ରାଜ୍ୟ

ପୋଲିସ ସମ୍ମୁଖରେ ପଗଡ଼ି ଖୋଲି ପଞ୍ଜାବୀ ଯୁବକଙ୍କୁ ମାଡ଼ ଘଟଣା: ଓଡ଼ିଶା ଛାଡ଼ି ପଳାଇବୁ ବୋଲି କହିଲେ ପରବିନ୍ଦର

ଭୁବନେଶ୍ୱର,୧୬ା୧(ବ୍ୟୁରୋ): ଆକ୍ରମଣକାରୀଙ୍କୁ ଚିହ୍ନଟ ପାଇଁ ପୋଲିସ ଡାକିଲା। ଏକାଧିକ ପୋଲିସର ଉପସ୍ଥିତିରେ ହିଁ ଅଭିଯୁକ୍ତମାନେ ମୋତେ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କଲେ। ମୋ ପଗଡ଼ିକୁ ତଳେ କଚାଡ଼ି ଅସମ୍ମାନିତ କଲେ। ମୋ ଜାତିକୁ ନେଇ ଖରାପ ଭାଷାରେ ଗାଳିଗୁଲଜ କରିବା…

ପ୍ରଫେସର ଡା. ସରସ୍ବତୀ ସ୍ବାଇଁଙ୍କ ପରଲୋକ

କଟକ ଅଫିସ/ ବାଲିପାଟଣା, ୧୬ା୧ (ଡି.ଏନ.ଏ): ପୂର୍ବତନ ଲୋକ ସଭା ବାଚସ୍ପତି ରବି ରାୟଙ୍କ ସହଧର୍ମିଣୀ ତଥା ସାମାଜିକ କର୍ମୀ ପ୍ରଫେସର ଡା. ସରସ୍ବତୀ ସ୍ବାଇଁଙ୍କର ଏସ୍‌ସିବି ମେଡିକାଲରେ ବୁଧବାର ଭୋର ପ୍ରାୟ ୫ଟା ୩୨ ମିନିଟରେ ପରଲୋକ ଘଟିଛିି। ମୃତ୍ୟୁ…

ବଦଳୁଛି ଜଳବାୟୁ, ହଜିଯାଉଛି ଶୀତ

ଭୁବନେଶ୍ୱର,୧୬ା୧ (ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ସଙ୍କେତ ସବୁଠି ଦେଖାଗଲାଣି। ବର୍ଷା କମିବା ସହିତ ଅନ୍ୟାନ୍ୟ ଋତୁ ଉପରେ ମଧ୍ୟ ଏହାର ପ୍ରଭାବ ପଡ଼ିଲାଣି। ଗତ କିଛି ବର୍ଷ ହେବ ଜଳବାୟୁର ଏଭଳି ଅନିୟମିତତା ଚିନ୍ତାର କାରଣ ପାଲଟିଛି। ଶୀତଦିନ କମିବା ସାଙ୍ଗକୁ…

ଦୁର୍ଘଟଣା ପରେ ବଦଳିଲା ଟ୍ରେନ୍‌ ଗତିପଥ

କଟକ ଅଫିସ,୧୬।୧: କଟକ ଶାଳଗାଁ ନିକଟରେ ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଳକ ଏକ୍ସପ୍ରେସ ଗୁରୁବାର ସକାଳ ପ୍ରାୟ ୭ଟା ସମୟରେ ଲାଇନଚ୍ୟୁତ ହୋଇଛି। ୮ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ…

ଟାଙ୍ଗୀ ଶାଳଗାଁ ନିକଟରେ ରେଳ ଦୁର୍ଘଟଣା

କଟକ ଅଫିସ୍‌,୧୬।୧: ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଲକ ଏକ୍ସପ୍ରେସ ସହିତ ମାଲଗାଡି ଧକ୍କା ହୋଇଛି। ଗୁରୁବାର ସକାଳ ୭ଟାରେ କଟକର ଟାଙ୍ଗୀ ଶାଳଗାଁ ନିକଟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଏକ୍ସପ୍ରେସ ଟ୍ରେନର ୮ଟି ବଗି ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ…

ଖୋଲା ସ୍ଥାନରେ ପୋଡ଼ାଯାଉଛି ବର୍ଜ୍ୟବସ୍ତୁ

ଯାଜପୁର ଅଫିସ,୧୬ା୧: କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ଦ୍ୱାରା ରାଜ୍ୟରେ ଡାକ୍ତରୀ ଜୈବ ଆବର୍ଜନା(ବାୟୋ ମେଡିକାଲ ୱେଷ୍ଟ) ପରିଚାଳନାର ଉନ୍ନତି ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଏଥିପାଇଁ ଯାଜପୁର ଜିଲାରେ ମେଡିଆରା ଆଡ୍‌ ପ୍ରାଇଭେଟ ଲିଃ ଓ ସାନି କ୍ଲିନ୍‌…

୩ଟି ପର୍ଯ୍ୟାୟରେ ହେବ ବିଦ୍ୟୁତ୍‌ କାଟ: ୪୪ ହଜାର ଉପଭୋକ୍ତାଙ୍କ ୫୨ କୋଟି ଟଙ୍କା ବକେୟା

ନୟାଗଡ଼ ଅଫିସ,୧୬।୧: ନୟାଗଡ଼ ଜିଲା ସେସୁ ପକ୍ଷରୁ ଗୁରୁବାରଠାରୁ ବକେୟା ବିଲ୍‌ ଥିବା ବିଦ୍ୟୁତ୍‌ ଉପଭୋକ୍ତାଙ୍କର ବିଦ୍ୟୁତ୍‌ କାଟ କରାଯିବ। ୩ଟି ପର୍ଯ୍ୟାୟରେ ବିଦ୍ୟୁତ୍‌ କାଟ ହେବ। ପ୍ରଥମ ପର୍ଯ୍ୟାୟରେ ବିଦ୍ୟୁତ୍‌ ବିଲ୍‌ର ବକେୟା ଟଙ୍କା ଦେଇ ନ ଥିବା ବ୍ୟବସାୟ…

ମୋ ବସ୍‌କୁ ଅଟକାଇ ଡ୍ରାଇଭରଙ୍କୁ ମାଡ଼: ମହିଳା ଯାତ୍ରୀଙ୍କୁ ଗାଳିଗୁଲଜ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୬ା୧(ବ୍ୟୁରୋ):  ମୋ ବସ୍‌କୁ ବଳପୂର୍ବକ ଅଟକାଇ ଡ୍ରାଇଭରଙ୍କୁ ମାଡ଼ ମାରିବା ସହ ମହିଳା ଯାତ୍ରୀଙ୍କୁ ଗାଳିଗୁଲଜ କରିଥିବା ଯୁବକଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ବରମୁଣ୍ଡା ଜଗନ୍ନାଥ ବିହାର ଅଞ୍ଚଳର ଅକୁ ପ୍ରଧାନ ଓରଫ ବଳ।…

ଶ୍ରୀମନ୍ଦିର ହେରିଟେଜ କରିଡ଼ର: ସରିଲା ପ୍ରସ୍ତାବ ଗ୍ରହଣ ଅବଧି

ପୁରୀ ଅଫିସ,୧୬ା୧: ପୁରୀ ଶ୍ରୀମନ୍ଦିର ହେରିଟେଜ କରିଡ଼ର। ଏହାର ଚିଠା ଡିଜାଇନ ଗତ ମାସ ୩୦ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଥିଲେ। ଏହି ନକ୍ସାରେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ନବକଳେବର ରୂପ ଦେଖିବାକୁ ମିଳିଥିଲା। ଏଥିରେ ଥିଲା ଆଖି ଝଲସାଇ ଦେବା…

ଇକୋ ରିଟ୍ରିଟ୍‌ ମହୋତ୍ସବରେ ଗୁଡ଼ି ଉଡ଼ା କାର୍ଯ୍ୟକ୍ରମ

କୋଣାର୍କ,୧୬ା୧(ଡି.ଏନ୍‌.ଏ.): କୋଣାର୍କ-ପୁରୀ ବେଳାଭୂମି ମାର୍ଗର ସାହୁଖଣତାଠାରେ ଅନୁଷ୍ଠିତ ଇକୋ ରିଟ୍ରିଟ ମହୋତ୍ସବ ସ୍ଥଳୀରେ ବୁଧବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ଉତରାୟନ ଗୁଡ଼ି ଉଡ଼ା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ୟଙ୍ଗ୍‌ ଇଣ୍ଡିଆନ୍‌ସ ଓଡ଼ିଶା ଶାଖା ଓ ରାଜ୍ୟ ପର୍ଯ୍ୟଟନ ବିଭାଗ ମିଳିତ…

କବିକସ୍ତୁରୀ ଫାଉଣ୍ଡେଶନର ବାର୍ଷିକୋତ୍ସବ: ‘ହାଡ଼ିବନ୍ଧୁ ପାଢ଼ୀ ଙ୍କୁ ବିଚାରକ ମଉଡ଼ମଣି ସମ୍ମାନ

କଣାସ,୧୬ା୧(ସ.ପ୍ର.): କଣାସ ବ୍ଲକ ଅନ୍ତର୍ଗତ ଗୋପୀନାଥପୁର ପଞ୍ଚାୟତରେ ଅବସ୍ଥିତ କବିକସ୍ତୁରୀ ଫାଉଣ୍ଡେଶନର ସପ୍ତଦଶତମ ବାର୍ଷିକ ଉତ୍ସବ ବୁଧବାର ବିଜୟ ବିହାରସ୍ଥିତ ଶିଶୁ ବିକାଶ ବିଦ୍ୟାମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବକୁ ମୁଖ୍ୟଅତିଥି ଭାବେ ଜିଲା ପରିଷଦ ସଦସ୍ୟ ନୀଳମଣି ବେହେରା…

ବ୍ଲୁ ଫ୍ଲାଗ ବିଚ୍‌: ପରୀକ୍ଷା ପାଇଁ ଗଲା ସମୁଦ୍ର ପାଣି

ପୁରୀ ଅଫିସ,୧୬ା୧: ପୁରୀରେ ବ୍ଲୁ ଫ୍ଲାଗ ବିଚ୍‌ କାମ ଦ୍ରୁତଗତିରେ ଚାଲିଛି। ସମ୍ପୂର୍ଣ୍ଣ ହୋଇ ନ ଥିଲେ ମଧ୍ୟ ଏହା ପର୍ଯ୍ୟଟକଙ୍କ ଆକର୍ଷଣ ପାଲଟିଲାଣି। ପ୍ରତ୍ୟହ ଏହା ପରିସରରେ ପର୍ଯ୍ୟଟକମାନେ ବୁଲୁଛନ୍ତି। ତେବେ ଖୁବ୍‌ଶୀଘ୍ର ଏହାକୁ ଉଦ୍‌ଘାଟନ କରିବା ଲାଗି ପ୍ରଶାସନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri