ରାଜ୍ୟ

ବିଜେଡିକୁ ଫେରିବାକୁ ମନ ବଳାଇଲେଣି ଦାମ: କହିଲେ ‘ଦଳରେ ରହିବାକୁ ଚାହେଁ, ହେଲେ ପଦପଦବୀ ନେବି ନାହିଁ ନା ନିର୍ବାଚନ ଲଢ଼ିବି’

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଜେଡି ଫେରିବାକୁ ମନ ବଳାଇଲେଣି ବରିଷ୍ଠ ନେତା ଡା. ଦାମୋଦର ରାଉତ। ବୁଧବାର ସେ ଖୋଲାଖୋଲି ନିଜ ମନକଥା କହିଛନ୍ତି। ସାମ୍ବାଦିକଙ୍କ ସହ ଆଲୋଚନା ସମୟରେ ଦାମ କହିଛନ୍ତି, ବିଜେଡି ମୋତେ ବହିଷ୍କାର କଲା ପରେ ଭାଜପା ପ୍ରଲୋଭିତ କରି…

କେୟାର ହସ୍ପିଟାଲ ମାଲିକ ପାକିସ୍ତାନୀ ବୋଲି ଅଭିଯୋଗ ଆଣିଲେ ବିରୋଧୀ: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଧାନସଭା ଶୂନ୍ୟକାଳରେ କେୟାର ହସ୍ପିଟାଲକୁ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ପ୍ରଶ୍ନ କରିବା ସହ ମାଲିକାନାକୁ ନେଇ ଅଭିଯୋଗ ଆଣିଥିଲେ। ଏହାକୁ ନେଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ମନ୍ତ୍ରୀ କହିଛନ୍ତି, ‘ବିରୋଧୀଙ୍କ ଅଭିଯୋଗ…

ସଂସ୍କୃତି ମନ୍ତ୍ରୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଛି କଂଗ୍ରେସ। ସେ ମନ୍ତ୍ରୀପଦର ଅପବ୍ୟବହାର କରିଥିବା ନେଇ ବୁଧବାର କଂଗ୍ରେସ ଭବନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ନେତା ସତ୍ୟପ୍ରକାଶ ନାୟକ ପାଣିଗ୍ରାହୀ ଅଭିଯୋଗ ଆଣିଛନ୍ତି। ସତ୍ୟପ୍ରକାଶଙ୍କ ଅଭିଯୋଗ…

ପ୍ରେମରେ ବିଫଳ ହେବା ପରେ ଲାଇଭ ଭିଡିଓ କରି ଛାତ୍ରଙ୍କ ଆତ୍ମହତ୍ୟା

ପୁରୀ ଅଫିସ,୨୭।୧୧: ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ (ଆରଏସ୍‌ଏସ୍‌)ର ପେଣ୍ଟକଟା ସ୍ଥିତ ବାଲ୍ମିକୀ ଛାତ୍ରାବାସରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ବୁଧବାର ଉଦ୍ଧାର କରାଯାଇଛି। ମୃତ ଛାତ୍ର ହେଲେ ପାକଶାସ୍ତ୍ରୀ ପ୍ରଥମ ବର୍ଷ ଛାତ୍ର ଆଶିଷ କୁମାର ଷଡଙ୍ଗୀ(୧୬)। ତାଙ୍କ ଘର କଟକ…

ପ୍ରେମିକଙ୍କ ବିବାହ ଅନ୍ୟତ୍ର ଠିକ ହେବାକୁ ନେଇ ପ୍ରେମିକାଙ୍କ ଷଡଯନ୍ତ୍ର: ଘର ନିକଟକୁ ଡାକି କଲେ ଏସିଡ୍‍ ମାଡ

କଟକ ଅଫିସ,୨୭।୧୧- ଜଗତପୁର ଥାନା ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ପ୍ରେମରେ ବିଫଳ ହେବା ପରେ ପ୍ରେମିକା ପ୍ରତିଶୋଧ ପରାୟଣ ହୋଇ ପ୍ରେମିକଙ୍କ ମୁହଁରେ ଏସିଡ୍‌ ପକାଇଛନ୍ତି । ଏଥିରେ ଯୁବକଜଣଙ୍କ ଗୁରୁତର ଆହତ…

ପଦାଧିକାରୀ ହେଲେ ହେଁ ଜୀବନଯାପନ ସାଧାରଣ: ପନିପରିବା ଚାଷ କରନ୍ତି ଛେଣ୍ଡିପଦା ବିଡିଓ

ଛେଣ୍ଡିପଦା,୨୭।୧୧(ସ୍ବ.ପ୍ର.): ଅଧିକାରୀମାନେ ପଦପଦବୀ ମଣ୍ଡନ କରିବା ପରେ ସେମାନଙ୍କର ପ୍ରାୟ ଅଧିକାଂଶ କାର୍ଯ୍ୟ ଅର୍ଡର୍ଲିମାନେ କରିଥାନ୍ତି। ଯେମିତିକି ବଜାରରୁ ପରିବା ଆଣିବା, ଗ୍ରୋସରି ଆଣିବା, ବଗିଚାରେ ପାଣି ଦେବା, ଫୁଲଗଛ ଲଗାଇବା, ବଗିଚାର ଯତ୍ନ ନେବା ଇତ୍ୟାଦି। ହେଲେ ଏହିଭଳି ଅର୍ଡର…

ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଠିକା କର୍ମଚାରୀଙ୍କ ଧାରଣା: ପୁରୀ ମେଡିକାଲରେ ଅଚଳାବସ୍ଥା ଜାରି

ପୁରୀ ଅଫିସ,୨୭।୧୧: ୮ ମାସର ବକେୟା ଦରମା ପ୍ରଦାନ ଦାବିରେ ମେଡିକାଲ ଠିକା କର୍ମଚାରୀ ସଂଘ ପକ୍ଷରୁ ବୁଧବାର ମେଡିକାଲ ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ତଳେ ଅନିଦ୍ଧିଷ୍ଟ କାଳ ପାଇଁ ଧାରଣା ଦିଆଯାଇଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ…

ଗଞ୍ଜାମ ବସ୍‌ ବନ୍ଦ: ୫ ରୁ୍‌ଟ୍‌ରେ ଯାତ୍ରୀଙ୍କ ପାଇଁ ପ୍ରଶାସନର ସ୍ବତନ୍ତ୍ର ବସ୍‌

ବ୍ରହ୍ମପୁର ଅଫିସ, ୨୭।୧୧-ହଲଦିଆପଦର ବସଷ୍ଟାଣ୍ଡରୁ ଘରୋଇ ବସ୍‌ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ବସ୍‌ ମାଲିକ ସଂଘ ବନ୍ଦ ଡାକରା ଦେଇଥିବାବେଳେ ପ୍ରଶାସନ ଏହାର ମୁକାବିଲା ତଥା ଯାତ୍ରୀଙ୍କ ସୁବିଧା ପାଇଁ ସୱତନ୍ତ୍ର ବସ୍‌ର ବ୍ୟବସ୍ଥା କରିଛି। ହଲାଦିଅପଦରରୁ…

ଦ୍ୱିତୀୟ ଦିନରେ ଘରୋଇ ବସ ମାଲିକ ସଂଘର ବନ୍ଦ ପାଳନ: ହନ୍ତସନ୍ତ ଯାତ୍ରୀ

ବ୍ରହ୍ମପୁର ଅଫିସ,୨୭।୧୧-ହଲାଦିଆପଦରରୁ ଘରୋଇବସ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ଗଞ୍ଜାମ ଜିଲା ଘରୋଇ ବସ ମାଲିକ ସଂଘର ବନ୍ଦ ଡାକରା ବୁଧବାର ଦିତୀୟ ଦିନରେ ପହଞ୍ଚିଛି। ବସ୍‌ ବନ୍ଦ ଯୋଗୁ ଯାତ୍ରୀମାନଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ରଣପୁର, ୨୭।୧୧(ସ୍ବ.ପ୍ର): ନୟାଗଡ ଜିଲା ରଣପୁର ବ୍ଲକ ଚାନ୍ଦପୁର ଥାନା କେରଣ୍ଡାଟାଙ୍ଗିି ପଞ୍ଚାୟତ ମୁକ୍ତାପୁର ପାତାଳେଶ୍ୱର ମନ୍ଦିର ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଟାଙ୍ଗି ଥାନା ଭଜାଗଡ ଗାଁର ଜଣେ…

ତଦନ୍ତକୁ ଦିଗହରା କରିବାକୁ ବି.କେ.ଙ୍କୁ ହଟାଗଲା: ଭାଜପା

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟରେ ବଳାତ୍କାର ବଢ଼ିବାରେ ଲାଗିଛି। ଚଳିତବର୍ଷ ପ୍ରଥମ ୬ ମାସ ମଧ୍ୟରେ ମୋଟ ୧୧୪୯ ଜଣ ବଳାତ୍କାରର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦୪ ଜଣ ନାବାଳିକା ଅଛନ୍ତି ବୋଲି ଭାଜପା ଅଭିଯୋଗ କରିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ମଙ୍ଗଳବାର…

ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ

ନିମାପଡ଼ା,୨୭-୧୧(ଡି.ଏନ୍‌.ଏ.):ନିମାପଡ଼ା ଏନ୍‌ଏସି ଅନ୍ତର୍ଗତ ୧୧ନଂ. ଓ୍ବାର୍ଡ ଅଞ୍ଚଳରେ ମଙ୍ଗଳବାର ଜଣେ ମହିଳା ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ ହୋଇଥିବା ଜଣାପଡିଛି। ସେ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ତାଙ୍କ ପୁଅ ଓ କେତେଜଣ ଗ୍ରାମବାସୀ କହିଛନ୍ତି। ଫଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri