ରାଜ୍ୟ

ଏକ ନମ୍ବର ମାର୍କେଟ୍‌ ବାହାରେ ପାର୍କିଂ ମନା

ଭୁବନେଶ୍ୱର,୨୧।୧(ବ୍ୟୁରୋ): ରାଜଧାନୀର ଏକ ନମ୍ବର ହାଟ ବାହାରେ ଏକାଧିକ ଗାଡି ପାର୍କିଂ କରାଯାଉଥିବାରୁ ଟ୍ରାଫିକ ସମସ୍ୟା ଦେଖାଦେଉଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଏବଂ ଟ୍ରାଫିକ ପୋଲିସର ମିଳିତ ଉଦ୍ୟମରେ ଏହି ସମସ୍ୟାର ସମାଧାନ ବାଟ ବାହାର କରାଯାଇଛି। ଏକ ନମ୍ବର…

ସିଏଏ ପ୍ରଚାରରେ ଆଜି ଓଡ଼ିଶା ଆସିବେ ରୂପା ଗାଙ୍ଗୁଲି

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ରୂପା ଗାଙ୍ଗୁଲୀ ମଙ୍ଗଳବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ସକାଳ ୧୦ଟାରେ ପହଞ୍ଚି ହେଲିକପ୍ଟର ଯୋଗେ ଗାଙ୍ଗୁଲି ନବରଙ୍ଗପୁର ଜିଲା ରାଇଘର ଗସ୍ତ କରିବେ । ରାଇଘର ମିନି ଷ୍ଟାଡିୟମରେ…

‘ପୁରୁଣା ମାଷ୍ଟରପ୍ଲାନ୍‌ ଦେଖି କମିଟି ନିରାଶ’

ଭୁବନେଶ୍ୱର, ୨୧। ୧ (ବ୍ୟୁରୋ): ଭୁବନେଶ୍ୱର ଡ୍ରେନେଜ୍‌ ବ୍ୟବସ୍ଥାରେ ବହୁତ ସୁଧାର ଆସିଛି। ପୂର୍ବାପେକ୍ଷା ଏବେ ଅନେକ ପରିବର୍ତ୍ତନ କରାଯାଇଛି। କୃତ୍ରିମ ବନ୍ୟାସ୍ଥିତି ଉପୁଜୁଥିବା ୫୯ଟି ସ୍ଥାନ ହ୍ରାସ ପାଇ ଏବେ ୩୭ରେ ପହଞ୍ଚିଛି। ବହୁ ସମ୍ବେଦନଶୀଳ ଅଞ୍ଚଳରେ ନିୟମିତ ଭାବେ…

ଶ୍ରୀଲିଙ୍ଗରାଜ କ୍ଷେତ୍ରରେ ନିର୍ମାଣ, ଖନନ ବାଧାପ୍ରାପ୍ତ:ଆମସାର ଆକ୍ଟ ଲାଗୁ ନେଇ ଏଏସ୍‌ଆଇ ଅଧିକାରୀଙ୍କ ଚେତାବନୀ

ପୁରୁଣା ଭୁବନେଶ୍ୱର, ୨୧। ୧ (ଡି.ଏନ.ଏ.): ଏକାମ୍ର ଶ୍ରୀଲିଙ୍ଗରାଜ କ୍ଷେତ୍ରରେ ପୁରୀ ଭଳି ବିକାଶ କରିବା ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପରେ ସଚିବ ସ୍ତରୀୟ ଅଫିସର ଉଦ୍ୟମ କରିଥିଲେ। ବିକାଶ ଲାଗି ବିଏମ୍‌ସି, ପୂର୍ତ୍ତ ବିଭାଗ ଓ ଓଡ଼ିଶା…

ଫୁଟପାତ ଉପରେ ଚଢ଼ିଗଲା ଟ୍ରକ: ୪ ମୃତ, ୩ ଆହତ

ସମ୍ବଲପୁର, ୨୧।୧(ବ୍ୟୁରୋ)- ସମ୍ବଲପୁର ଜିଲା ଶାସନ ଥାନା ପରମାଣପୁରରେ ମଙ୍ଗଳବାର ଭୋରୁ ଏକ ଅଭାବନୀୟ ଘଟଣା ଘଟିଛି। ଧନୁଯାତ୍ରା ପାଇଁ ଖୋଲିଥିବା ଫୁଟପାତରେ ଏକ କୋଇଲା ବୋଝେଇ ଟ୍ରକ ଚଢ଼ିଯିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ ହୋଇଛନ୍ତି।…

୪ ଦିନରେ ୨୫ କୋଟିି ବକେୟା ଆଦାୟ କଲା ସେସୁ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ଗତ ୧୬ ତାରିଖରୁ ଆରମ୍ଭ କରିଥିବା ସ୍ବତନ୍ତ୍ର ବିଦ୍ୟୁତ କାଟ ଡ୍ରାଇଭ ଯୋଗୁ ରାଜସ୍ବ ଆଦାୟ ବୃଦ୍ଧିପାଇଛି। ଗତ ୪ଦିନ ମଧ୍ୟରେ ସେସୁ ୨୫ କୋଟି ଟଙ୍କା ବକେୟା ବିଦ୍ୟୁତ ବିଲ୍‌ ଆଦାୟ କରିବାରେ…

କମିଲା ଶୀତ: ୨୨ରେ ଘନ କୁହୁଡ଼ି, ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଶୀତର ପ୍ରକୋପ ହ୍ରାସ ପାଇ ଯାଇଛି। ସର୍ବନିମ୍ନ ତାପମାତ୍ରା ୧୨ରୁ ୧୮ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଜାନୁୟାରୀ ଶେଷ ନ ହେଉଣୁ ଗରମର ଆଭାସ ମିଳିଲାଣି। ଫେବୃୟାରୀ ମାସରୁ ପ୍ରବଳ ଖରା ହନ୍ତସନ୍ତ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ…

୨ ଓଡ଼ିଶା କ୍ୟାଡର ଆଇଏଏସ୍‌ଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ଦୁଇ ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ନୂଆ ଦାୟିତ୍ୱ ମିଳିଛି। ଏହି ଅଧିକାରୀମାନେ ହେଉଛନ୍ତି-୧୯୯୨ ବ୍ୟାଚ୍‌ର ଚନ୍ଦ୍ରଶେଖର କୁମାର ଏବଂ ୧୯୯୮ ବ୍ୟାଚ୍‌ର ବିଶାଲ ଗଗନ। କ୍ୟାବିନେଟ୍‌ ସେକ୍ରେଟାରିଏଟ୍‌ରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିବା ଚନ୍ଦ୍ରଶେଖର…

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ତେଲି ସମାଜ, କଂସାରୀଗୁଡ଼ାବାସୀ

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ଜାତିଭିତ୍ତିକ ଜନଗଣନା ପାଇଁ ରାଜ୍ୟ କ୍ୟାବିନେଟ୍‌ରେ ସଂକଳ୍ପ ପ୍ରସ୍ତାବ ଗୃହୀତ ହୋଇଛି। ଏହି ପଦକ୍ଷେପ ଲାଗି ବିଭିନ୍ନ ବର୍ଗରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରାଯାଉଛି। ସୋମବାର ତେଲି ସମାଜ ପକ୍ଷରୁ ମଧ୍ୟ ସ୍ବାଗତ କରାଯାଇଛି। ଏଥିସହିତ…

ସାର୍ବଜନୀନ ହେଉନି ଜଷ୍ଟିସ୍‌ ସି.ଆର. ପାଲ୍‌ କମିଶନ ରିପୋର୍ଟ: ହାଇକୋର୍ଟରେ ମାମଲା, ସରକାରଙ୍କୁ ନୋଟିସ

କଟକ ଅଫିସ,୨୧।୧ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନିମନ୍ତେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଆନ୍ଦୋଳନ ହୋଇଥିଲା। ଉପରୋକ୍ତ ଅଞ୍ଚଳରେ ବେଞ୍ଚ ପ୍ରତିଷ୍ଠା ସ୍ଥିତି ସମ୍ପର୍କରେ ଅନୁଧ୍ୟାନ ପାଇଁ ଜଷ୍ଟିସ୍‌ ସି.ଆର. ପାଲ୍‌ଙ୍କ ଅଧ୍ୟକ୍ଷତାରେ ୨୦୦୮ ମାର୍ଚ୍ଚ ୧୧ ତାରିଖରେ ଏକ କମିଶନ…

ମହୋତ୍ସବରେ ସ୍ଥାନୀୟ କଳାକାରଙ୍କୁ ମିଳିବ ଅଗ୍ରାଧିକାର

ଭୁବନେଶ୍ୱର,୨୧।୧(ବ୍ୟୁରୋ): ସାରା ଓଡ଼ିଶାର କଳାକାର ଓ ଶିଳ୍ପୀଙ୍କୁ ନେଇ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ କାମ କରିବ। ଏକାଡେମୀ ପକ୍ଷରୁ ଆୟୋଜିତ କୌଣସି କାର୍ଯ୍ୟକ୍ରମ ବନ୍ଦ ହେବନି। ରାଜ୍ୟର କୋଣ ଅନୁକୋଣରେ ଆୟୋଜିତ ହୋଇ ଆସୁଥିବା ଉତ୍ସବ, ମହୋତ୍ସବଗୁଡ଼ିକରେ ସ୍ଥାନୀୟ କଳାକାରଙ୍କୁ…

ବିଜୁ ସେତୁ ଯୋଜନା: ଧିମା ପଡ଼ିଛି ଧାର୍ଯ୍ୟ ଲକ୍ଷ୍ୟ ହାସଲ

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ଗ୍ରାମବହୁଳ ରାଜ୍ୟ ଓଡ଼ିଶାରେ ଗମନାଗମନ ଭିତ୍ତିଭୂମି ସୁଦୃଢ ହେବା ନିହାତି ଆବଶ୍ୟକ। ସେଥିଲାଗି ସଡ଼କ ଏବଂ ସେତୁ ନିର୍ମାଣର ଆବଶ୍ୟକତା ରହିଛି। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ଏହି କାର୍ଯ୍ୟ କରୁଛି। ପ୍ରତି ଆର୍ଥିକବର୍ଷରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri