ରାଜ୍ୟ

ଲୋକାର୍ପିତ ହେଲା ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରର ୱାଚ୍‌ ଟାୱାର

ପାଟଣା,୧୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଡୁମୁରିଆ ରାଜସ୍ବ ନିରୀକ୍ଷକ ଅଧୀନ ଘାଟ ବାଲିଯୋଡ଼ି ରାଜସ୍ବ ମୌଜା ଅନ୍ତର୍ଗତ ପୌରାଣିକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ଜଳ ପ୍ରପାତରେ ନିର୍ମିତ ୱାଚ୍‌ ଟାୱାର ମଙ୍ଗଳବାର ଲୋକାର୍ପିତ ହୋଇଛି। ଏହି ଅବସରରେ ହଜାର ହଜାର ସଂଖ୍ୟାରେ…

ଅଧ୍ୟାପିକାଙ୍କୁ ବଳାତ୍କାର, ଅପହରଣ ମାମଲା: ଥାନା ଆଗରେ ଧାରଣା ଦେଲେ ଗିରଫ ବ୍ୟାଙ୍କ୍‌ ମ୍ୟାନେଜରଙ୍କ ମା’

ଭୁବନେଶ୍ୱର, ୧୪।୧(ବ୍ୟୁରୋ): ଅଧ୍ୟାପିକାଙ୍କୁ ବଳାତ୍କାର ଓ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ଅପହରଣ କରି ଟଙ୍କା ଲୁଟିବା ଘଟଣାରେ ପୋଲିସ ବ୍ୟାଙ୍କ୍‌ ମ୍ୟାନେଜର ସମେତ ୪ଜଣଙ୍କୁ ଗିରଫ କରିଛି। ବ୍ୟାଙ୍କ୍‌ ମ୍ୟାନେଜର ସୁନୀଲଙ୍କ ବିରୋଧରେ ପୋଲିସ କେସ୍‌ ନଂ.୨୧/୨୦ରେ ବଳାତ୍କାର, ବ୍ଲାକ୍‌ମେଲିଂ ଦଫା ଲଗାଇଥିବାବେଳେ…

ପଞ୍ଚଭୂତରେ ଲୀନ ହେଲେ ମନମୋହନ ମହାପାତ୍ର

ପୁରୀ ଅଫିସ୍‌, ୧୪।୧: ବିଶିଷ୍ଟ ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ପୁରୀ ସ୍ବର୍ଗଦ୍ୱାରଠାରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ବଡପୁଅ ଆଶୁତୋଷ ମହାପାତ୍ର ମୁଖାଗ୍ନି ଦେଇଥିଲେ। ମନମୋହନଙ୍କୁ ଶେଷଦର୍ଶନ କରିବା ପାଇଁ ସ୍ବର୍ଗଦ୍ୱାରରେ…

କଟକ ଆକାଶେ ପବ୍‌ଜି, ପୋକେମନ୍‌

କଟକ ଅଫିସ,୧୪ା୧:ବୁଧବାର ମକରସଂକ୍ରାନ୍ତି। ଏହା ହେଉଛି ଗୁଡ଼ି ଉଡାର ପ୍ରମୁଖ ପର୍ବ। ପୂର୍ବଦିନ ଅପେକ୍ଷା ମକରସଂକ୍ରାନ୍ତିରେ କଟକ ସହରର ଆକାଶରେ ବେଶି ମାତ୍ରାରେ ଗୁଡି ଉଡିବା ଦେଖିବାକୁ ମିଳିଥାଏ। ହେଲେ ଚଳିତବର୍ଷ ଗୁଡ଼ି ଉଡାଇବା ପାଇଁ ବ୍ୟବହୃତ ମାଞ୍ଜାସୂତା ଉପରେ ପ୍ରଶାସନ…

ଟ୍ରି-ମ୍ୟାନ ପ୍ରଭାସଙ୍କ ଘରେ ଅଷ୍ଟ୍ରେଲୀୟ ଛାତ୍ରୀଛାତ୍ର

କଟକ ଅଫିସ,୧୪ା୧:ପ୍ରେମରେ ବନ୍ଧା ହୋଇଛି ସମଗ୍ର ବିଶ୍ୱ। ଖୁବ୍‌ କମ୍‌ ଲୋକ ଥାଆନ୍ତି, ଯେଉଁମାନେ ପ୍ରକୃତି ପ୍ରେମରେ ବାନ୍ଧି ହୋଇ ରୁହନ୍ତି। ଫୁଲନଖରା ସାଶୋଳ ଗ୍ରାମର ପ୍ରଭାସ ମଙ୍ଗରାଜ(୪୮)। ସକାଳୁ ଉଠିଲେ ଗଛକୁ ଧରି ବସନ୍ତି। ଗଛ ପ୍ରତି ତାଙ୍କର ରହିଛି…

ସିଏଏ ସପକ୍ଷରେ ଭାଜପା ଯୁବମୋର୍ଚ୍ଚାର ମାନବ ଶୃଙ୍ଖଳ

ଭୁବନେଶ୍ୱର,୧୪ା୧(ବ୍ୟୁରୋ):ନାଗରିକତା ସଂଶୋଧନ ବିଧେୟକ (ସିଏଏ)କୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ। ଦେଶ ବିଭାଜନ ସମୟରେ ତତ୍କାଳୀନ ନେତୃତ୍ୱ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ ହିଁ ଏହି ଆଇନ ଦ୍ୱାରା ପୂରଣ କରାଯାଇ ପାରିଛି। ଭାରତର ଜଣେ ହେଲେ ନାଗରିକ…

ଆଜି ସରିବ ପହିଲି ଭୋଗ ନୀତି

ପୁରୀ ଅଫିସ, ୧୪-୧: ପବିତ୍ର ଧନୁସଂକ୍ରାନ୍ତିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିଲା ପହିଲି ଭୋଗ ନୀତି। ଏହା ମକରସଂକ୍ରାନ୍ତି ପୂର୍ବ ମାସାନ୍ତ ପର୍ଯ୍ୟନ୍ତ ଚାଲିବାର ବିଧି ରହିଛି। ତେଣୁ ମଙ୍ଗଳବାର ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ଶେଷ ହେବ। ଏହିଦିନ ମହାପ୍ରଭୁଙ୍କ ନବାଙ୍କ…

ଡ୍ରୋନ୍‌ ପଞ୍ଜୀକରଣ ପାଇଁ ଶେଷ ସୁଯୋଗ:୩୧ ପରଠାରୁ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଏଣିକି ମନଇଚ୍ଛା ଆଉ ଉଡ଼ିପାରିବନି ଡ୍ରୋନ୍‌।ଏପରି କି ବିନା ପଞ୍ଜୀକରଣରେ ବେଆଇନ ଭାବେ ଡ୍ରୋନ୍‌ ପାଖରେ ରଖିଲେ ଓ ବିନାନୁମତିରେ ଉଡ଼ାଣ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଏଥିପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଦେଶରେ ରହିଥିବା ଘରୋଇ ବା…

ଚର୍ଚ୍ଚାରେ କଂଗ୍ରେସ ସାଂଗଠନିକ ନେତୃତ୍ୱ: ଯୁବ ସଭାପତି ଚୟନକୁ ନେଇ ବଢୁଛି ଅଡୁଆ

ଭୁବନେଶ୍ୱର,୧୪-୧(ବ୍ୟୁରୋ):ପୁଣିଥରେ କଂଗ୍ରେସର ସାଙ୍ଗଠନିକ ନେତୃତ୍ୱକୁ ନେଇ ବିବାଦ ଦେଖିବାକୁ ମିଳିଛି। ଗୋଟିଏ ପଟେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଦାୟିତ୍ୱରୁ ହଟାଇବା ପାଇଁ ଗୋଟିଏ ଗୋଷ୍ଠୀ ଜୋରଦାର ପ୍ରୟାସ ଚଳାଇଥିବା ବେଳେ ବର୍ତ୍ତମାନ ଯୁବ କଂଗ୍ରେସକୁ ନେଇ ବିବାଦ…

୧୫ରୁ କମିବ ଶୀତ: ୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ୱର,୧୪-୧(ବ୍ୟୁରୋ)-ଆସନ୍ତା ୧୫ ତାରିଖରୁ ଶୀତ ହ୍ରାସ ପାଇବ। ସର୍ବନିମ୍ନ ୩ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ। ତେବେ ଆସନ୍ତା ୨୪ ଘଣ୍ଟା ଯାଏ ଅନୁଗୋଳ, ସୋନପୁର, ଦେବଗଡ, ବୌଦ୍ଧ ଓ ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ପ୍ରବଳ ଶୀତ ଲହରୀ…

ରାଜ୍ୟଗୋଷ୍ଠୀ ସଂସଦୀୟ ସମ୍ମିଳନୀରେ ଯୋଗଦେବେ ବାଚସ୍ପତି

ଭୁବନେଶ୍ୱର,୧୪-୧(ବ୍ୟୁରୋ):ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌ ବିଧାନ ଭବନରେ ଆସନ୍ତା ୧୮ରେ ସପ୍ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ(ଭାରତ ଅଞ୍ଚଳ) ସମ୍ମିଳନୀ ଆୟୋଜିତ ହେବ। ଏହି ସମ୍ମିଳନୀରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଯୋଗଦେବେ। ଏଥିରେ ଲୋକସେବା ଓ ରାଜ୍ୟ ବିଧାନସଭାକୁ କିପରି ଉପଯୁକ୍ତ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସିରିଆ ରାଷ୍ଟ୍ରଦୂତ;ଶିକ୍ଷା କ୍ଷେତ୍ରରେ ଓଡ଼ିଶାର ପଦକ୍ଷେପ ପ୍ରଶଂସନୀୟ: ଆବାସ

ଭୁବନେଶ୍ୱର,୧୪-୧(ବ୍ୟୁରୋ):ଭାରତରେ ଥିବା ସିରିଆ ରାଷ୍ଟ୍ରଦୂତ ରିଆଦ ଆବାସ ଏବଂ ତାଙ୍କ ନେତୃତ୍ୱରେ ଆସିଥିବା ଏକ ପ୍ରତିନିଧି ମଣ୍ଡଳୀ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲୋକସେବା ଭବନରେ ଭେଟି ଆଲୋଚନା କରିଛନ୍ତି। ଏହି ପ୍ରତିନିଧି ମଣ୍ଡଳୀ ଓଡ଼ିଶା ଏବଂ ସିରିଆର ମିଳିତ ସ୍ବାର୍ଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri