ଏସ୍ସିବି ମେଡିକାଲରୁ ଡିସ୍ଚାର୍ଜ ହେଲେ ଆଶୀର୍ବାଦ
କଟକ ଅଫିସ,୨୮ା୧୧: ଓଡ଼ିଶା କ୍ରିକେଟ୍ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ତଥା ବରିଷ୍ଠ କ୍ରୀଡ଼ା ସଙ୍ଗଠକ ଆଶୀର୍ବାଦ ବେହେରା ବୁଧବାର ଏସ୍ସିବି ମେଡିକାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଅର୍ଥତତ୍ତ୍ବ(ଏଟି) ଚିଟ୍ଫଣ୍ଡ ମାମଲାରେ ସିବିଆଇ ତାଙ୍କୁ ସେପ୍ଟେମ୍ବର ୧୯ରେ…
ମହିଳାଙ୍କୁ ସୁରକ୍ଷା ଯୋଗାଇବାରେ ସରକାର ବିଫଳ
ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ରାଜ୍ୟ ସରକାର ମହିଳାମାନଙ୍କୁ ସୁରକ୍ଷା ଯୋଗାଇ ଦେବାରେ ବିଫଳ ହୋଇଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଅଭିଯୋଗ କରିଛନ୍ତି। ବୁଧବାର ବିଧାନସଭାର ଶୂନ୍ୟକାଳରେ ପ୍ରଦୀପ୍ତ ଏହିସବୁ ପ୍ରସଙ୍ଗ ଉପସ୍ଥାପନ କରିଥିଲେ। ପ୍ରଦୀପ୍ତ କହିଥିଲେ ଯେ, ସ୍ମିତାରାଣୀ ହତ୍ୟାକାଣ୍ଡ…
ଓଡ଼ିଶାରେ ହ୍ରାସ ପାଉଛି ଦୁର୍ନୀତି
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଏକଦା ଦେଶର ଭୋକର ଭୂଗୋଳ ଥିବା ଓଡ଼ିଶା ଅନ୍ୟତମ ପ୍ରମୁଖ ଧାନ ଉତ୍ପାଦନକାରୀ ରାଜ୍ୟ ଭାବେ ଉଭା ହୋଇଛି। ସାରା ଭାରତବର୍ଷରେ ପୁଞ୍ଜିନିବେଶ ପାଇଁ ନିବେଶକମାନେ ଏତେଟା ଇଚ୍ଛା ପ୍ରକାଶ କରୁନାହାନ୍ତି। ଅପରପକ୍ଷରେ ସମାନ ସମୟରେ ସଂଖ୍ୟାଧିକ ନୂଆ ପୁଞ୍ଜି…
ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲେ ବିରୋଧୀ
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ବ୍ୟାପକ ଅନିୟମିତତା ଅଭିଯୋଗ ନେଇ ବୁଧବାର ବିଧାନସଭାରେ ସରଗରମ ଆଲୋଚନା ହୋଇଥିଲା। ଏହି ପ୍ରସଙ୍ଗରେ ସରକାରଙ୍କୁ ଅକଳରେ ପକାଇବା ପାଇଁ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି, ସନାତନ ବିଜୁଳି, ମୁକେଶ ମହାଲିଙ୍ଗ ଏବଂ…
କେବଳ ପ୍ରଚାରରେ ସଫଳତା
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଭାଜପା ନେତୃତ୍ୱାଧୀନ କେନ୍ଦ୍ରର ଏନ୍ଡିଏ ସରକାର ୨୦୧୬ ମେ ୧ ତାରିଖରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (ପିଏମ୍ୟୁଓ୍ବାଇ)ର ଶୁଭାରମ୍ଭ କରିଥିଲେ। ଏହା ପରଠାରୁ ଦେଶର ସବୁଆଡ଼େ ଏହି ଯୋଜନାର ବ୍ୟାପକ ପ୍ରଚାର ଚାଲିଛି। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା କେନ୍ଦ୍ରର ସବୁଠାରୁ…
ଟୋକନ ବ୍ୟବସ୍ଥାକୁ ନେଇ ଉଦ୍ବେଗ
ଭୁବନେଶ୍ୱର, ୨୮ା୧୧(ବ୍ୟୁରୋ): ଟୋକନ ବ୍ୟବସ୍ଥାକୁ ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରୁଥିବା ବେଳେ ବୁଧବାର ବିଧାନସଭାରେ ଶାସକ ଦଳର ସଦସ୍ୟମାନେ ମଧ୍ୟ ଏହି ବ୍ୟବସ୍ଥା ଯୋଗୁ ଧାନ କିଣାରେ ବିଳମ୍ବ ହେଉଥିବା ନେଇ ଉଦ୍ବେଗ ପ୍ରକାଶ କରିଥିଲେ। ବିଧାନସଭା ପ୍ରଶ୍ନୋତ୍ତର ବେଳେ…
ଓ୍ବାର୍ଡସଭ୍ୟାଙ୍କ ଇସ୍ତଫା
ନିମାପଡ଼ା,୨୭।୧୧(ଡି.ଏନ୍.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଅରିଷଣ୍ଢ ପଞ୍ଚାୟତର ୧୦ନଂ. ଓ୍ବାର୍ଡର ଓ୍ବାର୍ଡସଭ୍ୟା କବିତା ଦଳେଇ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମଙ୍ଗଳବାର ବିଡିଓ ଶ୍ରୀଧର ବିଶ୍ୱାଳଙ୍କୁ ପ୍ରଦାନ କରିଥିବା ବେଳେ ଏହାର ନକଲ ପଞ୍ଚାୟତର ସରପଞ୍ଚ ଜୟନ୍ତ…
ସମିତି ସଭ୍ୟ ଉପନିର୍ବାଚନ: ମତଦାନ ଶେଷ
ନିମାପଡ଼ା,୨୭।୧୧(ଡି.ଏନ୍.ଏ.): ନିମାପଡ଼ା ବ୍ଲକ ଧନୁଅଁ। ପଞ୍ଚାୟତର ସମିତି ସଭ୍ୟ ଉପନିର୍ବାଚନ ପାଇଁ ବୁଧବାର ମତଦାନ ଶେଷ ହୋଇଛି। ପଞ୍ଚାୟତରେ ୧୬ଟି ଭୋଟ୍ ଗ୍ରହଣ କେନ୍ଦ୍ରରେ ୧୬ଶହ ୫୫ଜଣ ପୁରୁଷ ଓ ୧୫ଶହ ୯ଜଣ ମହିଳା ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିଛନ୍ତି।…
ରତ୍ନଭଣ୍ଡାରକୁ ନେଇ ବିଧାନସଭାରେ ମନ୍ତ୍ରୀଙ୍କ ଉତ୍ତର ପରେ ଭକ୍ତଙ୍କ ମନରେ ବଢ଼ିଲା ସନ୍ଦେହ
ପୁରୀ ଅଫିସ, ୨୮ା୧୧: ପୁଣି ଚର୍ଚ୍ଚାକୁ ଆସିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ବିଧାନସଭାରେ ମଙ୍ଗଳବାର ଆଇନ ମନ୍ତ୍ରୀ ପ୍ରତାପ ଜେନା ଏବେ ଭିତର ରତ୍ନଭଣ୍ଡାର ଖୋଲାଯିବ ନାହିଁ ବୋଲି କହିବା ପରେ ମହାପ୍ରଭୁଙ୍କ ରତ୍ନଅଳଙ୍କାର କେତେ ସୁରକ୍ଷିତ ସେ ନେଇ ସମସ୍ତଙ୍କ ମନରେ…
ନୀଳମାଧବ ପୀଠରେ ଦେବ ଦୀପାବଳି ଉତ୍ସବ
ଖଣ୍ଡପଡ଼ା,୨୮ା୧୧(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦିପୀଠ କଣ୍ଟିଲୋ ନୀଳମାଧବ ପୀଠରେ ସୋମବାରଠାରୁ ଆରମ୍ଭ ହୋଇଥିବା ଦେବ ଦୀପାବଳି ଉତ୍ସବ ବୁଧବାର ଉଦ୍ଯାପିତ ହୋଇଯାଇଛି। ଏହି ଉତ୍ସବରେ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ସିଂହଦ୍ୱାର ନିକଟରେ ସମବେତ ହୋଇ ସେମାନଙ୍କ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିଥିଲେ।…
ଜିଲା ପାଠାଗାରରେ ଅବ୍ୟବସ୍ଥା: ଆସୁଛନ୍ତି ହାତଗଣତି ପାଠକ
ନୟାଗଡ଼ ଅଫିସ,୨୮ା୧୧: ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିସରରେ ଥିବା ଜିଲା ପାଠାଗାର ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଭିତ୍ତିଭୂମି ସୁଦୃଢ଼ ଥିବା ସତ୍ତ୍ୱେ ଆଶାତୀତ ପାଠକ ଆସୁନାହାନ୍ତି। ପ୍ରତିଦିନ ହାତଗଣତି ୭ରୁ ୧୦ ଜଣ ପାଠକ ଆସୁଥିବା ଦେଖିବାକୁ…
ପେସାଦାର ମତ୍ସ୍ୟଜୀବୀଙ୍କ ବିକ୍ଷୋଭ : ୨ଦିନ ହେଲା ଚିଲିକାରୁ ଘେରି ଉଚ୍ଛେଦ ବନ୍ଦ
କୃଷ୍ଣପ୍ରସାଦ,୨୮ା୧୧(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକାରେ ସୋମବାରଠାରୁ ଘେରି ଉଚ୍ଛେଦ ଆରମ୍ଭ ହୋଇଥିଲା। ପ୍ରଥମ ଦିନରେ ମାଲୁଦ ଅଞ୍ଚଳରୁ ଘେରି କଟାଯାଉଥିବା ବେଳେ ଚିଲିକା ଉପରେ ନିର୍ଭର କରି ଚଳୁଥିବା ଅଧିବାସୀ ଏହାକୁ ବିରୋଧ କରିଥିଲେ। ମଙ୍ଗଳବାର ଏହି…
Archives


