ରାଜ୍ୟ

ବ୍ଲୁ ଫ୍ଲାଗ ବିଚ୍‌: ପରୀକ୍ଷା ପାଇଁ ଗଲା ସମୁଦ୍ର ପାଣି

ପୁରୀ ଅଫିସ,୧୬ା୧: ପୁରୀରେ ବ୍ଲୁ ଫ୍ଲାଗ ବିଚ୍‌ କାମ ଦ୍ରୁତଗତିରେ ଚାଲିଛି। ସମ୍ପୂର୍ଣ୍ଣ ହୋଇ ନ ଥିଲେ ମଧ୍ୟ ଏହା ପର୍ଯ୍ୟଟକଙ୍କ ଆକର୍ଷଣ ପାଲଟିଲାଣି। ପ୍ରତ୍ୟହ ଏହା ପରିସରରେ ପର୍ଯ୍ୟଟକମାନେ ବୁଲୁଛନ୍ତି। ତେବେ ଖୁବ୍‌ଶୀଘ୍ର ଏହାକୁ ଉଦ୍‌ଘାଟନ କରିବା ଲାଗି ପ୍ରଶାସନ…

ଶ୍ରୀମନ୍ଦିର କାର୍ଯ୍ୟାଳୟ ଆଗରେ ବ୍ରାହ୍ମଣଙ୍କ ବିକ୍ଷୋଭ

ପୁରୀ ଅଫିସ,୧୬ା୧: ଶ୍ରୀମନ୍ଦିର ଆନନ୍ଦ ବଜାରରୁ ବ୍ରାହ୍ମଣଙ୍କୁ ବାହାର କରିଦିଆଯିବାକୁ ନେଇ ବ୍ରାହ୍ମଣଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ବୁଧବାର ଆନନ୍ଦ ବଜାର ବ୍ରାହ୍ମଣ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଡିଏସ୍‌ଡବ୍ଲ୍ୟୁଓ ନିଲମ୍ବିତ

ମାଲକାନଗିରି, ୧୫ା୧(ସ୍ବ.ପ୍ର.): ମାଲକାନଗିରି ଡିଏସ୍‌ଡବ୍ଲ୍ୟୁଓଙ୍କୁ ମଙ୍ଗଳବାର ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅନିୟମିତତା, ମାଲକାନଗିରି ସିଡିପିଓ ବିପୁଳା ସରକାରଙ୍କୁ ପଦୋନ୍ନତିରେ ସହଯୋଗ କରିବାରେ ସମ୍ପୃକ୍ତ ଥିବା ଦର୍ଶାଇ ତାଙ୍କୁ ନିଲମ୍ବିତ କରାଯାଇଛି। ଗତ କିଛିଦିନ ତଳେ ତାଙ୍କ ବିରୋଧରେ ଦୁର୍ନୀତି, ପିସି କାରବାର…

ହାତୀ ପାଇଁ ବିଦ୍ୟୁତ୍‌ କାଟ୍‌ ପ୍ରତିବାଦରେ ରାସ୍ତାରୋକୋ

ବଡ଼ସାହି,୭ା୧(ସ୍ବ.ପ୍ର): ବଡ଼ସାହି-ସୁହାଗପୁର ଜଙ୍ଗଲରେ କିଛି ଦିନ ହେଲା ଏକ ଦନ୍ତା ହାତୀ ବୁଲୁଥିବାରୁ ସେହି ଅଞ୍ଚଳରେ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ନିୟମିତ ବିଦ୍ୟୁତକାଟ୍‌ କରାଯାଉଛି। ଏହାର ପ୍ରତିବାଦରେ ଅଞ୍ଚଳବାସୀ ବୁଧବାର ରାସ୍ତାରୋକ କରିଥିଲେ। ସନ୍ଧ୍ୟା ସମୟରେ ମହିଳାପୁରୁଷମାନେ ବଡ଼ସାହି-ଉଦଳା ରାସ୍ତାର ଗୁହାଳଡିହୀଠାରେ…

ଡିଏଭି କଲେଜରେ ଜିତେନ୍ଦ୍ର, ହ୍ୟୁମାନଙ୍କ କାଉନସେଲିଂ: ଛାତ୍ରୀଛାତ୍ରଙ୍କୁ ଦେଲେ ସଫଳତାର ମନ୍ତ୍ର

ଟିଟିଲାଗଡ଼, ୧୫।୧ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଡିଏଭି ସ୍ବୟଂ ଶାସିତ କଲେଜ ଦୁଇ ପ୍ରାକ୍ତନ ଛାତ୍ର ତଥା ସେଲିବ୍ରେଟି ଜିତେନ୍ଦ୍ର ମିଶ୍ର ଏବଂ ହ୍ୟୁମାନ ସାଗରଙ୍କ ପାଇଁ ଗର୍ବିତ ହୋଇଛି। ଜାତୀୟ ତଥା ଅନ୍ତର୍ଜାତୀୟସ୍ତରରେ ଖ୍ୟାତିପ୍ରାପ୍ତ ଉଭୟ କଳାକାର କଲେଜ…

ମଦ ବିରୋଧରେ ମହିଳା ଗୋଷ୍ଠୀ ଥାନାର ଦ୍ୱାରସ୍ଥ

ବଙ୍ଗୋମୁଣ୍ଡା, ୧୫ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ କଁସିଲ ଗଁ।ରେ ଚାଲିଛି ଅବାଧ ମଦ କାରବାର। ଏ ନେଇ ବିଭିନ୍ନ ସମୟରେ ଗ୍ରାମବାସୀ ଦାବି କରି ଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଏହିକ୍ରମରେ ବୁଧବାର ଗଁ।ର ମହିଳା ଗୋଷ୍ଠୀ…

ମକର ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ,୧୫ା୧: ଶ୍ରୀମନ୍ଦିରରେ ବୁଧବାର ପାଳିତ ହୋଇଛି ମକର ପର୍ବ। ରତ୍ନସିଂହାସନରେ ଦାରୁବିଗ୍ରହ ମକର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏଥିପାଇଁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି ହୋଇଥିଲା। ଭୋର ୪ଟାରେ ଦ୍ୱାର ଫିଟିଥିଲା। ମଙ୍ଗଳ ଆଳତି, ଅବକାଶ ବଢିବା ପରେ ତ୍ରିମୁଣ୍ଡିରେ…

ପୋଲିସ,ଏସଓଜି ସହ ବିଏସଏଫ ତିଆରି କଲେ: ହନ୍ତାଳଗୁଡାରୁ ଯୋଡ଼ାମ୍ବକୁ ରାସ୍ତା

ଚିତ୍ରକୋଣ୍ଡା,୧୫ା୧(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳର ବିଚ୍ଛିନାଞ୍ଚଳକୁ ପାହାଡ଼, ନଦୀ ଓ ଝରଣା ଘେରି ରହିଛି। ଉକ୍ତ ଅଞ୍ଚଳକୁ ରାସ୍ତା ନ ଥିବାରୁ ଯାତାୟାତ ପାଇଁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଜିଲା ପ୍ରଶାସନ…

ଶର୍ଟ ସର୍କିଟରେ ଜଳିଗଲା ଘର: ମହିଳା ଗୁରୁତର

ନବରଙ୍ଗପୁର,୧୫ା୧(ବି.ପ୍ର.): ନବରଙ୍ଗପୁର ନୋଡାଲ ଆରସିଡି ହାଇସ୍କୁଲ ରୋଡ କଡରେ ଥିିବା ପି. ଉଷାଙ୍କ ଘରେ ବୁଧବାର ବିଦ୍ୟୁତ ଶର୍ଟ ସର୍କିଟ ହୋଇ ଘର ସମେତ ଦୋକାନ ସମ୍ପୂର୍ଣ୍ଣ ଜଳି ଯାଇଛି। ଶାଢୀରେ ନିଅଁ।ଲାଗି ଉଷାଙ୍କ ଶରୀରର ୮୦ ଭାଗ ପୋଡି ଯାଇଛି।…

ବିଦ୍ୟୁତ୍‌ ଫାଶ ନେଲା ଦନ୍ତା ଜୀବନ

ସାତମାଇଲ, ୧୫।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳରେ ଶିକାରୀଙ୍କ ବିଦ୍ୟୁତ୍‌ ତାର ନେଇଛି ଏକ ଦନ୍ତା ଜୀବନ। ସାତମାଇଲ ନିକଟ ଗୁରିଲୋ କାଜୁପଡ଼ିଆରୁ ବୁଧବାର ଉକ୍ତ ହାତୀର ମୃତଦେହ ଉଦ୍ଧାର କରାଯାଇଛି। କାଜୁ ବଗିଚାରେ ଏକ ଦନ୍ତା ମରି ପଡ଼ିଥିବା ଦେଖି…

ସଡ଼କ ଦୁର୍ଘଟଣାରେ ଜଣେ ମୃତ

ଚମ୍ପୁଆ,୧୫ା୧(ଡି.ଏନ.ଏ):  ଚମ୍ପୁଆ ଏନଏସି ଅନ୍ତର୍ଗତ ବସାସାହିର ଅନତି ଦୂରରେ ଗତ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ମୟୂରଭଞ୍ଜ ଜିଲା ଘାଗରବେଡା ଥାନା ଶଙ୍କରପୁର ଅଞ୍ଚଳର ବୋଲି ଜଣାପଡିଛି। ସୂଚନା ଅନୁସାରେ ଗତ ମଙ୍ଗଳବାର…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଓବିସି, ଏସ୍‌ଇବିସିଙ୍କୁ ଅଧିକ ସଂରକ୍ଷଣ ଦେବାକୁ ଦାବି

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଓବିସି ଓ ଏସ୍‌ଇବିସିଙ୍କୁ ସ୍ଥାନ ସଂରକ୍ଷଣ ନେଇ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଉକ୍ତ ଚିଠିରେ ଧର୍ମେନ୍ଦ୍ର ନିଯୁକ୍ତି କ୍ଷେତ୍ରରେ ଓବିସି ଓ ଶିକ୍ଷା କ୍ଷେତ୍ରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri