ରାଜ୍ୟ

ସରକାରୀ ସ୍କୁଲରେ ମିଠା ଦହି ଖାଇ ୨୫ ଛାତ୍ର ଅସୁସ୍ଥ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଶହୀଦନଗର ଥାନା ଅଞ୍ଚଳରେ ଥିବା ଏକ ପ୍ରମୁଖ ସରକାରୀ ସ୍କୁଲ ହଷ୍ଟେଲରେ ମିଠାଦହି ଖାଇ ୨୫ ଜଣ ଛାତ୍ର ଅସୁସ୍ଥ ହୋଇପଡିଥିଲେ। ପ୍ରଥମେ ବାନ୍ତି ହେବା ସହ ସେମାନଙ୍କ ମୁଣ୍ଡ ବୁଲାଇଥିଲା। ଖବର ପାଇ ସ୍କୁଲ କର୍ତ୍ତୃପକ୍ଷ ୫ ଜଣିଆ…

ଶ୍ରୀମନ୍ଦିର ନିରାପତ୍ତା ବଳୟ ପାଇଁ ଅଭୂତପୂର୍ବ ସମର୍ଥନ: ୪୦ ଦିନରେ ୭୫ ପ୍ରତିଶତ ଜମି ସଂଗ୍ରହ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶ୍ରୀମନ୍ଦିର ନିମନ୍ତେ ନିରାପତ୍ତା ବଳୟ ସୃଷ୍ଟି ପାଇଁ ଏହାର ୭୫ ମିଟର ପରିସରରେ ଥିବା ସ୍ଥାବର ସମ୍ପତ୍ତି ତ୍ୟାଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଜନ୍ମାଷ୍ଟମୀ ଦିନ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏହାପରେ ଆରମ୍ଭ ହୋଇଥିଲା ଜମି ଅଧିଗ୍ରହଣ…

୨୫ କଂଗ୍ରେସ କର୍ମୀ ଗିରଫ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ପୁରୀରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ରାଜ୍ୟ କଂଗ୍ରେସ ପକ୍ଷରୁ ତୀବ୍ର ନିନ୍ଦା କରାଯିବା ସହ ରାତିରେ ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ମାଷ୍ଟରକ୍ୟାଣ୍ଟିନସ୍ଥିତ କଂଗ୍ରେସ ଭବନରୁ ଶତାଧିକ କର୍ମୀ ରାତି ପ୍ରାୟ ୧୧ଟାରେ କ୍ୟାଣ୍ଡେଲ ଧରି ନବୀନ ନିବାସ…

ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର :ବହିଷ୍କୃତ ପୋଲିସ କନଷ୍ଟେବଳ ଗିରଫ, ୩ ଅଟକ

ପୁରୀ ଅଫିସ, ୩।୧୨: ଶ୍ରୀକ୍ଷେତ୍ରରେ ଘଟିଛି ପୁଣି ଏକ କଳଙ୍କିତ ଘଟଣା। ସୋମବାର ରାତିରେ ଜଣେ ନାବାଳିକା(୧୭)ଙ୍କୁ ପୋଲିସ କ୍ୱାର୍ଟର୍ସରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। କୁମ୍ଭାରପଡ଼ା ଥାନାରେ ନିଜେ ପୀଡ଼ିତା ଏହି ଅଭିଯୋଗ କରିଛନ୍ତି। ନିଜକୁ ପୋଲିସ ବୋଲି ପରିଚୟ…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

କପ୍ତିପଦା,୩ା୧୨(ଡ଼ିଏନ୍‌ଏ) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଶରତ ଥାନା ଅଞ୍ଚଳରେ ଜନୈକା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ତଦନ୍ତ କରି ନାବାଳିକାଙ୍କ ଜଣେ ସମ୍ପର୍କୀୟଙ୍କୁ ପୋଲିସ ସୋମବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

‘ଥାଲାସେମିଆ ରୋଗୀଙ୍କୁ ଉନ୍ନତ ଚିକିତ୍ସା ଯୋଗାଇ ଦିଆଯାଉ’ : ରକ୍ତଭଣ୍ଡାର ସମ୍ମୁଖରେ ଆମରଣ ଅନଶନ

ବାଲେଶ୍ୱର ଅଫିସ, ୩।୧୨-ବାଲେଶ୍ୱର ଜିଲାରେ ଥିବା ଥାଲାସେମିଆ ରୋଗୀଙ୍କୁ ଉନ୍ନତ ଚିକିତ୍ସା ଯୋଗାଇ ଦେବା ଲାଗି ସେମାନଙ୍କ ମାତାପିତାମାନେ ସୋମବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାର ସମ୍ମୁଖରେ ଆମରଣ ଅନଶନରେ ବସିଛନ୍ତି। ଜିଲାରେ ୯୬୭ ଜଣ ଥାଲାସେମିଆ ରୋଗୀ…

କୁର୍କୁନପାଲିରେ ଆରମ୍ଭ ହେଲା ମିଶନ ଇନ୍ଦ୍ରଧନୁଷ୍‌

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୩ା୧୨-କନ୍ଧମାଳ ଜିଲାରେ ମିଶନ ଇନ୍ଦ୍ରଧନୁଷ୍‌ ୨.୦ କାର୍ଯ୍ୟକ୍ରମ ସୋମବାର ଆରମ୍ଭ ହୋଇଛି ା ଫିରିଙ୍ଗିଆର କୁର୍କୁନପାଲି ଗ୍ରାମରେ ଅନୁଷ୍ଠିତ ଜିଲାସ୍ତରୀୟ ଏହି କାର୍ଯ୍ୟକ୍ରମକୁ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଜିଲାପାଳ ଡା.ବୃନ୍ଦା ଡି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ରାଜଶ୍ରୀ…

ପେଟ୍ରୋଲ ଟାଙ୍କି କରାଇଦେବା ନାଁରେ ୪୦ ଲକ୍ଷ ଟଙ୍କା ଠକେଇ:ବିହାରରୁ ୩ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନ, ୩ା୧୨(ଡି.ଏନ.ଏ) ପେଟ୍ରୋଲ ଟାଙ୍କି କରାଇଦେବା ନାଁରେ ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୩ନଂ ୱାର୍ଡର ଓମ ପ୍ରକାଶ ମିଶ୍ରଙ୍କଠାରୁ ୪୦ ଲକ୍ଷ ୪୫ ହଜାର ଟଙ୍କା ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚ ୩ ଜଣ ଯୁବକଙ୍କୁ ବିହାରରୁ ଗିରଫ କରିଛି। ଅଭିଯୁକ୍ତମାନେ…

ଲିଙ୍କ୍‌ ଫେଲ ହେବାରୁ କାର୍ଯ୍ୟ ଠପ୍‌:ପରିବହନ କାର୍ଯ୍ୟାଳୟରେ ଉତ୍ତେଜନା

ଢେଙ୍କାନାଳ ଅଫିସ,୩ା୧୨ ଲାଇସେନ୍ସ, ଗାଡ଼ି କାଗଜପତ୍ର କରାଇବାକୁ ସୋମବାର ଢେଙ୍କାନାଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ଆସିଥିବା ଲୋକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ସକାଳ ୧୦ଟାରୁ ଇଣ୍ଟରନେଟ୍‌ ଲିଙ୍କ୍‌ ଫେଲ୍‌ ହୋଇଯିବାରୁ ନୂତନ ଲାଇସେନ୍ସ, ଫିଟନେସ ଯାଞ୍ଚ, ଗାଡି ପଞ୍ଜୀକରଣ ଆଦି…

ପ୍ରାଥମିକ ବିଦ୍ୟାଳୟକୁ ହାଇସ୍କୁଲରେ ମିଶ୍ରଣ ଦାବି

ବନ୍ତଳା,୩।୧୨(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ମିଶାଇବା ପାଇଁ ସୋମବାର ଜିଲାପାଳଙ୍କ ନିକଟରେ ଗ୍ରାମର ଯୁବକମାନେ ଦାବି କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଗ୍ରାମରେ ଖେଳ ପଡିଆ ନ ଥିବାରୁ ଉକ୍ତ…

ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ

କଣିହାଁ, ୩ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ବାଲିପଶିସାହିର ଏକ କୂଅରୁ ଗତ ୨୮ ତାରିଖରେ ଦୁର୍ଯ୍ୟୋଧନ ତୁଙ୍ଗଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ପରକୀୟା ପ୍ରୀତି ଯୋଗୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ…

ବଢ଼ୁଛି ବାର୍‌ହା ଶିକାର: ମାଂସ ଜବତ, ୭ ଗିରଫ

ହେମଗିର, ୩।୧୨ (ଡି.ଏନ.ଏ)- ଦିନକୁ ଦିନ ହେମଗିର ଜଙ୍ଗଲର ବାର୍‌ହା ଶିକାର ବୃଦ୍ଧି ପାଉଥିବାର ଦେଖାଯାଉଛି। ବନ ବିଭାଗ ଶିକାରୀମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସତ୍ତ୍ବେ ମଧ୍ୟ ବାର୍‌ହା ଶିକାର କରିବା କମୁ ନାହିଁ। ମାସେ ଭିତରେ ଅନେକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri