ପୁରୁଣା ଲିଙ୍ଗରାଜ ମାର୍କେଟ କମ୍ପ୍ଲେକ୍ସ ଭାଙ୍ଗିବ ପ୍ରଶାସନ
ପୁରୁଣା ଭୁବନେଶ୍ୱର,୨୯।୧୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉନ୍ନତୀକରଣ ତଥା ମନ୍ଦିର ଆୟ ବୃଦ୍ଧି ନେଇ ପର୍ଯ୍ୟଟନ ବିଭାଗ, ବିଏମସି ଓ ଦେବୋତ୍ତର ବିଭାଗ ମିଳିତ ପ୍ରୟାସରେ ନିର୍ମାଣାଧୀନ ନୂତନ ମାର୍କେଟ କମ୍ପ୍ଲେକ୍ସ ଦୋକାନ ଗୃହ ଆବଣ୍ଟନ ପ୍ରାୟତଃ ଶେଷ ହୋଇଛି। ଗୋଟିଏ…
ରାଜଧାନୀରେ ଜମି ମାଫିଆଙ୍କ ଗୁଣ୍ଡାରାଜ: ବନ୍ଧୁକ ଦେଖାଇ ମାଡ଼ମାରି ନେଲେ ଦସ୍ତଖତ
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରାଜଧାନୀରେ ଜମି ମାଫିଆ ଓ ଦଲାଲଙ୍କ ଗୁଣ୍ଡାଗିରି ଦିନକୁ ଦିନ ବଢ଼ି ଚାଲିଛି। ବନ୍ଧୁକ ଓ ବିଭିନ୍ନ ମାରଣାସ୍ତ୍ର ଦେଖାଇ ଲୋକଙ୍କ ଜମି କବ୍ଜା କରୁଛନ୍ତି। ମଞ୍ଚେଶ୍ୱର ଥାନା ଅଞ୍ଚଳରେ ରହୁଥିବା ଜଣେ ଜମି ମାଲିକଙ୍କୁ ଜମି ମାଫିଆମାନେ ଉଠାଇ…
ରାଜ୍ୟରେ ୨୩ ଶହ କି.ମି. କେନାଲ ରାସ୍ତା ନିର୍ମାଣ ହେବ: ଖର୍ଚ୍ଚ ହେବ ୯ଶହ କୋଟି
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଆର୍ସିଆର୍ ପ୍ରୋଜେକ୍ଟ ଅଧୀନରେ ରାଜ୍ୟରେ ୨୩ଶହ କିମି କେନାଲ ରାସ୍ତା ନିର୍ମାଣ ହେବ। ଏଥିପାଇଁ ୯ଶହ କୋଟି ଟଙ୍କା ଖର୍ଚ୍ଚ ହେବ। କ୍ୟାବିନେଟ ଅନୁମୋଦନ ପରେ ଏହି ଯୋଜନା କାର୍ଯ୍ୟକାରୀ ହେବ। ଗୁରୁବାର ବିଧାନସଭା ପ୍ରଶ୍ନୋତ୍ତର ବେଳେ ଏହି ସୂଚନା…
୧ରୁ କୋଣାର୍କ ମହୋତ୍ସବ ଆରମ୍ଭ
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବର୍ଷକର ପ୍ରତୀକ୍ଷା ପରେ କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ ଡିସେମ୍ବର ୧ରୁ ଆରମ୍ଭ ହେବ କୋଣାର୍କ ମହୋତ୍ସବ। ୫ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବରେ ଚଳିତବର୍ଷ ୫ ଶାସ୍ତ୍ରୀୟ ନୃତ୍ୟର ସମାହାର ଦେଖିବାକୁ ମିଳିବ। ଓଡ଼ିିଶୀ ନୃତ୍ୟ ସହ ଭାରତନାଟ୍ୟମ୍,…
ସିଏଜିି ରିପୋର୍ଟ: ୧୬,୩୯୧ କୋଟିର ୟୁସି ଦେଇ ନାହାନ୍ତି ସରକାରୀ ବିଭାଗ
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରାଜ୍ୟର ଆର୍ଥିକ ସ୍ଥିତି ଭଲ ରହିଛି। ବିତ୍ତୀୟ ପରିଚାଳନା ଠିକ ଢଙ୍ଗରେ କରାଯାଉଛି। ଟିକସ ଆଦାୟ ବଢ଼ିଛି। ରାଜସ୍ବ ପୂର୍ବ ବର୍ଷ ତୁଳନାରେ ସନ୍ତୋଷଜନକ ରହିଛି। ତେବେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ କେନ୍ଦ୍ରରୁ ପାଇଥିବା ଅନୁଦାନର ବିନିଯୋଗ ପ୍ରମାଣ…
ବଲାଙ୍ଗୀର ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଗତ ଅଗଷ୍ଟ ୧୩ ଏବଂ ୧୪ ତାରିଖରେ ବଲାଙ୍ଗୀର ଜିଲାର ସମସ୍ତ ବ୍ଲକରେ ପ୍ରବଳ ବୃଷ୍ଟିପାତ ହୋଇଥିଲା। ବଲାଙ୍ଗୀର ବ୍ଲକରେ ୧୪ ତାରିଖରେ ୫୫୦ମି.ମି. ବର୍ଷା ହୋଇଥିଲା। ସେହିପରି ୧୩ତାରିଖରେ ଗୁଡ୍ଭେଲା ବ୍ଲକରେ ୪୧୪ ମି.ମି. ବର୍ଷା ହୋଇଥିବାର ରେକର୍ଡ…
ହକି ସମ୍ପର୍କିତ ସଂକଳ୍ପକୁ ସମର୍ଥନ: ମୁଖ୍ୟମନ୍ତ୍ରୀଙ୍କୁ ସବୁ ଦଳ ସଦସ୍ୟଙ୍କ ପ୍ରଶଂସା
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ୨୦୨୩ରେ ରାଜ୍ୟରେ ଦ୍ୱିତୀୟ ଥର ଲାଗି ହକି ବିଶ୍ୱକପ୍ ଅନୁଷ୍ଠିତ ହେବ। ଏହାର ସଫଳତା କାମନା କରି ବିଧାନସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏକ ସଂକଳ୍ପ ଆଣିଥିଲେ। ଏହି ଅବସରରେ ନରସିଂହ କହିଛନ୍ତି, ହକି ହେଉଛି…
ଜିଲା ପରିଷଦ, ସମିତି ସଭ୍ୟ, ସରପଞ୍ଚ ଉପନିର୍ବାଚନ: ୪ ଜିଲା ପରିଷଦ ଅକ୍ତିଆର କଲା ବିଜେଡି
ଭୁବନେଶ୍ୱର,୨୯-୧୧(ବ୍ୟୁରୋ):ରାଜ୍ୟର ବିଭିନ୍ନ ଜିଲାରେ ଖାଲିପଡ଼ିଥିବା ୪ ଜିଲାପରିଷଦ ଆସନ, ୨୧ ସମିତି ସଭ୍ୟ, ୧୭ ସରପଞ୍ଚ ଓ ୩୦୩ ଓ୍ବାର୍ଡମେମ୍ବର ପଦ ପାଇଁ ବୁଧବାର ହୋଇଥିବା ଉପନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ସମସ୍ତ ୪ ଜିଲା ପରିଷଦ ଜୋନ୍ରେ ବିଜେଡି…
ଆଗୁଆ ସରିଲା ଶୀତ ଅଧିବେଶନ
ଭୁବନେଶ୍ୱର,୨୯-୧୧(ବ୍ୟୁରୋ):ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଆଗୁଆ ଶେଷ ହୋଇଛି। ସରକାରଙ୍କ ଆଉ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ କିମ୍ବା ବିଲ୍ ନ ଥିବାରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ ଘୋଷଣା କରିଛନ୍ତି। ଏହାକୁ ବିରୋଧ କରି…
କର୍ମୀଙ୍କ ପିଣ୍ଡାରେ ଚାଲିଛି ଅଙ୍ଗନୱାଡି
ଚମ୍ପୁଆ, ୨୯ା୧୧(ଡି.ଏନ.ଏ)- ସରକାରଙ୍କ ପକ୍ଷରୁ ପ୍ରାକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ସମସ୍ତ ସୁବିଧା ସୁଯୋଗ ସୃଷ୍ଟି କରାଯାଇ ଅଙ୍ଗନୱାଡି ମାଧ୍ୟମରେ ଶିଶୁ ମାନଙ୍କୁ ପୁଷ୍ଟିକର ଖାଦ୍ୟ, ପୋଷାକ ପତ୍ର ଓ ପ୍ରାକ ଶିକ୍ଷା ପ୍ରଦାନ କରାଯାଉଥିବା ବେଳେ ଏହାର ବିପରୀତ ପ୍ରତିବିମ୍ବ…
ଅସୁରକ୍ଷିତ ବାହାବଳପୁର ଜେଟି
ରୂପ୍ସା, ୨୯।୧୧-ଶତାଧିକ ମତ୍ସ୍ୟଜୀବୀଙ୍କୁ ଦାନାପାଣି ଯୋଗାଉଥିବା ବାହାବଳପୁର ମାଛଧରା ଜେଟି ଦିନକୁ ଦିନ ସ୍ଥିତି ହରାଇବାକୁ ବସିଛି। ଜଳକା ନଦୀର ଶାଖା ନାଳ ସଂଲଗ୍ନ ମୁହାଣରେ ଥିବା ଜେଟିଠାରୁ ସମୁଦ୍ରର ଦୂରତା ପ୍ରାୟ ୨ କି.ମି. ହେବ। ଏହା ନିକଟରେ ରହିଛି…
‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କଲେ ଅନ୍ତରୀଣ ଡିଜିପି: ୯୦ ପ୍ରତିଶତରୁ ଉର୍ଦ୍ଧ୍ୱ ଅଭିଯୋଗକାରୀ ସନ୍ତୁଷ୍ଟ
ଭୁବନେଶ୍ୱର, ୨୮ା୧୧(ବ୍ୟୁରୋ)-‘ହ୍ୟାଲୋ ମୁଁ ଡିଜିପି ସତ୍ୟଜିତ ମହାନ୍ତି କହୁଛି। ଆପଣ ଥାନାକୁ ଯାଇ ଅଭିଯୋଗ କରିଥିଲେ, ପୋଲିସ ଠିକ୍ କାର୍ଯ୍ୟାନୁଷ୍ଠାନ ନେଇଛି କି? ଥାନା ଅଧିକାରୀ ଓ କର୍ମଚାରୀଙ୍କ ବ୍ୟବହାର ଆପଣଙ୍କ ପ୍ରତି କିଭଳି ଥିଲା? ପୋଲିସର କାର୍ଯ୍ୟ ଉପରେ ଆପଣ…
Archives


