ସ୍ବାଧୀନ ତିଆରି କଲେ ସୁବଠାରୁ କ୍ଷୁଦ୍ରତମ ଗଣେଶ ମୂର୍ତ୍ତି
ପୁରୁଣା ଭୁବନେଶ୍ୱର, ୧। ୯ (ଡି.ଏନ.ଏ.)- ବିଘ୍ନରାଜ ଗଣପତିଙ୍କ ପୂଜାକୁ ନେଇ ମନ୍ଦିରଠାରୁ ମଣ୍ଡପ ଯାଏ ଚଳଚଞ୍ଚଳ ହୋଇ ଉଠିଛି। ଅଧା ଇଞ୍ଚରୁ ଟିକେ ଅଧିକ ଉଚ୍ଚତା ବିଶିଷ୍ଟ ଗଜାନନଙ୍କ କ୍ଷୁଦ୍ରତମ ମୂର୍ତ୍ତି ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ଭୁବନେଶ୍ୱରର...
ସେପ୍ଟେମ୍ବର ୨ରୁ ସଭ୍ୟ ସଂଗ୍ରହ କରିବ ବିଜେଡି : ପ୍ରତି ସଦସ୍ୟଙ୍କ ହେବ ଆଧାର ଲିଙ୍କ୍
ଭୁବନେଶ୍ୱର,୧।୯(ବ୍ୟୁରୋ) : ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭଯାନକୁ ଜୋରଦାର୍ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ସେପ୍ଟେମ୍ବର ୨ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ କରାଯିବ। ତେବେ...
୬ରୁ କଂଗ୍ରେସର ସଭ୍ୟ ସଂଗ୍ରହ ଅଭିଯାନ
ଭୁବନେଶ୍ୱର,୧।୯(ବ୍ୟୁରୋ) : ଭାଜପା ଏବଂ ବିଜେଡି ପରେ କଂଗ୍ରେସ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଆସନ୍ତା ୬ ତାରିଖରୁ କଂଗ୍ରେସ ଏହି ଅଭିଯାନ ଆରମ୍ଭ କରିବ। ତେବେ ରାଜ୍ୟରୁ ୬୦ ଲକ୍ଷ ସଭ୍ୟ ସଂଗ୍ରହ ଲାଗି ଦଳ...
ଆଜିଠୁ ଆରମ୍ଭ ଓ୍ବାନ୍ ନେଶନ ଓ୍ବାନ୍ ରାଶନ ବ୍ୟବସ୍ଥା: ସବୁ ପିଡିଏସ୍ କେନ୍ଦ୍ରରୁ ହିତାଧିକାରୀ ନେଇପାରିବେ ରାଶନ
ଭୁବନେଶ୍ୱର,୧ା୯(ବ୍ୟୁରୋ): ଆଧାରକାର୍ଡ ନ ଥିଲେ ମିଳିବନି ରାଶନ। ଓ୍ବାନ ନେଶନ ଓ୍ବାନ ରାଶନ ବ୍ୟବସ୍ଥା ରବିବାରଠାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ ଲାଗୁ ହେବ। ସେପ୍ଟେମ୍ବର ୧ ରୁ ୨୫ ତାରିଖ ମଧ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ...
ଭିସୁଟ୍ରେ ଛାତ୍ରଙ୍କୁ ର଼୍ୟାଗିଂ ମାମଲା:୩୦ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ଓଏଚ୍ଆର୍ସିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧ା୯(ବ୍ୟୁରୋ): ସମ୍ବଲପୁରର ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍)ରେ ଛାତ୍ରଙ୍କୁ ର଼୍ୟାଗିଂ ମାମଲାକୁ ନେଇ ମାନବାଧିକାର କର୍ମୀ ପ୍ରଦୀପ୍ତ ନାୟକ ରାଜ୍ୟ ମାନବାଧିକାର କମିଶନ(ଓଏଚ୍ଆର୍ସି)ଙ୍କ ନିକଟରେ ଅଭିଯୋଗ କରିଥିଲେ। ଶନିବାର କମିଶନ ଏହି ମାମଲାର ଶୁଣାଣି କରି ସମ୍ବଲପୁର ଆର୍ଡିସିପି, ଏସ୍ପି...
ମାନସିକ ବିକାରଗ୍ରସ୍ତଙ୍କ ଥଇଥାନ ଓ ଚିକିତ୍ସା ବ୍ୟବସ୍ଥା କରାଯାଉ: ହାଇକୋର୍ଟରେ ଜନସ୍ବାର୍ଥ ମାମଲା
କଟକ ଅଫିସ,୧ା୯: ମାନସିକ ବିକାରଗ୍ରସ୍ତ ଲୋକଙ୍କୁ ଥଇଥାନ କରିବା ଓ ସେମାନଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ନେଇ ଓଡ଼ିଶା ଲିଗାଲ ଆଣ୍ଡ ସୋସିଆଲ ଆସୋସିଏଶନ(ଓଲ୍ସା) ପକ୍ଷରୁ ଆଇନଜୀବୀ ବିପିନ କୁମାର ଚୌଧୁରୀ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର...
ନିରାଡ଼ମ୍ବରରେ ପ୍ରତିଷ୍ଠା ଦିବସ ପାଳିବ ବିଡିଏ: ଉଦ୍ଘାଟନ ପାଇଁ କୌଣସି ପ୍ରକଳ୍ପ ନାହିଁ
ଭୁବନେଶ୍ୱର,୧ା୯(ବ୍ୟୁରୋ):ଲୋକଙ୍କ ଉନ୍ନତ ଜୀବନଶୈଳୀକୁ ଦୃଷ୍ଟିରେ ରଖି ସହରର ବିକାଶ ଓ ସୌନ୍ଦର୍ଯ୍ୟକରଣ କରିବା ସହ ସବୁଜିମାକୁ ବଜାୟ ରଖିବା ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦାୟିତ୍ୱ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ମଧ୍ୟ ବିଗତ ବର୍ଷଗୁଡ଼ିକରେ ଏନେଇ ବହୁ ପ୍ରତିଶ୍ରୁତି ଦେଇଛି। କିନ୍ତୁ...
ବାଲୁଖଣ୍ଡ ଅଭୟାରଣ୍ୟକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ: ନଭେମ୍ବର ସୁଦ୍ଧା ପ୍ରକୃତି ନିବାସକୁ କାର୍ଯ୍ୟକ୍ଷମ କର
ଭୁବନେଶ୍ୱର, ୧ା୯(ବ୍ୟୁରୋ): ବାଲୁଖଣ୍ଡ ଅଭୟାରଣ୍ୟ ମଧ୍ୟରେ ନୂଆନଈଠାରେ ଅବସ୍ଥିତ ପ୍ରକୃତି ନିବାସ ବାତ୍ୟା ‘ଫନୀ’ ରେ କ୍ଷତିଗ୍ରସ୍ତ ହୋଇଥିବାରୁ ତୁରନ୍ତ ଏହାର ମରାମତି, ପୁନରୁଦ୍ଧାର ଓ ନବୀକରଣ କରାଯିବ। ନଭେମ୍ବର ସୁଦ୍ଧା ଏହାର କାର୍ଯ୍ୟ ସାରିବା ସହ ପର୍ଯ୍ୟଟକଙ୍କ ନିମନ୍ତେ...
ରେଳ ଷ୍ଟେଶନରେ ‘ରେଲ ନିର’ ବାଧ୍ୟତାମୂଳକ: ଭୁବନେଶ୍ୱରରେ ହେବ ପ୍ଲାଣ୍ଟ, ୨୦୨୦ ସୁଦ୍ଧା ଖୋଲିବ ଆହୁରି ୬ ପ୍ଲାଣ୍ଟ
ଭୁବନେଶ୍ୱର,୧ା୯(ବ୍ୟୁରୋ): ଭାରତୀୟ ରେଳପଥର ନିଜସ୍ବ ବୋତଲ ପିଇବା ପାଣି ‘ରେଲ ନିର’ ସମସ୍ତ ରେଳ ଷ୍ଟେଶନରେ ବାଧ୍ୟତାମୂଳକ କରାଯାଇଛି। ଟ୍ରେନରେ ଓ ଷ୍ଟେଶନରେ ପିଇବା ପାଣିର ଆବଶ୍ୟକତା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଆହୁରି ଅଧିକ ରେଲ ନିର ପ୍ଲାଣ୍ଟ...
ଟ୍ୟୁଶନ ଯିବାବେଳେ ଛାତ୍ରୀଙ୍କୁ ଅସଦାଚରଣ ମାମଲା: ପୋଲିସକୁ ଡେମୋ ଦେଖାଇଲେ ଅଭିଯୁକ୍ତ; ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି
କଟକରୋଡ,୧ା୯(ଡି.ଏନ୍.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଘଟିଥିବା ଏକ ଅସଦାରଚରଣ ଘଟଣାରେ ପୋଲିସ ଗିରଫ ଅଭିଯୁକ୍ତଙ୍କୁ ଶନିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ କଟକ ଜିଲା ବାଙ୍କୀ ଥାନା ଗୋପାଳପୁର ଅଞ୍ଚଳର ଦୀପକ ସାହୁ। ସେ ଶହୀଦ ନଗର ଥାନା ଅଧୀନ...
ଟ୍ରାଫିକ ଉଲ୍ଲଂଘନକାରୀ ଗାଡ଼ି ଚାଳକ ସାବଧାନ: କେଉଁ ନିୟମ ଉଲ୍ଲଂଘନ କଲେ କେତେ ଜରିମାନା ଜାଣନ୍ତୁ….
ଭୁବନେଶ୍ୱର, ୧ା୯(ବ୍ୟୁରୋ): ଗାଡ଼ି ଚାଳକମାନେ ସାବଧାନ। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ଆଉ ବରଦାସ୍ତ କରାଯିବ ନାହିଁ। ରବିବାରଠାରୁ ସାରା ଦେଶରେ ଲାଗୁ ହେଉଛି ସରକାରଙ୍କ ନୂଆ ମୋଟର ଯାନ ଆଇନ। ଟ୍ରାଫିକ୍ ନିୟମ ଉଲ୍ଲଂଘନ କଲେ ଦେବାକୁ ହେବ...
ବାତ୍ୟା କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ସହାୟତା ପ୍ରଦାନ: ୧୩୬୯ ଜଣଙ୍କୁ ମିଳିଲା, ଆହୁରି ପାଇବେ ୨୦୦୦
ପୁରୀ ଅଫିସ,୧ା୯: ବାତ୍ୟାରେ କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ମିଳିଛି ସହାୟତା। ଶନିବାର ଟାଉନ ହଲ୍ ପରିସରରେ ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ୧୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ୧୩୬୯ ଜଣଙ୍କୁ...
Archives


