ଅପହରଣ କରି ଶିକ୍ଷୟିତ୍ରୀ ଭଉଣୀଙ୍କୁ ବିବାହ କଲେ ବଡ଼ବାପା ପୁଅ: ବାପା ପ୍ରତିବାଦ କରିବାରୁ କଙ୍ଗାରୁ କୋର୍ଟରେ ଜରିମାନା
ଖୋର୍ଦ୍ଧା ଅଫିସ,୨୨ା୮: ଖୋର୍ଦ୍ଧା ଜିଲା ବାଣପୁର ଥାନାର ହରିଚନ୍ଦନପୁର। ଏଠାରେ ଭାଇ ଭଉଣୀଙ୍କୁ ବିବାହ କରିବା ଘଟଣା ଚର୍ଚ୍ଚାର କାରଣ ପାଲଟିଛି। ଶିକ୍ଷୟିତ୍ରୀ ଭଉଣୀଙ୍କୁ ଅପହରଣ କରି ବିବାହ କରିଛନ୍ତି ବିବାହିତା ବଡବାପା ପୁଅ ଭାଇ। ଭାଇ ଓ ଭଉଣୀଙ୍କ...
ପୂର୍ବ ଶତ୍ରୁତାକୁ ନେଇ କଟକରେ ବୋମାମାଡ଼
କଟକ ଅଫିସ,୨୨ା୮: ଲାଲବାଗ ଥାନା ଅନ୍ତର୍ଗତ ଡଗରପଡା ଭୂତିଆସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ବୋମାମାଡ ହୋଇଛି। ୩ଜଣ ଦୁର୍ବୃତ୍ତ ଦୁଇଟି ବାଇକ୍ରେ ଆସି ଗୋଲକ ପରିଡା(୪୦) ଓ ସମ୍ପର୍କୀୟ ଭାଇ ଲିକୁନା (୩୫)ଙ୍କ ଘର ଉପରକୁ ୪ ବୋମା...
ରାଜ୍ୟ ଭିନ୍ନକ୍ଷମ କମିଶନ ଅଧ୍ୟକ୍ଷା ଦାୟିତ୍ୱ ନେଲେ ସୁଲୋଚନା
ଭୁବନେଶ୍ୱର,୨୨ା୮(ବ୍ୟୁରୋ): ରାଜ୍ୟ ଭିନ୍ନକ୍ଷମ କମିଶନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁଲୋଚନା ଦାସ। ବୁଧବାର ସକାଳେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ସୁଲୋଚନା କାର୍ଯ୍ୟାଳୟରେ ପହଞ୍ଚତ୍ କର୍ମଚାରୀ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଭିନ୍ନକ୍ଷମମାନେ ଯେପରି...
‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦାବି
ଭୁବନେଶ୍ୱର, ୨୨ା୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବା ପରେ ସରକାରୀ କାର୍ଯ୍ୟ କ୍ଷିପ୍ର ଗତିରେ ଚାଲିବ ବୋଲି ନୂତନ ସଚିବ ଅସିତ ତ୍ରିପାଠୀ କହିଥିବାରୁ ଏହାକୁ ଉତ୍କଳ ସମ୍ମିଳନୀ ପ୍ରସଂଶା କରିଛି। ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ...
ଶ୍ରୀଲିଙ୍ଗରାଜ ମନ୍ଦିରରେ ଫଟୋ ଭାଇରାଲ ଘଟଣା: ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ
ପୁରୁଣା ଭୁବନେଶ୍ୱର, ୨୨ା୮ (ଡି.ଏନ.ଏ.): ଶ୍ରାବଣ ଶେଷ ସୋମବାରରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ପ୍ରବଳ କାଉଡ଼ିଆଙ୍କ ସମାଗମ ସମୟରେ ଜନୈକ ସେବାୟତ ମନ୍ଦିରର ବିଭିନ୍ନ ସ୍ଥାନରେ ନିଜର ସେଲଫି ଫଟୋ ଉଠାଇ ଫେସବୁକ୍ରେ ଅପଲୋଡ କରିଥିଲେ। ଏହି ଫଟୋ ଭାଇରାଲ ହେବାପରେ...
ଅପରାହ୍ନ ୫ରେ ବାହାରିଲା ପ୍ରସାଦ
ପୁରୁଣା ଭୁବନେଶ୍ୱର,୨୨ା୮(ଡି.ଏନ୍.ଏ.): ଶ୍ରୀଲିଙ୍ଗରାଜଙ୍କ ନୀତି ୫ଘଣ୍ଟା ବିଳମ୍ବ ହେବାରୁ ବୁଧବାର ଠାକୁରଙ୍କ ପ୍ରସାଦ ବାହାରିବାରେ ବିଳମ୍ବ ହୋଇଥିଲା। ଏନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଅପରାହ୍ନ ପ୍ରାୟ ୫ଟା ୧୫ରେ ପ୍ରସାଦ ବାହାରିବା ପରେ ଶ୍ରଦ୍ଧାଳୁମାନେ ପ୍ରସାଦ ସେବନ...
ଆଗେଇପାରୁନି ଆଚାର୍ଯ୍ୟ ବିହାର-ବାରଙ୍ଗ ସମାନ୍ତରାଳ ରାସ୍ତା
ଭୁବନେଶ୍ୱର,୨୨ା୮(ବ୍ୟୁରୋ): ହୁ ହୁ ବଢୁଛି ରାଜଧାନୀର ଜନସଂଖ୍ୟା। ପରିବ୍ୟାପ୍ତ ହୋଇଚାଲିଛି ସହରର ଆକାର। ସ୍ମାର୍ଟସିଟି ହେବାପରଠାରୁ ଭୁବନେଶ୍ୱରରେ ରହିବାକୁ ରାଜ୍ୟ ତଥା ବାହାରୁ ଲୋକଙ୍କ ସୁଅ ଛୁଟୁଛି। ଗାଡ଼ିମୋଟର ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ହେଲେ ସେହି ଅନୁପାତରେ ରାସ୍ତା...
ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ; ଶତାଧିକ ଏକର ଚାଷ ଜମି ଜଳମଗ୍ନ
ଜୁନାଗଡ,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମୁଣ୍ଡରାଗୁଡା ପଞ୍ଚାୟତ ପଣ୍ଡରାପଲାରେ ବୁଧବାର ମଧ୍ୟାହ୍ନରେ ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ ସୃଷ୍ଟି ହୋଇଛି। ଏଥିଯୋଗୁ ଶତାଧିକ ଏକର ଚାଷ ଜମି ଜଳମଗ୍ନ ହୋଇଛି ା ଫଳରେ ଧାନ ଫସଲ ନଷ୍ଟ...
ଛାତ୍ର ସଂସଦ ନିର୍ବାଚନ: ମୁହାଁମୁହିଁ ହେବେ ଏବିଭିପି-ଛାତ୍ର ବିଜେଡି
ଭୁବନେଶ୍ୱର,୨୨ା୮(ବ୍ୟୁରୋ): ସେପ୍ଟେମ୍ବର ଶେଷ ସପ୍ତାହରେ ରାଜ୍ୟରେ ଅନୁଷ୍ଠିତ ହେବ ଛାତ୍ର ସଂସଦ ନିର୍ବାଚନ। ଯୁକ୍ତ ୩ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକ ପାଇଁ ସେପ୍ଟେମ୍ବର ତୃତୀୟ ସପ୍ତାହରୁ ନିର୍ବାଚନ ପ୍ରକ୍ରିୟା ଲାଗି ବିଜ୍ଞପ୍ତି ପ୍ରକାଶ ପାଇବା ସମ୍ଭାବନା ରହିଥିବାବେଳେ ଏବେଠାରୁ କ୍ୟାମ୍ପସରେ...
ଗେଷ୍ଟ ହାଉସରେ ସେକ୍ସ ର଼୍ୟାକେଟ, ୨ ଗିରଫ
ଭୁବନେଶ୍ୱର,୨୨ା୮(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ବରମୁଣ୍ଡା ବସ୍ଷ୍ଟାଣ୍ଡ୍ ନିକଟ ଏକ ଗେଷ୍ଟ ହାଉସରେ ସେକ୍ସ କାରବାର ଚାଲିଥିଲା। ଏ ସମ୍ପର୍କରେ ସୂଚନା ମିଳିବା ପରେ ମଙ୍ଗଳବାର ଖଣ୍ଡଗିରି ଥାନା ପୋଲିସ ଅଚାନକ ଚଢ଼ାଉ କରି ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।...
ସମାଜ ପରିବର୍ତ୍ତନରେ ପୋଲିସ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଭୁବନେଶ୍ୱର-କଟକ ଟୁଇନସିଟି ପୋଲିସ କମିଶନର ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚ୍ ଆଇପିଏସ୍ ଅଧିକାରୀ ଡ. ସୁଧାଂଶୁ ଷଡ଼ଙ୍ଗୀ। ଟୁଇନସିଟିରେ ଅପରାଧ ନିୟନ୍ତ୍ରଣ, ନିଶା କାରବାରରେ ରୋକ, ଟ୍ରାଫିକ୍ ସୁପରିଚାଳନା, ନିରପେକ୍ଷ ତଥ୍ୟଭିତ୍ତିକ ତଦନ୍ତ, ଜନସାଧାରଣଙ୍କୁ...
ଝୁଲେନବର ପ୍ରାଥମିକ ବିଦ୍ୟାଳୟ ସ୍କୁଲକୁ ନିୟମିତ ଆସୁନାହାନ୍ତି ଶିକ୍ଷକ; ମଧ୍ୟାହ୍ନ ଭୋଜନ ପରେ ସ୍କୁଲ ଛୁଟି
କୋକସରା,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଶିକ୍ଷା ବିଭାଗ ଅଧୀନ ଆମପାଣି କ୍ଳଷ୍ଟରର ବଣପାହାଡ଼ ଘେରା ଦୁର୍ଗମ ବରାଡ଼ଙ୍ଗା ପଞ୍ଚାୟତ ଝୁଲେନବର ପ୍ରାଥମିକ ବିଦ୍ୟାଳୟ। ଆଦିବାସୀ ବହୁଳ ଗ୍ରାମରେ ୧୯୭୫ରେ ସ୍ଥାପିତ ଏହି ପ୍ରାଥମିକ ବିଦ୍ୟାଳୟକୁ ନିୟମିତ ଶିକ୍ଷକ ଆସୁ...
Archives


