ଦାୟିତ୍ୱ ଗ୍ରହଣ କଲେ ଅଗ୍ନିଶମ, ହୋମ୍ଗାର୍ଡ ଆଇଜି ଅସିତ୍ ପାଣିଗ୍ରାହୀ
କଟକ ଅଫିସ, ୨୭।୮: ଅଗ୍ନିଶମ ଓ ହୋମ୍ଗାର୍ଡ ନୁତନ ଆଇଜି ଭାବେ ଅସିତ୍ ପାଣିଗ୍ରାହୀ ସୋମବାର ଅଗ୍ନିଶମ ମୁଖ୍ୟ କାର୍ଯ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଏହି ପଦବୀରେ କାର୍ଯ୍ୟରତ ଥିବା ରାଜେଶ କୁମାର ତାଙ୍କୁ ବିଧିବଦ୍ଧ ଭାବେ ଦାୟିତ୍ୱ...
ରବୀନ୍ଦ୍ରମଣ୍ଡପ-ବିମାନବନ୍ଦର ରାସ୍ତା ହେଲା ନୋ ଓଭରଟେକିଂ ଜୋନ୍: ଉଲ୍ଲଂଘନକାରୀଙ୍କୁ ଧରାଇବ ଡ୍ରୋନ୍
ଭୁବନେଶ୍ୱର, ୨୭।୮(ବ୍ୟୁରୋ):ରାଜଧାନୀରେ ବେପରୁଆ ଗାଡ଼ି ଚାଳକମାନେ ସାବାଡ଼ ହେବେ। ସାପ ଗଲା ଭଳି ଗାଡି ଚଲାଇ ଓଭରଟେକିଂ କରୁଥିଲେ ଚାଳକଙ୍କୁ ଧରିବ ଡ୍ରୋନ୍ କ୍ୟାମେରା। ଏହାପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ରବୀନ୍ଦ୍ରମଣ୍ଡପ ଛକରୁ ବିମାନବନ୍ଦର...
ରେଳ, ଟେଲିକମ୍, ବ୍ୟାଙ୍କିଙ୍ଗ ସୁବିଧା ଦିଅ: ନବୀନ
ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟର ମାଓବାଦୀ ପ୍ରଭାବିତ ଜିଲାଗୁଡିକରେ ପର୍ଯ୍ୟାପ୍ତ ରେଳ, ଟେଲି ଯୋଗାଯୋଗ ଏବଂ ବ୍ୟାଙ୍କ ସୁବିଧା ଯୋଗାଇ ଦିଆଯାଉ। ସୋମବାର ନୂଆଦିଲ୍ଲୀଠାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ମାଓବାଦୀପ୍ରବଣ ରାଜ୍ୟଗୁଡିକୁ ନେଇ ଅନୁଷ୍ଠିତ ଆନ୍ତଃରାଜ୍ୟ ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ...
ଆଜିଠୁ ୭୫ ମିଟର ଉଚ୍ଛେଦ ଅଭିଯାନ
ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିରର ସୁରକ୍ଷା ପାଇଁ ତ୍ୟାଗ କର। ମୁଖ୍ୟମନ୍ତ୍ରୀଙ୍କ ଏହି ଆହ୍ବାନ ପରେ ମେଘନାଦ ପ୍ରାଚୀର ଚତୁଃପାର୍ଶ୍ୱର ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ଲଙ୍ଗୁଳି...
ଚିପଟ ଅସ୍ତିଆବାସୀ ଅବହେଳାର ଶିକାର, ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନ
ବାରିପଦା ଅଫିସ,୨୭ା୮- ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସୀମାଠାରୁ ୫୦୦ ମିଟର ଦୂରରେ ଅବସ୍ଥିତ ଶାମାଖୁଣ୍ଟା ବ୍ଲକର ଚିପଟ ଅସ୍ତିଆ ଗ୍ରାମ ଜନସାଧାରଣ ଦୀର୍ଘ ବର୍ଷ ହେଲା ନାନା ଅସୁବିଧାରେ କାଳାତିପାତ କରୁଛନ୍ତି। ଜିଲା ପ୍ରଶାସନ କିମ୍ବା ସ୍ଥାନୀୟ...
ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରତିବାଦରେ ବିକ୍ଷୋଭ
ବାରିପଦା ଅଫିସ,୨୭ା୮- ରାଜ୍ୟ ସରକାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡିକରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଛନ୍ତି। ଏହାକୁ ବିଭିନ୍ନ ଛାତ୍ର ସଂଗଠନ ବିରୋଧ କରୁଛନ୍ତି। ମୟୂରଭଞ୍ଜ ଜିଲାର ଅଣ ରାଜନୈତିକ ସଂଗଠନ ଭଞ୍ଜସେନା ମଧ୍ୟ ଏହାକୁ...
