ରାଜ୍ୟ

ଲାଞ୍ଚ ମାଗି ନିଲମ୍ବିତ ହେଲେ ବେଗୁନିଆ ଥାନା ଏସ୍‌ଆଇ

ଖୋର୍ଦ୍ଧା ଅଫିସ,୧୫।୧: ଜଣେ ଅଭିଯୁକ୍ତଙ୍କ ମା’ଙ୍କୁ ଲାଞ୍ଚ ମାଗି ଫସିଛନ୍ତି ବେଗୁନିଆ ଥାନା ଏସ୍‌ଆଇ ସୁଜାତା ପଲେଇ। ଏହାର ଏକ ଅଡିଓ ଭାଇରାଲ ହେବା ପରେ ଖୋର୍ଦ୍ଧା ଏସ୍‌ପି ବୁଧବାର ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସୂଚନାନୁଯାୟୀ, ଉକ୍ତ ଥାନା ଅନ୍ତର୍ଗତ…

ଗଞ୍ଜାମରେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାର ପର୍ଦ୍ଦାଫାଶ: ୨ ଛାତ୍ର ଗିରଫ

ବ୍ରହ୍ମପୁର ଅଫିସ ,୧୫।୧ – ଗଞ୍ଜାମ ଜିଲାରେ ଜଣେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ଗଣବଳାତ୍କାର ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି । ଏଥିରେ ସାମିଲ ଥିବା ୨ ଜଣ ଯୁକ୍ତ ୩ ଛାତ୍ରଙ୍କୁ ମଙ୍ଗଳବାର ଗିରଫ କରାଯାଇଛି। ଅଭିଯୁକ୍ତ ଦ୍ୱୟ…

ପାଞ୍ଚକାହାଣିଆ ନିକଟରେ ବାଇକକୁ ପିଟିଲା ଟ୍ରକ୍‌, ୨ଜଣଙ୍କ ଜୀବନ ଗଲା

ଢେଙ୍କାନାଳ ଅଫିସ,୧୫।୧: ଢେଙ୍କାନାଳ ସହର ନିକଟସ୍ଥ ୫୫ନଂ ଜାତୀୟ ରାଜପଥର ପାଞ୍ଚକାହାଣିଆ ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କା ଦେବାରୁ ବାଇକ୍‌ରେ ଯାଉଥିବା ଯୁବତୀଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ରାଜପଥରେ ଗାଡ଼ି ମୋଟର…

ବାଲୁକାକଳାରେ ସୁଦର୍ଶନଙ୍କ ଶୁଭେଚ୍ଛା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପୁରୀ ବେଳାଭୂମୀରେ ସେ ଏକ ବାଲୁକାକଳାରେ ଦେଶବାସୀଙ୍କୁ ଲୋହରି, ପୋଙ୍ଗଲ, ଉତ୍ତରାୟଣ, ବିହୁ ଆଦି ପାଇଁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି। ଏହି ଉତ୍ସବ ସମସ୍ତଙ୍କ ଜୀବନରେ…

ମକର ସଂକ୍ରାନ୍ତି: ମା’ ତାରା ତାରିଣୀ ପୀଠରେ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ପୁରୁଷୋତ୍ତମପୁର,୧୫।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ପୀଠରେ ବୁଧବାର ମକର ସଂକ୍ରାନ୍ତି ଅବସରେ ମା’ଙ୍କ ଦର୍ଶନ ଲାଗି ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ବିଧି ଅନୁଯାୟୀ, ଭୋର ୫ଟା ୩୦ ମିନିଟ୍‌ରୁ…

ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ବୁଧବାର ପବିତ୍ର ମକର ସଂକ୍ରାନ୍ତି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ମକର ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଆନନ୍ଦ ଉଲ୍ଲାସର ପର୍ବ…

୫ଟି ସଚିବଙ୍କୁ କଂଗ୍ରେସର କଟାକ୍ଷ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପ୍ରସଙ୍ଗରେ ୫ଟି ସଚିବଙ୍କୁ କଂଗ୍ରେସ ନେତା ସତ୍ୟପ୍ରକାଶ ନାୟକ କଟାକ୍ଷ କରିଛନ୍ତି। ପାଣ୍ଡିଆନ ନବୀନଙ୍କ ମନକଥା ବୁଝିପାରୁଛନ୍ତି ହେଲେ କୋର୍ଟଙ୍କ ନିର୍ଦ୍ଦେଶ ପଢ଼ିପାରୁନାହାନ୍ତି। ରାଜ୍ୟ ସରକାର ନିଜ ସ୍ବାର୍ଥ ପାଇଁ ସୁପ୍ରିମକୋର୍ଟଙ୍କ…

ପ୍ରବାସୀ ଶ୍ରମିକଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ପ୍ରବାସୀ ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲା ପାଇଁ ମନରେଗାରେ ବ୍ୟବସ୍ଥା କରାଯାଇଛି। ଏହି ୪ ଜିଲାରେ ୧୦୦ ଦିନ ବଦଳରେ ଶ୍ରମିକଙ୍କୁ ୨ଶହ ଦିନ…

ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ପ୍ରବଳ ଭିଡ

ପୁରୀ ଅଫିସ, ୧୫।୧: ବୁଧବାର ପବିତ୍ର ମକର ସଂକ୍ରାନ୍ତି। ଶ୍ରୀ ମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କ ମକର ନୀତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ମହାପ୍ରଭୁଙ୍କ ମକର ବେଶ ପାଇଁ ବଡ ଓଡିଆ ମଠ ପକ୍ଷରୁ…

ମକର ସଂକ୍ରାନ୍ତି: ଗଙ୍ଗାସାଗରରେ ବୁଡ଼ ପକାଇଲେ ଶଙ୍କରାଚାର୍ଯ୍ୟ

ଭୋଗରାଇ,୧୫।୧(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ସାଗରଦ୍ୱୀପର ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଅବସରରେ ବୁଧବାର ସକାଳେ ପୁରୀ ଗୋବର୍ଦ୍ଧନ ପୀଠର ମଠାଧୀଶ ଜଗଦ୍‌ଗୁରୁ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ଗଙ୍ଗାସାଗରରେ ବୁଡ଼ ପକାଇଛନ୍ତି। ସେ ବୈଦିକରୀତିରେ ଗଙ୍ଗାମାତାଙ୍କୁ ପୂଜାର୍ଚ୍ଚନା କରିଥିଲେ। ପରେ ମହାପ୍ରଭୁ…

ଡାକ୍ତର କହି ବିବାହ ମହଙ୍ଗା ପଡ଼ିଲା: ମହିଳା ଡାକ୍ତରଙ୍କ ଅଭିଯୋଗ ପରେ ସ୍ବାମୀ ଗିରଫ

ଭୁବନେଶ୍ୱର, ୧୫-୧(ବ୍ୟୁରୋ): ଯୁକ୍ତ୨ ଫେଲ୍‌, ହେଲେ କହିଥିଲେ ଡାକ୍ତରୀ ପାସ୍‌। ଏପରି ମିଛ କହି ଜଣେ ମହିଳା ଡାକ୍ତରଙ୍କୁ ମଧ୍ୟ ବିବାହ କରିବା ଏବେ ଜଣେ ଯୁବକ ଓ ତାଙ୍କ ପରିବାର ଲୋକଙ୍କ ପାଇଁ ମହଙ୍ଗା ପଡ଼ିଛି। ବାହାଘରର ୫ଦିନ ପରେ…

ପୋଲିସ ସମ୍ମୁଖରେ ପଞ୍ଜାବୀ ଯୁବକଙ୍କ ପଗଡ଼ି ଖୋଲି ଆକ୍ରମଣ:ପିସିଆର ଭ୍ୟାନ୍‌ ଇନ୍‌ଚାର୍ଜ ନିଲମ୍ବିତ

ଭୁବନେଶ୍ୱର,୧୫-୧(ବ୍ୟୁରୋ)/ କଟକରୋଡ(ଡି.ଏନ୍‌.ଏ.):ଗାଡ଼ି ପାର୍କିଂକୁ ନେଇ ଭଗବାନ ଟାଓ୍ବାର ଟ୍ରେଜରର ପରବିନ୍ଦର ପାଲ୍‌ ସିଂଙ୍କୁ ଆକ୍ରମଣ ହୋଇଛି। ଖବର ପାଇ ସେଠାରେ ପିସିଆର୍‌ ଭ୍ୟାନ୍‌ ପହଞ୍ଚତ୍ଥିଲା। ହେଲେ ପୋଲିସ ଉପସ୍ଥିତିରେ ବି ଆକ୍ରମଣକାରୀମାନେ ତାଙ୍କୁ ଛାଡ଼ି ନ ଥିଲେ। ପରବିନ୍ଦରଙ୍କ ପଗଡ଼ି ଖୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri