ରାଜ୍ୟ

ଓଡ଼ିଶାରୁ ସର୍ବାଧିକ କୋଇଲା ସେସ୍‌ ସଂଗୃହୀତ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଖଣି ଥିବା ରାଜ୍ୟରୁ ସ୍ବତନ୍ତ୍ର ଟିକସ ଆଦାୟ ହୋଇଥାଏ। ଏହି ଟିକସ ଦେଶର ଅର୍ଥନୀତିକୁ ସମୃଦ୍ଧ କରିଥାଏ। ହେଲେ ଖଣି ଥିବା ରାଜ୍ୟର ସେପରି ଉନ୍ନତି ହେଉଥିବା ମନେ ହେଉ ନାହିଁ। ଓଡ଼ିଶାରୁ ପ୍ରତିବର୍ଷ ବହୁ ପରିମାଣରେ କୋଇଲା ସେସ୍‌…

୧ ଲକ୍ଷ ଶିଶୁଙ୍କୁ ପୋଲିଓ ପ୍ରତିଷେଧକ

ଅନୁଗୋଳ ଅଫିସ, ୨୦।୧: ଅନୁଗୋଳ ଜିଲାରେ ରବିବାରଠାରୁ ପଲ୍‌ସ ପୋଲିଓ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ୩ ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମର ପ୍ରଥମ ଦିନରେ ଜିଲାରେ ମୋଟ୍‌ ୧ ଲକ୍ଷ ୨ ହଜାର ୬୫୦ ଜଣ ଶିଶୁଙ୍କୁ ପୋଲିଓ ପ୍ରତିଷେଧକ…

ଫିରିଙ୍ଗିଆରେ ଯବାନ-ମାଓବାଦୀ ଗୁଳି ବିିନିମୟ: ଖସି ଗଲେ ମାଓବାଦୀ ନେତା ମମତା, ସୁକ୍ରୁ, ବଣ୍ଟି

ଫୁଲବାଣୀ ଅଫିସ, ୨୦ା୧- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ଅଞ୍ଚଳରେ ମାଓବାଦୀମାନେ ସକ୍ରିୟ ରହିଛନ୍ତି। ଅଡନସୁଗା, ସାଉଲପଡା-ଲଦାପଦର ରାସ୍ତା ଓଡାବାଲି ଜଙ୍ଗଲରେ ଏସ୍‌ଓଜି ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଶୁକ୍ରବାର ସକାଳେ ଓ ସନ୍ଧ୍ୟାରେ ଦୁଇଥର ଗୁଳି ବିନିମୟ ହୋଇଥିଲା।…

ଚିଲିକାରେ ଗଣା ହେଲେ ଡଲଫିନ୍‌

ବ୍ରହ୍ମଗିରି,୨୦।୧(ଡି.ଏନ.ଏ): ଚଳିତବର୍ଷ ଚିଲିକାର ବାହ୍ୟନାଳି ଅଞ୍ଚଳରେ ରବିବାର ଡଲ୍‌ଫିନ ଗଣନା କରାଯାଇଛି। ବନ ବିଭାଗ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ, ଡବ୍ଲୁଡବ୍ଲୁଏଫ, ଓୟୁଏଟିର ଫରେଷ୍ଟ ବିଭାଗର ଛାତ୍ର, ଆଞ୍ଚଳିକ ମୋଟରବୋଟ ସଂଘର କର୍ମଚାରୀ, ସ୍ବେଚ୍ଛାସେବୀ ସଂଗଠନର ମିଳିତ ଉଦ୍ୟମରେ ଏହି ଗଣନା କାର୍ଯ୍ୟ…

କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପକୁ ନେଇ ଏନ୍‌ଜିଟିରେ ମାମଲା: ତଦନ୍ତ ରିପୋର୍ଟ ମାଗିଲେ ଟ୍ରିବ୍ୟୁନାଲ

କଟକ ଅଫିସ,୨୦।୧: କୋରାପୁଟ ଜିଲା ଡୁମୋଜୋରି ନିକଟରେ ନିର୍ମାଣ ଚାଲିଥିବା କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପକୁ ନେଇ ଏନ୍‌ଜିଟିରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍‌ଜିଟିଙ୍କ ପକ୍ଷରୁ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟକୁ ୩ ସପ୍ତାହ ମଧ୍ୟରେ…

ଶ୍ରୀଲଙ୍କାରେ ଫସିଥିବା ୧୧ ଓଡ଼ିଆ ଶ୍ରମିକ ଉଦ୍ଧାର

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଶ୍ରୀଲଙ୍କାରେ ଫସିଥିବା ୧୧ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଏହି ଶ୍ରମିକମାନେ କାମ ଆଶାରେ ଠିକା ସଂସ୍ଥା ଦ୍ୱାରା ଶ୍ରୀଲଙ୍କା ଯାଇଥିଲେ। ସେଠାରେ ଦୈନିକ ୧୪ରୁ ୧୫ ଘଣ୍ଟା କାମ କରିବା ସହ ନିମ୍ନମାନର ଖାଦ୍ୟ ଗ୍ରହଣ କରୁଥିଲେ। ସ୍ବାସ୍ଥ୍ୟହାନି…

ମୁଣ୍ଡାରୀ ସମ୍ପ୍ରଦାୟର ବୁରୁବଙ୍ଗା ମହୋତ୍ସବ

ବଡ଼ସାହି,୨୦ା୧(ସ୍ବ.ପ୍ର)-ବଡସାହି ପଞ୍ଚାୟତ କେନ୍ଦୁଆସାହି ବିର୍ସା ମଇଦାନରେ ବୁରୁବଙ୍ଗା ସାସାଂକିର୍‌ କମିଟି ଓ ବୁରୁବଙ୍ଗା ଯୁବକ ସଂଘ ଆନୁକୂଲ୍ୟରେ ମୁଣ୍ଡାରୀ ସମ୍ପ୍ରଦାୟ ତରଫରୁ ୬ଷ୍ଠ ବାର୍ଷିକ ‘ବୁରୁବଙ୍ଗା ମହୋତ୍ସବ’ ଶନିବାର ଆରମ୍ଭ ହୋଇଛି। ପ୍ରାରମ୍ଭରେ ମୁଣ୍ଡାରୀ ସମ୍ପ୍ରଦାୟର ପାହାନ୍‌ ଗମ୍‌କେ(ପୁରୋହିତ) ବସନ୍ତ କୁମାର…

ଆରମ୍ଭ ହେଲା ଇ-ଚେକ୍‌ଗେଟ୍‌ ବ୍ୟବସ୍ଥା: ବେପରୁଆ ଗାଡ଼ି ଚାଳକଙ୍କୁ ଧରାଇବେ ଲୋକେ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ମୋବାଇଲ୍‌ ଫୋନ୍‌ ଆପ୍ଲିକେଶନ (ଆପ୍‌) ମାଧ୍ୟମରେ ବେପରୁଆ ଗାଡ଼ି ଚାଳକଙ୍କୁ ଧରାଇବେ ସାଧାରଣ ଲୋକେ। ଏଥିପାଇଁ ପ୍ରଚଳନ ହେବ ସିଟିଜେନ ରିପୋର୍ଟିଂ ଆପ୍‌। ଲୋକେ ବେପରୁଆ ଗାଡ଼ିଚାଳକଙ୍କ ଫଟୋ ଉଠାଇ ଉକ୍ତ ଆପ୍‌ ଜରିଆରେ ପଠାଇବେ। ଆବଶ୍ୟକ ଯାଞ୍ଚ ପରେ…

ଭୁବନେଶ୍ୱରରୁ ସୁରଟକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ବହୁଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। ସୋମବାର ସକାଳ ୮.୪୦ମିନିଟ୍‌ରୁ ଏୟାର ଇଣ୍ଡିଆର ଏ୩୨୧ ବିମାନ  ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୮୧ ଜଣ ଯାତ୍ରୀଙ୍କୁ ନେଇ ସୁରଟକୁ ସିଧାସଳଖ  ଉଡ଼ାଣ ଆରମ୍ଭ କରିଛି। ମାତ୍ର ଦୁଇଘଣ୍ଟାରେ ଏହା…

ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ: ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଲୋକପ୍ରିୟ ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ରବିବାର ପରଲୋକ ଘଟିଛି । ସୁନନ୍ଦାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ଦେହାନ୍ତ ସମ୍ପର୍କରେ ଜାଣି ସେ ଦୁଃଖିତ ଥିବା ଟୁଇଟ୍‌ କରିଛନ୍ତି। ଶାସ୍ତ୍ରୀୟ…

ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଲୋକପ୍ରିୟ ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ୮୫ ବର୍ଷ ବୟସରେ ରବିବାର ପରଲୋକ ଘଟିଛି । ଅସୁସ୍ଥତା ଯୋଗୁ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିବା ସୁନନ୍ଦା କୋଲକାତାର ଏକ ଘରୋଇ ହସ୍ପିଟାଲରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ପ୍ରଖ୍ୟାତ କବି ବୈକୁଣ୍ଠ…

ପୋଲିସ ସମ୍ମୁଖରେ ପଞ୍ଜାବୀ ଯୁବକଙ୍କୁ ଆକ୍ରମଣ ଘଟଣା: ୩୦୭ ଦଫା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେବେ ପରବିନ୍ଦର

ଭୁବନେଶ୍ୱର,୧୯।୧(ବ୍ୟୁରୋ)- ପଞ୍ଜାବୀ ଯୁବକ ପରବିନ୍ଦର ସିଂ ପାଲ୍‌ଙ୍କୁ ପୋଲିସ ସମ୍ମୁଖରେ ସଂଘବଦ୍ଧ ଆକ୍ରମଣ ଘଟଣାକୁ ନେଇ ସମାଲୋଚନାର ଶିକାର ହୋଇଛି କମିଶନରେଟ ପୋଲିସ। କୋହଳ ଦଫା ଲଗାଯିବାରୁ ଗିରଫ ୩ ଅଭିଯୁକ୍ତ ଦୀପକ ଜେନା, ଶଙ୍କର ରାଉତ ଓ ଦୀପକ ମହାନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri