ନଭେମ୍ବର ୩ରୁ ରେଲ୍ଓ୍ବେର ରାମାୟଣ ସର୍କିଟ ଟୁର୍: ଭାରତ ଓ ଶ୍ରୀଲଙ୍କାରେ ତୀର୍ଥ ଭ୍ରମଣର ସୁଯୋଗ; ଭାରତ ପାଇଁ ୧୬୦୬୫, ଶ୍ରୀଲଙ୍କା ପାଇଁ ୩୬୯୫୦ ଟଙ୍କା
ଭୁବନେଶ୍ୱର, ୨୫।୮(ବ୍ୟୁରୋ): ରାମାୟଣ କଥାବସ୍ତୁର ପ୍ରତ୍ୟକ୍ଷ ଅନୁଭବ ତଥା ତୀର୍ଥ ଯାତ୍ରା ପାଇଁ ଆଗ୍ରହୀ ବ୍ୟକ୍ତିଙ୍କ ଲାଗି ଖୁସି ଖବର। ବିଳାସପୂର୍ଣ୍ଣ ରେଳ ଓ ବିମାନରେ ଭାରତ ଓ ଶ୍ରୀଲଙ୍କାରେ ଥିବା ରାମଙ୍କ ସହ ଜଡ଼ିତ ତୀର୍ଥସ୍ଥାନ ବୁଲିବା ପାଇଁ...
ପୁରୀ ସହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ: ଦୋକାନ ଭାଙ୍ଗିଲେ, ବ୍ୟବସାୟୀଙ୍କ ହାତ ହାଣିଲେ
ପୁରୀ ଅଫିସ, ୨୫।୮: କିଛିଦିନର ନୀରବତା ପରେ ପୁଣି ପୁରୀ ସହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଶୁକ୍ରବାର ନରେନ୍ଦ୍ରକୋଣରେ ଜଣେ ଲଜ୍ ମାଲିକଙ୍କୁ ଆକ୍ରମଣ ଘଟଣାର ୨୪ଘଣ୍ଟା ନ ପୂରୁଣୁ ଶନିବାର କୁମ୍ଭାରପଡ଼ା ଥାନା ଅଧୀନ ରେଡକ୍ରସ ରୋଡ଼ରେ...
ସିପସରୁବାଲି ମୌଜାରେ ଜବରଦଖଲ ଉଚ୍ଛେଦ: ତିଆରି ହେବ ଲୋକସେବା ସଦନ
ପୁରୀ ଅଫିସ, ୨୫।୮: ବଦଳିବ ପୁରୀର ଢାଞ୍ଚା। ବିଶ୍ୱର ଐତିହ୍ୟ ସହର ଭାବେ ପାଇବ ନୂଆ ପରିଚୟ। ଏଥିପାଇଁ ସହରର ସାମ୍ପ୍ରତିକ ଚିତ୍ରରେ ବ୍ୟାପକ ପରିବର୍ତ୍ତନ ହେବ। ଭିତ୍ତିଭୂମି, ନୂଆ ରାସ୍ତା, ସେତୁ, ପାର୍କିଂ, ସଂରକ୍ଷଣ, ସୌନ୍ଦର୍ଯ୍ୟକରଣ, ପୁନରୁଦ୍ଧାର ଆଦି...
ପୁରୀରେ ଏନ୍କାଉଣ୍ଟର: ଦୁର୍ଦ୍ଦାନ୍ତ ଦିବାନା ବେହେରା ଗୁରୁତର; ପାଲଟା ଆକ୍ରମଣରେ ପୋଲିସ ଆହତ
ପୁରୀ ଅଫିସ,୨୫।୮: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ଆଶ୍ରମ ଛକରେ ଶନିବାର ବିଳମ୍ବିତ ରାତିରେ କୁମ୍ଭାରପଡା ଓ ବାସେଳି ସାହି ଥାନା ପୋଲିସ ପକ୍ଷରୁ ମିଳିତ ଏନ୍କାଉଣ୍ଟର ହୋଇଛି। ଏଥିରେ ଏକାଧିକ ମାମଲାରେ ଜଡିତ ଥିବା ଦୁର୍ଦ୍ଦାନ୍ତ ଅପରାଧୀ...
ଶ୍ରୀମନ୍ଦିରରେ ସରିଲା ନନ୍ଦୋତ୍ସବ: ଆଜି ଠାକୁରଙ୍କ ବନଭୋଜି ବେଶ
ପୁରୀ ଅଫିସ,୨୫।୮: ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ପରେ ଶନିବାର ଶ୍ରୀମନ୍ଦିରରେ ପାଳିତ ହୋଇଛି ନନ୍ଦୋତ୍ସବ। ଏହି ନୀତି ଦେଖିବା ଲାଗି ଭକ୍ତଙ୍କ ଭିଡ଼ ହୋଇଥିଲା। ରବିବାର ଠାକୁରଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ। ନନ୍ଦୋତ୍ସବ ଲାଗି ଶନିବାର ମଙ୍ଗଳ ଆଳତି...
କେନ୍ଦୁଝର ଜିଲା ଚିଠି: ତଥାପି ଉଜୁଡୁଛି ଜଙ୍ଗଲ
କେନ୍ଦୁଝର ଜିଲାରେ ବିଭିନ୍ନ କାରଣରୁ ଜଙ୍ଗଲ ପରିସୀମା ଓ ଘନତ୍ୱ ହ୍ରାସ ପାଇବାରେ ଲାଗିଛି। ଏଥିସହିତ ତାଳଦେଇ ଜଳବାୟୁ ପରିବର୍ତ୍ତନ ସହିତ ଜଳାଭାବ ଗୁରୁତର ରୂପ ନେଇଛି। ଜଙ୍ଗଲ ସୃଷ୍ଟି ଓ ସୁରକ୍ଷା ପାଇଁ ବାର୍ଷିକ ଲକ୍ଷାଧିକ ଟଙ୍କା ଖର୍ଚ୍ଚ...
ରାଜ୍ୟ ସରକାରଙ୍କ ଘୋଷଣାକୁ ଗଜପତି ମହାରାଜାଙ୍କ ସ୍ବାଗତ: ଐତିହ୍ୟ, ପରମ୍ପରାକୁ ଦୃଷ୍ଟିରେ ରଖାଯାଉ
ପୁରୀ ଅଫିସ, ୨୫।୮: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଘୋଷଣା କରିଛନ୍ତି। ଏହି ଘୋଷଣାକୁ ସ୍ବାଗତ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ତେବେ ଐତିହ୍ୟ ଓ ପରମ୍ପରାକୁ ପ୍ରଥମେ ଦୃଷ୍ଟିରେ ରଖାଯାଉ...
ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୨୮ରୁ ବର୍ଷା ପରିମାଣ ବଢ଼ିବ
ଭୁବନେଶ୍ୱର, ୨୫।୮(ବ୍ୟୁରୋ)/ ତାଳଚେର ଅଫିସ: ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପର ରୂପ ନେଇଛି। ଏହା ପ୍ରଭାବରେ ଉପକୂଳ ଓ ପଶ୍ଚିମ ଓଡିଶାର କେତେକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା...
୩ରେ ଗଣପର୍ବ ନୂଆଁଖାଇ: ଧାର୍ଯ୍ୟ ହେଲା ଲଗ୍ନ, ଇଷ୍ଟଦେବୀ ସମଲେଇଙ୍କୁ ଲଗ୍ନପତ୍ର ଅର୍ପଣ
ସମ୍ବଲପୁର, ୨୫।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ସେପ୍ଟେମ୍ବର ୩ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଇଷ୍ଟଦେବୀ ସମଲେଇଙ୍କଠାରେ ନୂଆଁଖାଇ ପାଳିତ ହେବ। ସେଦିନ ପୂର୍ବାହ୍ନ ୧୦ଟା ୫ରୁ ୧୦ଟା ୨୦...
ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର କାର୍ଯ୍ୟଧାରା ବଦଳିବ: ଓଡ଼ିଆରେ ହେବ ନଥି କାର୍ଯ୍ୟ
ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସମସ୍ତ ସରକାରୀ ନଥି କାର୍ଯ୍ୟ ଶତପ୍ରତିଶତ ଓଡ଼ିଆରେ ହେବ। ମୁଖ୍ୟମନ୍ତ୍ରୀଙ୍କ ୫-ଟି ମନ୍ତ୍ର ଉପରେ ଗୁରୁତ୍ୱ ଦିଆଯିବା ସହ ସମସ୍ତ କାର୍ଯ୍ୟପ୍ରଣାଳୀକୁ ତ୍ୱରାନ୍ବିତ କରିବା ଲାଗି ଏବେ ତତ୍ପରତା...
୫ ଡାକ୍ତରଖାନାକୁ ‘ଲକ୍ଷ୍ୟ’ ମାନ୍ୟତା
ଭୁବନେଶ୍ୱର, ୨୫।୮(ବ୍ୟୁରୋ): ରାଜ୍ୟର ୫ ଡାକ୍ତରଖାନାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ‘ଲକ୍ଷ୍ୟ’ ମାନ୍ୟତା ମିଳିଛି। ସେଗୁଡ଼ିକ ହେଲା ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ, ରାୟଗଡ଼ା ଜିଲା ଚିକିତ୍ସାଳୟ, କନ୍ଧମାଳ ଜିଲା ଚିକିତ୍ସାଳୟ, ଢେଙ୍କାନାଳ...
ଲୋକ ସଭା ବାଚସ୍ପତିଙ୍କୁ ଭେଟିଲେ ଓଡ଼ିଶା ବାଚସ୍ପତି: ମନ୍ତ୍ରୀ, ବିଧାୟକଙ୍କୁ ଜ୍ଞାନ ଦେବାକୁ ଆସିବେ ସଂସଦୀୟ ଟିମ୍
ଭୁବନେଶ୍ୱର,୨୫।୮(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶନିବାର ନୂଆଦିଲ୍ଲୀରେ ଲୋକ ସଭା ବାଚସ୍ପତି ଓମ୍ ବିର୍ଲାଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍ କରିଛନ୍ତି। ସୂର୍ଯ୍ୟ ଲୋକ ସଭା ବାଚସ୍ପତିଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରିବା ସହ ଶ୍ରୀଜୀଉଙ୍କର ଏକ ମେମେଣ୍ଟୋ...
Archives


