ରାଜ୍ୟ

ରାଜତନ୍ତ୍ର ନ ଥିଲେ ବି ଲୋକଙ୍କ କାମ କରିବି

ପାରଳା ରାଜବଂଶର ସମଗ୍ର ରାଜ୍ୟରେ ଏକ ସ୍ବତନ୍ତ୍ର ପରିଚୟ ରହିଛି। ନିକଟରେ ରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଦାୟାଦ ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ପରଲୋକ ଘଟିବା ପରେ ରାଜକୁମାରୀ କଲ୍ୟାଣୀ ଦେବୀଙ୍କ ରାଜ୍ୟାଭିଷେକ ହୋଇଛି। ପାରଳା ରାଜବଂଶରେ ପ୍ରଥମ କନ୍ୟା ସନ୍ତାନ…

ନୀଳାଚଳ ଇସ୍ପାତରୁ ପୁଞ୍ଜି ପ୍ରତ୍ୟାହାର ପ୍ରସଙ୍ଗ: ପୁଞ୍ଜି ଲଗାଇ ପୁନରୁଦ୍ଧାର କରାଯାଇପାରନ୍ତା: ଶ୍ରୀକାନ୍ତ

ଭୁବନେଶ୍ୱର,୧୩ା୧(ବ୍ୟୁରୋ) କେନ୍ଦ୍ର କ୍ୟାବିନେଟ୍‌ ନିକଟରେ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍‌ (ଏନ୍‌ଆଇଏନ୍‌ଏଲ୍‌)ରୁ ଥିବା ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକର ଅଂଶଧନରୁ ପୁଞ୍ଜି ପ୍ରତ୍ୟାହାର କରିବା ପାଇଁ ନିଷ୍ପତ୍ତି ନେଇଛି। କେନ୍ଦ୍ରର ଏହି ପଦକ୍ଷେପକୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ରବିବାର ସମାଲୋଚନା କରିଛନ୍ତି। ଏକ…

ପ୍ରେମରେ ପ୍ରତାରଣା ପରେ ଆତ୍ମହତ୍ୟା ଘଟଣା: ଯୁବତୀଙ୍କ ବିରୋଧରେ ଅଭିଯୋଗ କଲେ ମୃତକଙ୍କ ଭାଇ

କଟକ ଅଫିସ, ୧୩ା୧: ଯୁବତୀଙ୍କ ନିକଟରୁ ପ୍ରତାରଣାର ଶିକାର ହେବା ପରେ ମନୋଜ ସ୍ବାଇଁ ନାମକ ଯୁବକ ଶନିବାର କଟକ ଜିଲା ମଧୁପାଟଣା ଥାନା ଅଧୀନ ତାଳଦଣ୍ଡା କେନାଲ ନିକଟ ଟ୍ରେନ୍‌ ଲାଇନରେ ଆତ୍ମହତ୍ୟା କରିଥିଲେ। ହେଲେ ମନୋଜଙ୍କ ବଡଭାଇ ବିନୋଦ…

ପ୍ଲାଷ୍ଟିକ ଆବର୍ଜନା ପରିଚାଳନା:ସର୍ବଭାରତୀୟ ସ୍ତରରେ ପୁରୀ ପୁରସ୍କୃତ

ପୁରୀ ଅଫିସ,୧୩ା୧: ପୁରୀକୁ ସ୍ବଚ୍ଛ ଓ ପରିଷ୍କାର ରଖିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଏକାଧିକ ପଦକ୍ଷେପ ଗ୍ରହଣ କରାଯାଇଛି। ‘ମୋ ବିଚ୍‌’ ହେଉ ଅବା ‘ମୋ ପୁରୀ ସ୍ବଚ୍ଛ ପୁରୀ’ ଭଳି କାର୍ଯ୍ୟକ୍ରମ ପାଇଁ ଧୀରେ ଧୀରେ ଜାତୀୟସ୍ତରରେ ସଫଳତା…

ଲେଉଟିଲା ଶୀତ, ୫ ଦିନ ଥରାଇବ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ରାଜ୍ୟରେ ପୁଣି ଲେଉଟିଛି ଶୀତ। ଅଦିନିଆ ବର୍ଷା ମାଟି ଭିଜାଇ ଚାଲିଯିବା ପରେ ଶୀତ ମାଡ଼ି ଆସିଛି। ଅସହ୍ୟ ଥଣ୍ଡାରେ ଥରୁଛି ସାରା ଓଡ଼ିଶା। ରବିବାର ୧୩ ସହରରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲାବେଳେ ସୋନପୁର ପୁଣିଥରେ…

ରାଜ୍ୟରେ ଖାଲିପଡ଼ିଛି ୪୦ରୁ ଅଧିକ ଆଇଏଏସ୍‌ ଅଫିସର ପଦବୀ: ଡେପୁଟେଶନରୁ ଫେରୁନାହାନ୍ତି ବାବୁ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): କୌଣସି ସର୍ବଭାରତୀୟ ସେବା କ୍ଷେତ୍ରରେ ଅଧିକାରୀମାନଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ରହିବାର ନିୟମ ରହିଛି। ସେହି ଅନୁଯାୟୀ ଏହି ଡେପୁଟେଶନର ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟ ରହିଛି। ସାଧାରଣତଃ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀ ୫ ବର୍ଷ ପାଇଁ କେନ୍ଦ୍ରୀୟ ଡେପୁଟେଶନରେ…

ମା’ଙ୍କୁ ମୁଖାଗ୍ନି ଦେଇ ପୁଣି ଜେଲ ଗଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ,୧୨।୧: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେର ରବିବାର ପାଟଣାଗଡ଼ଠାରେ ମା’ଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇ ପୁଣି ଜେଲ ଯାଇଛନ୍ତି। ମା’ଙ୍କୁ ମୁଖାଗ୍ନି ଦେଇ ସେ ବଲାଙ୍ଗୀର ଜେଲଙ୍କୁ ଯାଇଥିବା ସୂଚନା ମିଳିଛି।…

ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣା: ଆଉ ୪ ଗିରଫ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ସ୍ଥାନୀୟ ୟୁନିଟ-୨ ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣାରେ ଆଉ ୪ ଜଣଙ୍କୁ କମିଶନରେଟ୍‌ ପୋଲିସ ରବିବାର ଗିରଫ କରିଛି। ତେବେ ଗିରଫ ହୋଇଥିବା ୪ ଜଣ ନାବାଳକ ହୋଇଥିବା ବେଳେ ସ୍କୁଲ କଲେଜରେ ପାଠପଢ଼ୁଥିବା ସୂଚନା ମିଳିଛି। ଏହି ଘଟଣାରେ…

ମା’ଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ଜେଲ୍‌ରୁ ବାହାରିଲେ ପୁଞ୍ଜିଲାଲ୍‌

ବଲାଙ୍ଗୀର ଅଫିସ,୧୨।୧: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ମା’ ଇନ୍ଦୁମତୀ ମେହେର(୭୨)ଙ୍କ ଶୁକ୍ରବାର ରାତିରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ପରଲୋକ ଘଟିଥିଲା। ପୁଞ୍ଜିଲାଲ ସମ୍ପ୍ରତି ଗିରଫ ହୋଇ ବଲାଙ୍ଗୀର ଜେଲରେ ଥିଲେ।…

ପୁଣି ଶୀତରେ ଥରିଲା ସୋନପୁର: ତାପମାତ୍ରା ୪.୮ ଡିଗ୍ରୀ

ଭୁବନେଶ୍ୱର/ସୋନପୁର,୧୨।୧(ବ୍ୟୁରୋ/ନି.ପ୍ର.): ଅସହ୍ୟ ଶୀତରେ ପୁଣି ଥରିଛି ସୋନପୁର। ଏଠାରେ ରବିବାର ସର୍ବନିମ୍ନ ତାପମାତ୍ରା ୪.୮ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ରହିଥିବା ବେଳେ ଅନୁଗୋଳରେ ୬, ଟିଟିଲାଗଡ଼ରେ ୬.୫, ଦାରିଙ୍ଗବାଡ଼ିରେ ୭.୨, ଝାରସୁଗୁଡ଼ାରେ ୮.୪,…

ବାଇକ ଚଳାଇ ସଚେତନ କଲେ ଟ୍ରାଫିକ ଡିସିପ

ଭୁବନେଶ୍ୱର, ୧୨ା୧(ବ୍ୟୁରୋ): ଆରମ୍ଭ ହୋଇଛି ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ। ଶନିବାର ଭୁବନେଶ୍ୱର ଏଜି ଛକ ନିକଟ ଟ୍ରାଫିକ ଥାନାରେ ଅନୁଷ୍ଠିତ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଚଳିତବର୍ଷ ଏହି କାର୍ଯ୍ୟକ୍ରମର ସ୍ଲୋଗାନ ରହିଛି ‘ସୁରକ୍ଷିତ…

ଭୋରରୁ ଚମ୍ପଟ, ଅପରାହ୍ନରେ ଗିରଫ

କଟକ ଅଫିସ,୧୨ା୧: ଶନିବାର ଭୋର ସମୟରେ ଏସ୍‌ସିବି ମେଡିକାଲର ସେଣ୍ଟ୍ରାଲ ଆଇସିୟୁରୁ ଚମ୍ପଟ ମାରିଥିଲେ ଅଭିଯୁକ୍ତ ଆଲୋକ ସାହୁ। କିନ୍ତୁ ମଙ୍ଗଳାବାଗ ପୋଲିସ ତାଙ୍କୁ ଅପରାହ୍ନରେ ଜଣେ ଓକିଲଙ୍କ ଘରୁ ଗିରଫ କରିଥିଲା। ୫ମହଲା ଉପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri