ରାୟଗଡ଼ାରେ ରାଜସ୍ଥାନ କୁମ୍ଭାରଙ୍କ ବେଶ୍ ଚାହିଦା
ରାୟଗଡ଼ା ଅଫିସ ,୨୧।୧ ରାଜ୍ୟ ବାହାର କୁମ୍ଭାରଙ୍କ ରାୟଗଡ଼ାରେ ବେଶ୍ ଚାହିଦା ା ରାୟଗଡ଼ାରେ ପ୍ରତି ବର୍ଷ ପୂଜା ପାର୍ବଣ ସମୟରେ ସେମାନଙ୍କୁ ଦେଖିବାକୁ ମିଳିଥାଏ ା ସେମାନେ ପୂଜାର କିଛି ମାସ ପୂର୍ବରୁ ଆସି ଏଠାରେ ବ୍ୟବସାୟ କରି ବେଶ…
ବର୍ଷବର୍ଷ ଧରି ବାରଣ୍ଡାରେ ପଢୁଛନ୍ତି ୨ ଶ୍ରେଣୀର ଛାତ୍ରୀଛାତ୍ର
ଝରିଗାଁ, ୨୧।୧(ସ୍ବ.ପ୍ର.) – ଗ୍ରାମାଞ୍ଚଳରେ ଗୁଣାତ୍ମକ ଶିକ୍ଷା ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ଏହାର ସଫଳ ରୂପାୟନ ହୋଇପାରୁନି କେଉଁଠି ପିଲାଙ୍କ ତୁଳନାରେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନାହାନ୍ତି। ସେହିଭଳି ଶ୍ରେଣୀଗୃହ ଅଭାବରୁ ଗୋଟିଏ…
ପ୍ରଶାସନ ଉଦାସୀନତାର ପ୍ରତିବାଦ:ସୁକୁମାରେ ମିିଶିବାକୁ ଯାଉଥିଲେ ଗ୍ରାମବାସୀ
ମାଲକାନଗିରି,୨୧।୧ (ଡି.ଏନ୍.ଏ.) ମାଲକାନଗିରି ଜିଲା ସଦର ବ୍ଲକ ମାଟାପାକା ପଞ୍ଚାୟତ କତାମାଟେରୁ ଗ୍ରାମର ୧୫୦ ଆଦିବାସୀ ପରିବାର ନିଜ ପୂର୍ବ ନିଷ୍ପତ୍ତି ଅନୁସାରେ ସୋମବାର ସୁକୁମାରେ ମିଶିବା ଲାଗି ସୁକୁମା ଜିଲାପାଳଙ୍କୁ ଭେଟିବାକୁ ଯାଉଥିଲେ। ଗତ ୧୩ରେ ଗ୍ରାମର ବିଭିନ୍ନ ସମସ୍ୟାକୁ…
ପାଟରପଦା ସରପଞ୍ଚ ବହିଷ୍କୃତ
ପରଜଙ୍ଗ, ୨୧।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତି ଅଭିଯୋଗ ଘଟଣାରେ ବହିଷ୍କୃତ ହୋଇଛନ୍ତି ସରପଞ୍ଚ ଦୁଃଶାସନ ବିଶ୍ୱାଳ। ସରପଞ୍ଚଙ୍କ ବହିଷ୍କାର ସମ୍ପର୍କରେ ଫୋନ୍ ଯୋଗେ ଉଚ୍ଚ କର୍ତ୍ତୃପକ୍ଷଙ୍କ ତରଫରୁ ସୂଚିତ କରାଯାଇଥିବା…
ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍
ଅନୁଗୋଳ ଅଫିସ, ୨୧।୧ ଅନୁଗୋଳ ଜିଲା ରେଙ୍ଗାଳି ଥାନା ଅଞ୍ଚଳରେ ୨୦୧୩ର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ସୋମବାର ଅନୁଗୋଳ ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍ ପ୍ରଭାକର ଗଣ୍ଠିଆ ଅଭିଯୁକ୍ତ ପ୍ରଶାନ୍ତ ସାମଲଙ୍କୁ…
ଫେବୃୟାରୀ ୨୧ରେ କପିଳାସ ଜାଗରଯାତ୍ରା
ଢେଙ୍କାନାଳ ଅଫିସ, ୨୧।୧ କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ପ୍ରସିଦ୍ଧ ଜାଗରଯାତ୍ରା ଫେବୃୟାରୀ ୨୧ରେ ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ କରିବାକୁ ସୋମବାର ଅପରାହ୍ନ ସାଢ଼େ ୩ଟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।…
ପଥର ବ୍ଲାଷ୍ଟିଂକୁ ନେଇ ତେଜିଲା ଅସନ୍ତୋଷ
