ରାଜ୍ୟ

ଗୁଣିଗାରେଡ଼ି ସନ୍ଦେହରେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ଶିଶୁ ଗୁରୁତର

ବଣାଇଁ,୧୬।୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ ଟିକିରାପୋଷ ଗ୍ରାମରେ ବୁଧବାର ରାତିରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ନୃଶଂସ ଭାବେ ହତ୍ୟା କରାଯାଇଛି। ମୃତ ମହିଳା ହେଲେ ଟିକାୟତପାଲି ଥାନା ଅନ୍ତର୍ଗତ ଚିକଟନାଲି ଗ୍ରାମର ବାନ୍ଦନି ଓରାମ (୫୨)। ସେହିଭଳି…

ପୁରୀରେ ୭ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର କଲେ ସମୀକ୍ଷା

ପୁରୀ ଅଫିସ, ୧୬ା୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ୭ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବାହାରି ପୁରୀ ତାଳବଣିଆ ହେଲିପ୍ୟାଡ୍‌ରେ ପହଞ୍ଚିଥିଲେ। ସେଠାରୁ କାର୍‌ରେ…

ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ କଲା ସେସୁ

ଖୋର୍ଦ୍ଧା ଅଫିସ,୧୬।୧: ପ୍ରଥମେ ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ କରିଛି ସେସୁ। ବକେୟା ଥିବା ବିଦ୍ୟୁତ୍‌ ଗ୍ରାହକମାନଙ୍କ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିବା ପାଇଁ ଖୋର୍ଦ୍ଧା ଡିଭିଜନ ପକ୍ଷରୁ ୩୯ଟି ଟିମ୍‌ ଗଠନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ…

ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୬।୧: ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ୭ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନରେ ସେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବାହାରି ପୁରୀ ତାଳବଣିଆ…

ଶାଳଗାଁରେ ରେଳ ଦୁର୍ଘଟଣା ନେଇ ବଦଳିଲା କିଛି ଟ୍ରେନ୍‌ର ଗତିପଥ, କଟକ ପରିବର୍ତ୍ତେ ନରାଜ ହୋଇ ଯିବ

କଟକ ଅଫିସ,୧୬।୧: କଟକ ନିର୍ଗୁଣ୍ଡି ଷ୍ଟେଶନ ନିକଟ ଶାଳଗାଁଠାରେ ରେଳ ଦୁର୍ଘଟଣା ପରେ କିଛି ଟ୍ରେନ୍‌ର ଗତିପଥରେ ପରିବର୍ତ୍ତନ କରାଯାଇଛି। କଟକ ପରିବର୍ତ୍ତେ ନରାଜ ଦେଇ କିଛି ଟ୍ରେନ୍‌ ଚଳାଚଳ କରିବ ବୋଲି ଜଣାପଡ଼ିଛି। ଭୁବନେଶ୍ୱର ମୁମ୍ବାଇ ଏଲ୍‌ଟିଟି, ପୁରୀ ରାଉରକେଲା…

ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାର ହେବ ଉଚ୍ଚସ୍ତରୀୟ ତଦନ୍ତ, ଆହତଙ୍କୁ ମିଳିବ ସହାୟତା

କଟକ ଅଫିସ,୧୬।୧: ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଲକ ଏକ୍ସପ୍ରେସ ଦୁର୍ଘଟଣା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ହେବ। ଏ ନେଇ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିବା ଇଷ୍ଟକୋଷ୍ଟ ରେଲଓ୍ବେ ମୁଖ୍ୟ ଲୋକ ସମ୍ପର୍କ ଅଧିକାରୀ ଜେ.ପି. ମିଶ୍ର ସୂଚନା ଦେଇଛନ୍ତି। ତେବେ କୁହୁଡ଼ି ପାଇଁ…

ଶାଳଗାଁ ନିକଟରେ ରେଳ ଦୁର୍ଘଟଣା ଘଟଣା: ଆହତଙ୍କ ସୂଚନା ପାଇଁ ହେଲ୍ପଲାଇନ୍‌ ନଂ-୧୦୭୨ ଜାରି

କଟକ ଅଫିସ,୧୬।୧: କଟକ ନିର୍ଗୁଣ୍ଡି ଷ୍ଟେଶନ ନିକଟ ଶାଳଗାଁଠାରେ ଲୋକମାନ୍ୟ ତିଳକ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ ହେବା ଘଟଣାରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ସୂଚନା ପାଇଁ ଇଷ୍ଟକୋଷ୍ଟ ରେଲଓ୍ବେ ପକ୍ଷରୁ ହେଲ୍ପଲାଇନ୍‌ ନଂ ଜାରି କରାଯାଇଛିି। ସମ୍ପର୍କୀୟମାନେ ଯାତ୍ରୀଙ୍କ…

ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ: ଆହତଙ୍କ ଚିକିତ୍ସା ପାଇଁ ଏସ୍‌ସିବିରେ ଗଠନ ହେଲା ସ୍ବତନ୍ତ୍ର ଟିମ୍‌

କଟକ ଅଫିସ,୧୬।୧: କଟକ ନିର୍ଗୁଣ୍ଡି ଷ୍ଟେଶନ ନିକଟ ଶାଳଗାଁଠାରେ ଗୁରୁବାର ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଲକ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରାକ୍‌ରେ ଛିଡ଼ା ହୋଇଥିବା ମାଲବାହୀ ଟ୍ରେନ୍‌କୁ ପଛରୁ ଧକ୍କା ଦେବା ଯୋଗୁ ଟ୍ରେନ୍‌ର ୮ଟି ବଗି ଲାଇନଚ୍ୟୁତ ହୋଇଛି। ଏହି ଦୁର୍ଘଟଣାରେ…

୨୯. ୭୭ ଗ୍ରାମ ବ୍ରାଉନସୁଗାର, ୪ ବାଇକ୍‌ ଜବତ: ୨ ଗିରଫ

ଖୋର୍ଦ୍ଧା ଅଫିସ,୧୬ା୧: ଖୋର୍ଦ୍ଧା ଜିଲାର ଜଙ୍କିଆ ଥାନା ପୋଲିସ ଛଣଗିରିର ଦେଉଳି, ସିକୋ ବାଉତି ମନ୍ଦିର ସାହି ଉପରେ ବୁଧବାର ଚଢ଼ାଉ କରି ୨୯. ୭୭ ଗ୍ରାମ ବ୍ରାଉନସୁଗାର ଓ ୪ ବାଇକ୍‌ ଜବତ କରିଛନ୍ତି। ଏହି ଘଟଣାରେ ଗିରଫ ହୋଇଥିବା…

ବିନା କାଉନ୍‌ସିଲରେ ଭୁବନେଶ୍ୱରକୁ ବର୍ଷେ

ଭୁବନେଶ୍ୱର, ୧୬ା୧(ବ୍ୟୁରୋ): ୨୦୧୯ ଜାନୁୟାରୀ ୧୫ରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଶେଷ କାଉନ୍‌ସିଲ ବୈଠକ ବସିଥିଲା। ଏହାପରେ କାଉନ୍‌ସିଲର କାର୍ଯ୍ୟକାଳ ସରିଥିଲେ ମଧ୍ୟ ପୌର ନିର୍ବାଚନ କିମ୍ବା ନୂଆ କାଉନ୍‌ସିଲ୍‌ ଗଠନ ହୋଇପାରିନି। ଇତିମଧ୍ୟରେ ବିନା କାଉନ୍‌ସିଲ୍‌ରେ ଭୁବନେଶ୍ୱରକୁ ବୁଧବାର…

ଦୈନିକ ୨ ଯାତ୍ରୀରେ ଚାଲିଛି ଟ୍ରେନ୍‌

ବଲାଙ୍ଗୀର ଅଫିସ, ୧୬ା୧: ଆଜିକୁ ଠିକ୍‌ ଏକବର୍ଷ ପୂର୍ବରୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଲାଙ୍ଗୀର ଗସ୍ତରେ ବଲାଙ୍ଗୀର-ଖୋର୍ଦ୍ଧା ୧୬.୮ କିଲୋମିଟର ରେଳପଥକୁ ଉଦ୍‌ଘାଟନ କରି ବଲାଙ୍ଗୀର-ବିଛୁପାଲି ପାସେଞ୍ଜର ଟ୍ରେନ୍‌ ଚଳାଚଳର ଲୋକାର୍ପଣ କରିଥିଲେ। ଏହି ବହୁ ଚର୍ଚ୍ଚିତ ଟ୍ରେନ୍‌ ଚଳାଚଳକୁ…

ଦ୍ୱିତୀୟ ସ୍ପିଲ୍‌ୱେ

ବୃହତ୍‌ ମାଟିବନ୍ଧ ହୀରାକୁଦର ସୁରକ୍ଷା ପାଇଁ ଦ୍ୱିତୀୟ ସ୍ପିଲ୍‌ୱେ ନିର୍ମାଣ କଥା ଉଠିଥିଲା। ୨୦୧୫ ଏପ୍ରିଲରେ ସେଣ୍ଟ୍ରାଲ ୱାଟର କମିଶନ (ସିଡବ୍ଲ୍ୟୁସି) ଓ ୱାଲ୍ଡ ବ୍ୟାଙ୍କର ଅଧିକାରୀମାନେ ଏ ସଂକ୍ରାନ୍ତରେ ଆଲୋଚନା କରିଥିଲେ। ବନ୍ୟାଜଳ ନିୟନ୍ତ୍ରଣ କରିବା ଲାଗି ଅତିରିକ୍ତ ସ୍ପିଲ୍‌ୱେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri