ଟାଟା ଷ୍ଟିଲର ଭ୍ରାମ୍ୟମାଣ ମେଡିକାଲ ୟୁନିଟ କ୍ରିୟାଶୀଳ
ଡୁବୁରୀ,୨୪।୮(ଡି.ଏନ୍.ଏ.)- ସୁକିନ୍ଦା ଓ ଦାନଗଦୀ ବ୍ଲକ ଆଦିବାସୀ ତଥା ଦୁର୍ଗମ ଅଞ୍ଚଳର ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ପ୍ରଦାନ ଲକ୍ଷ୍ୟରେ ଟାଟାଷ୍ଟିଲ୍ କଳିଙ୍ଗନଗର ପକ୍ଷରୁ ୨୦୧୩ରୁ ଆରମ୍ଭ କରାଯାଇଥିବା ଭ୍ରାମ୍ୟମାଣ ମେଡିକାଲ ୟୁନିଟକୁ ଅଧିକ କ୍ରିୟାଶୀଳ କରାଯାଇଛି। ଫଳରେ ୭ଟି ମେଡିକାଲ...
ଅକଥନୀୟ ଅତ୍ୟାଚାରର ସାକ୍ଷୀ ବ୍ରିଟିଶ କୋଠି
ଏରସମା,୨୪।୮(ସ୍ବ.ପ୍ର.): ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ଦ୍ୱାରା ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଇ ବିଭିନ୍ନ ସ୍ଥାନରେ ଥିବା ଐତିହାସିକ ସ୍ମୃତିସ୍ଥମ୍ଭ, ପୀଠସ୍ଥଳୀ ଓ ରାଜପ୍ରାସାଦ ଆଦିର ପୁନରୁଦ୍ଧାର କରାଯାଉଛି। ମାତ୍ର ଜଗତ୍ସିଂହପୁର ଜିଲା ଏରସମା ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ...
ଶୁଣିଲେନି ନେତା, ପ୍ରଶାସକ: ରାସ୍ତା ମରାମତି କଲେ ଗ୍ରାମବାସୀ
ଖଇରା, ୨୪।୮(ଡି.ଏନ.ଏ.)-ରାସ୍ତା ମରାମତି ପାଇଁ ବାରମ୍ବାର ସ୍ଥାନୀୟ ନେତାଠାରୁ ଆରମ୍ଭ କରି ପ୍ରଶାସନ ପର୍ଯ୍ୟନ୍ତ ନିବେଦନ କଲେ ମଧ୍ୟ କୌଣସି ସୁଫଳ ମିଳିଲାନି। ଶେଷରେ ସରକାରଙ୍କ ସହାୟତାକୁ ଅପେକ୍ଷା ନ କରି ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧିନ ମାଟିଆଳପଦା...
କୂଳ ଖାଉଛି ବୁଢ଼ାବଳଙ୍ଗ :ଆତଙ୍କିତ ଅବସ୍ଥାରେ ୧୫ ପରିବାର
ବାଲେଶ୍ୱର ଅଫିସ, ୨୪।୮(ମାନସ ବିଶ୍ୱାଳ) -ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅନ୍ତର୍ଗତ ଦହପଡ଼ା ପଞ୍ଚାୟତ ଦହପଡ଼ା ଗ୍ରାମ ଦେଇ ପ୍ରବାହିତ ହୋଇଥିବା ବୁଢ଼ାବଳଙ୍ଗ ନଦୀ କୂଳ ଖାଇବାରେ ଲାଗିଛି। ବହୁ ସ୍ଥାନରେ ମାଟି ଅତଡ଼ା, ଗର୍ତ୍ତ ହୋଇ ନଦୀକୂଳରେ ଥିବା...
ତେଣ୍ଡା ଗାଁରେ ବିକାଶ ଅପହଞ୍ଚ
କପ୍ତିପଦା,୨୪ା୮(ଡି.ଏନ୍.ଏ.)- କପ୍ତିପଦା ବ୍ଲକ୍ର ଆଦିବାସୀ ଅଧ୍ୟୁଷିତ କଳମଗଡ଼ିଆ ପଞ୍ଚାୟତ ଅନ୍ତର୍ଗତ ତେଣ୍ଡା ଗ୍ରାମ ଅପହଞ୍ଚ ଇଲାକା ପାଲଟିଛି। ପ୍ରଶାସନ କିମ୍ବା ରାଜନେତାଙ୍କ ପାଦ ପଡୁ ନ ଥିବା ଏହି ଗାଁକୁ ମୟୂରଭଞ୍ଜର କଳାପାଣି କୁହାଯାଉଛି। ଭୌଗୋଳିକ ଦୃଷ୍ଟିକୋଣରୁ ଗାଁର ପୂର୍ବରେ...
ବିପର୍ଯ୍ୟସ୍ତ ଟ୍ରାଫିକ ବ୍ୟବସ୍ଥା ନେଇ ଜିଲାପାଳଙ୍କୁ ଦାବିପତ୍ର
ବାରିପଦା ଅଫିସ,୨୪।୮- ରାଜ୍ୟର ସର୍ବପୁରାତନ ସହର ଭାବେ ବିବେଚିତ ବାରିପଦା ସହରରେ ଏବେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛିି। ଏଥିରେ ସୁଧାର ଆଣିବା ପାଇଁ ଜିଲା ପ୍ରଶାସନ ନା ପୋଲିସ ପ୍ରଶାସନ କେହିବି ଉଦ୍ୟମ କରୁ ନାହାନ୍ତି। ଏହାର ସମାଧାନ...