କାମାକ୍ଷାନଗର, ୨୧।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଝିଲ୍ଲୀ ଗ୍ରାମରେ ପଥର ବ୍ଲାଷ୍ଟିଂକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଗତ ରବିବାର ଅଞ୍ଚଳର ଶତାଧିକ ମହିଳା କ୍ରଶର ଆଗରେ ଧାରଣାରେ ବସିଥିଲେ। ସମସ୍ୟା ସମାଧାନ ଦାବିରେ ସୋମବାର…
ମୌଳିକ ସୁବିଧା ଅପହଞ୍ଚ
ଛେଣ୍ଡିପଦା,୨୧।୧(ସ୍ବ.ପ୍ର.) ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା ଛେଣ୍ଡିପଦା ବ୍ଲକର ବଡ଼ମୂଳ ଗ୍ରାମବାସୀଙ୍କୁ ମୌଳିକ ସୁବିଧା ଏଯାଏ ମିଳିନାହିଁ। ବିଶେଷକରି ଗଁ। କୁ ସଂଯୋଗ କରୁଥିବା ମାଟିରାସ୍ତାକୁ ସବୁଦିନିଆ ରାସ୍ତାରେ ପରିଣତ କରିବା ପାଇଁ ବାରମ୍ବାର ଦାବି କରାଯାଉଥିଲେ ବି…
ସଞ୍ଚୟ ଦିଦିଙ୍କ ଠିକଣା ମହାନଦୀ ପଠା
ଅନୁଗୋଳ ସହର,୨୧।୧ ହାତ ଗଣତି କେତେଜଣଙ୍କୁ ବାଦ୍ ଦେଲେ ବାକି ପ୍ରାୟତଃ ମୂଲିଆ ଶ୍ରେଣୀର ଲୋକ। କେଉଁଠି କିଛି ମୂଲ ଲାଗିଲେ ସେମାନଙ୍କ ହାତକୁ ଆସେ ଦୁଇପଇସା। ସେଥିରୁ ପରିବାରର ପେଟ ପାଇଁ ରଖି ଅଳ୍ପ ସଞ୍ଚୟ କରିବାକୁ ଇଚ୍ଛା ଥିଲେ…
ନାରୀଙ୍କ ଉଦାହରଣ ସାଜିଛନ୍ତି ସୁମିତ୍ରା
ବ୍ରହ୍ମପୁର ଅଫିସ,୨୧ା୧-ରେଶମନଗରୀ ମହିଳାମାନେ ସର୍ବଦା ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଥାନ୍ତି ା ଅନ୍ୟ ଉପରେ ନିର୍ଭର ନ କରି ନିଜେ ସ୍ବାବଲମ୍ବୀ ହୋଇ ପରିବାର ସମ୍ଭାଳୁଛନ୍ତି ସୁମିତ୍ରା ପାତ୍ର। ବ୍ରହ୍ମପୁର ଗେଟବଜାରସ୍ଥିତ ବିଲସାହିର ସୁମିତ୍ରା ଅନ୍ୟ ନାରୀଙ୍କ ପାଇଁ ଉଦାହରଣ…
ହୁମ୍ମା ଶୁଖୁଆ ହାଟରେ ମହିଳା ବ୍ୟବସାୟୀଙ୍କୁ ଶୋଷଣ
ଛତ୍ରପୁର,୨୧ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ହୁମ୍ମା ଶୁଖୁଆ ହାଟରେ ବ୍ୟବସାୟୀମାନଙ୍କୁ ପାନୁ ଆଦାୟ ନଁାରେ ଶୋଷଣ କରାଯାଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କଲେ ଧମକ ଚମକଠାରୁ ଆରମ୍ଭ କରି ଶୁଖୁଆ କୁଣ୍ଡି ଫିଙ୍ଗି ଦିଆଯାଇଛି ା ଏପରିକି ୧୨ ତାରିଖରେ ଜଣେ ମହିଳାଙ୍କ…
ଶିକ୍ଷାବିତ୍ ତାରାପ୍ରସାଦ ମହାପାତ୍ରଙ୍କ ପରଲୋକ
ବ୍ରହ୍ମପୁର ଅଫିସ,୨୧।୧: ବରିଷ୍ଠ ଶିକ୍ଷାବିତ୍ ତଥା ସ୍ବର୍ଗତ ପଣ୍ଡିତ ବାଇକୋଳି ମହାପାତ୍ର(ଜ୍ୟୋତିଷ ବିଶାରଦ)ଙ୍କ ପୁତ୍ର ତାରାପ୍ରସାଦ ମହାପାତ୍ରଙ୍କ(୮୫)ର ସୋମବାର ପରଲୋକ ଘଟିଛି। ସ୍ବର୍ଗତ ମହାପାତ୍ର ଖଲ୍ଲିକୋଟର ରାମଚନ୍ଦ୍ର ବିଜ୍ଞାନ ମହାବିଦ୍ୟାଳୟ, ବ୍ରହ୍ମପୁର ସିଟି କଲେଜ, ବୀରମିତ୍ରପୁର ମହାବିଦ୍ୟାଳୟ ଏବଂ ଗୁଣପୁର ମହାବିଦ୍ୟାଳୟରେ…
Archives


