮ ଘଣ୍ଟାରେ ଅନ୍ଲାଇନରେ ମିଳିବ ଅନୁମୋଦନ
ଭୁବନେଶ୍ୱର, ୧ା୯(ବ୍ୟୁରୋ): ସହରବାସୀଙ୍କ ପାଇଁ ଖୁସି ଖବର। ଛୋଟ ଜାଗା (୫୦୦ ବର୍ଗ ମିଟରରୁ କମ୍)ରେ ଘର କରିବାକୁ ଚାହୁଁଥିଲେ ବିଡିଏ ପକ୍ଷରୁ ଆବେଦନର ୪୮ ଘଣ୍ଟା ମଧ୍ୟରେ ଅନ୍ଲାଇନ୍ରେ ବିଲ୍ଡିଂ ପ୍ଲାନ୍ ମିଳିଯିବ। ମୁଖ୍ୟମନ୍ତ୍ରୀ ଏହି ବ୍ୟବସ୍ଥାର ଶୁଭାରମ୍ଭ...
ରାଜ୍ୟ ପାଇଁ ଗୌରବ: ବନ୍ଧବାହାଲ ଛାତ୍ର ଚିନ୍ମୟଙ୍କୁ ଇସ୍ରୋର ନିମନ୍ତ୍ରଣ; ଚନ୍ଦ୍ରଯାନ-୨ ଅବତରଣ ଦେଖିବେ
ଲଖନପୁର,୧ା୯(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ବନ୍ଧବହାଲ ଡିଏଭି ପବ୍ଲିକ ସ୍କୁଲର ୮ମ ଶ୍ରେଣୀ ଛାତ୍ର ଚିନ୍ମୟ ଚୌଧୁରୀ ୱେବ୍ସାଇଟ୍ www.mygov.in ସ୍ପେସ୍ କୁଇଜ ୨୦୧୯ ପ୍ରତିଯୋଗିତାରେ ସର୍ବାଧିକ ନମ୍ବର ରଖି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆସନ୍ତା ୭ ତାରିଖରେ ବେଙ୍ଗାଲୁରୁସ୍ଥିତ...
୭୫ ମିଟର ଉଚ୍ଛେଦ ପ୍ରସଙ୍ଗ: ଖୁବ୍ଶୀଘ୍ର ସରକାରଙ୍କୁ ରିପୋର୍ଟ ଦିଆଯିବ; ଦେବଦେବୀଙ୍କ ବିଜେସ୍ଥଳୀ, ଗାଦିଘର ସୁରକ୍ଷିତ ରଖାଯିବ
ପୁରୀ ଅଫିସ, ୧ା୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ମେଘନାଦ ପ୍ରାଚୀର ଚତୁଃପାର୍ଶ୍ୱସ୍ଥ ୭୫ ମିଟର ପରିଧି ମଧ୍ୟରେ ଥିବା ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏହି ପରିସୀମା ମଧ୍ୟରେ ଥିବା ମଠ, ମନ୍ଦିରର ଗାଦିଘର ଏବଂ...
ଏମାର ମଠର କଥା: ଶ୍ରୀରାମାନୁଜଙ୍କୁ ନେଇ ଘଟିଥିଲା ବିସ୍ମୟକର ଘଟଣା
ପୁରୀ ଅଫିସ,୧ା୯: ଦ୍ୱାଦଶ ଶତାବ୍ଦୀର ଏମାର ମଠ ଭଙ୍ଗାଯାଉଛି। ଆଉ ଅଳ୍ପ ଦିନ ପରେ ଏହାର ନଁା ରହିବ ସିନା ହେଲେ ଚେହେରା ସମ୍ପୂର୍ଣ୍ଣ ବଦଳିଯିବ। ବିରାଟ କୋଠାର ଆକାର ସୀମିତ ରହିବ ଠାକୁରଙ୍କ ବିଜେସ୍ଥଳୀ, ପୂଜକ ଏବଂ ମହନ୍ତଙ୍କ...
୭ରେ ‘କାଳିଆ’ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକା: ସହାୟତା ରାଶି ଫେରସ୍ତ ନେଇ ରୋଡ୍ମ୍ୟାପ ପ୍ରସ୍ତୁତ
ଭୁବନେଶ୍ୱର,୧ା୯(ବ୍ୟୁରୋ)- ସେପ୍ଟେମ୍ବର ୭ରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ‘କାଳିଆ’ ଅଯୋଗ୍ୟ ହିତାଧିକାରୀଙ୍କ ନାମ ଘୋଷଣା କରାଯିବ। ଏଥିପାଇଁ ଆବଶ୍ୟକ ବ୍ଲକ ଏବଂ ଜିଲାସ୍ତରୀୟ ତାଲିକା ପ୍ରସ୍ତୁତ ହୋଇସାରିଛି। ରାଜ୍ୟବ୍ୟାପୀ ତାଲିକା ଏବଂ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ...
ରାଜ୍ୟରେ ଆସିବ ନୂଆ ଟେଲି ମେଡିସିନ ନୀତି: ଜିଲା ମୁଖ୍ୟ ଚିକିତ୍ସାଳୟରେ ସେବା ଯୋଗାଇବେ ବିଶେଷଜ୍ଞ
ଭୁବନେଶ୍ୱର,୧ା୯(ବ୍ୟୁରୋ): ରାଜ୍ୟ ସରକାର ଖୁବ୍ଶୀଘ୍ର ନୂତନ ଟେଲି ମେଡିସିନ ନୀତି ଆଣିବାକୁ ଯାଉଛନ୍ତି। ରାଜ୍ୟରେ ଟେଲି ମେଡିସିନି ବ୍ୟବସ୍ଥାର ସଫଳ କାର୍ଯ୍ୟକାରିତା ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର...
Archives


