ଆଜିଠାରୁ ଭୁବନେଶ୍ୱର-ଜୁନାଗଡ଼ ସ୍ବତନ୍ତ୍ର ଟ୍ରେନ
ଭୁବନେଶ୍ୱର, ୨୪।୮ (ବ୍ୟୁରୋ): କଳାହାଣ୍ଡିବାସୀଙ୍କ ପାଇଁ ଖୁସି ଖବର। ଭୁବନେଶ୍ୱରରୁ ଜୁନାଗଡ଼ ପର୍ଯ୍ୟନ୍ତ ସ୍ବତନ୍ତ୍ର ଭାବେ ଚାଲିବ ଟ୍ରେନ୍। ଭୁବନେଶ୍ୱର-ଜୁନାଗଡ଼ ରୋଡ୍-ଭୁବନେଶ୍ୱର ଏକ୍ସପ୍ରେସ (ନଂ.୧୮୪୩୭-୧୮୪୩୮) ଶନିବାରଠାରୁ ଯାତ୍ରା ଆରମ୍ଭ କରିବ। ପୂର୍ବରୁ ହୀରାଖଣ୍ଡ ଏକ୍ସପ୍ରେସ ସହ ଯୋଡ଼ି ହୋଇ ଜୁନାଗଡ଼...
ଅକ୍ଟୋବର ୨ରୁ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ
ଭୁବନେଶ୍ୱର, ୨୪।୮(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ତାରିଖରୁ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଏହି କାର୍ଯ୍ୟକୁ ତଦାରଖ କରିବା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ୭ ଜଣିଆ କମିଟି ଗଠନ...
ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତ୍ସିଂହପୁର, ପୁରୀ, ସୁନ୍ଦରଗଡ ଏବଂ ସମ୍ବଲପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ କେନ୍ଦ୍ରାପଡା,...
ପ୍ରତିମାସ ୨୩ରେ ଛତୁଆ ମିଶ୍ରଣ, ୧ରେ ବଣ୍ଟନ
ଭୁବନେଶ୍ୱର, ୨୪।୮(ବ୍ୟୁରୋ): ସମନ୍ବିତ ଶିଶୁ ବିକାଶ ଯୋଜନାରେ ରାଜ୍ୟର ପ୍ରତ୍ୟେକ ଅଙ୍ଗନବାଡ଼ି କେନ୍ଦ୍ରରେ ଶିଶୁ, ଗର୍ଭବତୀ ମହିଳା ଏବଂ ପ୍ରସୂତିଙ୍କ ଅତିରିକ୍ତ ପୁଷ୍ଟି ସାଧନ ପାଇଁ ଛତୁଆ ଯୋଗାଣ ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ଏବଂ ଉତ୍କୃଷ୍ଟ ମାନ ବଜାୟ ରଖିବା...
‘ମେକ୍ ଇନ୍ ଓଡ଼ିଶା’ କନ୍କ୍ଲେଭ୍ ଭୁଆଁ
ଭୁବନେଶ୍ୱର,୨୪।୮(ବ୍ୟୁରୋ): ହାଇଦ୍ରାବାଦର ରାମୋଜୀ ଫିଲ୍ମ ସିଟି ଢାଞ୍ଚାରେ ଓଡ଼ିଶାରେ ନିର୍ମାଣ ହେବ ଏକ ବୃହତ୍ ଫିଲ୍ମ ସିଟି। ଫିଲ୍ମ ସିଟିରେ ଏକାଧିକ ଫିଲ୍ମ ଷ୍ଟୁଡିଓ କମ୍ପ୍ଲେକ୍ସ ସହ ବଡ ବଡ ଲକ୍ଜୁରୀ ତଥା ତାରକା ହୋଟେଲ, ମଲ୍ଟି କୁଇଜିନ୍ ରେଷ୍ଟୁରାଣ୍ଟ,...
ବେଆଇନ ନିର୍ମାଣ ଉଚ୍ଛେଦ କଲା ପ୍ରଶାସନ
ପୁରୀ ଅଫିସ,୨୪।୮: ରାଜ୍ୟ ସରକାରଙ୍କ ଫୋକସ୍ରେ ପୁରୀ। ଏହାର ବିକାଶ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ଘୋଷଣା କରିବା ପରେ ଜିଲା ପ୍ରଶାସନ ଏ ଦିଗରେ ଆହୁରି ତତ୍ପରତା ପ୍ରକାଶ କରିଛି । ପୂର୍ବରୁ...
କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ପାଇପ ଯୋଗେ ପ୍ରାକୃତିକ ଗ୍ୟାସ୍ ଯୋଗାଣର ଶୁଭାରମ୍ଭ: ଝାଡ଼ଖଣ୍ଡବାସୀଙ୍କ ଗ୍ୟାସ୍ ପାଇବା ସ୍ବପ୍ନ ପୂରଣ: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୪।୮(ବ୍ୟୁରୋ): ଝାଡଖଣ୍ଡରେ ପିଏନ୍ଜି ଏବଂ ସିଏନ୍ଜି ଗ୍ୟାସ ପାଇବାକୁ ଥିବା ଲୋକଙ୍କ ସ୍ବପ୍ନ ପୂରଣ ହୋଇଛି। ଝାଡଖଣ୍ଡର ରାଞ୍ଚିଠାରେ ଶୁକ୍ରବାର ଅନୁଷ୍ଠିତ ପିଏମ୍ ଉର୍ଜା ଗଙ୍ଗା ପ୍ରକଳ୍ପ ଅଧୀନରେ ପାଇପ ଯୋଗେ ପ୍ରାକୃତିକ ଗ୍ୟାସ୍ ଯୋଗାଣର ଶୁଭାରମ୍ଭ କରିବା ଅବସରରେ...
ଯୋଡ଼ାରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ଜିଲାପାଳ, ଏସ୍ପିଙ୍କୁ ରିପୋର୍ଟ ମାଗିଲେ ଏନ୍ଏଚ୍ଆରସି
ଭୁବନେଶ୍ୱର,୨୪।୮(ବ୍ୟୁରୋ): କେନ୍ଦୁଝର ଜିଲା ଯୋଡ଼ା ସହରରେ ଜୁନ୍ ୨୪ ରାତିରେ ଜଣେ ନାବାଳିକାଙ୍କୁ ଗଣବଳତ୍କାର କରାଯାଇଥିଲା। ଏହି ଘଟଣାକୁ ନେଇ ସାରା ରାଜ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ପରେ ପୋଲିସ ମାମଲାକୁ ଗୁରୁତର ସହ ନେଇ ତଦନ୍ତ କରିଥିଲା। ଏହା...
ଭାଙ୍ଗିଲା ସ୍କୁଲର ଛାତ: ବର୍ତ୍ତିଲେ ଛାତ୍ରୀଛାତ୍ର
ଦେବଗଡ଼,୨୪।୮(ଡି.ଏନ.ଏ): ତିଲେଇବଣି ବ୍ଲକ ଅଧିନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଏକ ଅଘଟଣ ଘଟିଛି। ଶନିବାର ସକାଳୁଆ ସ୍କୁଲ ଥିବାରୁ ଶ୍ରେଣୀ ଗୃହରେ ପାଠପଢ଼ା ଚାଲିଥିଲା। ସେହି ସମୟରେ ହଠାତ୍ ସ୍କୁଲର ଛାତ ଭାଙ୍ଗିଯାଇଥିଲା। ଛାତ୍ରୀଛାତ୍ର ଓ ଶିକ୍ଷକମାନେ...
ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟିପିଟି ହତ୍ୟା: ମାମଲା ଚାପି ଦେବାକୁ ପୋଲିସର ଉଦ୍ୟମ
ଭୁବନେଶ୍ୱର,୨୪।୮(ବ୍ୟୁରୋ): ତମାଣ୍ଡୋ ଥାନା କଳିଙ୍ଗବିହାରସ୍ଥିତ ଏକ ନିଶା ନିବାରଣ କେନ୍ଦ୍ରରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ନୟାପଲ୍ଲୀ ଗଡସାହିର ଅକ୍ଷୟ ମାଝି(୪୫)। ଏ ନେଇ ପୋଲିସ ଏକ ମାମଲା ରୁଜୁ କରି...
ଦଶହରା ପାଇଁ ବିଭିନ୍ନ ପୂଜା କମିଟିର ମାଟି ଅନୁକୂଳ
ଭୁବନେଶ୍ୱର, ୨୪।୮(ବ୍ୟୁରୋ)/କଟକ ରୋଡ,(ଡି.ଏନ୍.ଏ.): ଆଗକୁ ମା’ଙ୍କ ପୂଜା। ବିରାଜିବେ ଜଗତଜନନୀ ମା’ ଦୁର୍ଗା। ଯେଉଁଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଭୁବନେଶ୍ୱରର ସମସ୍ତ ପୂଜା ମଣ୍ଡପ। ତେଣୁ ଶୁକ୍ରବାର ପବିତ୍ର ଜନ୍ମାଷ୍ଟମୀ ଅବସରରେ ବିଭିନ୍ନ ଦୁର୍ଗାପୂଜା କମିଟି ପକ୍ଷରୁ ମାଟି ଅନୁକୂଳ ଆରମ୍ଭ...
ଜନ୍ମାଷ୍ଟମୀକୁ ଧୋଇଦେଲା ବର୍ଷା: ରାମମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ଭିଡ଼
ଭୁବନେଶ୍ୱର,୨୪।୮(ବ୍ୟୁରୋ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଶୁକ୍ରବାର ଉତ୍ସବ ମୁଖର ହୋଇଉଠିଥିଲା ସମଗ୍ର ସହର। ଭଗବାନ ଶ୍ରୀକୃଷ୍ଣଙ୍କ ଦର୍ଶନ କରିବାକୁ ପ୍ରାତଃରୁ ରାଜଧାନୀର ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଲମ୍ବାଧାଡି ଦେଖିବାକୁ ମିଳିଥିଲା। ହେଲେ ପୂର୍ବାହ୍ନରେ ବର୍ଷା ଜନ୍ମାଷ୍ଟମୀର ଉତ୍ସବକୁ ଫିକା କରି...
Archives