ରେଳ ବିଭାଗ ଅଧୀନ ରାସ୍ତାର ଦୁରବସ୍ଥା
କେନ୍ଦୁଝର,୨୪।୮ (ସ୍ବ.ପ୍ର.)- ରେଳପଥ ବିକାଶରେ ସହାୟକ ହେଉଥିବା କୁହାଯାଉଥିବା ବେଳେ ରେଳ ବିଭାଗ ଅଧୀନରେ ଥିବା ରାସ୍ତାର ଦୁରବସ୍ଥା ଏକ ଭିନ୍ନ ଚିତ୍ର ବୟାନ କରୁଛି। କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଦଗଡ଼ ରେଲୱେ ଫାଟକ ଦେଇ ଯାଇଥିବା ପଦ୍ମପୁର-ନୂଆଗାଁ...
କାଳିଆ ଯୋଜନା: ଜିଲାରେ ୧୭, ୮୮୨ ହିତାଧିକାରୀ ଅଯୋଗ୍ୟ
ଭଦ୍ରକ ଅଫିସ, ୨୪।୮- କାଳିଆ ଯୋଜନାରେ ଟଙ୍କା ପାଇବା ପାଇଁ ସାଧାରଣ ନିର୍ବାଚନ ପୂର୍ବରୁ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରେ ସତେ ଯେପରି ଏକପ୍ରକାର ପ୍ରତିଯୋଗିତା ଲାଗିରହିଥିଲା। ଭଦ୍ରକ ଜିଲାରେ ହିତାଧିକାରୀଙ୍କୁ ବର୍ତ୍ତମାନ ସୁଦ୍ଧା ଦୁଇଥର କାଳିଆ ଯୋଜନା...
ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଚାଲିଛି ଗଛକଟା
ଦାରିଙ୍ଗବାଡ଼ି,୨୪।୮(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ ଗରମ ବୃଦ୍ଧି ପାଇବା ସହ ଅସ୍ବାଭାବକି ଭାବେ ପାଣିପାଗର ପରିବର୍ତ୍ତନ ହେଉଛି। ଅଞ୍ଚଳରେ ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ କଂକ୍ରିଟ ରାସ୍ତା, ଘର ବୃଦ୍ଧି ପାଉଛି। ସେହିପରି ଜନବସତି ବୃଦ୍ଧି ଯୋଗୁ...
ଶେରଗଡ଼ ବ୍ଲକରେ ବନ୍ଦ ହେଲାଣି ୩ ବିଦ୍ୟାଳୟ
ଶେରଗଡ,୨୪ା୮(ଡି.ଏନ.ଏ.)-ଶେରଗଡ଼ ବ୍ଲକରେ ଚଳିତବର୍ଷ ୩ ବିଦ୍ୟାଳୟକୁ ଜିଲା ଶିକ୍ଷା ବିଭାଗ ବନ୍ଦ କଲାଣି। ଗ୍ରାମବାସୀଙ୍କ ସହ ଆଲୋଚନା ନ କରି ଏକତରଫା ଭାବେ ଜିଲା ଶିକ୍ଷା ବିଭାଗ ଏହିସବୁ ବିଦ୍ୟାଳୟକୁ ବନ୍ଦ କରିଦେଇଛି ବୋଲି ନରେନ୍ଦ୍ରପୁର ସରପଞ୍ଚ ବିନୋଦ ବେହେରା...
ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା କାମଚଳା :ଖାଲି ପଡ଼ିଛି ୨୧୦ ଡାକ୍ତର ପଦବୀ
ଛତ୍ରପୁର,୨୪୮(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା ଏବେ କାମଚଳାରେ ଚାଲିଛି। ଡାକ୍ତର ଅଭାବଠାରୁ ଆରମ୍ଭ କରି ବିଭିନ୍ନ ଷ୍ଟାଫ୍ ପଦବୀ ଖାଲି ପଡିଛି ା ସେହିପରି ଭିତ୍ତିଭୂମି ଅଭାବ ମଧ୍ୟ ରହିଛି ା ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ନେଇ ଗତ ସପ୍ତାହରେ ହୋଇଥିବା ଜିଲାପରିଷଦ...
ଏମ୍ପି ଚନ୍ଦ୍ରଶେଖରଙ୍କ ସୂଚନା:ବ୍ରହ୍ମପୁର-ସମ୍ବଲପୁର ନୂଆ ରେଳପଥ
ବ୍ରହ୍ମପୁର ଅଫିସ,୨୪ା୮-ବହୁ ପ୍ରତୀକ୍ଷିତ ବ୍ରହ୍ମପୁର-ସମ୍ବଲପୁର ନୂଆ ରେଳପଥ ନିର୍ମାଣ ପାଇଁ ଭାରତୀୟ ରେଲୱେ ବୋର୍ଡ ମଞ୍ଜୁର କରିଛନ୍ତି। ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ସାହୁ ଶୁକ୍ରବାର ଧରିତ୍ରୀକୁ ଏହି ସୂଚନା ଦେଇଛନ୍ତି । ଏଥିପାଇଁ ଭଞ୍ଜନଗର ଓକିଲ ସଂଘର ନିରନ୍ତର ପ୍ରୟାସକୁ...
Archives


