ରାଜ୍ୟ

ରାଜ୍ୟ ସ୍ତରୀୟ ସିପାକଟାକ୍ରୋ ପ୍ରତିଯୋଗିତା: ମୟୂରଭଞ୍ଜ ବାଳିକା ଟିମ୍‌ ରନର୍ସଅପ୍‌

ବାରିପଦା ଅଫିସ,୧୨ା୧- ରାଜ୍ୟ ବିଦ୍ୟାଳୟ ସ୍ତରୀୟ ୧୭ ବର୍ଷରୁ କମ ବାଳିକା ଓ ବାଳକ ବର୍ଗର ସିପାକଟାକ୍ରୋ ପ୍ରତିଯୋଗିତା ଗତ ୯ ଓ ୧୦ ତାରିଖ ଦୁଇ ଦିନ ଧରି ପୁରୀ ଜିଲା ହାଇସ୍କୁଲଠାରେ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ମୟୂରଭଞ୍ଜ…

କାକର ସାଙ୍ଗକୁ ଘନ କୁହୁଡ଼ି

ଉଦଳା, ୧୨।୧ (ଡି.ଏନ.ଏ.) – ଶିମିଳିପାଳ ପାଦଦେଶରେ ଅବସ୍ଥିତ ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡରେ ଏବେ ରାତିରେ ପ୍ରବଳ କାକର ପଡୁଥିବା ବେଳେ ସକାଳେ ଘନ କୁହୁଡିର ଚାଦର ସବୁ ଅଞ୍ଚଳକୁ ଢାଙ୍କି ରଖିଛି। ଦୁଇ ଦିନ ପୂର୍ବରୁ ବର୍ଷା ହୋଇ…

ଜାଳ ସଂଗ୍ରହ ବେଳେ ମିଳିଲା ଶିବଲିଙ୍ଗ

ଖଇରା, ୧୨।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସାଦିକପୁର ଗ୍ରାମର ମୋହନ ମହାନ୍ତି ଜାଳ ଉଦ୍ଦେଶ୍ୟରେ ମାଉସୀ ବାଡି ମନ୍ଦିର ନିକଟରେ ଥିବା ପୋଲ କଡରେ କିଛି ଅମରିଗଛ କାଟି ଶୁଖାଇଥିଲେ। ଇତିମଧ୍ୟରେ ମୋହନ ମହାନ୍ତିଙ୍କ ପରଲୋକ ହେବାର…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ବୋଲେରୋ ସହ ବିଭିନ୍ନ ମାରଣାସ୍ତ୍ର ଜବତ

ସଜନାଗଡ, ୧୨ା୧(ଡି.ଏନ.ଏ.)-ନୀଳଗିରି ଥାନା ଅନ୍ତର୍ଗତ ଈଶ୍ୱରପୁର ପଞ୍ଚାୟତ ହାଇସ୍କୁଲ୍‌ ପଡ଼ିଆ ସମ୍ମୁଖରେ ଯୋଜନାବଦ୍ଧ ଭାବେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଈଶ୍ୱରପୁର ମେଡ଼ିକାଲ ପରେ ବାଲେଶ୍ୱର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ମଧ୍ୟ…

ଓଏଏସ୍‌ ପରୀକ୍ଷାରେ ୧୫୨ ର଼୍ୟାଙ୍କ୍‌:ଗୀତୁ ବଢ଼ାଇଲେ ଗୌରବ

ଢେଙ୍କାନାଳ ଅଫିସ, ୧୨।୧ ନିକଟରେ ପ୍ରକାଶିତ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ୧୫୨ ର଼୍ୟାଙ୍କ୍‌ ରଖି ଢେଙ୍କାନାଳ ଜିଲାର ଗୌରବ ବଢ଼ାଇଛନ୍ତି ସ୍ଥାନୀୟ କାରିଗର ସାହି ଅଞ୍ଚଳର ଗୀତୁ ବେହେରା। ପ୍ରଥମ ଥର ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବାରୁ ବେଶ୍‌ ଆତ୍ମସନ୍ତୁଷ୍ଟି…

ବନ୍ତଳା ଜଙ୍ଗଲରେ ସନ୍ଦିଗ୍ଧଙ୍କ କ୍ୟାମ୍ପ

ବନ୍ତଳା,୧୨ା୧(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ଫରେଷ୍ଟ ରେଞ୍ଜ ଅଧୀନରେ ଥିବା ବାରଗୌଣିଆ ପଞ୍ଚାୟତ ମାଗୁରାଖାଲ ଗ୍ରାମ ଜଙ୍ଗଲ ଭିତରେ ହୋଇଥିବା ସନ୍ଦିଗ୍ଧଙ୍କ କ୍ୟାମ୍ପକୁ ନେଇ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଗତ ୩ରୁ ୪ ଦିନ ହେଲା ୧୦ରୁ ଅଧିକ କ୍ୟାମ୍ପ…

ଅସ୍ଥାୟୀ କର୍ମଚାରୀଙ୍କୁ ପିଏଚ୍‌ଡି ଦେଉଛି ଦୈନିକ ୭୪ ଟଙ୍କା ମଜୁରି : ଚାକିରି ୧୭ ବର୍ଷ, ଦରମା ୨ ହଜାର

ତାଳଚେର,୧୨ା୧(ମନୋଜ ନନ୍ଦ) ସରକାର ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରି ୨୯୮ ଟଙ୍କା ଧାର୍ଯ୍ୟ କରିଛନ୍ତି। ହେଲେ ତାଳଚେର ଜନସ୍ବାସ୍ଥ୍ୟ ବିଭାଗ (ପିଏଚ୍‌ଡି) ନିଜ ଅସ୍ଥାୟୀ କର୍ମଚାରୀଙ୍କୁ ଦୈନିକ ମାତ୍ର ୭୪ ଟଙ୍କା ମଜୁରି ଦେଉଛି। ଆଶ୍ଚର୍ଯ୍ୟର କଥା, କାର୍ଯ୍ୟରତ ୧୬ ଅସ୍ଥାୟୀ…

୪ କିମି ଚାଲି ଦୁର୍ଗମ ଅଞ୍ଚଳରେ ପହଞ୍ଚିଲେ ବିଡିଓ

ତେନ୍ତୁଳିଖୁଣ୍ଟି,୧୨।୧(ଡି.ଏନ.ଏ)- ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପୂଜାରିଗୁଡା ପଞ୍ଚାୟତର ଦୁର୍ଗମ ଅଞ୍ଚଳ କାଦମାଳି ଗ୍ରାମକୁ ଯିବା ପାଇଁ ରାସ୍ତା ନାହିଁ। କେବଳ ପଡିଛି ପାଦଚଲା ରାସ୍ତା। ତଥାପି ଲୋକଙ୍କ ସମସ୍ୟା ବୁଝିବା ପାଇଁ ଶନିବାର ଦୀର୍ଘ ୪ କି.ମି ଚାଲି ଚାଲି…

ରାସ୍ତା ଜାମ ନେଲା ଗର୍ଭବତୀଙ୍କ ଜୀବନ

ଲହୁଣୀପଡା, ୧୨।୧ (ଡି.ଏନ.ଏ)- କଲେଇପୋଷ- ବରସୁଆଁ ରାସ୍ତା ନିର୍ମାଣ ଚାଲିଥିବା ବେଳେ ସକାଳ ୭ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ନୋ ଏଣ୍ଟ୍ରି ଚାଲିଛି। ଯାହାକି ଭାରିଯାନ ରାସ୍ତାରେ ରହି ଜାମ ଥାଏ। ବଉରକେଲା ଗ୍ରାମର ବୁଧୁଆ ମୁଣ୍ଡାଙ୍କ ସ୍ତ୍ରୀ ପାର୍ବତୀ (୨୫)…

ପୁଣି ତେଜିଲା ଆଦିବାସୀ ମାନ୍ୟତା ଦାବି : ଆଦିବାସୀ କଲ୍ୟାଣ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲା ଦୋରା ସମ୍ପ୍ରଦାୟ

  ପଟ୍ଟାଙ୍ଗି,୧୨ା୧(ଡି.ଏନ୍‌.ଏ.) କୋରାପୁଟ ଜିଲାର ଅନେକ ସମ୍ପ୍ରଦାୟ ଦୀର୍ଘଦିନରୁ ଆଦିବାସୀ ମାନ୍ୟତା ଦାବି କରିଆସୁଛନ୍ତି। ସେମାନଙ୍କ ମଧ୍ୟରୁ ଅନ୍ୟତମ ଦୋରା ସମ୍ପ୍ରଦାୟ। ରାଜ୍ୟ ସରକାର ସେମାନଙ୍କୁ ଏହି ମାନ୍ୟତା ଦେବାରେ ଆଖିଦୃଶିଆ ପଦକ୍ଷେପ ନେଉ ନ ଥିବାରୁ ପୁଣିଥରେ ସେହି ଦାବି…

ଧରିତ୍ରୀ ଖବରଦାତାଙ୍କୁ ହତ୍ୟା ଧମକ

ଫୁଲବାଣୀ ଅଫିସ, ୧୨ା୧-କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ଧରିତ୍ରୀ ଖବରଦାତାଙ୍କୁ ମିଳିଛି ହତ୍ୟା ଧମକ। କୌଣସି ଅପରାଧ ଶ୍ରେଣୀର ଲୋକ ନୁହନ୍ତି, ଖଜୁରିପଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ବନଶ୍ରୀ ନାୟକ ଏବଂ ଶିକ୍ଷକ ସ୍ବାମୀ ବିନୋଦ କୁମାର ନାୟକ…

ବୁଦ୍ଧଖୋଲ ମହୋତ୍ସବ ଉଦ୍‌ଘାଟିତ: ନାଚଗୀତରେ ଝୁମିଲେ ଦର୍ଶକ

ବୁଗୁଡ଼ା,୧୨ା୧(ଡି.ଏନ.ଏ.)-ବୁଗୁଡ଼ା ବୁଦ୍ଧଖୋଲ ମହୋତ୍ସବ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ବୁଦ୍ଧଖୋଲ ଉନ୍ନୟନ ସମିତି ସଭାପତି ତଥା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହୋତ୍ସବକୁ ବିଜ୍ଞାନ ଓ କାରିଗରୀ କୌଶଳ ସାଧାରଣ ଉଦ୍ୟୋଗ ତଥା ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri