ରାଜ୍ୟ

ଜିପିଏଫ୍‌ ପାଇଁ ଆଉ ଦୌଡ଼ିବାକୁ ପଡ଼ିବ ନାହିଁ

ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଅବସର ପରେ ନିଜର ଜିପିଏଫ୍‌ (ଜେନେରାଲ ପ୍ରୋଭିଡେଣ୍ଟ ଫଣ୍ଡ) ପ୍ରାପ୍ୟ ପାଇବାରେ ଆଉ ଅସୁବିଧା ହେବ ନାହିଁ। ଏଣିକି ଏସବୁ ଇଲେକ୍ଟ୍ରୋନିକ(ଇ)-ଅଥରିଟି ମାଧ୍ୟମରେ ସମ୍ପାଦନ ହେବ। ପ୍ରଚଳିତ...

ଚାଷୀଙ୍କ ସାମାଜିକ, ଅର୍ଥନୈତିକ ଉନ୍ନତି ଚିନ୍ତା: ନବରଙ୍ଗପୁର ଜିଲାରୁ ଆରମ୍ଭ ହେଲା ନୂଆ ଯୋଜନା

ଭୁବନେଶ୍ୱର,୨୯।୮(ବ୍ୟୁରୋ): ସାରା ରାଜ୍ୟରେ ଚାଷୀଙ୍କ ଆୟ ବୃଦ୍ଧି ପାଇଁ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଅପେକ୍ଷାକୃତ ପଛୁଆ ଜିଲାଭାବେ ପରିଚିତ...

ସ୍କୁଲ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବାରଙ୍ଗ/ ନରାଜ, ୨୮।୮(ଡି.ଏନ୍‌.ଏ.): ବାରଙ୍ଗ ବ୍ଳକ ଶିକ୍ଷା ମଣ୍ଡଳ ଅଧୀନସ୍ଥ ପଞ୍ଚୁପାଳ ଉଚ୍ଚପ୍ରଥାମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଓ ଶିକ୍ଷା ଦାନରେ ବାଧାପ୍ରାପ୍ତ ହେଉଥିବା ପ୍ରତିବାଦରେ ବୁଧବାର ଗ୍ରାମବାସୀ ଓ ଗ୍ରାମ୍ୟ କମିଟି ପକ୍ଷରୁ ସ୍କୁଲ ଫାଟକରେ ତାଲା ପକାଇବା...

ଆର୍‌ପିଏଫ୍‌ର ‘ସକ୍ଷମ’ ଟ୍ରେନିଂ: ଯାତ୍ରୀଙ୍କୁ କରିବ ମାର୍ଜିତ ବ୍ୟବହାର

ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ରେଳ ସୁରକ୍ଷା ବଳ(ଆରପିଏଫ୍‌) ପକ୍ଷରୁ ସୋମବାରଠାରୁ ୫ଦିନିଆ ‘ସକ୍ଷମ’ ତାଲିମ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଆରପିଏଫ୍‌ ଯାତ୍ରୀଙ୍କ ସହ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବା ହେଉଛି ଏହି ତାଲିମର ମୂଳ ଲକ୍ଷ୍ୟ। ଏବେ ପୂର୍ବତଟ ରେଳପଥର...

ବେଆଇନ ପାର୍କିଂ ବିରୋଧରେ ଅଣ୍ଟା ଭିଡ଼ିଲା କମିଶନରେଟ୍‌ ପୋଲିସ: ଗାଡ଼ିରେ ତାଲା ପକାଇ ଜରିମାନା ଆଦାୟ

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜଧାନୀରେ ଟ୍ରାଫିକ ସମସ୍ୟାକୁ ଦ୍ୱିଗୁଣିତ କରୁଛି ବେଆଇନ୍‌ ପାର୍କିଂ। ତେଣୁ ବେଆଇନ ପାର୍କିଂ ବିରୋଧରେ ଅଣ୍ଟା ଭିଡ଼ିଛି କମିଶନରେଟ୍‌ ପୋଲିସ। ଏଣିକି ଏଣେତେଣେ ମନଇଚ୍ଛା ଗାଡ଼ି ପାର୍କିଂ କରୁଥିବା ଲୋକଙ୍କୁ ଜରିମାନା ଗଣିବାକୁ ପଡ଼ିବ। ରାସ୍ତାରୁ ଆଉ...

ହାଇକୋର୍ଟରେ ଭୁବନେଶ୍ୱର ରାମମନ୍ଦିର ପରିଚାଳନା ମାମଲା: ପରିଚାଳନା ଦାୟିତ୍ୱରେ ରହିବେ ନିର୍ବାହୀ ଅଧିକାରୀ

କଟକ ଅଫିସ, ୨୯।୮: ଭୁବନେଶ୍ୱର ରାମମନ୍ଦିର ପରିଚାଳନା କରିବାକୁ ଜଣେ ନିର୍ବାହୀ ଅଧିକାରୀଙ୍କୁ ହାଇକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଚୂଡ଼ାନ୍ତ ଶୁଣାଣି ଶେଷ ନ ହେବା ପର୍ଯ୍ୟନ୍ତ ନିର୍ବାହୀ ଅଧିକାରୀ ଭାବେ ବିମଳ କୁମାର ପାତ୍ର ଦାୟିତ୍ୱ ତୁଲାଇବେ ବୋଲି...

ଚିଲିକାରେ ଅଟକି ରହିଥିବା ଜାହାଜରୁ ତେଲ କାଢ଼ିବା ପ୍ରକ୍ରିୟା ଆରମ୍ଭ: ପଡ଼ିଲା ପାଇପ, ଆଜି ବାହାରିିବ ତେଲ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୯।୮ (ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ରାଜହଂସ ଓ ଖିରିସାହି ମଧ୍ୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ମାଲେସିଆର ଏକ ପଣ୍ୟବାହୀ ଜାହାଜ ଜିନ ହଓ୍ବା ୪୨ ଲାଗିଛି। ଜାହାଜଟି ଦୀର୍ଘ ୨୧ ଦିନ ଧରି ଲାଗି...

ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ ଅଚାନକ ଚଢ଼ାଉ: ଧରାପଡ଼ିଲେ ୮ ଅଣଛାତ୍ର

କଟକ ଅଫିସ,୨୯।୮: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ବୁଧବାର ରାତି ପ୍ରାୟ ୧୦ଟାରେ କୁଳପତି ପ୍ରଫେସର ଈଶାନ କୁମାର ପାତ୍ର ଅଚାନକ ଚଢ଼ାଉ କରିଛନ୍ତି। ଏହି ସମୟରେ ବିଶ୍ୱବିଦ୍ୟାଳୟ ପରିସରରେ ୮ଜଣ ଅଣଛାତ୍ର ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ପୋଲିସ ପଚରାଉଚରା କରି ଛାଡ଼ି...

ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି

ପୁରୀ ଅଫିସ, ୨୯।୮: ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି। ଏହାକୁ ବିଶ୍ୱସ୍ତରୀୟ ପାଠାଗାରରେ ପରିଣତ କରାଯିବ। ଏଥିରେ ଥିବା ଦୁର୍ମୂଲ୍ୟ ପୁସ୍ତକ, ପୋଥି ଓ ବିଭିନ୍ନ ନଥିପତ୍ରର ସଂରକ୍ଷଣ ହେବ। ଏହି କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଯାଇଛି। ବର୍ତ୍ତମାନ...

ନିଶ୍ଚିହ୍ନ ହେବ ଦ୍ୱାଦଶ ଶତାବ୍ଦୀର ଏମାର ମଠ

ପୁରୀ ଅଫିସ, ୨୯।୮: ଶ୍ରୀମନ୍ଦିରର ସୁରକ୍ଷା ଏବେ ଚ୍ୟାଲେଞ୍ଜ ହୋଇଛି। ଆତଙ୍କବାଦୀଙ୍କ ଟାର୍ଗେଟରେ ବଡ଼ଦେଉଳ ରହିଥିବା ନେଇ ଏକାଧିକଥର କେନ୍ଦ୍ର ଗୋଇନ୍ଦା ସଂସ୍ଥାରୁ ଚିଠି ଆସିବା ପରେ ଏଥର ଏହାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର। ଆଉ ମେଘନାଦ...

ରାଜ୍ୟସ୍ତରୀୟ ଯୁବସଂସଦ ପ୍ରତିଯୋଗିତା: ‘ଗଣତନ୍ତ୍ର ଓ ସଂସଦ ସମ୍ପର୍କରେ ଛାତ୍ରୀଛାତ୍ର ଜାଣିବା ଉଚିତ’

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ଶିକ୍ଷକ ଓ ଶିକ୍ଷା ନିର୍ଦ୍ଦେଶାଳୟ ଓ ରାଜ୍ୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ ଆନୁକୂଲ୍ୟରେ ବୁଧବାର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟର୍ସ ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ‘ଯୁବସଂସଦ ପ୍ରତିଯୋଗିତା’ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ...

ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା: ପ୍ରସ୍ତୁତିର ସମୀକ୍ଷା କଲେ ଡିଜିପି

କଟକ ଅଫିସ, ୨୯।୮: ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏହାର ସଫଳ ରୂପାୟନ ଲାଗି ଓଡ଼ିିଶା ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ପୋଲିସ ଡିଜି ବିିଜୟ କୁମାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri