ବେଳାଭୂମିରୁ ବିଦେଶୀ ନାଗରିକଙ୍କ ଗଳିତ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
ପାରାଦୀପ,୩୧।୮(ସ୍ବ.ପ୍ର.): ପାରାଦୀପ ବନ୍ଦର ୫ ନଂ ଗେଟ୍ ପାଖ ହନୁମାନ ମନ୍ଦିର ସୀମା ସମୁଦ୍ର ବେଳାଭୂମିରୁ ଶନିବାର ସକାଳେ ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ମୃତକଙ୍କ ଶାରିରୀକ ଗଠନ ଓ ବର୍ଣ୍ଣରୁ ସେ ଜଣେ ବିଦେଶୀ...
ପୁଣି ଅଡ଼ୁଆରେ ପ୍ରଶାସନ, ଏମାର ମଠ ଛାଡ଼ିବାକୁ ମହନ୍ତ ଅରାଜି
ପୁରୀ ଅଫିସ,୩୧।୮: ବହୁ ଚର୍ଚ୍ଚିତ ଏମାର ମଠ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ପ୍ରାଥମିକ ପର୍ଯ୍ୟାୟରେ ମଠର କୋଠିଘର, ଲାଇବ୍ରେରୀ, ଦୋକାନ ଘର ଉଚ୍ଛେଦ କରାଯାଇଥିବା ବେଳେ ଶନିବାର ଚତୁର୍ଥ ଦିନରେ ମଠ କୋଠାରେ ଚାଲିଥିବା ଅଳଙ୍କାର ଦୋକାନ ଉଚ୍ଛେଦ...
ଓଡ଼ିଶା ଫେରିଲେ ସ୍ବର୍ଣ୍ଣ ବିଜେତା ଅଶ୍ୱତ୍ଥ: ବିମାନବନ୍ଦରରେ ସ୍ବାଗତ ସମ୍ବର୍ଦ୍ଧନା ଜଳ ସଂରକ୍ଷଣ ‘ଓ୍ବାଟର୍ ଟେକ୍ନୋଲୋଜି’ର ମୁଖ୍ୟ ବିଷୟ
ଭୁବନେଶ୍ୱର,୩୧ା୮(ବ୍ୟୁରୋ): ରୁଷିଆର କାଜାନ୍ ସହରରେ ଅନୁଷ୍ଠିତ ୪୫ତମ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ ଜିତି ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିଛନ୍ତି ସି.ଭି. ରମଣ କଲେଜର ଛାତ୍ର ଅଶ୍ୱତ୍ଥ ନାରାୟଣ। ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ଅଶ୍ୱତ୍ଥଙ୍କୁ ଉଚ୍ଛ୍ବସିତ ସ୍ବାଗତ ସମ୍ବର୍ଦ୍ଧନା...
ନନ୍ଦନକାନନକୁ ଆସିଲା ଉଦ୍ଧାର ବଜ୍ରକାପ୍ତା
ବାରଙ୍ଗ,୩୧ା୮(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଶୁକ୍ରବାର ଏକ ଉଦ୍ଧାର ହୋଇଥିବା ବଜ୍ରକାପ୍ତା ଆସିଛି। ଆଠଗଡ଼ ବଡମ୍ବା ରେଞ୍ଜ ତାଳଚନ୍ଦ୍ରଗିରି ଜଙ୍ଗଲରୁ ଖାରୋଡ ଗ୍ରାମକୁ ୩ବର୍ଷର ମାଈ ବଜ୍ରକାପ୍ତାଟି ପଶିଆସିଥିବାବେଳେ ଗ୍ରାମବାସୀ ଦେଖିଥିଲେ। ପରେ ବନ ବିଭାଗ କର୍ମଚାରୀଙ୍କୁ ଜଣାଇବାରୁ ସେମାନେ...
ଜାମିନ ସର୍ତ୍ତରେ କୋହଳ ଲାଗି ହାଇକୋର୍ଟରେ ସାରଥିଙ୍କ ଆବେଦନ
କଟକ ଅଫିସ, ୩୧ା୮: ପ୍ରାୟ ୪ ବର୍ଷ ଜେଲ୍ରେ ରହିବା ପରେ ସାରଥି ବାବା ଓରଫ ସନ୍ତୋଷ ରାଉଳ ଗତ ଜୁଲାଇ ୨୫ରେ ଜାମିନରେ ମୁକୁଳିଥିଲେ। ଏକାଧିକ ସର୍ତ୍ତ ରଖି ହାଇକୋର୍ଟ ସାରଥିଙ୍କୁ ଜାମିନ ଦେଇଥିଲେ। ତେବେ ଉକ୍ତ ସର୍ତ୍ତ...
ଭାରସାମ୍ୟ ହରାଇ ବିଲକୁ ଓଲଟି ପଡ଼ିଲା ବସ୍: ୨ ମୃତ, ୨୦ ଆହତ
ଖୋର୍ଦ୍ଧା ଅଫିସ, ୩୧ା୮: ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥର ପୁବୁସାହି ନିକଟରେ ଶୁକ୍ରବାର ଅପରାହ୍ନ ୫ ଟା ୪୦ମିନିଟ୍ରେ ନାରାୟଣୀ ନାମକ ଘରୋଇ ବସ ଭାରସାମ୍ୟ ହରାଇ ୫ ଫୁଟ ତଳ ବିଲକୁ ଓଲଟି ପଡିଥିଲା। ଏଥିରେ ୨ଜଣଙ୍କର...
୧୦ ଜିଲାରେ ହେବ ଇ-ଆଇସିୟୁ ବ୍ୟବସ୍ଥା
ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିବା ନିମନ୍ତେ ରାଜ୍ୟ ସରକାର ଇ-ଆଇସିୟୁ ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି। ଜିଲାସ୍ତରୀୟ ମୁଖ୍ୟ ଚିକିତ୍ସାଳୟରେ ପ୍ରତିଷ୍ଠିତ ଆଇସିୟୁଗୁଡ଼ିକୁ ଏହା ମାଧ୍ୟମରେ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲ ସହିତ ସଂଯୋଗ କରାଯାଇପାରିବ। ସି-ଡାକ ଏବଂ...
ଇନ୍ଦ୍ରଜିତ ମହାନ୍ତି ହେବେ ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି
କଟକ ଅଫିସ, ୩୧ା୮: ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍. ଏ. ରବୀନ୍ଦ୍ର ଭଟ୍ଟ ଖୁବ୍ଶୀଘ୍ର ସୁପ୍ରିମ୍କୋର୍ଟ ବିଚାରପତି ଭାବେ ଯୋଗଦେବେ। ଫଳରେ ରାଜସ୍ଥାନ ମୁଖ୍ୟ ବିଚାରପତିଙ୍କ ପଦ ଖାଲି ପଡ଼ିବ। ତେଣୁ ସୁପ୍ରିମକୋର୍ଟଙ୍କ କଲେଜିୟମ ଏହି ପଦବୀ...
ଏନ୍ଏଚ୍ ନିର୍ମାଣ,ମରାମତି ପୂର୍ବରୁ ରାଜ୍ୟର ପରାମର୍ଶ ନିଆଯାଉ
ଭୁବନେଶ୍ୱର,୩୧ା୮(ବ୍ୟୁରୋ): ଓଡ଼ିଶା ମଧ୍ୟ ଦେଇ ଯାଇଥିବା ଜାତୀୟ ରାଜପଥ(ଏନ୍ଏଚ୍)ଗୁଡ଼ିକର ନିର୍ମାଣ, ରକ୍ଷଣାବେକ୍ଷଣ ନେଇ ବିଧାନସଭା ପୂର୍ତ୍ତ ବିଭାଗ ସ୍ଥାୟୀ କମିଟିରେ ଉଦ୍ବେଗ ପ୍ରକାଶ ପାଇଛି। ବିଶେଷ କରି ରାଜ୍ୟ ସରକାରଙ୍କ ସହ ଆଲୋଚନା ନ କରି ଜାତୀୟ ରାଜପଥଗୁଡିକର ନିର୍ମାଣ...
ଟ୍ରେନ୍ରୁ ୫ଶହ ପାରା ଜବତ, ୨ ଗିରଫ
ବଲାଙ୍ଗୀର ଅଫିସ, ୩୧ା୮: ସମଲେଶ୍ୱରୀ ଏକ୍ସପ୍ରେସ୍ ଟ୍ରେନ୍ରେ ୭ଟି ପେଟିରେ ଆସୁଥିବା ୫ଶହ ପାରାକୁ ବଲାଙ୍ଗୀର ଆରପିଏଫ୍(ରେଳ ସୁରକ୍ଷା ବଳ) ସ୍ଥାନୀୟ ରେଳଷ୍ଟେଶନ୍ରୁ ଶୁକ୍ରବାର ଜବତ କରିଛି। ପାରା ଚାଲାଣ କରୁଥିବା ବାପପୁଅଙ୍କୁ ଗିରଫ କରିଛି ା ଗିରଫ ୨...
ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର, ୩୧ା୮(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ ଘଟଣାରେ ଅଭିଯୁକ୍ତଙ୍କୁ ଚିହ୍ନଟ କରିବା ପରେ ଶୁକ୍ରବାର ରାତିରେ ତାଙ୍କୁ ଗିରଫ କରିଛି ପୋଲିସ। ତାଙ୍କୁ ଏବେ ଏକ ଅଜ୍ଞାତ ସ୍ଥାନରେ ରଖାଯାଇ ପଚରାଉଚରା କରାଯାଉଛି। ଶନିବାର ତାଙ୍କୁ...
ସହରାଞ୍ଚଳ ଗରିବଙ୍କୁ ମିଳିବ ଉନ୍ନତ ସ୍ବାସ୍ଥ୍ୟସେବା
ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସହରାଞ୍ଚଳ ସ୍ବାସ୍ଥ୍ୟ ବ୍ୟବସ୍ଥା ସଂକ୍ରାନ୍ତରେ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଯୋଗଦେଇ କୈଶୋର ସ୍ବାସ୍ଥ୍ୟରେ ଉନ୍ନତି ଆଣିବା ସହିତ ଲୋକଙ୍କ ଚାହିଦାକୁ ଦେଖି...
Archives


