ରାଜ୍ୟ

ଫୁଲବାଣୀରେ ୫ ଡିଗ୍ରୀ, ଦାରିଙ୍ଗବାଡ଼ିରେ ତୁଷାରପାତ

ଫୁଲବାଣୀ ଅଫିସ/ ଦାରିଙ୍ଗବାଡି, ୧୩ା୧(ଡି.ଏନ୍‌.ଏ.)-କନ୍ଧମାଳ ଜିଲାରେ ହାଡଭଙ୍ଗା ଶୀତ। ଶନିବାର ରାତିରୁ ରବିବାର ସକାଳ ସୁଦ୍ଧା ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ଏବଂ ଦାରିଙ୍ଗିବାଡିରେ ୭.୨ ଡିଗ୍ରୀ ରେକର୍ଡ କରାଯାଇଛି। ଆଭ୍ୟନ୍ତରୀଣ ତୁମୁଡିବନ୍ଧ, କୋଟଗଡ, ରାଇକିଆ, ଚକାପାଦ ଆଦି ଅଞ୍ଚଳରେ…

ନିମ୍ନମାନର ମେଶିନ ଦେଇ ୨୭ ଲକ୍ଷ ଠକେଇ: ରାଜସ୍ଥାନରୁ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ନିମ୍ନମାନର ସିମେଣ୍ଟ ଇଟା ମେଶିନ ଯୋଗାଇବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ରାଜସ୍ଥାନରୁ ଗିରଫ କରି ଶନିବାର ଫେରିଛି। ସେ ହେଲେ ରାଜସ୍ଥାନ ଆଜମିର ଅଞ୍ଚଳର ଏଲପିଏମ୍‌ ପ୍ରାଇଭେଟ ଲିମିଟେଡର କର୍ମଚାରୀ ମହାବୀର ପ୍ରସାଦ ମାଲି(୩୬)।…

‘ଛପାକ୍‌’ର ଓଡ଼ିଶା ଲିଙ୍କ୍‌

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ନିକଟରେ ରିଲିଜ ହୋଇଥିବା ଦୀପିକା ପାଦୁକୋନଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ଛପାକ୍‌’ର ରହିଛି ଓଡ଼ିଶା ଲିଙ୍କ୍‌। ଏସିଡ୍‌ ଆକ୍ରମଣର ଶିକାର ହୋଇଥିବା ଲକ୍ଷ୍ମୀ ଅଗ୍ରଓ୍ବାଲଙ୍କ ଜୀବନର ସଂଘର୍ଷପୂର୍ଣ୍ଣ କାହାଣୀ ଉପରେ ଆଧାରିତ ଏହି ଫିଲ୍ମ ଗତ ଶୁକ୍ରବାର ରିଲିଜ୍‌ ହୋଇଥିବାବେଳେ ଏହାକୁ ନେଇ…

ଜମୁଛି ଶିଶିର ସରସ ମେଳା:ସପ୍ତାହରେ ୧୦କୋଟି ଟପିଲା ବେପାର

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜମୁଛି ମେଳା। ଦିନକୁ ଦିନ ବ୍ୟବସାୟ ବି ବଢୁଛି। ସନ୍ଧ୍ୟା ହେଲେ ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ପଡୁଛି ଲକ୍ଷ ଲକ୍ଷ ଲୋକଙ୍କ ପାଦ। କିଏ କାରିଗରଙ୍କ ହାତତିଆରି ଖାଣ୍ଟି ଦେଶୀ ସାମଗ୍ରୀ କିଣିବାକୁ ଯାଉଛି ତ କିଏ ପାରମ୍ପରିକ…

ଦୁର୍ବଳ ଛାତ୍ରୀଛାତ୍ରଙ୍କ ପାଇଁ ହେବ ସ୍ବତନ୍ତ୍ର କ୍ଲାସ: ମନ୍ତ୍ରୀ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଉଚ୍ଚଶିକ୍ଷା ବିଭାଗରେ ପାଠ ପଢୁଥିବା ଦୁର୍ବଳ ଶ୍ରେଣୀର ଛାତ୍ରୀଛାତ୍ରମାନଙ୍କ ପାଇଁ ଏବେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଯେଉଁମାନେ ପରୀକ୍ଷାରେ ସେତେଟା ପ୍ରଭାବୀ ପ୍ରଦର୍ଶନ କରିପାରିବେ ନାହିଁ ସେମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ଲାଗି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।…

ମେରାଇନ୍‌ ଡ୍ରାଇଭ୍‌ ଭିଡିଓ ଅପ୍‌ଲୋଡ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟର ଆକାଉଣ୍ଟରେ ରବିବାର ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ୍‌ର ଏକ ମନୋରମ ଭିଡିଓ ଅପ୍‌ଲୋଡ କରାଯାଇଛି। ୪୮ ସେକେଣ୍ଡର ଏହି ଭିଡିଓରେ ପର୍ଯ୍ୟଟନ, ବେଳାଭୂମି, ବୃକ୍ଷରାଜିର ଅପୂର୍ବ ସମାହାର ରହିଛି। ଗତବର୍ଷ ମେ’ରେ ସାମୁଦ୍ରିକ ଝଡ଼…

ଜାତିଭିତ୍ତିକ ଜନଗଣନା ନିଷ୍ପତ୍ତିକୁ ବିରୋଧୀଙ୍କ ସମାଲୋଚନା

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟରେ ସାମାଜିକ, ଆର୍ଥିକ ଏବଂ ଜାତିଭିତ୍ତିକ ଜନଗଣନା ହେବ। ୨୦୨୧ ଜନସଂଖ୍ୟା ଗଣନା ବେଳେ ଏକାସାଙ୍ଗରେ ଏହି ଗଣନା କରାଯିବ। ଶନିବାର ରାଜ୍ୟ କ୍ୟାବିନେଟ୍‌ରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବା ପରେ ରାଜ୍ୟ ରାଜନୀତି ଜୋର୍‌ ଧରିଛି। ରାଜ୍ୟ ସରକାର…

ସିଲେକ୍ସନ ପଦ୍ଧତିରେ ବଛାଯିବେ ଯୁବ କଂଗ୍ରେସ ସଭାପତି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ଯୁବ ସଙ୍ଗଠନକୁ ସଜାଡିବା ଲାଗି ଦଳ ଭିତରେ ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବ୍‌ଶୀଘ୍ର ଦଳ ପକ୍ଷରୁ ନୂଆ ଯୁବ ସଭାପତି ଚୟନ କରାଯିବ ବୋଲି ସୂଚନା ମିଳିଛି। ପିସିସି ପକ୍ଷରୁ ଯୁବ ସଙ୍ଗଠନକୁ ସଜାଡିବାକୁ ଏକ…

ସ୍ବଚ୍ଛତା ପାଇଁ ଗଠନଧର୍ମୀ ପ୍ରସ୍ତାବ ଦେଲେ କର୍ମଚାରୀ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କ ପଦୋନ୍ନତି କ୍ଷେତ୍ରରେ ସୁଧାର ଆଣିବା ପାଇଁ ସରକାର ଗତ ୧୦ ତାରିଖରେ ଏକ ସଂକଳ୍ପ ପତ୍ର ଜାରି କରିଛନ୍ତି। ଏଥିରେ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦିଷ୍ଟ ସମୟରେ ପଦୋନ୍ନତି ଦେବା ପାଇଁ ଚୟନ ପ୍ରକ୍ରିୟା…

ଶ୍ରୀନଅରରେ ଗଜପତିଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ, ୧୩ା୧:ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ଶ୍ରୀନଅରଠାରେ ରବିବାର ସନ୍ଧ୍ୟାରେ ସମ୍ପନ୍ନ ହୋଇଛି। ଏଥିରେ ବରୁଣ ପୂଜା, ପଞ୍ଚଦେବତା ପୂଜା, ବର୍ଦ୍ଧନି କଳସୀ ପୂଜା ଏବଂ ରାମାଭିଷେକ ପଟିପୂଜା ଅନୁଷ୍ଠିତ ହୋଇଥିଲା। ରାଜଗୁରୁ ଦେବୀପ୍ରସାଦ ରାଜଗୁରୁ, ସୁଧାଂଶୁ ରାଜଗୁରୁ…

ପାହାଡ଼, ନଈଘେରରେ କଟୁଛି ବିଚ୍ଛିନ୍ନାଞ୍ଚଳ ଜୀବନ

ଦଶମନ୍ତପୁର,୧୩।୧(ଡି.ଏନ୍‌.ଏ.) ଚାରିପାଖେ ପାହାଡ଼, ପର୍ବତ ଓ ୩ଟି ନଦୀ। ତାହାରି ଘେର ଭିତରେ ବନ୍ଦୀ ଗୋଟିଏ ଗାଁ। ଯୋଗାଯୋଗ ନାହିଁ। ତେଣୁ ବିକାଶର ଛାଇ ବି ଗାଁ ମାଟି ମାଡ଼ିନାହିଁ। ସରକାରୀ ବାବୁ କି ନେତା ଆସନ୍ତିନି। କେବଳ ନିର୍ବାଚନ ବେଳେ ଥରୁଟେ…

ଶ୍ରୀମନ୍ଦିର ଭିତର ଫଟୋ, ଭିଡିଓ ଭାଇରାଲ

ପୁରୀ ଅଫିସ, ୧୩ା୧: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ ଓ ଭିଡିଓ। ବିଭିନ୍ନ ସମୟରେ ଭକ୍ତମାନେ ମନ୍ଦିର ଭିତରେ ସେଲ୍‌ଫି ନେଇ ଓ ଫଟୋ ଉଠାଇ ଏହାକୁ ସୋସିଆଲ ମିଡ଼ିଆରେ ପୋଷ୍ଟ କରୁଛନ୍ତି। ରବିବାର ପୁଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri