ରାଜ୍ୟ

ନନ୍ଦନକାନନକୁ ଆସିବ ୪ ଅଣ୍ଡିରା ସିଂହ

ବାରଙ୍ଗ,୧୫-୧(ଡି.ଏନ୍‌.ଏ.): ପ୍ରାଣୀଉଦ୍ୟାନ ନନ୍ଦନକାନନ ପାଇଁ ଖୁସି ଖବର। ଛତିଶଗଡ ରାୟପୁର ଚିଡିଆଖାନାରୁ ଅଣ୍ଡିରା ସିଂହ ଆସିବ। ନନ୍ଦନକାନନରେ ସିଂହ ସଂଖ୍ୟା ବୃଦ୍ଧିପାଇଁ ଏଭଳି ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ପଶୁପକ୍ଷୀ ଅଦଳବଦଳ ପ୍ରକିୟାରେ ୨ଟି ମାଈ ଜଳହସ୍ତୀ ବଦଳରେ…

ଆର୍‌ପିଏଫ୍‌ର ବାର୍ଷିକ ଅପରାଧ ରିପୋର୍ଟ ପ୍ରକାଶ: ଟ୍ରେନ୍‌ରେ ନିଶା କାରବାର, ଚୋରି ବଢ଼ିଛି

ଭୁବନେଶ୍ୱର,୧୫-୧(ବ୍ୟୁରୋ): ଟ୍ରେନ୍‌ ଓ ଷ୍ଟେଶନରେ ବଢ଼ି ଚାଲିଥିବା ଅପରାଧ ରୋକିବା ସହ ଯାତ୍ରୀ ଏବଂ ଧନଜୀବନକୁ ସୁରକ୍ଷା ଦେବାରେ ରେଲ୍‌ଓ୍ବେ ପ୍ରୋଟେକ୍ସନ ଫୋର୍ସ (ଆର୍‌ପିଏଫ୍‌)ର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏପରିସ୍ଥଳେ ମଙ୍ଗଳବାର ପୂର୍ବତଟ ରେଳପଥ ଅନ୍ତର୍ଗତ ଆର୍‌ପିଏଫ୍‌ର ବାର୍ଷିକ ଅପରାଧ ରିପୋର୍ଟ-୨୦୧୯…

ଖୁବ୍‌ଶୀଘ୍ର ଖୋଲିବ ୪୫ ନୂଆ କୋର୍ଟ: ମହିଳାଙ୍କୁ ମିଳିବ ତ୍ୱରିତ ନ୍ୟାୟ

ଭୁବନେଶ୍ୱର, ୧୫-୧(ବ୍ୟୁରୋ):ମହିଳାଙ୍କୁ ସୁରକ୍ଷା ଓ ସାମାଜିକ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଛି। ମହିଳାମାନେ କିଭଳି ସ୍ବାବଲମ୍ବୀ ହୋଇ ଆର୍ଥିକ ଦୃଷ୍ଟିକୋଣରୁ ସଶକ୍ତ ହୋଇପାରିବେ ଓ ସମାଜରେ ଆତ୍ମସମ୍ମାନର ସହ ବଞ୍ଚତ୍ବେ, ସେଥିପାଇଁ ସେମାନଙ୍କ…

ଆଜି ମକର: ନିଆରା ଗଣପର୍ବ

ସକଳ ଶକ୍ତିର ଆଧାର ସୂର୍ଯ୍ୟ। ସୂର୍ଯ୍ୟଦେବଙ୍କୁ ଆରାଧନାର ପବିତ୍ର ଦିନ ଭାବେ ବିବେଚିତ ମକର ସଂକ୍ରାନ୍ତି। ମୟୂରଭଞ୍ଜ ଜିଲାରେ ଏକ ନିଆରା ଢଙ୍ଗରେ ପାଳିତ ହୋଇଥାଏ ଏହି ଗଣପର୍ବ। ମକର ଦିନ କୁଡୁମୀ ସମ୍ପ୍ରଦାୟରେ ଲୋକେ କରିଥାନ୍ତି ଏକ ସ୍ବତନ୍ତ୍ର ପୂଜା।…

ପିଲାଙ୍କ ପରୀକ୍ଷା, ବିଦ୍ୟୁତ୍‌ କାଟନି: ବିରୋଧୀ

ଭୁବନେଶ୍ୱର,୧୫-୧(ବ୍ୟୁରୋ):ବିଦ୍ୟୁତ୍‌ ବିଲ୍‌ ବକେୟା ରଖିଥିବା ଗ୍ରାହକଙ୍କ ଘର ଆସନ୍ତା ୧୬ତାରିଖରୁ ଅନ୍ଧାର ହେବ। ଏନେଇ ସେସୁ ପକ୍ଷରୁ କଡ଼ାକଡ଼ି ସୂଚନା ଦିଆଯାଇଛି। ବିରୋଧୀ ଦଳଗୁଡ଼ିକ ସେସୁର ଏଭଳି ନିଷ୍ପତ୍ତି ବିରୋଧରେ ଯୁଦ୍ଧଂ ଦେହି ଡାକରା ଦେଇଛନ୍ତି। ଯଦି ସରକାର କୌଣସି ଗରିବ…

ଲୋକସେବା ଭବନର କନ୍‌ଭେନଶନ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର,୧୫-୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଲୋକସେବା ଭବନ ପରିସରରେ ନବନିର୍ମିତ ଅତ୍ୟାଧୁନିକ କନ୍‌ଭେନ୍‌ଶନ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ୫୧୮୦ ବର୍ଗମିଟର ପରିମିତ ଅଞ୍ଚଳରେ ପ୍ରତିଷ୍ଠିତ ଏହି କନ୍‌ଭେନ୍‌ଶନ ସେଣ୍ଟର ନିର୍ମାଣ ବାବଦରେ ୪୦ କୋଟି ଟଙ୍କା ବ୍ୟୟ କରାଯାଇଛି। ଏହି କନ୍‌ଭେନ୍‌ଶନ…

କୃଷିଜାତ ଦ୍ରବ୍ୟର ବଜାର ସଂଯୋଗୀକରଣକୁ ଅଗ୍ରାଧିକାର

ଭୁବନେଶ୍ୱର,୧୫-୧(ବ୍ୟୁରୋ): କୃଷିର ସର୍ବାଙ୍ଗୀନ ଉନ୍ନତି ତଥା କୃଷକମାନଙ୍କର ଆୟ ବୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ଏଥିପାଇଁ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଏବଂ କାର୍ଯ୍ୟକ୍ରମ ନିଆଯାଉଛି। ନିକଟ ଅତୀତରେ ହୋଇଥିବା ଏବଂ ଆଗାମୀ ଦିନରେ ହେବାକୁ ଥିବା କାର୍ଯ୍ୟକ୍ରମ…

ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝିଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନବରଙ୍ଗପୁର,୧୫-୧(ବି.ପ୍ର.):ନବରଙ୍ଗପୁର ଜିଲା ଗାଦବାଗୁଡା ସାହିରେ ରହୁଥିବା ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝି(୭୯)ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଛତିଶଗଡ ରାୟପୁରର ରାମକୃଷ୍ଣ କେୟାର ସେଣ୍ଟର ହସ୍ପିଟାଲରେ ରବିବାରଠାରୁ ସେ ଚିକିତ୍ସିତ ହେଉଛନ୍ତି। ହଦ୍‌ ଯନ୍ତ୍ରଣା ସହ ହିମୋଗ୍ଲୋବିନ ୬ ପ୍ରତିଶତ ରହିଛି। ରକ୍ତ…

୩୨ ଓଇଏସ୍‌ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର, ୧୫-୧(ବ୍ୟୁରୋ): ଓଡ଼ିଶା ଏଜୁକେଶନ ସର୍ଭିସ(ଓଇଏସ୍‌)ର ୩୨ ଅଧିକାରୀଙ୍କ ପଦୋନ୍ନତି କରାଯାଇଛି। ମଙ୍ଗଳବାର ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ତଦ୍ଦନୁଯାୟୀ, ଖୋର୍ଦ୍ଧା ଜିଲା ଶିକ୍ଷାଧିକାରୀଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ…

ଏଆଇସିସି, ପିସିସି ମଧ୍ୟରେ ସମନ୍ବୟ ନାହିଁ: ସୁର

ଭୁବନେଶ୍ୱର,୧୫-୧(ବ୍ୟୁରୋ): କଂଗ୍ରେସରେ ନେତୃତ୍ୱକୁ ନେଇ ବିବାଦ ତୁଟିବାର ନାଁ ଧରୁନାହିଁ। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପରିବର୍ତ୍ତନକୁ ନେଇ ବିବାଦ ଲାଗି ରହିଥିବାବେଳେ ବର୍ତ୍ତମାନ ଆଉ ଏକ ନୂଆ ସମସ୍ୟା ମୁଣ୍ଡ ଟେକିଛି। ଯୁବ କଂଗ୍ରେସ ସଭାପତି ପଦକୁ ନେଇ ମଧ୍ୟ…

୧୬ରୁ ବକେୟା ଉପଭୋକ୍ତାଙ୍କ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର,୧୫-୧(ବ୍ୟୁରୋ):ବିଦ୍ୟୁତ୍‌ ବକେୟା ଦେଇ ନ ଥିବା ଉପଭୋକ୍ତାଙ୍କର ଆସନ୍ତା ୧୬ ତାରିଖରୁ ବିଦ୍ୟୁତ୍‌ କାଟ କରାଯିବ ବୋଲି ପୂର୍ବରୁ ସେସୁ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ତେବେ ବିଭିନ୍ନ ମହଲରୁ ବିରୋଧ ହେବା ପରେ ସେସୁ କର୍ତ୍ତୃପକ୍ଷ ପର୍ଯ୍ୟାୟ କ୍ରମେ ବିଦ୍ୟୁତ୍‌ ବିଚ୍ଛିନ୍ନ…

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଅରୁଣ ବୋଥ୍ରାଙ୍କୁ ଲିଗାଲ ନୋଟିସ

ବଲାଙ୍ଗୀର ଅଫିସ,୧୫-୧:ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ତତ୍କାଳୀନ ତଦନ୍ତକାରୀ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କୁ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ସ୍ତ୍ରୀ ସୌଦାମିନୀ ମେହେର ଓକିଲ ଜରିଆରେ ଲିଗାଲ ନୋଟିସ୍‌ ପଠାଇଛନ୍ତି। ସୌଦାମିନୀଙ୍କ ଟୁଇଟର ଆକାଉଣ୍ଟରେ ଏଭଳି ତଥ୍ୟ ଶେୟାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri