ଆବାସ ଯୋଜନାରୁ ବଁଚିତ୍ ଦିବ୍ୟାଙ୍ଗ ଡିଲେଶ୍ୱରୀ
ସମ୍ବଲପୁର,୩ା୧୨(ବ୍ୟୁରୋ)- କେନ୍ଦ୍ର ସରକାର ଭିନେ ଭିନେ ସରକାରୀ ଯୋଜନାରେ ଦୁରନୀତି ବଁଦ୍ କରବାକେ ସାରାଦେଶରେ ଆଧାର କାର୍ଡ ଲାଗୁକରିଛନ୍। ସରକାରୀ ଯୋଜନାରେ ସେବା ପାଇବାର ଲାଗି ହେଲେ ଆଧାର କାର୍ଡ ନିହାତି ଜରୁରୀ କରାଯାଇଛେ। ହେଲେ ସରକାରୀ ଯୋଜନାରେ ଆଧାର କାର୍ଡ…
ରେଢାଖୋଲ ଉପଖଣ୍ଡରେ ଖୋଲିଲା ମଣ୍ଡି
ରେଢାକୋଲ/ନାକଟିଦେଉଳ, ୩।୧୨(ଡି.ଏନ.ଏ.) ସମ୍ବଲପୁର ଜିଲା ରେଢାଖୋଲ ଉପଖଣ୍ଡରେ ସୋମବାର ମଣ୍ଡି ଖୋଲିଛି। ଉପଖଣ୍ଡରେ ଥିବା ୧୬ଟି ମଣ୍ଡି ମଧ୍ୟରୁ ୧୧ଟି ମଣ୍ଡିରେ ଧାନ କିଣା ଯିବାକୁ ନିଷ୍ପତ୍ତି ହୋଇଥିଲା। ସୋମବାର ପ୍ରଥମ ଦିନରେ ୨୪ଜଣ ଚାଷୀଙ୍କଠାରୁ ୨୧୧୭ ବସ୍ତା ଧାନ କିଣାଯାଇଛି।…
ପ୍ରକୃତିର ଉପାସନା ଚୁରାଖାଇ ଯାତ୍ରା
ଗୁଡ଼ଭେଲିପଦର, ୩।୧୨(ଡି.ଏନ୍.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଦହ୍ୟା, କାଦୋପଦର, ମନୁପାଲି, ମହେଶ୍ୱରପିଣ୍ଡା, ଋଷିବନ୍ଧ, ତାଳପଦର ଲେଖେଁ ପାଖାପାଖି ୧୦ ଖଁଡ଼ ଗଁାକେ ନେଇ ପଁଚ୍ରା ଅଂଚଲ ଗଠିତ୍। ଇ ଅଂଚଲର ଗୁଟେ ଫାଲେ ମହାନଦୀ ରହିଥିଲାବେଲେ ଉନିଆ ଦୁଇଫାଲେ ବାଘନଦୀ…
ଭିନ୍ନକ୍ଷମ ସଶକ୍ତୀକରଣ ଯୋଜନା ବାଟବଣା
ଭଦ୍ରକ ଅଫିସ, ୩।୧୨- ଭିନ୍ନକ୍ଷମମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟ କରୁଛି। ମାତ୍ର ତୃଣମୂଳ ସ୍ତରରେ ଏହି ଯୋଜନାର ସଫଳ ରୂପାୟନ ହୋଇପାରୁ ନାହିଁ। ଯାହାର ଜ୍ୱଳନ୍ତ ଉଦାହରଣ ଭଦ୍ରକ ଜିଲା ସଦର ବ୍ଲକର…
ଥଇଥାନ୍ ଦାବିରେ ବ୍ୟବସାୟୀ ଅଟଳ: ଫେରିଲା ଉଚ୍ଛେଦକାରୀ ଟିମ୍
କଟକରୋଡ଼,୨।୧୨(ଡି.ଏନ୍.ଏ.): ଥଇଥାନ ଦାବିରେ ବ୍ୟବସାୟୀ ଅଟଳ, ଉଚ୍ଛେଦକାରୀ ଟିମ୍କୁ ଲୋକଙ୍କ ବିରୋଧ ପରେ ଅଧିକାରୀମାନଙ୍କୁ ଫେରିବାକୁ ପଡ଼ିଛି। ସୋମବାର ଏଭଳି ଏକ ଘଟଣା ଘଟିଛି ଲକ୍ଷ୍ମୀସାଗର ଅଞ୍ଚଳରେ। ସୂଚନାନୁଯାୟୀ, ଲକ୍ଷ୍ମୀସାଗର ହାଇସ୍କୁଲ ପାର୍ଶ୍ୱରେ ଦୀର୍ଘ ବର୍ଷ ଧରି ୨୦ରୁ ଊର୍ଦ୍ଧ୍ୱ ବ୍ୟବସାୟୀ…
ଦୁର୍ନୀତି କରିବା ପଡିଲା ମହଙ୍ଗା: ଜଣେ ବିଡିଓ, ୨ ସରପଞ୍ଚ ନିଲମ୍ବିତ
ଭୁବନେଶ୍ୱର, ୨।୧୨: ପିଏମ୍ଏୱାଇ ସମ୍ପର୍କରେ ଜାରି ମାର୍ଗଦର୍ଶିକା ପାଳନ ନ କରିବା ଏବଂ ଦୁର୍ନୀତିକୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ଜଣେ ବିଡିଓ ଏବଂ ୨ ଜଣ ସରପଞ୍ଚଙ୍କୁ ରାcଜ୍ୟ ସରକାର ନିଲମ୍ବିତ କରାଯାଇଛି। ଏମାନେ ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ…
ଅଧ୍ୟାପିକା ଆତ୍ମହତ୍ୟା ମାମଲା: ଝାରପୋଖରିଆ ଆଇଆଇସି ନିଲମ୍ବିତ
ଭୁବନେଶ୍ୱର,୨।୧୨(ବ୍ୟୁରୋ): ମୟୁରଭଞ୍ଜ ଜିଲାରେ ବଳାତ୍କାରର ଶିକାର ହୋଇ ଜଣେ ଅଧ୍ୟାପିକା ପୋଲିସଠାରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରିବା ଭଳି ଘଟଣା ରାଜ୍ୟରେ ଆଲୋଡନ ସୃଷ୍ଟି କରିଛି। ଏହି ଘଟଣାରେ କାର୍ଯ୍ୟରେ ଅବହେଳା ଯୋଗୁ ଝାରପୋଖରିଆ ଆଇଆଇସିଙ୍କୁ ଶରତ ମହାଳିକଙ୍କୁ କାର୍ଯ୍ୟରୁ…
କୁନ୍ଦୁଲି ମାମଲା: କୋରାପୁଟରେ ପହଞ୍ଚିଲା ଏସଆଇଟି ଟିମ୍
କୋରାପୁଟ, ୨।୧୨(ସ୍ବ.ପ୍ର.): କୁନ୍ଦୁଲି ଗଣବଳାତ୍କାର ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଏସଆଇଟି ଟିମ୍ ସୋମବାର କୋରାପୁଟ୍ରେ ପହଞ୍ଚିଛନ୍ତି। ଏହି ଟିମ୍ କୋରାପୁଟ ଡିଆଇଜି କାର୍ଯ୍ୟାଳୟରେ ପହଞ୍ଚି କୁନ୍ଦୁଲି ପୀଡିତାର ମା’ ଦୋମାଇ ସାତି, ଭାଇ ଲକ୍ଷ୍ମଣ ଖରା ଏବଂ ଖୁଡିଙ୍କ ସହ…
୪୦ ଟଙ୍କାରେ ପିଆଜ ବିକିଲା କଂଗ୍ରେସ
ଭୁବନେଶ୍ୱର, ୨।୧୨(ବ୍ୟୁରୋ): ପିଆଜ ଦରକୁ ନେଇ ସାରା ଦେଶରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସର୍ବକାଳୀନ ରେକର୍ଡ ଭଙ୍ଗ କରି ଅନେକ ରାଜ୍ୟରେ ପିଆଜ କିଲୋ ପ୍ରତି ୮୦ରୁ ୧୨୦ ଟଙ୍କାରେ ପହଞ୍ଚିଛି। ତେଣୁ ପିଆଜ ମୂଲ୍ୟ ବୃଦ୍ଧିକୁ ରୋକିବା ପାଇଁ…
ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାର ଅଞ୍ଚଳରୁ ଜଣେ ଡ୍ରାଇଭରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ପୁରୀ ବ୍ରହ୍ମଗିରି ଅଞ୍ଚଳ ସୁନୀଲ ସେଠୀ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ପଚରାଉଚରା କରିବା ସହ ତଦନ୍ତ ଜାରି…
ସ୍ବେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇଏଏସ୍ ଗଗନ ଧଳ
ଭୁବନେଶ୍ୱର,୨।୧୨(ବ୍ୟୁରୋ): ଓଡ଼ିଶା ବନ ଉନ୍ନୟନ ନିଗମ ଲିଃ(ଓଏଫ୍ଡିସି) ତଥା ବରିଷ୍ଠ ଆଇଏଏସ୍ ଗଗନ ଧଳ ସୋମବାର ନିଜ ପଦବୀରୁ ସ୍ବେଚ୍ଛାକୃତ ଅବସର ନେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଭିଆରଏସ ପାଇଁ ଆବେଦନ କରିଥିଲେ। ଯାହାକୁ ସରକାର ଗ୍ରହଣ କରିଛନ୍ତି। ୧୯୮୫ ବ୍ୟାଚ୍ର…
ଅଗ୍ନିଶମ ବିଭାଗର ଡିଜି ଭାବେ ଦାୟିତ୍ୱ ନେଲେ ସୁନୀଲ ରାୟ
କଟକ ଅଫିସ୍,୨।୧୨:ଅଗ୍ନିଶମ ବିଭାଗର ଡିଜି ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଆପିଏସ୍ ସୁନୀଲ ରାୟ। କଟକ ଅଗ୍ନିଶମ ବିଭାଗ ମୁଖ୍ୟାଳୟକୁ ଆସି ସେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ଦାୟିତ୍ୱ ନେବା ପରେ ଡିଜି କହିଛନ୍ତି, ଟ୍ରାନ୍ସପରାନ୍ସି ଏବଂ ଟାଇମ୍ ବାଉଣ୍ଡ ଉପରେ ଗୁରୁତ୍ୱ…
Archives


