ରାଜନୈତିକ ଶତ୍ରୁତାରୁ ହତ୍ୟା ଉଦ୍ୟମ: ବିଜୁଯୁବ ବାହିନୀ ସଦସ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ଦିଗପହଣ୍ଡି,୩ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମ୍କେଇ ଗାଁରେ ମଙ୍ଗଳବାର ରାଜନୈତିକ ଶତ୍ରୁତାରୁ ବିଜୁ ଯୁବବାହିନୀର ସଦସ୍ୟ ନିରାକାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା କେ.ନୂଆଗାଁ ଥାନାରେ ଅଭିଯୋଗ ହୋଇଛି। କେ.ନୂଆଗାଁ ଆଇଆଇସି ମାଧବାନନ୍ଦ ନାୟକ, ଏସ୍ଆଇ ଜ୍ଞାନରଞ୍ଜନ ସେଠୀ ସଦଳବଳ ଗାଁରେ…
ଭିଜିଲାନ୍ସ ଜାଲରେ ଫେଡ୍କୋ ଜେ.ଇ.
ସାକ୍ଷୀଗୋପାଳ, ୩।୧୨(ଡି.ଏନ.ଏ.): ସାକ୍ଷୀଗୋପାଳ ଫେଡ୍କୋ ନଂ ୨ ସେକ୍ସନ ଜେ.ଇ. ବିଘ୍ନରାଜ ମହାନ୍ତି ମଙ୍ଗଳବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସତ୍ୟବାଦୀ ଥାନା ଧାନକେରା ଗ୍ରାମର ସୁରେଶ ଚନ୍ଦ୍ର ଦାସଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭୁବନେଶ୍ୱର ଭିଜିଲାନ୍ସ…
‘ଫନୀ’ ପାଇଁ ୪୬୭୯ କୋଟିର ସହାୟତା, ‘ବୁଲ୍ବୁଲ’ ପାଇଁ ଓଡ଼ିଶାକୁ ମିଳିଲା ୫୫୨ କୋଟି
ଭୁବନେଶ୍ୱର,୩୧୨(ବ୍ୟୁରୋ): ଲୋକ ସଭାରେ ମଙ୍ଗଳବାର ବାତ୍ୟା ‘ଫନୀ’ ସହାୟତା ପ୍ରସଙ୍ଗ ଉଠିଛି। ଜୁଏଲ ଓରାମଙ୍କ ପ୍ରଶ୍ନରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟଙ୍କ ଉତ୍ତର ଦେଇ କହିଛନ୍ତି, ଫନୀ ପାଇଁ ଓଡ଼ିଶାକୁ ମୋଟ ୪୬୭୯.୮୯୭ କୋଟି ଟଙ୍କା ଦିଆଯାଇଛି। ରାଜ୍ୟ ବିପର୍ଯ୍ୟୟ…
ରକ୍ଷକ ଏଠି ଭକ୍ଷକ ସାଜିଛି: ବିଜୟଲକ୍ଷ୍ମୀ
ଭୁବନେଶ୍ୱର,୩୧୨(ବ୍ୟୁରୋ): ରାଜ୍ୟରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା ଏବଂ ବଳାତ୍କାର ଘଟଣାକୁ ନେଇ ଖବରଦାତା ସମ୍ମିଳନୀରେ ବର୍ଷିଛନ୍ତି କଂଗ୍ରେସ ନେତ୍ରୀ ବିଜୟଲକ୍ଷ୍ମୀ ସାହୁ। ସେ କହିଛନ୍ତି ରକ୍ଷକ ଏଠି ଭକ୍ଷକ ସାଜିଛି। ନିକଟରେ ସ୍ମିତାରାଣୀ ମାମଲାକୁ ସଂସଦରେ ଆଲୋଚନା କରାଯିବାକୁ ବିଜେଡି…
ପୁରୀ ଗଣବଳାତ୍କାର ଘଟଣା: ଛାତ୍ର କଂଗ୍ରେସର ନବୀନ ନିବାସର ଘେରାଉ ଉଦ୍ୟମ; ପୋଲିସ ସହ ଧସ୍ତାଧସ୍ତି
ଭୁବନେଶ୍ୱର,୩।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ଭାଜପା ଏବଂ କଂଗ୍ରେସ। ଏହି କ୍ରମରେ ମଙ୍ଗଳବାର ଛାତ୍ର କଂଗ୍ରେସ ପକ୍ଷରୁ ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ହେଲେ ଶିଶୁଭବନ ଛକରେ ଛାତ୍ର କଂଗ୍ରେସ ଓ ପୋଲିସ ମଧ୍ୟରେ…
ବନ୍ଦ କାର୍ରେ ଶିଶୁକନ୍ୟାକୁ ଛାଡ଼ି ପଳାଇଲେ ମା’ବାପା, ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର କଲେ ଲୋକେ
ଢେଙ୍କାନାଳ ଅଫିସ,୩।୧୨: ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମଧ୍ୟାହ୍ନ ସମୟରେ ଏକ ଧଳା କାର୍ ଭିତରେ ଦେଢ଼ ବର୍ଷର ଶିଶୁକନ୍ୟା ଫସି ରହିଥିବା ଲୋକେ ଦେଖିବାକୁ ପାଇଥିଲେ। ପରେ ଗାଡ଼ିର କାଚ ଖୋଲି ଶିଶୁକନ୍ୟାକୁ…
ପୁରୀ ଗଣବଳାତ୍କାର ମାମଲା: ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ, ଛାତ୍ର କଂଗ୍ରେସ-ପୋଲିସ ଧସ୍ତାଧସ୍ତି
ଭୁବନେଶ୍ୱର, ୩।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ମାମଲାକୁ ନେଇ ରାଜନୀତି ଜୋର ଧରିଛି। ପୁରୀର ବିଭିନ୍ନ ସ୍ଥାନରେ ଏହାକୁ ନେଇ ବିରୋଧ ପ୍ରଦର୍ଶନ କରାଯାଇଥିବାବେଳେ ରାଜଧାନୀରେ ମଧ୍ୟ ଏହାର ତାତି ଦେଖିବାକୁ ମିଳିଛି। ଛାତ୍ର କଂଗ୍ରେସ ପକ୍ଷରୁ ଶିଶୁ ଭବନ ଛକରେ ବିକ୍ଷୋଭ…
‘ମଧୁ ଆପ୍’ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩।୧୨(ବ୍ୟୁରୋ): ଉତ୍କଳଗୌରବ ମଧୁସୂଦନ ଦାସଙ୍କ ନାମରେ ନାମିତ ‘ମଧୁ ଆପ୍’କୁ ମଙ୍ଗଳବାର ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ପିଲାମାନଙ୍କୁ ସହଜରେ ପାଠ ବୁଝାଇବା ଏବଂ ବିଭିନ୍ନ ପ୍ରଶ୍ନର ଅଭ୍ୟାସ କରାଇବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲା…
ପୁରୀ ଗଣବଳାତ୍କାର ମାମଲା: ଡିଆଇଜିଙ୍କ ସୂଚନା, ୨୦ଦିନ ମଧ୍ୟରେ ମାମଲାର ଚାର୍ଜଶିଟ୍ ଦାଖଲ କରାଯିବ
ପୁରୀ ଅଫିସ୍,୩।୧୨: ପୁରୀରେ ନାବାଳିକା ଗଣବଳାତ୍କାର ମାମଲା ସାରା ରାଜ୍ୟକୁ ଦୋହଲାଇ ଦେଇଛି। ଏହି ଘଟଣାରେ ପୋଲିସ ଏପର୍ଯ୍ୟନ୍ତ ଦୁଇଜଣଙ୍କୁ ଗିରଫ କରିଛି। ୨୦ଦିନ ଭିତରେ ଏହି ମାମଲାର ଚାର୍ଜଶିଟ୍ ଦାଖଲ କରାଯିବ ବୋଲି କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ୍ ସିଂ ସୂଚନା…
ଅଦରକାରୀ, ପୁରୁଣା ସାମଗ୍ରୀରେ ବାଇକ୍ ତିଆରି କଲେ ନବମ ଶ୍ରେଣୀ ଛାତ୍ର
ଆନନ୍ଦପୁର : ଜଣେ ନବମ ଶ୍ରେଣୀ ଛାତ୍ର ନିଜସ୍ବ ଜ୍ଞାନକୌଶଳ ବଳରେ ତିଆରି କରିଛନ୍ତି ଏକ ବାଇକ୍। ଏହି ବାଇକ୍କୁ ନେଇ ସମଗ୍ର କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଚର୍ଚ୍ଚା ଚାଲିଛି। ସୌର, ବାୟୁ ଓ ପାଣିଶକ୍ତିକୁ ନେଇ ବାଇକ୍ଟି ଗତିଶୀଳ…
ହାଇଦ୍ରାବାଦ ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କ ମୃତ୍ୟୁଦଣ୍ଡ ଦାବି କଲା ମହିଳା ସମିତି
ବରଗଡ଼ ଅଫିସ,୩।୧୨: ହାଇଦ୍ରାବାଦ ବଳାତ୍କାର, ହତ୍ୟା ଘଟଣାକୁ ନେଇ ମଙ୍ଗଳବାର ବରଗଡ଼ ମହିଳା ସମିତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ସ୍ମାରକପତ୍ର ପଠାଇଛି । ସମିତିର କାର୍ଯ୍ୟକାରୀ ସଭାପତି ଗୀତା ମିଶ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବରଗଡ଼ ଜିଲାପାଳ…
ଚାଷୀଙ୍କୁ ଦିଆଯିବ ୬୫୦୦ କୋଟି ଟଙ୍କାର ଫସଲ ଋଣ
ଭୁବନେଶ୍ୱର,୩।୧୨: (ବ୍ୟୁରୋ): ଚଳିତ ରବିଋତୁରେ ରାଜ୍ୟ ସରକାରଙ୍କ ପକ୍ଷରୁ ୬୫୦୦ କୋଟି ଟଙ୍କାର ଫସଲ ଋଣ ଦେବା ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ରବିଋତୁରେ ଚାଷୀମାନଙ୍କୁ ସ୍ବଳ୍ପମିଆଦୀ ଫସଲ ଋଣ ପ୍ରଦାନକୁ ଦ୍ୱରାନ୍ବିତ କରିବା ପାଇଁ ସମବାୟ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି।…
Archives


