କୁଡାପଡ଼ା-ଖଲିଆପାଲି ରାସ୍ତା ସମସିଆ: ପଲ୍ହା ରୁଇ ପରତିବାଦ ଜନାଲେ ୨ ଗଁ।ର ମହିଲା
ବିନିକା,୩୧।୮(ଡି.ଏନ୍.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍ ଅଧୀନ କୁଡ଼ାପଡ଼ାରୁ ଖଲିଆପାଲି ତକ୍ ୩ କି.ମି. ରାସ୍ତା ବହୁତ୍ ବଛର ହେଲା ଅବହେଲିତ ଅବସ୍ତାରେ ପଡ଼ି ରହିଛେ। ବଛ୍ରେ କି ଦୁଇ ବଛର ନୁହେ ଦେଶ ସୁଆଧିନ...
ଦୁଇ ଦିନ୍ ଉତାରୁ ନୂଅଁ।ଖାଇ:ଘର ସଜାବାରେ ସଭେ ବାଇ
ଘଣ୍ଟାପଡା, ୩୧।୮ (ଡି.ଏନ୍.ଏ.): ଦୁଇ ଦିନ୍ ଉତାରୁ ଗଁାଗଁଲିରୁ ସହର ତକ୍ ସବୁନେ ଜାକ୍ଜମକରେ ପାଲନ ହେବା ପଶ୍ଚିମ ଓଡ଼ିଶାର ସିଘା ପରବ୍ ନୂଅଁାଖାଇ। ସେଥିରଲାଗି ଗଁାରୁ ସହର ତକ୍ ସବୁଠାନେ ଜୁକାନ ବଜାର, ହାଟ ହଟଲି, ବସ୍ଷ୍ଟାଣ୍ଡ, ରେଲ...
ଏକ୍ କରି ବଁ।ଧି ରଖିଛେ ନୂଅଁ।ଖାଇ: ସଜବାଜରେ ମାତିଛନ୍ କଠାରପାଲି ଗଁ।ବାସୀ
ସୋହେଲା,୩୧।୮(ଡି.ଏନ.ଏ): ଆଉର ଦିନ୍ କେତେଟା ଉତାରୁ ପଶ୍ଚିମ ଓଡ଼ିଶାର ସିଘା ପରବ୍ ନୂଅଁାଖାଇ ପାଲନ ହେବା। ଇଥିରଲାଗି ଗଁ। ଗଁଲିରୁ ସହର ତକ୍ ସବୁଠାନେ ଲୋକ୍ ସଜ୍ବାଜରେ ଲାଗି ପଡ଼ିଛନ୍। ଘରଦୁଆର ଲିପାପୁଛା, ଘସାମଜା କରି ଚକାଚକ୍ କରି...
ଅଁଟାରୁ ତଲକେ ଅଚଲ, ଖଟେ ପଡ଼ିଛନ୍ ବିପିନ: ଚିକିଛା ସାହାଯ୍ ଲାଗି ପରିବାରର ଆକୁଲ ନିବେଦନ
ଲାଠୋର, ୩୧ା୮ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍ ସଦର ମନ୍ଦିର ପଡ଼ାର ବିପିନ ସେଠ୍(୫୩) ରୋଗ୍ ପରଭାବରେ ଖଟେ ପଡ଼ି ରହିଛନ୍। ଇଆଡ଼େ ଟଁକା ପଏସା ଅଭାବୁ ସେ ଚିକିଛା କରେଇ ନାଇଁପାରବାର। ଏନ୍ତାଥି...
ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଓଡ଼ିଆ ପୁଅ ଇନ୍ଦ୍ରଜିତ ମହାନ୍ତି
ଭୁବନେଶ୍ୱର,୩୦।୮: ଜଷ୍ଟିସ ଇନ୍ଦ୍ରଜିତ ମହାନ୍ତି ହେବେ ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି। ଶୁକ୍ରବାର ଏ ନେଇ ସୁପ୍ରିମ କୋର୍ଟଙ୍କ ପକ୍ଷରୁ ତାଙ୍କୁ ମନୋନୀତ କରାଯାଇଛି। ସେ ଓଡ଼ିଶା ହାଇକୋର୍ଟରେ ବହୁ ସମୟ ଧରି କାର୍ଯ୍ୟ କରିଥିବା ବେଳେ ବମ୍ବେ ହାଇକୋର୍ଟରେ...
ଆଇଏଏସ୍ ଅଫିସର ସ୍ତରରେ ଅଦଳ ବଦଳ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଆଇଏଏସ୍ ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ୧୯୮୯ ବ୍ୟାଚ ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ହେଲେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ। ତାଙ୍କୁ ଅତିରିକ୍ତ ଭାବେ ଏସଆରସି ଓ ଓସଡମା...
ଭିଜିଲାନ୍ସ ଜାଲରେ ସମଲ ବ୍ୟାରେଜ ବରିଷ୍ଠ କିରାଣୀ
ତାଳଚେର,୩୦।୮(ସ୍ବ.ପ୍ର.): ସମଲ ବ୍ୟାରେଜର ବରିଷ୍ଠ କିରାଣୀ ପ୍ରଦ୍ୟୁମ୍ନ କୁମାର ବେହେରା ଶୁକ୍ରବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସରକିଶୋରିପାଳ ଗ୍ରାମର ଅକ୍ଷୟ କୁମାର ସାହୁଙ୍କଠାରୁ କଣ୍ଟ୍ରାକ୍ଟର ଲାଇସେନ୍ସ କରାଇଦେବାକୁ ୫ହଜାର ଟଙ୍କା ନେବା ବେଳେ ସେ ଭିଜିଲାନ୍ସ ବିଭାଗ ତାଙ୍କୁ...
ଭାରରେ ବୁହାହେଲେ ଡଙ୍ଗରିଆ ମହିଳା
ମୁନିଗୁଡା, ୩୦।୮(ଡି.ଏନ୍.ଏ.): ରାୟଗଡା ଜିଲା ମୁନିଗୁଡାରେ ଶୁକ୍ରବାର ପୁଣି ଭାରରେ ବୁହାହେଲେ ଡଙ୍ଗରିଆ ମହିଳା। ଆମ୍ବୁଲାନ୍ସ ନ ପାଇବାରୁ ବାଧ୍ୟହୋଇ ଡେଙ୍ଗୁଣି ଗ୍ରାମରୁ ମୁନିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପର୍ଯ୍ୟନ୍ତ ପ୍ରାୟ ୧୫କିମି ଭାରରେ ବୋହି ଜଣେ ଡଙ୍ଗରିଆ ମହିଳା ରୋଗୀଙ୍କୁ...
ସୂଚନା କମିଶନର ଭାବେ ଶପଥ ନେଲେ ବାଳକୃଷ୍ଣ ମହାପାତ୍ର
ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟ ସୂଚନା କମିଶନର ଭାବେ ଶୁକ୍ରବାର ଶପଥ ନେଇଛନ୍ତି ବାଳକୃଷ୍ଣ ମହାପାତ୍ର। ରାଜଭବନରେ ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଶପଥପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିରୋଧୀ ଦଳ ନେତା ପ୍ରଦୀପ...
ଗ୍ରାମବାସୀଙ୍କୁ ଭୟଭୀତ କରିବା ମହଙ୍ଗା ପଡ଼ିଲା: ଯୁବକ ଗିରଫ, ଦେଶୀ ବନ୍ଧୁକ ଜବତ
ପଦ୍ମପୁର,୩୦।୮(ଡି.ଏନ୍.ଏ.): ବରଗଡ଼ ଜିଲା ଜମଲା ଗ୍ରାମର ଜଣେ ଯୁବକଙ୍କୁ ବନ୍ଧୁକ ଦେଖାଇ ଗ୍ରାମବାସୀଙ୍କୁ ଭୟଭୀତ କରାଇବା ମହଙ୍ଗା ପଡ଼ିଛି। ପଦ୍ମପୁର ଥାନା ପୋଲିସ ଯୁବକଙ୍କ ଘରେ ଚଢ଼ାଉ କରି ବନ୍ଧୁକ ଜବତ କରିବା ସହ ଥାନାରେ ଅଟକ ରଖିଥିବା ସୂଚନା...
ଜଳିଗଲା ଡିଜେଲ ଟ୍ୟାଙ୍କର: ଡ୍ରାଇଭର, ହେଲ୍ପର ଗୁରୁତର
ଖୋର୍ଦ୍ଧା ଅଫିସ,୩୦।୮: ଖୋର୍ଦ୍ଧା ଜିଲା ୧୬ ନଂ ଜାତୀୟ ରାଜପଥର ଟାଙ୍ଗୀ ବାଇପାସ ପଥରବନ୍ଧ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ଏକ ଡିଜେଲ ଟ୍ୟାଙ୍କର ଜଳିଯାଇଛି। ଏଥିରେ ଟ୍ୟାଙ୍କର ଚାଳକ ଓ ହେଲ୍ପର ଗୁରୁତର ହୋଇଛନ୍ତି। ସେମାନଙ୍କୁ...
ଭଙ୍ଗା ଯାଇପାରୁନି ‘ଏମାର ମଠ’ର ମୁଖ୍ୟ କୋଠା: ମଉନ ବ୍ରତରେ ବସିଛନ୍ତି ମହନ୍ତ, ଅଣାଗଲା ବଡ଼ କଣ୍ଟେନର
ପୁରୀ ଅଫିସ,୩୦।୮: ବହୁ ଚର୍ଚ୍ଚିତ ଦ୍ୱାଦଶ ଶତାବ୍ଦିର ‘ଏମାର ମଠ’ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଶୁକ୍ରବାର ମଠର ରଘୁନନ୍ଦନ ପାଠାଗାର ଭଙ୍ଗା ଯାଉଛି। ମଠ ମହନ୍ତ ରାଜଗୋପାଳ ରାମାନୁଜ ଦାସ ମଠରୁ ବାହାରୁ ନ ଥିବା ଯୋଗୁ ମୁଖ୍ୟ...
Archives