ଉଦଳା ଏନ୍ଏସିରେ ବାଘ ଆତଙ୍କ
ଉଦଳା,୨୭ା୮ (ଡି.ଏନ୍.ଏ.) – କପ୍ତିପଦା ଉପଖଣ୍ଡ ସଦର ମହକୁମା ଉଦଳା ଏନଏସିର ୧୨ ନଂ ୱାର୍ଡରେ ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତିରେ ଏହି ଓ୍ବାର୍ଡକୁ ବାଘ ପଶି ଆସିଥିବା ଖବର ପ୍ରଚାରିତ ହୋଇଥିଲା। ଏଥିନେଇ ଲୋକେ ଆତଙ୍କିତ ହୋଇ...
ଗଛ ଲଗାଇ ସଚେତନତା ବାର୍ତ୍ତା
ଭଦ୍ରକ ଅଫିସ, ୨୭।୮- ଗଛବୃଚ୍ଛ ନ ରହିଲେ ପରିବେଶ ଉଜୁଡ଼ି ଯିବ। ୧୯୯୯ ମହାବାତ୍ୟାରେ ବହୁ ସଂଖ୍ୟାରେ ଗଛ ଭାଙ୍ଗି ପଡ଼ିବା ପରେ ବୃକ୍ଷରୋପଣକୁ ନିଜ ଜୀବନର ଅନ୍ୟତମ ଲକ୍ଷ୍ୟ ଭାବେ ଗ୍ରହଣ କରି ବିଷ୍ଣୁପ୍ରସାଦ ପାଢୀ(୫୦) ଏ ଦିଗରେ...
ବିପଦ ସଙ୍କେତ ଊର୍ଦ୍ଧ୍ୱରେ ଜଳକା: ତଳିଆ ଅଞ୍ଚଳ ସ୍ଥିତି ଉପରେ ନଜର
ବାଲେଶ୍ୱର ଅଫିସ/ବସ୍ତା,୨୭।୮(ସ୍ବ.ପ୍ର.)- ବାଲେଶ୍ୱର ଜିଲାର ବସ୍ତା ଅଞ୍ଚଳ ଦେଇ ପ୍ରବାହିତ ଜଳକା ନଦୀରେ ଜଳସ୍ତର ବିପଦସଙ୍କେତ ଉପରେ ପ୍ରବାହିତ ହେଉଛି। ନଦୀ ତଳମୁଣ୍ଡର ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ଏହା ଅଞ୍ଚଳବାସୀଙ୍କ ମନରେ ଛନକା ସୃଷ୍ଟି କରିଛି। ପ୍ରଶାସନ...
ସୁଅ ମୁହଁରେ ଅଥୟ କଙ୍କଡ଼ାପାଳ
ବାଲିଆପାଳ, ୨୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଚଉମୁଖ ପଞ୍ଚାୟତ କଙ୍କଡାପାଳ ଅଞ୍ଚଳରେ ସୁବର୍ଣ୍ଣରେଖା କୂଳ ଖାଇ ଗତିପଥ ବଦଳାଇବା ପରିସ୍ଥିତି ସୃଷ୍ଟି ହୋଇଛି। ଏ ନେଇ ଅଞ୍ଚଳବାସୀ ଭୟରେ ଦିନ ବିତାଉଛନ୍ତି। ସୁବର୍ଣ୍ଣରେଖା କୂଳକ୍ଷୟରୁୁ କଙ୍କଡାପାଳ ଗାଁକୁ ସୁରକ୍ଷା ଦେବା...
ଇଞ୍ଜିନିୟରିଂ ସ୍କୁଲ ଛକରୁ ଶିଳ୍ପାଞ୍ଚଳ ୮ ଶହ ମିଟର ଦୈର୍ଘ୍ୟ: କାର୍ଯ୍ୟ ସରୁନି ରେଲୱେ ଓଭରବ୍ରିଜ୍, ରାସ୍ତା
ବ୍ରହ୍ମପୁର ଅଫିସ,୨୭ା୮-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକରୁ ଆଙ୍କୁଲି ଶିଳ୍ପାଞ୍ଚଳ ଛକ ପର୍ଯ୍ୟନ୍ତ ରେଲୱେ ଓଭରବ୍ରିଜ ନିର୍ମାଣ କାମ ସରୁନି । ୨୦୧୩ ଅକ୍ଟୋବର ୩ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶିଳାନ୍ୟାସ କରିଥିଲେ। ଏବେ ୬ ବର୍ଷ ପୂରିବାକୁ ଯାଉଛି...
ଆଧାର ସଂଯୋଗ ନ କଲେ ରାଶନ ସାମଗ୍ରୀ ମିଳିବନି
ଆସିକା,୨୭ା୮(ଡି.ଏନ୍.ଏ.)-ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କ ରାଶନ କାର୍ଡ ସହ ଆଧାର କାର୍ଡ ନମ୍ବର ସଂଯୋଗୀକରଣକୁ ବାଧ୍ୟତାମୂଳକ କରାଯାଇଛି। ଅଦ୍ୟାବଧି ଆସିକା ବ୍ଲକର କେତେକ ହିତାଧିକାରୀ ସେମାନଙ୍କ ରାଶନ କାର୍ଡରେ ଆଧାର ନମ୍ବର ସଂଯୋଗ କରିନାହାନ୍ତି ା ଅଗଷ୍ଟ ଶେଷ ସୁଦ୍ଧା...
Archives


