ଦାୟିତ୍ୱ ଗ୍ରହଣ କଲେ ପୋଲିସ କମିଶନର
ଭୁବନେଶ୍ୱର,୨୨ା୮(ବ୍ୟୁରୋ): କଟକ ଓ ଭୁବନେଶ୍ୱର ଦୈତ୍ୟନଗରୀର ନୂତନ ପୋଲିସ କମିଶନର ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍ ଅଫିସର ଡ. ସୁଧାଂଶୁ ଷଡଙ୍ଗୀ। ଭୁବନେଶ୍ୱରସ୍ଥିତ କମିଶନରେଟ ପୋଲିସ ମୁଖ୍ୟାଳୟରେ ପୂର୍ବତନ ପୋଲିସ କମିଶନର ସତ୍ୟଜିତ ମହାନ୍ତି ବିଧିବଦ୍ଧଭାବେ ତାଙ୍କୁ...
କାଳୁପଡ଼ାଘାଟ ରେଳଷ୍ଟେଶନ ହେବ ନବୀକରଣ
ଟାଙ୍ଗୀ(ଖୋର୍ଦ୍ଧା),୨୨ା୮(ଡି.ଏନ.ଏ.): ପୂର୍ବତଟ ରେଲଓ୍ବେ କାଳୁପଡ଼ାଘାଟ ଷ୍ଟେଶନକୁ ପରିଦର୍ଶନରେ ଆସି ବୋର୍ଡର ପିଏସି ସଭ୍ୟମାନେ ଏହାକୁ ନବୀକରଣ କରାଯିବ ବୋଲି କହିଥିବା ଜଣାପଡିଛି। ସଦସ୍ୟମାନେ ହେଲେ ହିମାଦ୍ରି ବଳ, ବି. ଯାଦବ, ଅଜିତ କୁମାର ଓ ଅମରେଶ ରାୟ। ସ୍ଥାନୀୟ ରେଳ...
ପୌରାଞ୍ଚଳରେ ପଲିଥିନ ନିଷେଧ: ଅକ୍ଟୋବର ୨ରୁ ସାରା ରାଜ୍ୟରେ ଲାଗୁ ହେବ
ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ସମସ୍ତ ପୌରାଞ୍ଚଳରେ ପଲିଥିନ ଉପରେ ଲାଗିବ କଟକଣା। ସବୁ ସହରକୁ ପଲିଥିନ ମୁକ୍ତ କରାଯିବ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ...
ବିଦ୍ୟୁତ୍ ଚୋରି ରୋକିବାକୁ ପ୍ରିପେଡ୍ ସ୍ମାର୍ଟ ମିଟର ପ୍ରଚଳନ ନିଷ୍ପତ୍ତି: ‘ପ୍ରଥମେ ସରକାରୀ ସ୍ତରରେ ଲାଗୁ ହେଉ’
ଓଡ଼ଗାଁ, ୨୨।୮(ସ୍ବ.ପ୍ର.): ସମ୍ପ୍ରତି ରାଜ୍ୟରେ ବିଦ୍ୟୁତ୍ ଚୋରି ରୋକିବାକୁ ରାଜ୍ୟ ଶକ୍ତି ମନ୍ତ୍ରୀ ପ୍ରିପେଡ୍ ସ୍ମାର୍ଟ ମିଟର ପ୍ରଚଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ଲକ୍ଷାଧିକ କୋଠଘର, କ୍ଲବ ଘର, ସରକାରୀ ଦପ୍ତର, କ୍ୱାର୍ଟର୍ସ ଓ ଛୋଟବଡ କଳକାରଖାନା...
ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ହାତେଇଲା ଭାଜପା: ମିଠା ବାଣ୍ଟି ଖୁସି ମନାଇଲେ ରସୁଲପର ବ୍ଲକ ଅଞ୍ଚଳର ଦଳୀୟ କର୍ମୀ
ରସୁଲପୁର,୨୨ା୮(ଡି.ଏନ୍.ଏ.): ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନ ବୁଧବାର ସରିଛି।ଦୀର୍ଘଦିନ ଧରି ଲାଗିରହିଥିବା ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟି ନିର୍ବାଚନ ଫଳ ଭାଜପା ସପକ୍ଷରେ ଯାଇଛି। ସୁଭାସିନୀ ନାଥଶର୍ମା ଅଧ୍ୟକ୍ଷା ହୋଇଛନ୍ତି। ଚଳିତ ସାଧାରଣ ନିର୍ବାଚନରେ ୪,୦୩୪ଖଣ୍ଡ କମ୍...
ଖଣି ପ୍ରଭାବିତ ଅଞ୍ଚଳରେ ମେଗା ଜଳଯୋଗାଣ ପ୍ରକଳ୍ପ ବାଟବଣା: ତ୍ରୁଟି ସୁଧାରିବାକୁ ତାଗିଦ୍
ଯାଜପୁର ଅଫିସ,୨୨ା୮: ଯାଜପୁର ଜିଲା ସୁକିନ୍ଦା ବ୍ଲକର ଖଣି ପ୍ରଭାବିତ ଅଞ୍ଚଳରେ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍ଏଫ୍) ପାଣ୍ଠିରେ ନିର୍ମାଣାଧିନ ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ଅତି ନିମ୍ନମାନର ହେଉଛି। ଏଥିରେ ବ୍ୟାପକ ଅନିୟମିତତା ହେବା ସହିତ ବିଭାଗୀୟ...
କ୍ରୋମ ଖଣିରେ ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବିବାଦ: ‘ଜିଲା ପ୍ରଶାସନ ନିଷ୍ପତ୍ତି ଏକପାଖିଆ’
କାଳିଆପାଣି/ସୁକିନ୍ଦା,୨୨।୮(ଡି.ଏନ୍.ଏ.): ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବିବାଦ ଥମିବାର ନାମ ଧରୁନି। ଏହାର ସମାଧାନ ନେଇ ମଙ୍ଗଳବାର ସୁକିନ୍ଦା ବ୍ଲକ କାର୍ଯ୍ୟାଳୟରେ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନେତୃତ୍ୱରେ ଏକ ବୈଠକ ହୋଇଥିଲା।...
ଗୁଣପୁର ପଞ୍ଚାୟତ ସମିତି ବୈଠକ: ସମିତି ସଭ୍ୟ, ଜିଲାପରିଷଦ ସଭ୍ୟ ହାତାହାତି
ଗୁଣପୁର,୨୧।୮(ଡି.ଏନ୍.ଏ.): ଦୀର୍ଘ ୧୦ମାସ ପରେ ବୁଧବାର ଗୁଣପୁର ପଞ୍ଚାୟତ ସମିତି ବୈଠକ ବସିଥିଲା। ସ୍ଥାନୀୟ ଅଞ୍ଚଳର ବହୁ ଉନ୍ନୟନ ପ୍ରସଙ୍ଗ ଏଥିରେ ଆଲୋଚନା ହେବାର ଥିଲା। କିନ୍ତୁ କୋରମ ନ ଥାଇ ବିଡିଓ କିପରି ବୈଠକ କରୁଛନ୍ତି ବୋଲି ଅଭିଯୋଗ...
ଘରୋଇ ଛାତ୍ରୀଛାତ୍ରଙ୍କୁ ମିଳୁନି ପାଠ୍ୟପୁସ୍ତକ, ପାଠପଢ଼ା ବ୍ୟାହତ
ଚିଲିକା,୨୧ା୮(ଡି.ଏନ.ଏ.): ଚଳିତ ଶିକ୍ଷାବର୍ଷର ଚାରିମାସ ବିତି ଯାଇଥିଲେ ସୁଦ୍ଧା ଛାତ୍ରୀଛାତ୍ରଙ୍କୁ ଏ ପର୍ଯ୍ୟନ୍ତ ସରକାରୀ ପାଠ୍ୟପୁସ୍ତକ ମିିଳିପାରୁ ନ ଥିବା ଅଭିଯୋଗ ହେଉଛି। ଫଳରେ ପିଲାମାନେ ବାଧ୍ୟ ହୋଇ ପୁରୁଣା ବହି ଜେରକ୍ସ କରି ଖର୍ଚ୍ଚାନ୍ତ ହେବା ସହ ହଟହଟା...
ପ୍ରେମିକର ବର୍ବରକାଣ୍ଡ: ପ୍ରେମିକାଙ୍କ ବେକ କାଟିଦେଲେ
କାମାକ୍ଷାନଗର, ୨୧।୮(ଡି.ଏନ୍.ଏ.): ପ୍ରେମିକାଙ୍କୁ ପିଛା କରି ସୁନ୍ଦରଗଡ଼ରୁ ଚାଲିଆସିଲେ ଢେଙ୍କାନାଳ। ରାତାରାତି ତାଙ୍କୁ ଧରି ଫେରାର ହୋଇଯିବାକୁ କରିଥିଲେ ଯୋଜନା। ହେଲେ ଏଥିରେ ଯୁବତୀ ଜଣକ ଅନିଚ୍ଛା ପ୍ରକାଶ କରିବାରୁ ରକ୍ତମୁଖା ହୋଇଉଠିଲେ ପ୍ରେମିକ। ହିତାହିତ ଜ୍ଞାନ ହରାଇ ଧାରୁଆ...
ବଜ୍ରପାତରେ ୬ ମୃତ, ୪ ଗୁରୁତର
ଭୁବନେଶ୍ୱର, ୨୧ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ଟଳି ନ ଥିବାବେଳେ ପୁଣି ଆରମ୍ଭ ହୋଇଛି ବର୍ଷା। ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏପରିସ୍ଥଳେ ବଜ୍ରପାତ ଚିନ୍ତା ବଢ଼ାଇ ଦେଇଛି। ବୁଧବାର ଅପରାହ୍ନରେ ହୋଇଥିବା ବଜ୍ରପାତ...
ନାବାଳକ ଗାଡ଼ି ଚଳାଇଲେ ଅଭିଭାବକ ଜେଲ ଯିବେ
ଭଞ୍ଜନଗର,୨୧।୮(ଡି.ଏନ.ଏ): ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ଅଭାବ ଯୋଗୁ ଦୁର୍ଘଟଣା ହାର ବଢ଼ୁଛି। ମୋଟର ଯାନ ଆଇନ ସମ୍ପର୍କରେ ସେମାନଙ୍କ ମଧ୍ୟରେ ସଚେତନତା ଲୋଡ଼ା। ସରକାର ମୋଟର ଯାନ ଆଇନକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଯାଉଛନ୍ତି। ଯେଉଁ ନାବାଳିକା, ନାବାଳକ...
Archives


